ସେବା ସମବାୟ ସମିତିର ମିଲ ମାଲିକ ମାନଙ୍କ ସହିତ ମଧୁ ଚନ୍ଦ୍ରିକା: ଶୋଷଣର ଶିକାର ହେଉଛନ୍ତି…
ଦିଗପହଣ୍ଡି,୩।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଭୀଷ୍ମଗିରି ଗ୍ରାମ ପ୍ରାଥମିକ ସେବା ସମବାୟ ସମିତି କାର୍ଯ୍ୟାଳୟ ସମ୍ମୁଖରେ ଚାଷୀ ସଙ୍ଗଠନ ଅଖିଳ ଭାରତ କୃଷକ ସଭା ସ୍ଥାନୀୟ ଶାଖା କମିଟି ପକ୍ଷରୁ ମଙ୍ଗଳବାର ଗଣଧାରଣା ଓ ପ୍ରତିବାଦ ସଭା ଅନୁଷ୍ଠିତ ହୋଇଥିଲା।…
ସ୍କୁଲରେ ନବମ ଛାତ୍ରୀକୁ ଗଣବଳାତ୍କାର: ଭିଡିଓ ଭାଇରାଲ୍, ୫ ନାବାଳକ ଅଟକ
ବଲାଙ୍ଗୀର,୩।୨: ବଲାଙ୍ଗୀର ଜିଲାରୁ ଏକ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି। ତୁରେକେଲା ଥାନା ଅଞ୍ଚଳର ଏକ ସ୍କୁଲରେ ଜଣେ ନବମ ଶ୍ରେଣୀର ନାବାଳିକା ଛାତ୍ରୀଙ୍କୁ ଗଣବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଏହି ମାମଲାରେ ପୋଲିସ ୫ ଜଣ ନାବାଳକ ସହପାଠୀଙ୍କୁ ଅଟକ…
ପୁରୀରେ ରାଷ୍ଟ୍ରପତି: କାଲି ଶ୍ବେତଗଙ୍ଗାରେ କରିବେ ପିଣ୍ଡଦାନ
ପୁରୀ,୩।୨: ପୁରୀରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ତାଳବଣିଆ ହେଲିପ୍ୟାଡ୍ରେ ତାଙ୍କ ବିମାନ ପହଞ୍ଚିବା ପରେ ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ, ଉପମୁଖ୍ୟମନ୍ତ୍ରୀ ତାଙ୍କୁ ସ୍ବାଗତ କରିଛନ୍ତି। ରାଷ୍ଟ୍ରପତି ପୁରୀରେ ରାତ୍ରିଯାପନ କରିବେ। ବୁଧବାର ଶ୍ବେତଗଙ୍ଗାରେ ପିଣ୍ଡଦାନ କରିବେ। ପିଣ୍ଡଦାନ ପରେ ମହାପ୍ରଭୁଙ୍କୁ ଦର୍ଶନ…
ଭାଜପା ରାଜ୍ୟ କାର୍ଯ୍ୟ କାରିଣୀ ସଦସ୍ୟଙ୍କ ଘର ଉପରରେ ଆକ୍ରମଣ: ୧୫ ଅଟକ , ଗାଁରେ ପୋଲିସ ଛାଉଣି
ମୋହନା,୩।୨(ମନ୍ମଥ ମିଶ୍ର ): ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ଚାନ୍ଦିପୁଟ ଗ୍ରାମର ଭାଜପା ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଶିବରାମ ସୁଆରଙ୍କ ଘର ଉପରେ ସୋମବାର ସନ୍ଧ୍ୟା ସମୟରେ ୩୦ରୁ ଅଧିକ ସଙ୍ଘବଦ୍ଧ ଆକ୍ରମଣ କରିଥିଲେ । ଆକ୍ରମଣର ଦୃଶ୍ୟ ସିସିଟିଭିରେ…
ନାଚ ସାରି ଫେରୁଥିଲେ ମେଲୋଡି କଳାକାର, ରାସ୍ତାରେ ଅଟକାଇ ମାଡ଼ ମାରିଲେ…
ଆଠଗଡ଼,୩।୨: ନାଚ ସାରି ଫେରୁଥିଲେ ମେଲୋଡି କଳାକାର ରାସ୍ତାରେ ଅଟକାଇ ମାରିଲେ ଦୁବୃର୍ତ୍ତ। ଏଭଳି ଘଟଣା ଘଟିଛି କଟକ ଜିଲା ତିଗିରିଆ ଥାନା ପାଳପୁଟ ଗାଁରେ। ସୂଚନାଯୋଗ୍ୟ, ତିଗିରିଆ ଥାନା ଶୁଣ୍ଠିପାଳ ଗାଁକୁ ମେଲୋଡି ପାଇଁ କଳାକାର ଆସିଥିଲେ। ରାତିରେ ମେଲୋଡ଼ି…
ଭକ୍ତ ଦାସଙ୍କ ବଡ଼ ଦାବି: ପୌର, ଏନ୍ଏସି ନିର୍ୱାଚନ ବାଲଟ୍ରେ ହେଉ
ଭୁବନେଶ୍ୱର,୩।୨: ରାଜ୍ୟ ସରକାରଙ୍କ ପକ୍ଷରୁ ନିକଟରେ ୨୮ ବିଜ୍ଞାପିତ ଅଞ୍ଚଳ ପରିଷଦ(ଏନ୍ଏସି) ଏବଂ ୭ ପୌରପାଳିକା(ମ୍ୟୁନିସିପାଲିଟି) ନିର୍ୱାଚନ ଲାଗି ସରକାରଙ୍କ ପକ୍ଷରୁ ପ୍ରକ୍ରିୟା ଆରମ୍ଭ ହୋଇଛି। ଏହି ସଂକ୍ରାନ୍ତରେ ରାଜ୍ୟ ପୌର ପ୍ରଶାସନ ନିର୍ଦ୍ଦେଶକ ଅରିନ୍ଦମ ଡାକୁଆ ୧୮ ଜିଲାପାଳଙ୍କୁ ପତ୍ର…
ଝିଅର ବାପା ହୋଇ ବିବାହ କରାଇଲେ ମୁଖ୍ୟମନ୍ତ୍ରୀ, ୨୦୧ ନବଦମ୍ପତିଙ୍କୁ ଆଶୀର୍ବାଦ ଦେଇ କହିଲେ…
ପୁରୁଷୋତ୍ତମପୁର,୩।୨(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ପୀଠରୁ ମଙ୍ଗଳବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ‘ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନାର’ ଶୁଭାରମ୍ଭ କରିଛନ୍ତି । ପଣ୍ଡିତ ବ୍ରାହ୍ମଣଙ୍କ ବେଦ ମନ୍ତ୍ରରେ ବିବାହ ମଣ୍ଡପ ପ୍ରକମ୍ପିତ ହୋଇଉଠିଥିବା ବେଳେ…
ୟୁଜିସି ବିଲ୍କୁ ବିରୋଧ, ଜିଲାପାଳଙ୍କୁ ଦାବିପତ୍ର ଦେଲେ…
ବଲାଙ୍ଗୀର,୩ା୨ (ସୁନିଲ କୁମାର ମହାନ୍ତି): ୟୁଜିସି ବିଲ୍କୁ ନେଇ ବିରୋଧ ତୀବ୍ର ହେବାରେ ଲାଗିଛି । ଏହି ବିଲ୍କୁ ଶୀଘ୍ର ପ୍ରତ୍ୟାହାର କରିବା ପାଇଁ ବଲାଙ୍ଗୀର ଜିଲା ବ୍ରାହ୍ମଣ ମହାସଭା ପକ୍ଷରୁ ଦାବି କରାଯାଇଅଛି । ମଙ୍ଗଳବାର ସଂଘର କର୍ମକର୍ତ୍ତାମାନେ ଜିଲାପାଳଙ୍କ…
ଶୁଭାରମ୍ଭ ହେଲା ‘ମୁଖ୍ୟମନ୍ତ୍ରୀ କନ୍ୟା ବିବାହ’ ଯୋଜନା: ଏକା ସଙ୍ଗେ ୨୦୦ ଦମ୍ପତିଙ୍କ ହେଲା ସାମୁହିକ ବିବାହ
ଭୁବନେଶ୍ୱର,୩।୨: ଶୁଭାରମ୍ଭ ହେଲା ‘ମୁଖ୍ୟମନ୍ତ୍ରୀ କନ୍ୟା ବିବାହ’ ଯୋଜନା। ଗଞ୍ଜାମ ତାରାତାରିଣୀ ପୀଠରୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଶୁଭାରମ୍ଭ କରିଛନ୍ତି। ଏହି ସମୟରେ ୨ ଶହ ବର-କନ୍ୟାଙ୍କ ସାମୁହିକ ବିବାହ କରାଯାଇଛି। ଯୋଜନା ଶୁଭାରମ୍ଭ ପୂର୍ବରୁ ମୁଖ୍ୟମନ୍ତ୍ରୀ ସୋସିଆଲ ମିଡିଆରେ ପ୍ରତିକ୍ରିୟା…
ବିଶ୍ୱବିଦ୍ୟାଳୟ ଗେଷ୍ଟ ହାଉସରେ ମଧ୍ୟାହ୍ନ ଭୋଜନ କରିବେ ରାଷ୍ଟ୍ରପତି
ବାଲେଶ୍ୱର, ୩।୨( ବାଞ୍ଛାନିଧି ଦେ): ବାଲେଶ୍ୱର ଫକୀରମୋହନ ବିଶ୍ୱବିଦ୍ୟାଳୟରେ ମଙ୍ଗଳବାର ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପହଞ୍ଚିଛନ୍ତି । ବିଶ୍ୱବିଦ୍ୟାଳୟକୁ ଏହା ତାଙ୍କର ପ୍ରଥମ ଗସ୍ତ । ଜିଲା ପ୍ରଶାସନ ଓ ବିଶ୍ୱବିଦ୍ୟାଳୟ ପକ୍ଷରୁ ତାଙ୍କୁ ସ୍ବାଗତ, ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଛି…
ରାଜନୀତିରେ ବଡ଼ ହଇଚଇ: ଶଳାଙ୍କ ନାଁ ନ ନେଇ ବର୍ଷିଲେ ଅରିନ୍ଦମ, ନାମ ନେ…
ଯାଜପୁର.୩।୨: ଯାଜପୁର ରାଜନୀତି ସର୍ବଦା ଚର୍ଚ୍ଚାରେ। ବିଜେଡି ଗଡ଼ କୁହାଯାଉଥିବା ଯାଜପୁର ନିର୍ବାଚନମଣ୍ଡଳୀକୁ ୨୦୨୪ ନିର୍ବାଚନରେ ଭାଙ୍ଗିଲା ଭାଜପା। ହାରିଲେ ବିଜେଡିର ହେବିଓ୍ବେଟ୍ ନେତା। ପୂର୍ବତନ ବିଜେଡି ରାଜ୍ୟ ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଓରଫ ବବି ମଧ୍ୟ ଗଡ଼…
ମା’ ତାରାତାରିଣୀଙ୍କ ଦର୍ଶନ କଲେ ମୁଖ୍ଯମନ୍ତ୍ରୀ, ଅଧଘଣ୍ଟା ପୂଜା କରି ଓଡ଼ିଶାବାସୀଙ୍କ ମଙ୍ଗଳକାମନା କଲେ
ପୁରୁଷୋତ୍ତମପୁର,୩ା୨(ସବିତା ମିଶ୍ର): ଗଞ୍ଜାମ ଜିଲା ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ପ୍ରସିଦ୍ଧ ଇଷ୍ଟଦେବୀ ମା ତାରାତାରିଣୀଙ୍କ ପୀଠରେ ମଙ୍ଗଳବାର ଅପରାହ୍ନ ୧୨ଟା ସମୟରେ ପହଞ୍ଚି ମା’ଙ୍କ ଦର୍ଶନ କରିବା ସହ ଅଧଘଣ୍ଟାଏ ଧରି ପୂଜାର୍ଚ୍ଚନା କରିଥିଲେ ମୁଖ୍ୟମନ୍ତ୍ରୀ ।…
Archives


