ରାଜ୍ୟ

ଏହି ଛାତ୍ରୀଛାତ୍ରଙ୍କୁ ମିଳିବ କେଜିରୁ ପିଜି ମାଗଣା ଶିକ୍ଷା; ଜାରି ହେଲା ଯୋଗ୍ୟତା ସର୍ତ୍ତ

ଭୁବନେଶ୍ୱର,୧୪।୭: କେଜିରୁ ପିଜି ମାଗଣା ପାଠପଢ଼ା ପ୍ରସଙ୍ଗ ଉପରେ ଛାତ୍ରୀଛାତ୍ରଙ୍କ ପାଇଁ ନୂଆ ଯୋଗ୍ୟତା ସର୍ତ୍ତ ଜାରି କରାଯାଇଛି। ସୂଚନାନୁସାରେ ଶ୍ରେଣୀଗୃହରେ ୭୫% ଉପସ୍ଥାନ ବାଧ୍ୟତାମୂଳକ ରହିଛି। ସର୍ବନିମ୍ନ ଉପସ୍ଥାନ ୬୫% ରୁ କମ୍‌ ହେଲେ ଏହି ସୁବିଧା ମିଳିବନି। ଏହା…

ରାଜଧାନୀରେ ମାତିଲେଣି ଲୁଟେରା, ଘରେ ପଶି ନେଇଗଲେ ୨୦ ଲକ୍ଷ ଟଙ୍କାର ସୁନା ଅଳଙ୍କାର

ଭୁବନେଶ୍ୱର,୧୪।୭: ରାଜଧାନୀ ଉପପଣ୍ଠରେ ମାତିଛନ୍ତି ଲୁଟେରା। ଭୁବନେଶ୍ୱର ଏୟାରଫିଲ୍ଡ ଥାନା ଜାମୁକୋଳି ଗାଁରେ ଏକ ବଡ଼ ଧରଣର ଲୁଟ ହୋଇଛି। କେତେଜଣ ଦୁର୍ବୃତ୍ତ ଜାମୁକୋଳି ଗାଁର ଏକ ଘରେ ପଶି ୨୦ ଲକ୍ଷ ଟଙ୍କାର ସୁନା ଅଳଙ୍କାର ଲୁଟି ନେଇଛନ୍ତି। ଏନେଇ…

SOP ଘୋଷଣା କଲେ ଉଚ୍ଚଶିକ୍ଷା ମନ୍ତ୍ରୀ: କେଜିରୁ ପିଜି ମାଗଣା ଶିକ୍ଷା ବ୍ୟବସ୍ଥାକୁ ନେଇ…

ଭୁବନେଶ୍ୱର,୧୪।୭:କେଜିରୁ ପିଜି ମାଗଣା ଶିକ୍ଷା ବ୍ୟବସ୍ଥାକୁ ନେଇ SOP ଘୋଷଣା କରିଛନ୍ତି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ। ମଙ୍ଗଳବାର ଏକ ପ୍ରେସମିଟ ଜରିଆରେ ସେ ଏନେଇ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଏହି ଯୋଜନାର ସଫଳ କାର୍ଯ୍ୟକାରିତା ପାଇଁ ସରକାର ସ୍ବତନ୍ତ୍ର…

ଲଗାଣ ବର୍ଷା, ଆଜି ଏହି ଜିଲାରେ ସମସ୍ତ ସ୍କୁଲ ଛୁଟି

ଭଦ୍ରକ,୧୪।୭(ସନାତନ ରାଉତ): ଭଦ୍ରକ ଜିଲାରେ ଲଗାଣ ବର୍ଷା ଜାରି ରହିଛି । ଏହି କାରଣରୁ ଜିଲାର ସମସ୍ତ ସ୍କୁଲକୁ ମଙ୍ଗଳବାର ଛୁଟି ଘୋଷଣା କରାଯାଇଛି । ପରିସ୍ଥିତିକୁ ଦୃଷ୍ଟିରେ ରଖି ଭଦ୍ରକ ଜିଲାପାଳ ଦିଲ୍ଲୀପ ରାଉତରାଏ ଜିଲାର ସମସ୍ତ ସରକାରୀ, ସରକାରୀ…

ଖୁବ୍‌ଶୀଘ୍ର ସ୍ବାସ୍ଥ୍ୟ ବିଭାଗରେ ନୂତନ ବୈଷୟିକ ପଦବୀ ନିଯୁକ୍ତି

ଭୁବନେଶ୍ୱର,୧୪।୭(ବନ୍ଦନା ସେଠୀ): ଖୁବ୍‌ଶୀଘ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଅଧୀନରେ ବହୁ ସଂଖ୍ୟାରେ ନୂତନ ବୈଷୟିକ ପଦବୀ ନିଯୁକ୍ତି କରାଯିବ । ଔଷଧ ସେବନ ଓ ବିତରଣ ବ୍ୟବସ୍ଥା ପାଇଁ ନୂତନ ୧୧୦୮ ଫାର୍ମାସିଷ୍ଟ ଅଧିକାରୀ ପଦବୀ, ଆଖି ସ୍ବାସ୍ଥ୍ୟର…

ଅମାଠ ଛକରେ ବଢ଼ିବାରେ ଲାଗିଛି ଅପରାଧ, ପୋଲିସ ଫାଣ୍ଡି ପାଇଁ ଦାବି

କେସିଙ୍ଗା,୧୪।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଓ ବଲାଙ୍ଗୀର ଜିଲାର ଶେଷ ସୀମାନ୍ତ ଅଞ୍ଚଳରେ ଥିବା ଅମାଠ ଛକରେ ଦିନକୁ ଦିନ ଅପରାଧ ବଢ଼ିବାରେ ଲାଗିଛି । କାରଣ ଉକ୍ତ ଛକଟି ଗୋଟିଏ ପଟେ ଜାତୀୟ ରାଜପଥ ୨୬ ଆଗକୁ ବରଗଡ଼ ପର୍ଯ୍ୟନ୍ତ ଲମ୍ବିଥିବା…

ନବଯୌବନ ଦର୍ଶନ ଆଜି, ଚଳଚଞ୍ଚଳ ଶ୍ରୀକ୍ଷେତ୍ର

ପୁରୀ,୧୪।୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁଙ୍କ ଅଣସର ଶେଷ ହୋଇଛି। ସୁସ୍ଥ ହୋଇ ଅଗଣିତ ଭକ୍ତଙ୍କୁ ଦର୍ଶନ ଦେବା ଲାଗି ପ୍ରସ୍ତୁତ ହୋଇସାରିଛନ୍ତି ଚତୁର୍ଦ୍ଧାବିଗ୍ରହ। ମଙ୍ଗଳବାର ଦଇତାପତି ସେବକମାନେ ଚକା ଅପସାରଣ କରିବା ପରେ ଫିଟିବ ଅଣସର ତାଟି। ଏହାପରେ ନବଯୌବନ ବେଶରେ…

ଦୁଇ ଘଣ୍ଟା ପାଇଁ ୪ ସହରକୁ ୟେଲୋ ୱାର୍ନିଂ ଜାରି କଲା ପାଣିପାଗ ବିଭାଗ, ପ୍ରବଳ ବର୍ଷା…

ଭୁବନେଶ୍ବର,୧୪।୭: ଖୋର୍ଦ୍ଧା, ଭୁବନେଶ୍ବର, କଟକ, ପୁରୀ ପାଇଁ ୟେଲୋ ୱାର୍ନିଂ ଜାରି କଲା ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଭାଗ । ଆସନ୍ତା ଦୁଇ ଘଣ୍ଟା ମଧ୍ୟରେ ଏକାଧିକ ସ୍ଥାନରେ ବର୍ଷା ସମ୍ଭାବନା ରହିଥିବା ନେଇ ସୂଚନା ଦିଆଯାଇଛି । ଏହା ସହିତ…

ଭାଜପା ପରେ ବିଜେଡିର ପାଲଟା ଅଭିଯୋଗ, ପିଲାଙ୍କୁ ରାଜନୈତିକ କାମରେ ଲଗାଉଛି ଭାଜପା

ଭୁବନେଶ୍ୱର,୧୪।୭(ସୁନିତ୍‌ ମିଶ୍ର): ରାଜନୈତିକ କାର୍ଯ୍ୟକ୍ରମରେ ଛୋଟ ପିଲାମାନଙ୍କୁ ସାମିଲ କରାଯିବା ନେଇ ରାଜ୍ୟ ରାଜନୀତି ଜୋର୍‌ ଧରିବାରେ ଲାଗିଛି। ସୋମବାର ବିଜେଡିର ଏକ ମହିଳା ପ୍ରତିନିଧି ଦଳ ରାଜ୍ୟ ଶିଶୁ ସୁରକ୍ଷା ଆୟୋଗ ଅଧ୍ୟକ୍ଷା ବବିତା ପାତ୍ରଙ୍କୁ ଭେଟି ଭାଜପା ବିରୋଧରେ…

ଆଜି ରାଜ୍ୟ କ୍ୟାବିନେଟ୍, ୭ରୁ ଅଧିକ ପ୍ରସ୍ତାବକୁ ମିଳିପାରେ ଅନୁମୋଦନ

ଭୁବନେଶ୍ୱର,୧୪।୭ (ରବିନାରାୟଣ ଜେନା): ରାଜ୍ୟବାସୀଙ୍କ ହିତକୁ ଦୃଷ୍ଟିରେ ରଖି ମଙ୍ଗଳବାର ରାଜ୍ୟ ସରକାରଙ୍କ ପକ୍ଷରୁ ରାଜ୍ୟ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବାକୁ ରହିଛି। ଲୋକସେବା ଭବନର ତୃତୀୟ ମହଲାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅପରାହ୍ନ ୪ଟାରେ ଅନୁଷ୍ଠିତ ହେବାକୁ…

ଘୁର୍ଣ୍ଣିବଳୟ ସକ୍ରିୟ: ଅତି ପ୍ରବଳ ବର୍ଷା ସମ୍ଭାବନା, ଅରେଞ୍ଜ ଓ୍ବାର୍ନିଂ ଜାରି

ଭୁବନେଶ୍ୱର, ୧୪।୭:ଉତ୍ତର ବଙ୍ଗୋପସାଗର ଓ ତା’ ପାଖପାଖି ଦକ୍ଷିଣ ବାଂଲାଦେଶ ପାଖରେ ସୃଷ୍ଟି ହୋଇଥିବା ଘୁର୍ଣ୍ଣିବଳୟ ସକ୍ରିୟ ରହିଛି। ଏହା ପ୍ରଭାବରେ ଆଗାମୀ ୪ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲାରେ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି। ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ…

ଅନଶନ ସମୟରେ ଅସୁସ୍ଥ ହେଲେ ଚାମେଲି: ହସ୍ପିଟାଲରେ ଭର୍ତ୍ତି

ଭୁବନେଶ୍ୱର,୧୩।୭: ଆମରଣ ଅନଶନ ବେଳେ କେନ୍ଦ୍ରାପଡା ଜିଲା ତିଖିରୀ ଗ୍ରାମପଞ୍ଚାୟତର ସରପଞ୍ଚ ଚାମେଲି ଓଝା ଅସୁସ୍ଥ ହୋଇପଡିଛନ୍ତି। ଅନଶନରେ ବସିଥିବା ସମୟରେ ହଠାତ ସ୍ବାସ୍ଥ୍ୟାବସ୍ଥା ବିଗିଡ଼ିବାରୁ ତାଙ୍କୁ ତୁରନ୍ତ ଚିକିତ୍ସା ପାଇଁ ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ପ୍ରକାଶଯୋଗ୍ୟ, ଅନ୍ୟାୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?