ରାଜ୍ୟ

ପୁଣି ଆସୁଛି ବଡ଼ ବାତ୍ୟା! ଓଡ଼ିଶାର ଏହିସବୁ ଜିଲାରେ ପ୍ରବଳ ବର୍ଷା!

ଭୁବନେଶ୍ୱର,୨୬।୧୧: ପୁଣି ବଙ୍ଗୋପସାଗରରେ ଦାନା ବାନ୍ଧିଲା ଆଉ ଏକ ବାତ୍ୟା । ମୌସୁମୀ ଅପସାରଣ ପରେ ସୃଷ୍ଟି ହେବାକୁ ଯାଉଛି ଦ୍ବିତୀୟ ବାତ୍ୟା । ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ବଡ ସୂଚନା ଦିଆଯାଇଛି । ଗଭୀର ଅବପାତରେ ପରିଣତ…

ପ୍ରଧାନମନ୍ତ୍ରୀ ଆବାସ ଯୋଜନାକୁ ନେଇ ସରକାରଙ୍କ ବଡ଼ ଘୋଷଣା, ବାପାଙ୍କ ଠାରୁ ପୁଅ ଭିନ୍ନେ ଥିଲେ…

ଭୁବନେଶ୍ୱର,୨୬।୧୧: ପ୍ରଧାନମନ୍ତ୍ରୀ ଆବାସ ଯୋଜନାକୁ ନେଇ ଆସିଲା ବଡ ଖବର । ବାପାଙ୍କ ଠାରୁ ପୁଅ ଅଲଗା ରହିଲେ ଆଉ କେତେ ରୋଜଗାର ଥିଲେ ପିଏମ ଆବାସ ମିଳିପାରିବ ଏନେଇ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ସରକାରଙ୍କ ଅନୁସାରେ, ବାପାଙ୍କ…

ଡିସେମ୍ବର ୨୦ରେ ରାଜ୍ୟସଭା ପାଇଁ ଉପନିର୍ବାଚନ: ଓଡ଼ିଶାରୁ କିଏ ଯିବେ…

ଭୁବନେଶ୍ୱର,୨୬।୧୧: ଡିସେମ୍ବର ୨୦ରେ ରାଜ୍ୟସଭା ପାଇଁ ଉପନିର୍ବାଚନ ହେବ। ୪ଟି ରାଜ୍ୟର ୬ଟି ଆସନ ପାଇଁ ଏହି ଉପନିର୍ବାଚନ ହେବ ବୋଲି ଇସିଆଇ ପକ୍ଷରୁ ସୂଚନା ଦିଆଯାିଛି। ଡିସେମ୍ବର ୩ରେ ଏ ନେଇ ବିଜ୍ଞପ୍ତି ପ୍ରକାଶ ପାଇବାକୁ ଥିବା ବେଳେ ୧୦…

ଆଜୀବନ ସଜା ଭୋଗୁଥିବା ୧୪ କଏଦୀଙ୍କ ପାଇଁ ଆସିଲା ଖୁସିଖବର: ନିର୍ଦ୍ଦେଶାଳୟଙ୍କ ଚିଠିରେ ….

ଭୁବନେଶ୍ୱର,୨୬।୧୧: ଆଜୀବନ ସଜା ଭୋଗୁଥିବା ୧୪ କଏଦୀଙ୍କ ପାଇଁ ଆସିଲା ଖୁସିଖବର। ସଜା ଭୋଗୁଥିବା ୧୪ କଏଦୀଙ୍କ ମୁକ୍ତି ପାଇଁ ନିର୍ଦ୍ଦେଶାଳୟ ପକ୍ଷରୁ ଚିଠି ଜାରି ହୋଇଛି। ଜେଲ ବିଭାଗ ନିର୍ଦ୍ଦେଶାଳୟ ପକ୍ଷରୁ ମୁକ୍ତ କରିବାକୁ ବିଭିନ୍ନ ଜେଲ ଅଧୀକ୍ଷକଙ୍କୁ ଏହି…

ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଜାଣନ୍ତୁ କେଉଁ ପର୍ଯ୍ୟନ୍ତ କରିପାରିବେ ସୁଭଦ୍ରା ଆବେଦନ, ଆସିଲା ଶେଷ …

ଭୁବନେଶ୍ୱର,୨୬।୧୧: ସୁଭଦ୍ରା ଯୋଜନାକୁ ନେଇ ଆସିଲା ବଡ଼ ଅପ୍‌ଡେଟ୍‌। ୨୦୨୫ ମାର୍ଚ୍ଚ ୭ ‘ସୁଭଦ୍ରା’ ପ୍ରଥମ କିସ୍ତି ପାଇଁ ଆବେଦନ କରିପାରିବେ। ୨୦୨୫ ମାର୍ଚ୍ଚ ୭ହି ଆବେଦନର ଶେଷ ତାରିଖ। ଏ ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି। ଏହା…

ଅଧିବେଶନର ଆରମ୍ଭରୁ ବିଧାନସଭା ଅଚଳ: ପୁଣି ୪ଟା  ପର୍ଯ୍ୟନ୍ତ ଗୃହମୁଲତବୀ 

ଭୁବନେଶ୍ୱର,୨୬।୧୧: ଶୀତକାଳୀନ ଅଧିବେଶନର ଆରମ୍ଭରୁ ବିଧାନସଭା ଅଚଳ। ପ୍ରଶ୍ନକାଳ ପରେ ଶୂନ୍ୟକାଳରେ ମଧ୍ୟ ହଙ୍ଗାମା ଦେଖିବାକୁ ମିଳିଛି। ସମ୍ବିଧାନ ପ୍ରସଙ୍ଗ ନେଇ ବିଜେଡି-ଭାଜପା ବିଧାୟକ ମୁହାଁମୁହିଁ ହୋଇଛନ୍ତି । ଏ ନେଇ ବାଚସ୍ପତି ସୁରମା ପାଢ଼ୀ ଗୃହକୁ ଦିନ ୪ଟା ପର୍ଯ୍ୟନ୍ତ…

ମଧ୍ୟାହ୍ନଭୋଜନରେ ଦିଆଯାଉଛି ନିମ୍ନମାନର ଚାଉଳ

ନବରଙ୍ଗପୁର,୨୬।୧୧(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲାପରିଷଦ କମିଟିର ସ୍ବତନ୍ତ୍ର ଟିମ୍‌ ବିଭିନ୍ନ ବିଦ୍ୟାଳୟ ପରିଦର୍ଶନ କରିଛନ୍ତି। ୨୫ଟି ବିଦ୍ୟାଳୟରେ ମଧ୍ୟାହ୍ନଭୋଜନ ଚାଉଳ ନିମ୍ନମାନର ଓ ଛାତ୍ରୀଛାତ୍ରଙ୍କ ଉପସ୍ଥାନ କମ୍‌ ଥାଇ ମଧ୍ୟ ଅଧିକ ଦେଖାଇ ମଧ୍ୟାହ୍ନ ଭୋଜନ ରନ୍ଧାଯାଇଥିବା ଭଳି ଘଟଣା ଷ୍ଟାଣ୍ଡିଙ୍ଗ…

ବିରଜା ହାଟକୁ ନେଇ ତେଜୁଛି ରାଜଜୈତିକ କଳି

ଯାଜପୁର,୨୬ା୧୧(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଟାଉନ୍‌ର ବିରଜା ହାଟକୁ ନେଇ ରାଜନୈତିକ କଳି ତେଜିବାରେ ଲାଗିଛି। ବିଜେଡି ଓ ଭାଜପା ନେତାମାନେ ପରସ୍ପରକୁ ଦୋଷାରୋପ କରୁଛନ୍ତି। ଏପରିକି ଏହାକୁ ନେଇ ଆଇନ ଶୃଙ୍ଖଳା ସ୍ଥିତି ଜଟିଳ ହେଉଥିବାରୁ ପୋଲିସ ପ୍ରଶାସନ ପକ୍ଷରୁ ଯାଜପୁର…

ନାବାଳକ ଆତ୍ମହତ୍ୟାକୁ ନେଇ ଖୋଲୁଛି ଗୁମର

ରାଜକନିକା,୨୬ା୧୧(ସଞ୍ଜୟ କୁମାର ଦାଶ): ନାବାଳକ ମୃତ୍ୟୁର ୧୩ ଦିନ ପରେ ଗଳିତ ମୃତଦେହକୁ କଢ଼ାଯାଇ ବ୍ୟବଚ୍ଛେଦ କରାଯାଇଛି। କେନ୍ଦ୍ରାପଡ଼ା ଜିଲା ରାଜକନିକା ଥାନା ଅନ୍ତର୍ଗତ ତଥା ଓଳାଭର ପଞ୍ଚାୟତ ଦେଉଳସାହି ଗାଁରେ ଦେଖିବାକୁ ମିଳିଛି ଏପରି ଏକ ଅଭାବନୀୟ ଘଟଣା। ଗାଁର…

ସମ୍ବିଧାନ ଦିବସରେ ବାହାରିଲା ପଦଯାତ୍ରା: ସାମିଲ ହେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୬।୧୧: ଆଜି ହେଉଛି ସମ୍ବିଧାନ ଦିବସ । ପ୍ରତି ବର୍ଷ ନଭେମ୍ବର ୨୬ ତାରିଖରେ ଏହି ଦିବସ ପାଳନ କରାଯାଏ । ଏହି ପରିପ୍ରେକ୍ଷୀରେ ରାଜଧାନୀ ଭୁବନେଶ୍ୱରରେ ରାଜ୍ୟ ସରକାରଙ୍କ ପକ୍ଷରୁ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମ କରାଯାଇଛି। ଅନୁଷ୍ଠିତ ପଦଯାତ୍ରାରେ ମୁଖ୍ୟମନ୍ତ୍ରୀ…

ଚାନ୍ଦା ଆଦାୟ କରି ଧରାପଡିଲେ କନିଷ୍ଠ ଏମ୍‌ଭିଆଇ

ଗୋପାଳପୁର,୨୬ା୧୧(ନବୀନ ରାଜ ଆଚାରୀ): ଗଞ୍ଜାମ ଜିଲା ୧୬ ନଂ ଜାତୀୟ ରାଜପଥ କଡ଼ରେ ପରିବହନ ବିଭାଗର ଜଣେ କନିଷ୍ଠ ଏମଭିଆଇ ଓ କେତେ ଜଣ ଯୁବକ ଯାଞ୍ଚ ଆଳରେ ଚାନ୍ଦା ଆଦାୟ କରିବା ସେମାନଙ୍କ ପାଇଁ ମହଙ୍ଗା ପଡିଛି। ଗୋଳନ୍ଥରା ପୋଲିସ…

ଭାଜପାରେ ଯୋଗଦେବେ କି ଅମର ଶତପଥୀ: କହିଦେଲେ ମନର କଥା

ଚଣ୍ଡିଖୋଲ,୨୬ା୧୧(ପ୍ରଦୀପ୍ତ କୁମାର ପୃଷ୍ଟି):ଏବେ ଧୀରେ ଧୀରେ ଆଞ୍ଚଳିକ ଦଳଗୁଡ଼ିକର ପ୍ରଭାବ କମୁଛି। ଜାତୀୟ ଦଳ ସହଯୋଗରେ ଆଞ୍ଚଳିକ ଦଳଗୁଡ଼ିକ ବିଜୟୀ ହୋଇଛନ୍ତି ବୋଲି ପୂର୍ବତନ ବିଧାୟକ ଅମର ପ୍ରସାଦ ଶତପଥୀ କହିଛନ୍ତି ା ମହାରାଷ୍ଟ୍ର ଓ ଝାଡ଼ଖଣ୍ଡ ନିର୍ବାଚନକୁ ନେଇ ଗଣମାଧ୍ୟମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?