ରାଜ୍ୟ

ମଦମୃତ୍ୟୁ ମାମଲାକୁ ଗୃହରେ ଉଠାଇବେ ବିଜେଡି, କଂଗ୍ରେସ

ଭୁବନେଶ୍ୱର, ୨୬ା୧୧(ସୁନିତ୍‌ ମିଶ୍ର):ବିଧାନସଭାର ଶୀତକାଳୀନ ଅଧିବେଶନ ମଙ୍ଗଳବାରଠାରୁ ଆରମ୍ଭ ହେବାକୁ ଥିବାବେଳେ ଗୃହରେ ବିଭିନ୍ନ ପ୍ରସଙ୍ଗକୁ ଧରି ଶାସକ ଦଳକୁ ଘେରିବା ଲାଗି ବିରୋଧୀ ଦଳ ନିଜର ରଣନୀତି ପ୍ରସ୍ତୁତ କରିଛି। ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ସୋମବାର…

‘ଦାନା’ କ୍ଷୟକ୍ଷତିର ସମୀକ୍ଷା କଲା କେନ୍ଦ୍ରୀୟ ଟିମ୍‌ 

ବାଲେଶ୍ୱର(ବାଞ୍ଛାନିଧି ଦେ)/ ସୋର,(ଜନ୍ମେଜୟ ମିଶ୍ର),୨୬।୧୧: ଆନ୍ତଃମନ୍ତ୍ରଣାଳୟ କେନ୍ଦ୍ରୀୟ ଟିମ୍‌ ସୋମବାର ବାଲେଶ୍ୱର ଜିଲାକୁ ଦିନିକିଆ ଗସ୍ତରେ ଆସିଥିଲା। ବାତ୍ୟା ‘ଦାନା’ରେ ବିଶେଷ ଭାବେ ପ୍ରଭାବିତ ସଦର ବ୍ଲକର ବର୍ଦ୍ଧନପୁର, ସୋର ବ୍ଲକର ସୁନାରି ଓ ସିମୂଳିଆ ବ୍ଲକର କ୍ଷୀରକୋଣା ଓ ମାର୍କୋଣା…

ଆଜିଠୁ ବିଧାନସଭାର ଶୀତ ଅଧିବେଶନ

ଭୁବନେଶ୍ୱର,୨୬ା୧୧(ସୁନିତ୍‌ ମିଶ୍ର):ବିଧାନସଭାର ଶୀତକାଳୀନ ଅଧିବେଶନ ମଙ୍ଗଳବାରଠାରୁ ଆରମ୍ଭ ହୋଇ ଡିସେମ୍ବର ୩୧ ତାରିଖ ପର୍ଯ୍ୟନ୍ତ ଚାଲିବ। ଏହି ସମୟ ମଧ୍ୟରେ ମୋଟ୍‌ ୩୦ଟି କାର୍ଯ୍ୟ ଦିବସ ରହିଛି। ତେବେ ଅଧିବେଶନର ପ୍ରଥମ ଦିନରେ ଶୋକ ପ୍ରସ୍ତାବ ଆଗତ ହେବ। ଏହାପରେ ପ୍ରଶ୍ନୋତ୍ତର…

ସମନ୍ୱିତ କୃଷି ପଦ୍ଧତିରେ ସାମିଲ ହେଲେ କୋଟିଆର ୨୨ ଚାଷୀ

ପଟ୍ଟାଙ୍ଗି୨୫/୧୧(ଶରତ ଧଳ): କୋରାପୁଟ ଜିଲ୍ଲା ପ୍ରଶାସନ କୋଟିଆ ପଞ୍ଚାୟତକୁ ସ୍ଵତନ୍ତ୍ର ଧ୍ୟାନ ଦେଉଥିବା ବେଳେ ଚଳିତ ୨୦୨୪-୨୫ ଆର୍ଥିକ ବର୍ଷରେ ସମନ୍ୱିତ କୃଷି ପଦ୍ଧତିରେ ୨୨ ଚାଷୀଙ୍କୁ ସାମିଲ କରିଛି। କୃଷି, ଉଦ୍ୟାନ, ମତ୍ସ୍ୟ, ପଶୁପାଳନ ଓ ଜଙ୍ଗଲ ୫ ଗୋଟି…

ବବିଙ୍କ ଭାଇ ଲଲଙ୍କ ଜାମିନ ଆବେଦନ ଖାରଜ, ଆଉ ୩ ମାମଲା ରୁଜୁ

ଯାଜପୁର/ଯାଜପୁର ଟାଉନ(ହର୍ଷବର୍ଦ୍ଧନ ବେହେରା/ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି),୨୫ା୧୧: ବିଜେଡି ନେତା ପ୍ରଣବ ପ୍ରକାଶ ଦାସ(ବବି)ଙ୍କ ଭାଇ ଭବ ପ୍ରସାଦ ଦାସ(ଲଲ)ଙ୍କ ଅଡୁଆ ବଢ଼ିବାରେ ଲାଗିଛି। ତାଙ୍କ ବିରୋଧରେ ସୋମବାର ଯାଜପୁର ଟାଉନ୍‌ ଥାନା ପୋଲିସ ପକ୍ଷରୁ ଦୁଇଟି ମାମଲା (ରାସ୍ତାରୋକୋ-କେସ୍‌ ନଂ.୪୬୯ ଏବଂ…

ସରକାରୀ ପାଣ୍ଠି ଆତ୍ମସାତ କରି ବନ୍ଧା ହେଲେ ଫରେଷ୍ଟର, ଗାଁ ସାଥି

କୋରାପୁଟ, ୨୫।୧୧: ସରକାରୀ ଅର୍ଥ ଆତ୍ମସାତ ଅଭିଯୋଗରେ ଗିରଫ ହେଲେ ଫରେଷ୍ଟର, ଗାଁ ସାଥି। ଚରଣ ଜମିରୁ ଚାଷ ଜମିକୁ ଗୃହପାଳିତ ପଶୁ ବା ବାହ୍ୟ ଜୀବଙ୍କ ପ୍ରବେଶ ରୋକିବାକୁ ସରକାରଙ୍କ ପକ୍ଷରୁ କରାଯାଉଥିବା ତାରବାଡ଼ ଏବଂ ଖାତ ନିର୍ମାଣରେ ୧୦…

ମା’ ବିରଜା ପୀଠର ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ କାର୍ଯ୍ୟ ଠିକ୍ ସମୟରେ ସାରିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର, ୨୫।୧୧: ଯାଜପୁରର ବିରଜା କ୍ଷେତ୍ର କେବଳ ଓଡିଶାର ନୁହେଁ, ସାରା ଦେଶର ଏକ ଗୁରୁତ୍ୱପୂର୍ଣ୍ଣ ଶକ୍ତି ପୀଠ। ଓଡିଶାର ଜନସାଧାରଣଙ୍କ ଧାର୍ମିକ ଓ ଆଧ୍ୟାତ୍ମିକ ଚେତନାରେ ଏହା ଏକ ପ୍ରମୁଖ ତୀର୍ଥ କ୍ଷେତ୍ର । ମହାଭାରତ, ଆଦି ଶଙ୍କରାଚାର୍ଯ୍ୟଙ୍କ ଶକ୍ତି…

ଚଳିତ ମାସରେ ତିନିଦିନିଆ ଓଡ଼ିଶା ଗସ୍ତରେ ଆସିବେ ପ୍ରଧାନମନ୍ତ୍ରୀ ମୋଦି; ଜାଣନ୍ତୁ କାହିଁକି

ଭୁବନେଶ୍ୱର, ୨୫।୧୧: ଚଳିତ ମାସରେ ତିନି ଦିନିଆ ଗସ୍ତରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ନଭେମ୍ବର ୨୯ ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓଡିଶା ଗସ୍ତରେ ଆସି ଏଠାରେ ତିନି ଦିନ ରହିବାର କାର୍ଯ୍ୟକ୍ରମ ରହିଛି ବୋଲି ସୋମବାର ଆଇନମନ୍ତ୍ରୀ…

ଭାଜପା ହାତ ଧରିଲେ ୪ ବିଜେଡି ନେତା

ମାଲକାନଗିରି,୨୫।୧୧(ଦୁର୍ଯ୍ୟୋଧନ ପାତ୍ର): ମାଲାକନଗିରି ଜିଲାର ୪ଜଣ ବିଜେଡି ନେତା ଦଳ ଛାଡି ଭାଜପାରେ ସାମିଲ ହୋଇଛନ୍ତି। ବିଜେଡି ନେତା ତଥା ପରାମର୍ଶଦାତା କେଶବ ଚନ୍ଦ୍ର ନାୟକ, ବିଜେଡିର ପୂର୍ବତନ ରାଜ୍ୟ କାର୍ଯ୍ୟାକାରିଣୀ ସଦସ୍ୟ ହିମାଂଶୁ ସାମଲ, ବିଜେଡି ଜିଲା ସମ୍ପାଦକ ଇ.…

ବହୁଚର୍ଚ୍ଚିତ ଅଭିମନ୍ୟୁ ପଣ୍ଡା ହତ୍ୟା ମାମଲା: ୬ ଅଭିଯୁକ୍ତଙ୍କୁ ଆଜୀବନ

ଵ୍ରହ୍ମପୁର, ୨୫।୧୧(ସୁବାସ ଚନ୍ଦ୍ର ପାଢ଼ୀ): ବହୁଚର୍ଚ୍ଚିତ କନ୍ଧମାଳ ଜିଲା ବାଲିଗୁଡା ଥାନା ଅନ୍ତର୍ଗତ ଅଭିମନ୍ୟୁ ପଣ୍ଡା ହତ୍ୟା ମାମଲାର ଚୂଡାନ୍ତ ରାୟ ସୋମବାର ପ୍ରକାଶ ପାଇଛି। ଜିଲା ଓ ଦୌରା ଜଜ ୬ଜଣ ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଅଭିଯୁକ୍ତମାନେ…

ଅନୁଗୋଳରୁ ୟୁପିକୁ ହେଉଥିଲା ଚାଲାଣ: ଧରାପଡ଼ିଲା ୩୦ ବସ୍ତା ଗଞ୍ଜେଇ

ସୁନ୍ଦରଗଡ଼,୨୫।୧୧: ସୁନ୍ଦରଗଡ଼ ଟାଉନ ଥାନା ପୋଲିସକୁ ସୋମବାର ଏକ ବଡ଼ ସଫଳତା ମିଳିଛି। ପୋଲିସର ଏକ ଟିମ୍‌ ଚଢାଉ କରି ୩୦ ବସ୍ତା ଗଞ୍ଜେଇ ଜବତ କରିଛି। ଜବତ ଗଞ୍ଜେଇର ମୂଲ୍ୟ ପ୍ରାୟ କୋଟିଏ ଟଙ୍କା ହେବ ବୋଲି ପୋଲିସ ପକ୍ଷରୁ…

ବହୁଚର୍ଚ୍ଚିତ ଅଭିମନ୍ୟୁ ହତ୍ୟା ମାମଲା: ଆସିଲା ରାୟ…

ବାଲିଗୁଡା,୨୫।୧୧:(ସଞ୍ଜୟ କୁମାର ପାଣିଗ୍ରାହୀ): ବହୁ ଚର୍ଚ୍ଚିତ କନ୍ଧମାଳ ଜିଲା ବାଲିଗୁଡ଼ା ଅଞ୍ଚଳର ସୂଚନା ଅଧିକାର କର୍ମୀ ଅଭିମନ୍ୟୁ ପଣ୍ଡା ହତ୍ୟା ମାମଲାର ସୋମବାର ରାୟ ଶୁଣାଇଛନ୍ତି ଗଞ୍ଜାମ ଜିଲା ଦୌରାଜଜ ରୂପଶ୍ରୀ ଚୌଧୁରୀ। ମାମଲାରେ ସମ୍ପୃକ୍ତ ୬ ଜଣ ଅଭିଯୁକ୍ତଙ୍କୁ ଦୋଷୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?