ରାଜ୍ୟ

ଭକ୍ତମାନଙ୍କ ସହଜ ଦର୍ଶନ ପାଇଁ ଗ୍ରହଣ କରାଯିବ ନୂଆ ବ୍ୟବସ୍ଥା: ବୃଦ୍ଧବୃଦ୍ଧା, ମହିଳାଙ୍କ ପାଇଁ ଅଲଗା ଧାଡ଼ି

ପୁରୀ,୩୦।୮: ଶୁକ୍ରବାର ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ଅଧ୍ୟକ୍ଷତାରେ ଶ୍ରୀଜଗନ୍ନାଥ ମନ୍ଦିର ପରିଚାଳନା କମିଟି ବୈଠକ ଅନୁଷ୍ଠିତ ହୋଇଛି। ଏହି ବୈଠକରେ ଭକ୍ତମାନଙ୍କ ସହଜ ଦର୍ଶନଠାରୁ ଆରମ୍ଭ କରି ବିଭିନ୍ନ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ବୈଠକରେ ହୋଇଥିବା ନିଷ୍ପତ୍ତି ଅନୁଯାୟୀ ଶ୍ରୀମନ୍ଦିର…

E-KYCକୁ ନେଇ ବଡ଼ ସୂଚନା ଦେଲେ ମନ୍ତ୍ରୀ: ଏତିକି ଦିନ ଯାଏ ରହିଛି ଅପଡେଟ୍‌ କରିବାର ସମୟ, ଶୀଘ୍ର କରିନିଅନ୍ତୁ…

ଭୁବନେଶ୍ୱର,୩୦।୮: E-KYC ପାଇଁ ନିର୍ଦ୍ଦିଷ୍ଟ ସମୟ ସୀମା ନାହିଁ, ପର୍ଯ୍ୟାପ୍ତ ସମୟ ମିଳିବ। ଏନେଇ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଶୁକ୍ରବାର ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, ଚିନ୍ତା କରିବା ଆବଶ୍ୟକ ନାହିଁ, ସର୍ଭେ କେବଳ ମୃତ ଓ ଅଯୋଗ୍ୟଙ୍କ…

ମନ୍ତ୍ରୀ ଦେଲେ ବଡ଼ ସୂଚନା, ପୁଣି ସଂଶୋଧନ ହେବ ବିଶ୍ୱବିଦ୍ୟାଳୟ ଆଇନ

ଭୁବନେଶ୍ୱର,୩୦ା୮: ପୁଣି ସଂଶୋଧନ ହେବ ୨୦୨୦ ବିଶ୍ୱବିଦ୍ୟାଳୟ ସଂଶୋଧନ ଆଇନ। ଏନେଇ ଶୁକ୍ରବାର ବିଧାନସଭାରେ ଗଣେଶ୍ୱର ବେହେରାଙ୍କ ପ୍ରଶ୍ନରେ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ଉତ୍ତର ରଖିଛନ୍ତି। ସେ କହିଛନ୍ତି, ପୁରୁଣା ଢାଞ୍ଚାକୁ ଫେରିବୁ, ସିନେଟ୍‌ ବ୍ୟବସ୍ଥା ରହିବ। ବିଶ୍ୱବିଦ୍ୟାଳୟ ସ୍ବତନ୍ତ୍ରତା…

୩ଦିନ ତଳେ ବିଜେଡିରୁ ବହିଷ୍କୃତ ହୋଇଥିଲେ ଜିଲାପରିଷଦ ସଭ୍ୟା:  ଆଉ ଏବେ ବାନ୍ଧିଲା…

ମାଲକାନଗିରି,୩୦।୮: କାର୍ତ୍ତିକ ପାଣ୍ଡିଆନଙ୍କ ନାଁ ନେଇ ଚାକିରି କରାଇ ଦେବା ନାଁରେ ଏକାଧିକ ଲୋକଙ୍କଠାରୁ ଠକେଇ ମାମଲାରେ ଯୋଡିହୋଇଥିବା ମାଲକାନଗିରି ମାଥିଲି ବ୍ଲକ ୩ ନମ୍ବର ଜୋନର ଜିଲାପରିଷଦ ସଭ୍ୟା ସସ୍ମିତା ମାଝିଙ୍କୁ ଶୁକ୍ରବାର  ଗିରଫ କରାଯାଇଛି।  ଜଗତସିଂହପୁରରୁ ପୋଲିସ  ସସ୍ମିତାଙ୍କୁ…

ଓଡ଼ିଶାରେ ଖୋଲିବ ଆଉ ୧୨ କେନ୍ଦ୍ରୀୟ ବିଦ୍ୟାଳୟ

ଭୁବନେଶ୍ୱର,୩୦।୮: ଆଗାମୀ ଦିନରେ ବିଭିନ୍ନ ଜିଲାରେ ପ୍ରାୟ ୧୨ଟି ନୂତନ କେନ୍ଦ୍ରୀୟ ବିଦ୍ୟାଳୟ ଖୋଲାଯିବ। ଓଡ଼ିଶା ବିଧାନସଭାରେ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ କହିଛନ୍ତି। ଆଗାମୀ ଦିନରେ ରାଜ୍ୟର ବିଭିନ୍ନ ଜିଲାରେ ୧୨ଟି ନୂତନ କେନ୍ଦ୍ରୀୟ ବିଦ୍ୟାଳୟ ଖୋଲାଯିବ ଏବଂ ସରକାର…

ଯୁବକ ପାଇଲେ ନୂଆ ପରିଚୟ: ଅଜୟରୁ ଏବେ ରିଙ୍କି

ଜଳେଶ୍ୱର,୩୦ା୮(ନବୀନ ସାହୁ): ଥିଲେ ପୁଅ, ହେଲେ ଝିଅ। ଦିଲ୍ଲୀର ଏକ ଘରୋଇ ହସ୍‌ପିଟାଲରେ ବିରଳ ଅସ୍ତ୍ରୋପଚାର ପରେ ଜଣେ ଯୁବକ ପାଇଛନ୍ତି ନୂଆ ପରିଚୟ। ସମାଜରେ ନାରୀମାନଙ୍କ ଉପରେ ହେଉଥିବା ଅତ୍ୟାଚାର ଓ କନ୍ୟା ଭ୍ରୂଣ ହତ୍ୟାକୁ ରୋକିବା ସହ ଅବହେଳିତ…

୯ ବର୍ଷର ନାବାଳିକାଙ୍କୁ ବଳାତ୍କାର କରି ହତ୍ୟା: ବନ୍ଦ କୋଠରୀରୁ ମିଳିଲା…

ବାଲେଶ୍ୱର,୩୦।୮(ରବୀନ୍ଦ୍ର ମହାକୁଡ): ବାଲେଶ୍ୱର ଜିଲା  ଆଲୋଏଜ ନିକଟରେ ନିଖୋଜ ନାବାଳିକାଙ୍କର ମୃତଦେହ ଠାବ ହୋଇଛି। ୩ ଦିନହେଲା ନାବାଳିକା ଜଣକ ନିଖୋଜ ଥିଲେ। ଏକ ବନ୍ଦ ଭଙ୍ଗା କୋଠରୀ ଭିତରେ ଦୁର୍ଗନ୍ଧ ହେବାରୁ ସ୍ଥାନୀୟ ଲୋକେ ପୋଲିସକୁ ଖବର ଦେଇଥିଲେ ।…

କନିଷ୍ଠ କିରାଣିଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ବାଲେଶ୍ୱର,୩୦।୮(ବାଞ୍ଛାନଧି ଦେ/ ରବୀନ୍ଦ୍ର ମହାକୁଡ): ବାଲେଶ୍ୱର ଜିଲା ଡିଇଓ ଅଫିସର କାର୍ଯ୍ୟରତ କନିଷ୍ଠ କିରାଣି ଶୁକ୍ରବାର ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। କନିଷ୍ଠ କିରାଣି ପ୍ରଦୀପ ଦାସଙ୍କ ଘର ସମେତ ଏକ କାଳୀନ ୬ଟି ସ୍ଥାନରେ ଚଢ଼ାଉ ଜାରି ରହିଛି। ଆୟବର୍ହିଭୂତ ସମ୍ପତ୍ତି…

ଆଜି ଏସବୁ ଜିଲାରେ ସ୍କୁଲ ଛୁଟି

କୋରାପୁଟ,୩୦।୮: ଆଜି କୋରାପୁଟ ଜିଲାରେ ସମସ୍ତ ସ୍କୁଲକୁ ଛୁଟି ଘୋଷଣା କରାଯାଇଛି। ଜିଲାପାଳ ସମସ୍ତ ସ୍କୁଲ ସମେତ ଅଙ୍ଗନଓ୍ବାଡି କେନ୍ଦ୍ର ବନ୍ଦ ରଖିବାକୁ ଜିଲାପାଳ ନିର୍ଦ୍ଦେଶ ଦେଇଛନ୍ତି। ବର୍ଷାପାଇଁ ରେଡ ଓ୍ବାର୍ନିଂ ଥିବାରୁ ଜିଲାପାଳ ଛୁଟି ଘୋଷଣା କରିଛନ୍ତି। ଅଗ୍ନିଶମ ଏବଂ…

ରାଜ୍ୟବାସୀଙ୍କୁ ଭୁଆଁ ବୁଲାଇବାରୁ କ୍ଷାନ୍ତ ରୁହନ୍ତୁ ସରକାର: ବିଜେଡି

ଭୁବନେଶ୍ୱର,୩୦।୮(ଅନିଲ ଦାସ):ବିଧାନସଭାରେ ଏକ ଲିଖିତ ପ୍ରଶ୍ନର ଉତ୍ତରକୁ ନେଇ କେତେକ ଗଣମାଧ୍ୟମ ବିଭ୍ରାନ୍ତିକର ଖବର ପରିବେଷଣ କରୁଛନ୍ତି। ୨୦୨୩-୨୪ ଆର୍ଥିକ ବର୍ଷରେ ରାଜ୍ୟ ସରକାର କେତେ ଟଙ୍କା ବିଜ୍ଞାପନ ଏବଂ ଆଡଭର୍ଟରିଆଲରେ ଖର୍ଚ୍ଚ କରିଛନ୍ତି ପ୍ରଶ୍ନର ଉତ୍ତରରେ ତତ୍କାଳୀନ ମୁଖ୍ୟମନ୍ତ୍ରୀ ଏବଂ…

ମୁଁ ତଳେ ଥିବାବେଳେ ସେ ଆକାଶରେ ଉଡୁଥିଲେ…ବିଜେଡି ବିଧାୟକଙ୍କୁ ସାନ ଭାଇ ଏମିତି କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୨୯।୮(ଅନିଲ ଦାସ):ବିଜେଡି ସଭ୍ୟ ଦିବ୍ୟଶଙ୍କର ମିଶ୍ର ଏବଂ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀଙ୍କ ମଧ୍ୟରେ ପ୍ରଶ୍ନୋତ୍ତରକୁ ନେଇ ଗୁରୁବାର ବିଧାନସଭା ପ୍ରଶ୍ନକାଳରେ ଏକ ରୋଚକ ପରିବେଶ ସୃଷ୍ଟି ହୋଇଥିଲା। ରାଜସ୍ବ ବିଭାଗ ସମ୍ପର୍କିତ ପ୍ରଶ୍ନରେ ଦିବ୍ୟଶଙ୍କର କହିଥିଲେ, ରାଜସ୍ବ ମନ୍ତ୍ରୀ ମୋର…

କ୍ରୀଡ଼ାବିତ୍‌ଙ୍କ ସଫଳତାରେ ପ୍ରତ୍ୟେକ ଓଡ଼ିଆ ଗର୍ବିତ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୩୦ା୮ (ତପନ ସ୍ବାଇଁ):ଜାତୀୟ କ୍ରୀଡ଼ା ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁବାର ଲୋକସେବା ଭବନସ୍ଥିତ କନ୍‌ଭେନଶନ ହଲ୍‌ରେ ବିଜୁ ପଟ୍ଟନାୟକ କ୍ରୀଡ଼ା ଓ ସାହସିକତା ପୁରସ୍କାର ପ୍ରଦାନ କରିଛନ୍ତି। ହକିର ପ୍ରବାଦପୁରୁଷ ମେଜର ଧ୍ୟାନଚାନ୍ଦଙ୍କ ଭାରତୀୟ ହକି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri