ଲଘୁଚାପ ସକ୍ରିୟ:୨ ପର୍ଯ୍ୟନ୍ତ ବର୍ଷା
ଭୁବନେଶ୍ୱର,୩୦ା୮ (ଅନୁରାଧା ମହାରଣା):ପୂର୍ବ ମଧ୍ୟ ଏବଂ ଉତ୍ତର ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ ଶୁକବ୍ରାର ପଶ୍ଚିମ ଉତ୍ତର ଦିଗରେ ଦକ୍ଷିଣ ଓଡ଼ିଶା ଏବଂ ଉତ୍ତର ଆନ୍ଧପ୍ରଦେଶ ଉପକୂଳବର୍ତ୍ତୀ ଅଞ୍ଚଳ ଦେଇ ଗତି କରିବ। ଏହା ପ୍ରଭାବରେ ଓଡ଼ିଶାରେ ବର୍ଷା…
ଅନୁଗୋଳ ଜିଲାରେ ବିଶ୍ୱସ୍ତରୀୟ ଷ୍ଟାଡିୟମ ନିର୍ମାଣ ପାଇଁ ନବୀନ ଜିନ୍ଦଲଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବ
ଭୁବନେଶ୍ୱର,୨୯ା୮: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଗୁରୁବାର ଲୋକସେବା ଭବନରେ ଜିନ୍ଦଲ ଷ୍ଟିଲ ଆଣ୍ଡ ପାୱାରର ଅଧ୍ୟକ୍ଷ ତଥା ସାଂସଦ ନବୀନ ଜିନ୍ଦଲ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି। ଏହି ସାକ୍ଷାତ ଆଲୋଚନା ସମୟରେ ଓଡିଶାରେ କମ୍ପାନୀ ପକ୍ଷରୁ ଚାଲୁ ରହିଥିବା ପ୍ରକଳ୍ପ…
ରାସନ କାର୍ଡ ଥିଲେ ପରିବାରର ସମସ୍ତ ମହିଳାଙ୍କୁ ମିଳିବ ସୁଭଦ୍ରା ଟଙ୍କା: ନୂଆ ଗାଇଡ଼ଲାଇନ୍ ଜାରି କଲେ ସରକାର
ଭୁବନେଶ୍ୱର,୨୯ା୮: ସୁଭଦ୍ରା ଯୋଜନା କାର୍ଯ୍ୟକାରୀ କରିବା ଲାଗି ଗୁରୁବାର ରାଜ୍ୟ ସରକାର ସଂଶୋଧିତ ଗାଇଡଲାଇନ ଜାରି କରିଛନ୍ତି। ମହିଳା ଏବଂ ଶିଶୁ ବିକାଶ ବିଭାଗ ସଂଶୋଧିତ ଗାଇଡଲାଇନ୍ ସମସ୍ତ ଜିଲାପାଳ ଏବଂ ମୁନିସିପାଲ କମିଶନରଙ୍କୁ ପଠାଇଛନ୍ତି। ଏହି ଯୋଜନା ମାଧ୍ୟମରେ ଉପକୃତ…
ଚାକିରିରୁ ବାହାର କରିଦେବାରୁ ମାଲିକଙ୍କୁ କୋଦାଳରେ ମରଣାନ୍ତକ ଆକ୍ରମଣ
ବଡ଼ବିଲ,୨୯ା୮(ଦେବପ୍ରିୟ ରଣା): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅଧୀନ ଗ୍ରୀଡ୍ ସବ୍ଷ୍ଟେଶନ ନିକଟସ୍ଥ ପୌରପାଳିକା ଭେଣ୍ଡିଂ ଜୋନ୍ରେ ଥିବା ୱେଲ୍ଡିଂ ଦୋକାନ ମାଲିକଙ୍କୁ ହେଲପର ମରଣାନ୍ତକ ଆକ୍ରମଣ କରିଛନ୍ତି। ଏଥିରେ ଦୋକାନ ମାଲିକ ମଥୁରା ଗିରି ଗୁରୁତର ହୋଇ ଭୁବନେଶ୍ୱରସ୍ଥିତି ଏକ…
ପୋଲିସ-ମାଓବାଦୀ ମୁହାଁମୁହିଁ: ୩ ମହିଳା ମାଓବାଦୀ ନିହତ
ମାଲକାନଗିରି,୨୯ା୮(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ଼ ନାରାୟଣପୁର ଏବଂ କାଙ୍କେର ଜିଲା ସୀମାବର୍ତ୍ତୀ ଅଞ୍ଚଳରେ ଗୁରୁବାର ପୋଲିସ ଏବଂ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ଏଥିରେ ୩ଜଣ ମହିଳା ମାଓବାଦୀ ନିହତ ହୋଇଥିବା ସୂଚନା ମିଳିଛି। ନାରାୟଣପୁର ଏବଂ କାଙ୍କର ଜିଲା ସୀମାବର୍ତ୍ତୀ…
ନୂଆଁଖାଇ ପୂର୍ବରୁ ବକେୟା ଦରମା ଦିଅ
ବରଗଡ଼,୨୯।୮(ପ୍ରେମାନନ୍ଦ ଖମାରୀ): ବରଗଡ ପୌର ପରିଷଦ ଅଧୀନରେ କାର୍ଯ୍ୟରତ ସ୍ବଚ୍ଛସାଥୀ, ସୁପରଭାଇଜରଙ୍କୁ ଠିକ୍ଭାବେ ଦରମା ମିଳୁନାହିଁ। ଏଭଳି ଅଭିଯୋଗ କରି ଗୁରୁବାର ସେମାନେ ପୌର ପରିଷଦ କାର୍ଯ୍ୟାଳୟ ଆଗରେ ଧାରଣା ଦେଇଥିଲେ। ନୂଆଁଖାଇ ପୂର୍ବରୁ ବକେୟା ଦରମା ପ୍ରଦାନ ପାଇଁ ସେମାନେ…
ଯୁବତୀଙ୍କୁ ଧୋକା ଦେଲେ ପ୍ରେମିକ: ଅନ୍ତରଙ୍ଗ ମୁହୁର୍ତ୍ତର ଫଟୋ,ଭିଡିଓ ଭାଇରାଲ୍
ଭୁବନେଶ୍ୱର,୨୯ା୮(ସତ୍ୟଜିତ୍ ରାଉତ): ଫେସବୁକ୍ରେରେ ଚିହ୍ନାଜଣା। ପରେ ପ୍ରେମ ସମ୍ପର୍କ। ଏହାପରେ ବଳପୂର୍ବକ ଶାରିରୀକ ସମ୍ପର୍କ ରଖିବା ବେଳେ ଏହାର ଭିଡିଓ ଓ ଫଟୋ ଶୁଟ୍ କରି ବ୍ଲାକମେଲ୍ କରିଥିଲେ। ଜଣେ ଯୁବତୀଙ୍କୁ ପ୍ରେମ ଜାଲରେ ଫଶାଇ ଧୋକାବାଜ ପ୍ରେମିକ ଏଭଳି ପ୍ରତାରଣା…
ପ୍ରବଳ ବର୍ଷା ସମ୍ଭାବନା: ସ୍କୁଲ, ଅଙ୍ଗନୱାଡି ଛୁଟି ଘୋଷଣା କଲେ ଜିଲାପାଳ
କୋରାପୁଟ,୨୯ା୮: ଶୁକ୍ରବାର ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ସ୍କୁଲ୍ ଏବଂ ଅଙ୍ଗନୱାଡି କେନ୍ଦ୍ର ଛୁଟି ଘୋଷଣା କରିଛନ୍ତି କୋରାପୁଟ ଜିଲାପାଳ ଭି. କର୍ତ୍ତୀଭାସନ। ଆଞ୍ଚଳିକ ପାଣିପାଗ କେନ୍ଦ୍ର ଭୁବନେଶ୍ୱର ପକ୍ଷରୁ ଶୁକ୍ରବାର ପାଇଁ କୋରାପୁଟ, ମାଲକାନଗିରି…
କଳାହାଣ୍ଡିରେ ଦାନ ମାଝୀ ରିପିଟ୍: ମହାପ୍ରଣାୟ ଗାଡ଼ି ନମିଳିବାରୁ ଅଟୋ ରିକ୍ସାରେ ବୁହା ହେଲା ଶବ
ଥୁଆମୁଳ/ରାମପୁର,୨୯ା୮(ଦୁର୍ଗା କୀର୍ତ୍ତି): ବଜ୍ରପାତ କଳାହାଣ୍ଡି ଜିଲା ଥୁଆମୁଳ ରାମପୁର ଥାନା ଅନ୍ତର୍ଗତ ଡୁମେରପଦର ଠାରୁ ଅଡ୍ରି ଗ୍ରାମପଞ୍ଚାୟତକୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତାରେ ଗୁରୁବାର ଭୋର୍ ସକାଳୁ ଗୌରୀ ନାଏକ (୬୮) ନାମକ ଜଣେ ବୃଦ୍ଧା ବଜ୍ରପାତରେ ମୃତ୍ୟୁବରଣ କରିଛନ୍ତି। ଏନେଇ…
ଖାଲିପଡ଼ିଥିବା ଆର୍.ଆଇ, ଏ.ଆର୍.ଆଇ ଏବଂ ଅମିନ ପଦବୀ କେବେ ପୂରଣ ହେବ ? ବିଧାନସଭାରେ କହିଲେ ମନ୍ତ୍ରୀ
ଭୁବନେଶ୍ୱର,୨୯ା୮: ରାଜ୍ୟରେ ଖାଲି ପଡ଼ିଥିବା ରାଜସ୍ୱ ନିରୀକ୍ଷକ, ସହକାରୀ ରାଜସ୍ୱ ନିରୀକ୍ଷକ ଏବଂ ଅମିନ ପଦବୀ ପୂରଣ ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି ବୋଲି ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ କହିଛନ୍ତି। ବିଧାନସଭାରେ ଆଜି ଏ ସଂପର୍କିତ ଏକ ପ୍ରଶ୍ନର ଉତ୍ତରରେ…
ଝାଡ଼ାବାନ୍ତିରେ ମା’-ପୁଅଙ୍କ ଚାଲିଗଲା ଜୀବନ, ୩ ଗୁରୁତର
ବାଲିଗୁଡା:୨୯।୮(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ବ୍ଲକ ଅଧୀନ ସୁତ୍ରା ପଞ୍ଚାୟତ ସିକାଟି ଗ୍ରାମରେ ଝାଡାବାନ୍ତିରେ ଆକ୍ରାନ୍ତ ହୋଇ ମା’ପୁଅଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଦୁଇଜଣ ଗୁରୁତର ଥିବା ଜଣାପଡିଛି । ସିକାଟି ଗ୍ରାମର ଲୋଚନ ମଳିକଙ୍କ ବୋହୁ…
ସେପ୍ଟେମ୍ବର ୯କୁ ଛୁଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨୯ା୮: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଓଡ଼ିଶାର ଗଣପର୍ବ ନୂଆଖାଇ ଉପଲକ୍ଷେ ସେପ୍ଟେମ୍ବର ୯ ତାରିଖକୁ ଛୁଟି ଘୋଷଣା କରିଛନ୍ତି। ସୂଚନାଯୋଗ୍ୟ, ନୂଆଖାଇ ସେପ୍ଟେମ୍ବର ୮ ତାରିଖ ରବିବାର ପଡ଼ୁଥିବାରୁ ୯ ତାରିଖ ସୋମବାର ମଧ୍ୟ ଛୁଟି ରହିବ। ଏହି ଦିନ…
Archives


