ରାଜ୍ୟ

ବିଦ୍ୟୁତ୍‌ ଆଘାତରେ ୬ ବର୍ଷରେ ୯୬ ହାତୀଙ୍କ ମୃତ୍ୟୁ

ଭୁବନେଶ୍ୱର, ୨୩ା୧୧ (ବନ୍ଦନା ସେଠୀ):ରାଜ୍ୟରେ ଦିନକୁ ଦିନ ହାତୀ ମୃତ୍ୟୁ ବଢି ଚାଲିଥିବାବେଳେ ପ୍ରତି ସପ୍ତାହରେ ବିଭିନ୍ନ ସ୍ଥାନରୁ ହାତୀ ମୃତ୍ୟୁ ଓ ଅସୁସ୍ଥ ଖବର ମିଳୁଛି। କେତେବେଳେ ଶିକାରୀଙ୍କ ଗୁଳି ତ ଆଉ କେତେବେଳେ ଟ୍ରେନ୍‌ ଦୁର୍ଘଟଣା ଏବଂ ବିଦ୍ୟୁତ୍‌…

ହାଡ଼ଭଙ୍ଗା ଶୀତରେ ଥରୁଛି କଳାହାଣ୍ଡିର କଶ୍ମୀର

ଥୁଆମୂଳ ରାମପୁର, ୨୨।୧୧ (ଦୁର୍ଗା କୀର୍ତ୍ତି) : – କଳାହାଣ୍ଡି ଜିଲାର କାଶ୍ମୀର କୁହାଯାଉଥିବା ଥୁଆମୂଳ ରାମପୁର ବ୍ଲକ ଏବେ ଶୀତରେ ଥରୁଛି। ଚଳିତ ବର୍ଷ ଏହାର ଆଖପାଖ ଅଞ୍ଚଳରେ ଶୀତ ଏକପ୍ରକାର ଲୁଚକାଳି ଖେଳୁଥିବା ବେଳେ ଗତ କିଛିଦିନ ହେବ…

ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଘୋଷଣା କଲେ ମୋହନ ସରକାର, ଅବସର ପରେ ମିଳିବ…

ଭୁବନେଶ୍ୱର,୨୨।୧୧: ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଘୋଷଣା କଲେ ମୋହନ ସରକାର। ଏଣିକି ସରକାରୀ କର୍ମଚାରୀଙ୍କୁ ଅବସର ଦିନ ପୂର୍ଣ୍ଣାଙ୍ଗ ପେନସନ ସୁନିଶ୍ଚିତ ହେବ। ଏନେଇ ସବୁ ବିଭାଗ ସଚିବଙ୍କୁ ଚିଠି ଲେଖି ନିର୍ଦ୍ଦେଶ ଦେଲେ ମୁଖ୍ୟ ସଚିବ ମନୋଜ ଆହୁଜା।…

ଦିଲ୍ଲୀ ବାଣିଜ୍ୟ ମେଳାରେ କନ୍ଧମାଳ ହଳଦୀ କିଣିଲେ ମୁଖ୍ୟମନ୍ତ୍ରୀ

ଦାରିଙ୍ଗବାଡି, ୨୨।୧୧ (ଅରୁଣ ସାହୁ )-ଦିଲ୍ଲୀ ପ୍ରଗତି ମଇଦାନରେ ଚାଲିଥିବା ଅନ୍ତର୍ଜାତୀୟ ବାଣିଜ୍ୟ ମେଳାରେ କନ୍ଧମାଳ ହଳଦୀ କିଣିଛନ୍ତି ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି। ଜିଲାରେ ଜୈବିକ ପଦ୍ଧତିରେ ଚାଷ କରାଯାଉଥିବା ହଳଦୀ କିଣିବା ସହ ଦାରିଙ୍ଗବାଡ଼ିକୁ ନେଇ ନିଜର…

ସକ୍ରିୟ ହେଲା ଘୂର୍ଣ୍ଣିବଳୟ: ୨୩ରେ ଉତ୍ତର-ଉତ୍ତରପଶ୍ଚିମ ମୁହାଁ ହୋଇ…

ଭୁବନେଶ୍ୱର,୨୨।୧୧: ଦକ୍ଷିଣ ଆଣ୍ଡାମାନ ସାଗରରେ ଘୂର୍ଣ୍ଣିବଳୟ ସକ୍ରିୟ ହୋଇଛି। ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା ମନୋରମା ମହାନ୍ତି ଏ ନେଇ ସୂଚନା ଦେଇଛନ୍ତି। ୨୩ ତାରିଖ ବେଳକୁ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା ରହିଛି। ଉତ୍ତର-ଉତ୍ତରପଶ୍ଚିମ ମୁହାଁ ହୋଇ ଅବପାତରେ ପରିଣତ…

ଘନ କୁହୁଡି ନେଇ ୩ ଜିଲାକୁ ଆଲର୍ଟ

ଭୁବନେଶ୍ୱର,୨୨।୧୧: ରାଜ୍ୟରେ ଧୀରେ ଧୀରେ ଶୀତର ପ୍ରକୋପ ବୃଦ୍ଧି ପାଉଛି। କେବଳ ଏତିକି ନୁହେଁ, ଅନେକ ସ୍ଥାନରେ ସକାଳୁ ସକାଳୁ କୁହୁଡ଼ି ମଧ୍ୟ ପଡୁଛି। ତେବେ ଶୁକ୍ରବାର ଘନ କୁହୁଡ଼ି ନେଇ ଏସଆରସି ସତର୍କ କରାଇଛନ୍ତି। ୩ ଜିଲା ସୁନ୍ଦରଗଡ଼, କଳାହାଣ୍ଡି…

ଏକତରଫା ପ୍ରେମରୁ ତୁମୁଳକାଣ୍ଡ: ବିଚ୍‌ ରାସ୍ତାରେ ଯୁବକଙ୍କ ଗାଲକୁ ଶକ୍ତ ଚାପୁଡା ମାରିଲେ ଯୁବତୀ

ଭୁବନେଶ୍ବର,୨୨।୧୧: ମଞ୍ଚେଶ୍ବର ଥାନା ଅଧୀନ ଏକ ଘରୋଇ ହସ୍ପିଟାଲ ସମ୍ମୁଖରେ ଏକ ହାଇଡ୍ରାମା ଦେଖିବାକୁ ମିଳିଛି। ରାସ୍ତା ମଝିରେ ଜଣେ ଯୁବତୀ ବାଇକ୍‌ରେ ବସିଥିବା ଜଣେ ଯୁବକଙ୍କୁ ଗାଲରେ ଚାପୁଡ଼ା ମାରୁଥିବା ଭାଇରାଲ ଭିଡିଓରେ ଦେଖିବାକୁ ମିଳୁଛି। ଏକତରଫା ପ୍ରେମକୁ କେନ୍ଦ୍ର…

ବବି ଦାସ ଭାଇଙ୍କ ନାଁରେ ଏତଲା, ବ୍ୟବସାୟୀଙ୍କୁ ଧମକ ଦେଇ…

ଯାଜପୁର,୨୨ା୧୧: ବିଜେଡି ନେତା ତଥା ପୂର୍ବତନ ବିଧାୟକ ବବି ଦାସଙ୍କ ଭାଇ ଭବ ପ୍ରକାଶ ଦାସଙ୍କ ନାଁରେ ଏତଲା ଦିଆଯାଇଛି। ହାଟର ଜଣେ ବ୍ୟବସାୟୀଙ୍କୁ ଧମକ ଦେବା ଅଭିଯୋଗରେ ଯାଜପୁର ଥାନାରେ ଏତଲା ଦେଇଛନ୍ତି ବ୍ୟବସାୟୀ ଜଣକ। ଭବଙ୍କ ସହଯୋଗୀ ଧମକ…

ଡିସିପି ଅଫିସ ସମ୍ମୁଖରେ ମୁହାଁମୁହିଁ ହେଲେ ଦୁଇ ଅଭିନେତା

ଭୁବନେଶ୍ୱର,୨୨।୧୧: ଥମୁନି ଅଭିନେତାଙ୍କ କଳି। ଡିସିପି ଅଫିସ ଆଗରେ ଶୁକ୍ରବାର ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଅଭିନେତା ମନୋଜ ମିଶ୍ର ଏବଂ ବବି ଇସଲାମ୍‌ କୌଣସି କଥାକୁ ନେଇ ମୁହାଁମୁହିଁ ହୋଇଛନ୍ତି। ପୋଲିସ ଉଭୟଙ୍କୁ କାବୁ କରି ସ୍ଥିତି ନିୟନ୍ତ୍ରଣ…

ଫାଟିଲା ପର୍ଯ୍ୟଟକଙ୍କ କାର୍‌ ଚକା, ୩ ଗୁରୁତରଙ୍କୁ ଉଦ୍ଧାର କରି ସ୍ବାସ୍ଥ୍ୟକେନ୍ଦ୍ର ନେଲେ ଲକ୍ଷ୍ମୀ ବସ୍‌ କର୍ମଚାରୀ

ପଟାଙ୍ଗି,୨୨ା୧୧(ଶରତ ଧଳ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ଦେଓମାଳି ପର୍ଯ୍ୟଟନସ୍ଥଳୀ ବୁଲିବାକୁ ଆସି ଏକ କାର୍‌ ଦୁର୍ଘଟଣା ହୋଇ ଅଳ୍ପକେ ପର୍ଯ୍ୟଟକମାନେ ବଞ୍ଚି ଯାଇଥିବାବେଳେ ୩ ପର୍ଯ୍ୟଟକ ଗୁରୁତର ହୋଇ ସ୍ବାସ୍ଥ୍ୟକେନ୍ଦ୍ରରେ ଚିକିତ୍ସିତ ହେଉଛନ୍ତି। ଏହି ଦୁର୍ଘଟଣା କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା…

ଗାଁରେ ପଶିଲା ହାତୀ: ଜଣଙ୍କୁ ଦଳି ମାରିଦେଲା

ସମ୍ବଲପୁର,୨୨।୧୧: ସମ୍ବଲପୁର ଜିଲା ପଡ଼ିଆବାହାଲ ରେଞ୍ଜ ଛାମୁଣ୍ଡା ସେକ୍ସନ ଜାମଲୋଇ ଗାଁରେ ଶୁକ୍ରବାର ଏକ ଅଘଟଣ ଘଟିଛି। ହାତୀ ଘଉଡ଼ାଇବା ବେଳେ ଏକ ଦନ୍ତା ଜଣେ ଯୁବକଙ୍କୁ ଦଳି ଦେଇଛି। ଫଳରେ ଘଟଣାସ୍ଥଳରେ ଯୁବକଙ୍କ ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ମିଳିଥିବା…

ପ୍ରକାଶ ପାଇଲା OTET ରେଜଲ୍ଟ: ଜାଣନ୍ତୁ କେମିତି ଦେଖିବେ ନିଜର ମାର୍କ

ଭୁବନେଶ୍ୱର,୨୨।୧୧: ରାଜ୍ୟରେ ଶିକ୍ଷକ ନିଯୁକ୍ତି ପାଇଁ ହେଉଥିବା ଓଡ଼ିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା (ଓଟିଇଟି) ରେଜଲ୍ଟ ପ୍ରକାଶ ପାଇଛି। ମାଧ୍ୟମିକ ଶିକ୍ଷା ପରିଷଦ ଓଡ଼ିଶାର ଅଫିସିଆଲ ୱେବସାଇଟ ଓଡ଼ିଶା ଡଟ୍‌ ଏସି ଡଟ୍‌ ଇନ୍‌ (http://www.bseodisha.ac.in/) ରେ ଲଗ୍‌ ଇନ୍‌ କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?