ସକାଳୁ ସକାଳୁ ଅନୁଗୋଳରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର
ଅନୁଗୋଳ,୨୫।୮ (ମାନସ ବିଶ୍ୱାଳ): କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆସନ୍ତା ୨୬ ତାରିଖରେ ଅନୁଗୋଳ ଜିଲା ଗସ୍ତ କରିବାର କାର୍ଯ୍ୟସୂଚୀ ରହିଛି। କେନ୍ଦ୍ରମନ୍ତ୍ରୀ ୨୫ ତାରିଖ ରବିବାର ରାତିରେ ତାଳଚେର ଦିନଦୟାଲ ନଗରରେ ପହଞ୍ଚିବେ। ପରଦିନ ଅର୍ଥାତ୍ ୨୬ ତାରିଖ ସୋମବାର ଆଠମଲ୍ଲିକ…
କାମୁଡ଼ିଦେଲା ନାଗ: ଅବହେଳାରୁ ଶିଶୁର ଜୀବନ ଗଲା
ଭୁବନେଶ୍ୱର, (ଅସମାପିକା ସାହୁ)/ ଖଲ୍ଲିକୋଟ,୨୫ା୮(ପ୍ରଶାନ୍ତ କୁମାର ମିଶ୍ର): ଡାକ୍ତରଙ୍କ ଅବହେଳା ପାଇଁ ସାପକାମୁଡ଼ିଥିବା ଜଣେ ଶିଶୁର ଜୀବନ ଯାଇଛି। ସାପ କାମୁଡ଼ା ରୋଗୀ ଡାକ୍ତରଖାନାରେ ପହଞ୍ଚତ୍ବା ମାତ୍ରେ ବା ଅନ୍ୟତ୍ର ରେଫର କରିବା ପୂର୍ବରୁ ପ୍ରୋଟୋକଲ ଅନୁଯାୟୀ ପ୍ରଥମ ଡୋଜ୍ ଅର୍ଥାତ…
କ୍ଷମତା ପାଇଁ ଅରାଜକତା କରିବାକୁ ପଛାଏ ନାହିଁ କଂଗ୍ରେସ, କାହିଁକି ମୁଖ୍ୟମନ୍ତ୍ରୀ କହିଲେ ଏମିତି
ଭୁବନେଶ୍ୱର,୨୫।୮(ଅନିଲଦାସ): କ୍ଷମତା ପାଇଁ କଂଗ୍ରେସ ଦେଶରେ ଅରାଜକତା, ବିଶୃଙ୍ଖଳା, ଅସ୍ଥିରତା, ବିଦ୍ୱେଷ ସୃଷ୍ଟି କରିବାକୁ ଆଦୌ ପଛଘୁଞ୍ଚା ଦିଏ ନାହିଁ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି। କଂଗ୍ରେସକୁ ସମାଲୋଚନା କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଦେଶ ବିଭାଜନକାରୀ ଓ…
ଡେଙ୍ଗୁକୁ ନେଇ ହଟୁନି ଭ୍ରାନ୍ତ ଧାରଣା
ଭୁବନେଶ୍ୱର, ୨୫ା୮ (ବନ୍ଦନା ସେଠୀ): ରାଜ୍ୟରେ ଡେଙ୍ଗୁ ସଂକ୍ରମଣ ୨୪ଶହ ପାର୍ କରି ସାରିଥିବାବେଳେ ରାଜଧାନୀ ଭୁବନେଶ୍ୱର ହଟ୍ସ୍ପଟ୍ ପାଲଟିଛି। ତେବେ ସହରରେ ବଢୁଥିବା ସଂକ୍ରମଣକୁ ଦେଖି ଲୋକଙ୍କ ମଧ୍ୟରେ ଛନକା ପଶିଛି। ପ୍ରାୟ ପ୍ରତିଦିନ ଏକାଧିକ ରୋଗୀ ଚିହ୍ନଟ ହେଉଥିବାରୁ…
ଘର ମାଲିକଙ୍କୁ ଠକି ବନ୍ଧା ହେଲେ
ଭୁବନେଶ୍ୱର,୨୫ା୮(ସୂର୍ଯ୍ୟକାନ୍ତ ବେହେରା): ମାଛ ବ୍ୟବସାୟୀର ପରିଚୟ ଦେଇ ଘର ଭଡ଼ା ନେଉଥିଲେ। ଘର ମାଲିକଙ୍କ ମନରେ ବିଶ୍ୱାସ ଜନ୍ମାଇ ପ୍ରଥମେ ଧାର ଟଙ୍କା ନେଇ ଠିକ୍ ସମୟରେ ଶୁଝୁଥିଲେ। ପରେ ମାଲିକଙ୍କ ନିକଟତର ହୋଇ ଅଧିକ ଟଙ୍କା ଧାର ନେଇ ଆଉ…
ବିନା ମଙ୍ଗୁଆଳରେ ପିସିସି: ଦକ୍ଷ ନେତା ଖୋଜୁଛି…
ଭୁବନେଶ୍ୱର,୨୫।୮(ଅନିଲ ଦାସ):ମାସେରୁ ଊର୍ଦ୍ଧ୍ୱ ହେବ ରାଜ୍ୟ କଂଗ୍ରେସ ବିନା ମୁଖିଆରେ ଚାଲିଛି। ୨୦୨୪ ନିର୍ବାଚନରେ ଦଳର ଶୋଚନୀୟ ପରାଜୟ ପରେ ଜୁଲାଇ ୨୧ରେ ଅଖିଳ ଭାରତ କଂଗ୍ରେସ କମିଟି (ଏଆଇସିସି) ପ୍ରଦେଶ କଂଗ୍ରେସ କମିଟି (ପିସିସି)କୁ ଭାଙ୍ଗି ଦେଇଥିଲା। ଏହାପରେ ଶରତ…
ପ୍ରତି ଗାଁ ହେବ ‘ବିକଶିତ ଗାଁ’
ଭୁବନେଶ୍ୱର,୨୫ା୮(ଅନିଲ ଦାସ): ରାଜ୍ୟର ପ୍ରତିଟି ଗାଁ ଏକ ‘ବିକଶିତ ଗ୍ରାମ’ରେ ପରିଣତ ହେବ। ବିକଶିତ ଗ୍ରାମରୁ ବିକଶିତ ଓଡ଼ିଶା ଏବଂ ବିକଶିତ ଓଡ଼ିଶାରୁ ବିକଶିତ ଭାରତ ଗଠନର ଚରମ ଲକ୍ଷ୍ୟ ପ୍ରାପ୍ତି ନିମନ୍ତେ ଗ୍ରାମ୍ୟ ଉନ୍ନୟନ ବିଭାଗ ସଙ୍କଳ୍ପବଦ୍ଧ। ଶନିବାର ବିଧାନସଭାରେ…
ଧର୍ମଶାଳା ରାଜନୀତିରେ ନୂଆ ମୋଡ: ହିମାଂଶୁ, ପ୍ରଣବଙ୍କ ବିବାଦ ତେଜିଲା
ଯାଜପୁର/ଧର୍ମଶାଳା/କାଏମା,୨୫।୮(ହର୍ଷବର୍ଦ୍ଧନ ବେହେରା/ବଟକୃଷ୍ଣ ପରିଡ଼ା/ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ବିଧାୟକ ହିମାଂଶୁ ଶେଖର ସାହୁ ଏବଂ ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ମଧ୍ୟରେ ଜଙ୍ଗଲ ଜମିରେ ବିଜେଡି କାର୍ଯ୍ୟାଳୟ ନିର୍ମାଣ ଅଭିଯୋଗକୁ ନେଇ ବିବାଦ ତେଜିବାରେ ଲାଗିଛି। ଉଭୟେ ଉଭୟଙ୍କ ଦୋଷ…
ଗହୀରମଥାରେ ନୀଳରକ୍ତ କଙ୍କଡ଼ାଙ୍କ ଜିଓ ଟ୍ୟାଗିଂ ହେଲାନି
ମହାକାଳପଡ଼ା,୨୫ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟ ଅଞ୍ଚଳରେ ବହୁଳ ମାତ୍ରାରେ ଦେଖାଯାଉଥିବା ବିରଳ ପ୍ରଜାତିର ନୀଳରକ୍ତ କଙ୍କଡ଼ା ବା ହର୍ସୁକ୍ରାବର ଜିଓ ଟ୍ୟାଗିଂ ପାଇଁ କୌଣସି କାର୍ଯ୍ୟାନୁଷ୍ଠାନ ଆରମ୍ଭ ହୋଇନାହିଁ। ବାଲେଶ୍ୱର ଜିଲାରେ ଜିଓଲୋଜିକାଲ୍ ସର୍ଭେ ଅଫ୍…
ମହାକାଶ ଜ୍ଞାନ ଆହରଣ କଲେ ଛାତ୍ରୀଛାତ୍ର
ବରଗଡ,୨୫।୮(ପ୍ରେମାନନ୍ଦ ଖମାରୀ): ଜାତୀୟ ମହାକାଶ ଦିବସ ପାଳନ ଅବସରରେ ବରଗଡ଼ ପଞ୍ଚାୟତ କଲେଜର ରସାୟନ ବିଜ୍ଞାନ, ପଦାର୍ଥ ବିଜ୍ଞାନ ବିଭାଗ ଆନୁକୂଲ୍ୟରେ ରାଜ୍ୟସ୍ତରୀୟ ସେମିନାର ଅନୁଷ୍ଠିତ ହୋଇଯାଇଛି। କଲେଜର ଅଧ୍ୟକ୍ଷ ଡଃ ନକୁଳ ସେଠ ଏଥିରେ ଅଧ୍ୟକ୍ଷତା କରିଥିଲେ। ରସାୟନ ବିଜ୍ଞାନ…
ବଢୁଛି ଜଳସ୍ତର: ହୀରାକୁଦ ଡ୍ୟାମ୍ର ଆଉ ୮ ଗେଟ୍ ଖୋଲିଲା
ସମ୍ବଲପୁର,୪।୮: ଉପରମୁଣ୍ଡରେ ଲଗାଣ ବର୍ଷା ଯୋଗୁ ହୀରାକୁଦ ଡ୍ୟାମ୍ ଜଳସ୍ତର ବଢିବାରେ ଲାଗିଛି। ଫଳରେ ଶନିବାର ହୀରାକୁଦ ଡ୍ୟାମ୍ର ଆଉ ୮ଟି ଗେଟ୍ ଖୋଲାଯାଇଛି। ବର୍ତ୍ତମାନ ଡ୍ୟାମ୍ର ୧୪ଟି ଗେଟ୍ରୁ ବନ୍ୟାଜଳ ନିଷ୍କାସନ ଜାରି ରହିଛି। ଏନେଇ ତଳିଆ ଅଞ୍ଚଳର ଲୋକଙ୍କୁ…
ଆସୁଛି ଲଘୁଚାପ! ୩ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା
ଭୁବନେଶ୍ୱର,୨୪।୮: ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଆଉ ଏକ ଘୂର୍ଣ୍ଣିବଳୟ । ସେହିପରି ଉତ୍ତର-ପଶ୍ଚିମବଙ୍ଗରେ ସକ୍ରିୟ ରହିଛି ଲଘୁଚାପ । ଏହାର ପ୍ରଭାବରେ ୩ଦିନ ଯାଏଁ ରାଜ୍ୟରେ ଲାଗି ରହିବ ବର୍ଷା। ଏନେଇ ପାଣିପାଗ ବିଭାଗ ସତର୍କ ସୂଚନା ଜାରି କରିଛି। ପରବର୍ତ୍ତୀ…
Archives


