ରାଜ୍ୟ

ପୋଖରୀ ହୁଡ଼ାରେ ପ୍ୟାଣ୍ଟ ଶର୍ଟ, ପାଣି ଭିତରେ ମୃତଦେହ

ବଲାଙ୍ଗୀର,୪ା୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର ସର୍ବବୃହତ ମହାରାଣୀ ପୋଖରୀ ପାଣିରେ ଭାସୁଥିବା ଏକ ମୃତଦେହକୁ ଜବତ କରିଛି ଅଗ୍ନିଶମ ବିଭାଗ। ସୂଚନାନୁଯାୟୀ, ଆଜି ଦିନ ବେଳେ ମହାରାଣୀ ସାଗର ଜଳାଶୟ କେହି ଜଣେ ଭାସୁଥିବା ସ୍ଥାନୀୟ ଲୋକେ ଦେଖିବାକୁ ପାଇଥିଲେ।…

ବଦଳିବ ସାତକୋଶିଆର କାୟାକଳ୍ପ: ୧୦୦ କୋଟି ବ୍ୟୟରେ ସଜେଇ ହେବ ଅଭୟାରଣ୍ୟ

ଭୁବନେଶ୍ୱର,୪ା୨: ସାତକୋଶିଆ ଅଭୟାରଣ୍ୟ ହେବ ବିଶ୍ୱସ୍ତରୀୟ ଇକୋ-ଟୁରିଜିମ୍ ହବ୍‌। ଏଥିପାଇଁ ରାଜ୍ୟ ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଏହି ପ୍ରକଳ୍ପ ପାଇଁ ପ୍ରାୟ ୧୦୦ କୋଟି ଟଙ୍କାର ବ୍ୟୟ ଅଟକଳ କରାଯାଇଥିବା ବେଳେ ସବିଶେଷ ପ୍ରକଳ୍ପ ରିପୋର୍ଟ (DPR)…

ରେଳଷ୍ଟେଶନରେ ଦାଦନ ଶ୍ରମିକଙ୍କ ଗହଳି, ଶ୍ରମ ବିଭାଗ ଦୃଷ୍ଟି ଦେବାକୁ ଦାବି

କେସିଙ୍ଗା,୪ା୨(ତୁମେଶ୍ଵର ସାହୁ): ଦିନକୁ ଦିନ ରାଜ୍ୟରେ ଦାଦନ ସମସ୍ୟା ବଢ଼ିବାରେ ଲାଗିଛି । ଦାଦନ ସମସ୍ୟା ବଲାଙ୍ଗୀର ଜିଲା ସମେତ କଳାହାଣ୍ଡି ଜିଲାରେ ମଧ୍ୟ ଦେଖିବାକୁ ମିଳିଛି। କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧିନସ୍ଥ ଗୋକୁଲେଶ୍ୱର୍ ଓ କେରୋକୁଡ଼ା ଗ୍ରାମର ଦାଦନ…

ଧର୍ମଶାଳା ନିର୍ବାଚନ ମଣ୍ଡଳୀରେ ବନ୍ଦ ହେବ ବେଆଇନ ମଦ କାରବାର! ଅବକାରୀ ଅଧୀକ୍ଷକଙ୍କୁ ଚିଠି

ଧର୍ମଶାଳା,୪।୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଧର୍ମଶାଳା ନିର୍ବାଚନ ମଣ୍ଡଳୀରେ ‘ମଦ’ ରେଡ୍‌ ପାଇଁ ନିର୍ଦ୍ଦେଶ ଦିଆଯାଇଛି । ଅବକାରୀ ନିର୍ଦ୍ଦେଶାଳୟ ପକ୍ଷରୁ ଅବକାରୀ ଅଧୀକ୍ଷକଙ୍କୁ ଚିଠିରେ ନିର୍ଦ୍ଦେଶ ଦିଆଯାଇଛି । ସୂଚନା ଅନୁସାରେ, ଧର୍ମଶାଳା ବିଧାୟକ ହିମାଂଶୁ ଶେଖର ସାହୁ ଧର୍ମଶାଳା…

ନାବାଳିକାଙ୍କ ହାତଗୋଡ଼ ବାନ୍ଧି ବଳାତ୍କାର ଉଦ୍ୟମ କରି ଜଙ୍ଗଲରେ ଛାଡ଼ି ଦେଇଥିଲେ ୨ ଯୁବକ, ପୀଡ଼ିତାଙ୍କ ଏମିତି ବୟାନ ପରେ…

ତୁମୁଡ଼ିବନ୍ଧ,୪ା୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ବେଲଘର ଥାନା ଅଞ୍ଚଳର ୧୪ ବର୍ଷୀୟା ନାବାଳିକାଙ୍କ ସହ ଜଙ୍ଗଲରେ ଦୁଇ ଯୁବକଙ୍କ ବର୍ବରତା ସହ ନିର୍ଯାତନା ଘଟଣାରେ ଦୁଇ ଅଭିଯୁକ୍ତଙ୍କୁ ଗିରଫ କରିଛି ପୋଲିସ। ଗିରଫ ଦୁଇ ଅଭିଯୁକ୍ତ ନୀତେଶ ନାୟକ ଓ…

ଅସ୍ତ୍ରଶସ୍ତ୍ର ସହ ଆତ୍ମସମର୍ପଣ କଲେ ଟପ୍‌ କ୍ୟାଡର ମାଓବାଦୀ, ସରକାରଙ୍କ ତରଫରୁ ମିଳିଲା…

ମାଲକାନଗିରି,୪ା୨(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ର ଟପ୍‌ କ୍ୟାଡର ମାଓବାଦୀ ସୁଖରାମ ମରକମ୍‌ ଓରଫ ସୁରେଶ ଓରଫ ୟୋଗେସ୍‌ ବୁଧବାର ମାଲକାନଗିରି ପୋଲିସ ନିକଟରେ ଅସ୍ତ୍ରଶସ୍ତ୍ର ସହ ଆତ୍ମସମର୍ପଣ କରିଛନ୍ତି। ଏ ସମ୍ବନ୍ଧରେ ଆଜି ଏକ ଖବରଦାତା ସମ୍ମିଳନୀରେ ମାଲକାନଗିରି…

ମନ୍ତ୍ରୀଙ୍କ ବଡ଼ ସୂଚନା: ଏଣିକି ହ୍ବାଟ୍ସଆପ୍‌ରେ ମିଳିବ ରାଜସ୍ବ ସେବା

ଭୁବନେଶ୍ୱର,୪ା୨: ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ଏକ ବଡ଼ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, ଏଣିକି ହ୍ବାଟ୍ସଆପ୍‌ରେ ରାଜସ୍ବ ସେବା ମିଳିବ। ରାଜସ୍ବ ବିଭାଗ ପକ୍ଷରୁ ୨୪ ଘଣ୍ଟିଆ ସେବା ଯୋଗାଇ ଦିଆଯିବ। ଜମିଜମା ବାବଦର ସମସ୍ତ ଅଭିଯୋଗ ଓ ଆବେଦନ…

ସୁନା ସଫା ପାଉଡର ବିକ୍ରି ବାହାନାରେ ଆସିଲେ, ମହିଳାଙ୍କଠୁ ସୁନା ଗହଣା ଲୁଟ୍ କରି….

ଧର୍ମଶାଳା,୪।୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଜାରକାର ଏକ କଲୋନୀରେ ସୁନା ସଫା ପାଉଡର ବିକ୍ରି ନାଁରେ ଲୁଟ୍ କଲେ ଦୁର୍ବୃତ୍ତ । ଜଣେ ମହିଳାଙ୍କ ଦେହରେ ଛୁରି ଲଗାଇ ସୁନା ଗହଣା ଦୁର୍ବୃତ୍ତ ଲୁଟ୍ କରି ନେଇଥିବା ଅଭିଯୋଗ…

ଦାରିଙ୍ଗବାଡିରେ ପୁଣି ବୁଲିଲା ବୁଲ୍‌ଡୋଜର: ଜବରଦଖଲ ଉଚ୍ଛେଦ 

ଦାରିଙ୍ଗବାଡି,୪।୨(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି  ଥାନା ଅଞ୍ଚଳରେ ପୁଣି ବୁଧବାର ବୁଲଡୋଜର ବୁଲିଛ। ସରକାରୀ ଜମିକୁ ଜବରଦଖଲ କରି ରଖିଥିବା ଦୋକାନ ଗୃହ ସମେତ ବାସ ଗୃହକୁ ବୁଧବାର ପ୍ରଶାସନ ପକ୍ଷରୁ ଉଚ୍ଛେଦ କରାଯାଇଛି। ପ୍ରକାଶ ଯେ, ଦାରିଙ୍ଗବାଡିର ୪ ଛକ…

କୂଅରୁ ମିଳିଥିଲା ଛାତ୍ରଙ୍କ ମୃତଦେହ: ୨ ଶିକ୍ଷୟିତ୍ରୀ ନିଲମ୍ବିତ

ନୟାଗଡ଼, ୪।୨( ଲୋକନାଥ ମିଶ୍ର/ ସନ୍ତୋଷ ପ୍ରଧାନ): ନୟାଗଡ଼ ଜିଲା ଗଣିଆ ଥାନା ବିଜୟନଗର ଗ୍ରାମର ନିଖୋଜ ଜଣେ ସ୍କୁଲ ଛାତ୍ରଙ୍କ ମୃତଦେହ ବୁଧବାର କୂଅରୁ ଉଦ୍ଧାର ପରେ ଉତ୍ତେଜନା ଦେଖାଦେଇଛି। ଛାତ୍ରଙ୍କୁ ହତ୍ୟା କରି କୂଅରେ ପେଲି ଦିଆଯାଇଥିବା ଅଭିଯୋଗ…

କାରା-ଭାନ ଟୁରିଷ୍ଟ ସେବା ଶୁଭାରମ୍ଭ: ଗାଡ଼ିରେ ଶୌଚାଳୟ ଠାରୁ କିଚେନ ବ୍ୟବସ୍ଥା 

ଭୁବନେଶ୍ୱର,୪।୨: ଓଡ଼ିଶାରେ ଅତ୍ୟାଧୁନିକ କାରା-ଭାନ ଟୁରିଷ୍ଟ ସେବାର ଶୁଭାରମ୍ଭ ହୋଇଛି । ଧଉଳି ପର୍ଯ୍ୟଟନ କ୍ଷେତ୍ରରୁ ୨ୟ ପର୍ଯ୍ୟାୟର ଏହା ଶୁଭାରମ୍ଭ ହୋଇଛି। VGF ଯୋଜନା ଦ୍ୱାରା ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଶୁଭାରମ୍ଭ କରିଛନ୍ତି । ଏହା ପର୍ଯ୍ୟଟନ କ୍ଷେତ୍ରରେ ଅତ୍ୟାଧୁନିକ…

ଭାଜପା ନେତା ଶିବରାମଙ୍କ ଘର ଉପରେ ଆକ୍ରମଣ, ୮ ଗିରଫ

ମୋହନା,୪।୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ଚାନ୍ଦିପୁଟ ଗ୍ରାମର ଭାଜପା ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଶିବରାମ ସୁଆରଙ୍କ ଘର ଉପରେ ସୋମବାର ସନ୍ଧ୍ୟାରେ ଆକ୍ରମଣ ହୋଇଛି। ପ୍ରାୟ ୫୦ରୁ ଊର୍ଦ୍ଧ୍ୱ ବ୍ୟକ୍ତି ଏପରି ସଂଘବଦ୍ଧ ଆକ୍ରମଣ କରିଛନ୍ତି। ଆକ୍ରମଣର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri