ରାଜ୍ୟ

ଅସ୍ଥାୟୀ ମଣ୍ଡପରେ ଦେବୀଙ୍କୁ ପୂଜାର୍ଚ୍ଚନା କଲେ ପୂର୍ବତନ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ, ଆସିବେ ଆଉ ୩ ମନ୍ତ୍ରୀ, ୪ ବିଧାୟକ

ଭଞ୍ଜନଗର,୧୭ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଠାକୁରାଣୀ ଯାତ୍ରା ଆଉ ୩ ଦିନ ପରେ ୨୦ ତାରିଖରେ ଉଦ୍‌ଯାପିତ ହେବ। ରବିବାର ପୂର୍ବତନ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ଅସ୍ଥାୟୀ ମଣ୍ଡପରେ ପହଞ୍ଚି ଦେବୀଙ୍କୁ ପୂଜାର୍ଚ୍ଚନା କରିଥିଲେ। ଏଥିସହ ଯାତ୍ରା କମିଟି…

ଅମାନିଆ ଇସ୍କନର ବିଦେଶରେ ଅଦିନିଆ ରଥଯାତ୍ରା, ବିରୋଧ ସତ୍ତ୍ୱେ…

ଭୁବନେଶ୍ୱର,୧୭ା୫: ପୁଣି ଅମାନିଆ ହୋଇଛି ଇସ୍କନ। ଦକ୍ଷିଣ ଆଫ୍ରିକା ଓ ଆମେରିକାରେ ଅଦିନିଆ ରଥଯାତ୍ରା କରିଛି। ପ୍ରବାସୀ ଓଡ଼ିଆ ଓ ଜଗନ୍ନାଥ ପ୍ରେମୀଙ୍କ ପ୍ରତିବାଦକୁ ନ ମାନି ଶନିବାର ଦୁଇ ଦେଶରେ ଇସ୍କନ ପକ୍ଷରୁ ରଥଯାତ୍ରା ପାଳନ କରାଯାଇଛି। ଜୋହାନ୍ସବର୍ଗ ଓ…

ଦିଲ୍ଲୀବାସୀ ଖାଇବେ ରାୟଗଡ଼ାର ‘ଆମ୍ରପଲ୍ଲୀ’ ଆମ୍ବ, ରପ୍ତାନି ହେଲା ୨.୫ ମେଟ୍ରିକ୍‌ ଟନ୍‌

ଗୁଣପୁର,୧୭ା୫(ସୁଜାତା ପାଢ଼ୀ): ରାୟଗଡ଼ା ଜିଲାରେ ସାମୂହିକ ବିପଣନକୁ ପ୍ରୋତ୍ସାହିତ କରିବା ଏବଂ ସ୍ଥାନୀୟ ଚାଷୀଙ୍କ ପାଇଁ ଉତ୍ତମ ବଜାର ସଂଯୋଗ ସୁଯୋଗ ସୁନିଶ୍ଚିତ କରିବା ଦିଗରେ ଓଡ଼ିଶା ଗ୍ରାମୀଣ ଉନ୍ନୟନ ଓ ବିପଣନ ସମିତି( ଓ ଆର୍‌ଏମ୍‌ଏ୍‌ଏସ) ଏବଂ କୃଷକ ଉତ୍ପାଦକ…

କିଛିଦିନ ହେଲା ଘରୁ ନିଖୋଜ ଥିଲେ ଯୁବକ, ଆଜି ଖଣିରୁ ମିଳିଲା ମୃତଦେହ, ୨ ଅଟକ

ନୟାଗଡ଼,୧୭ା୫(ଲୋକନାଥ ମିଶ୍ର): ଚାନ୍ଦପୁର ଥାନା ରାଇପଡ଼ା କ୍ରସର ନିକଟସ୍ଥ ଖଣିରୁ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି। ଯୁବକଙ୍କୁ ହତ୍ୟା କରି ଫୋପଡ଼ା ଯାଇଥିବା ସନ୍ଦେହ ଅଭିଯୋଗ। ଏହି ଘଟଣାରେ ଦୁଇ ଜଣଙ୍କୁ ଅଟକ ରଖି ପୋଲିସ ତଦନ୍ତ କରୁଛି। ରବିବାର ସକାଳେ…

ଭାଉଜଙ୍କ ବାପଘରେ ରହି ପଢୁଥିଲେ ନଣନ୍ଦ, କାଜୁଗଛରେ ଝୁଲୁଛି ମୃତଦେହ

ପାଟଣା,୧୭ା୫(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଗିରିଧିନା ଗ୍ରାମର କାଜୁବଗିଚାର ଏକ ଗଛରୁ ରବିବାର ପୂର୍ବାହ୍ନରେ ଜଣେ ଅଷ୍ଟମ ଶ୍ରେଣୀରେ ପାଠ ପଢୁଥିବା ୧୩ ବର୍ଷର ଛାତ୍ରୀଙ୍କ ଝୁଲନ୍ତା ମୃତଦେହକୁ ପୋଲିସ ଜବତ କରିଛି। ମୃତ ଛାତ୍ରୀ ଜଣଙ୍କ ନିଜ…

ଠିକାଦାରଠାରୁ ଆଖିବୁଜା ଲାଞ୍ଚ ନେଇ ରେଡ୍‌ ହ୍ୟାଣ୍ଡ୍‌ରେ ଧରାପଡ଼ିଲେ ଯନ୍ତ୍ରୀ-ସହଯୋଗୀ, ବିଲ୍‌ କରାଇବା ପାଇଁ କହି…

ଖଣ୍ଡପଡ଼ା,୧୭ା୫: ନୟାଗଡ଼ର ଭାପୁର ଆରଡବ୍ଲ୍ୟୁ ସେକ୍ସନର କନିଷ୍ଠ ଯନ୍ତ୍ରୀ କେଶବ ସୁବୁଦ୍ଧି ଏବଂ ତାଙ୍କ ସହଯୋଗୀ ଆଶୁତୋଷ ବଳିଆରସିଂଙ୍କୁ ଓଡ଼ିଶା ଭିଜିଲାନ୍ସ ପକ୍ଷରୁ ଗିରଫ କରାଯାଇଛି। ନୟାଗଡ଼ ଜିଲାର ଖଣ୍ଡପଡ଼ା ଅଞ୍ଚଳରେ ୨୦୨୧-୨୨ ବର୍ଷ ପାଇଁ MMSY (ମୁଖ୍ୟମନ୍ତ୍ରୀ ସଡ଼କ ଯୋଜନା)…

କୋଇଲା ବ୍ୟବସାୟୀଙ୍କ ଘର ଉପରକୁ ଗୁଳିମାଡ଼

ସୁନ୍ଦରଗଡ଼, ୧୭।୫ (ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ସହରର ପ୍ରତିଷ୍ଠିତ କୋଇଲା ପରିବହନ ବ୍ୟବସାୟୀ ସଞ୍ଜୟ ନନ୍ଦ (ପିଲୁ)ଙ୍କ ବାସଭବନ ଉପରକୁ ଶନିବାର ବିଳମ୍ବିତ ରାତିରେ ଗୁଳିମାଡ଼ ହୋଇଛି। କେଉଁ କାରଣରୁ ଏହି ଗୁଳିମାଡ଼ ହୋଇଛି ତାହା ସ୍ପଷ୍ଟ ଜଣାପଡ଼ି ନଥିଲେ…

ପୁରୀରୁ ଶଶୁର ଘରକୁ ଫେରୁଥିଲେ: ଟ୍ରଲର-କାର ମୁହାଁମୁହିଁ ଧକ୍କା, ୨ ମୃତ ୩ ଗୁରୁତର

ପାପଡ଼ାହାଣ୍ଡି, ୧୭।୫ (ସ୍ୱପ୍ନଜିତ ପଟ୍ଟନାୟକ): ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡି ବ୍ଲକ୍ ଜିଟିକିଗୁଡ଼ା ଜାତୀୟ ରାଜପଥ ନିକଟରେ ଏକ ଟ୍ରଲର ଓ କାର୍ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏହି ଭୟାବହ ଦୁର୍ଘଟଣାରେ ଦୁଇ ଜଣ ମହିଳାଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ…

ସକାଳୁ ସକାଳୁ ପୋଖରୀରେ ଭାସୁଛି କ୍ଷୁଦ୍ର ଜଳସେଚନ ବିଭଗ ଅବସରପ୍ରାପ୍ତ କର୍ମଚାରୀଙ୍କ ମୃତଦେହ

ଭବାନୀପାଟଣା,୧୭।୫(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ପୁରୁଣା ପଡାସ୍ଥିତ ସାନବନ୍ଧରୁ ରବିବାର ସକାଳୁ ଜଣେ ବୃଦ୍ଧଙ୍କ ମୃତ ଦେହ ଉଦ୍ଧାର କରାଯାଇଛି। ତାଙ୍କ ନାମ ପୂର୍ଣ୍ଣଚନ୍ଦ୍ର ନାୟକ(୭୦) ଓ ସେ ସହରର ବଡ଼ ପଡାର ହୋଇଥିବାବେଳେ କ୍ଷୁଦ୍ର ଜଳସେଚନ ବିଭଗର…

ପ୍ଲାଟିନମ୍‌ ଉପାଦାନ ଉତ୍ତୋଳନ ସଫଳ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୭।୫(ପି.ଟି./ସୁନିତ୍‌ ମିଶ୍ର): ବିଶ୍ୱ ବଜାରରେ ଲୁହାପଥର, ବକ୍ସାଇଟ୍‌, କ୍ରୋମାଇଟ୍‌ ଭଳି କଞ୍ଚାମାଲର ଚାହିଦା ଦ୍ରୁତ ଗତିରେ ବୃଦ୍ଧି ପାଇବାରେ ଲାଗିଛି। ପ୍ଲାଟିନମ୍‌ର ଚାହିଦା ମଧ୍ୟ ବଢ଼ିିଛି । କେନ୍ଦୁଝର ଜିଲାର ବାଙ୍ଗୁର କ୍ରୋମାଇଟ୍‌ ଖଣିରୁ ପ୍ଲାଟିନମ୍‌ ଗ୍ରୁପ୍‌ ଏଲିମେଣ୍ଟ ଉତ୍ତୋଳନ କରିବାରେ…

ସକାଳୁ ସକାଳୁ ଏନକାଉଣ୍ଟର: କୁଖ୍ୟାତ ଅପରାଧୀଙ୍କ ଗୋଡ଼ରେ ବାଜିଲା ଗୁଳି…

ସମ୍ବଲପୁର, ୧୭।୫ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ବୁର୍ଲା ଥାନା ଅଞ୍ଚଳରେ ରବିବାର ଭୋର ସମୟରେ ଏନକାଉଣ୍ଟର ହୋଇଛି। ଜଣେ କୁଖ୍ୟାତ ଅପରାଧୀଙ୍କୁ ଏହି ଏନକାଉଣ୍ଟର ହୋଇଥିବାବେଳେ ତାଙ୍କ ୩ ସହଯୋଗୀଙ୍କୁ ପୋଲିସ କାବୁ କରିବାରେ ସଫଳ ହୋଇଛି। ନକାଉଣ୍ଟର ହୋଇଥିବା…

ଆଜି ଓଡ଼ିଶା ଗସ୍ତରେ ନୀତିନ୍‌ ନବୀନ

ଭୁବନେଶ୍ୱର, ୧୭।୫(ସୁନିତ୍‌ ମିଶ୍ର): ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିବା ପରେ ନୀତିନ୍‌ ନବୀନ ପ୍ରଥମ ଥର ଲାଗି ୨ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ନୀତିନ୍‌ ସାଧାରଣ ଯାତ୍ରୀବାହୀ ବିମାନରେ ରବିବାର ସାରେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବେ।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri