ରାଜ୍ୟ

ବିଜେଡି ରାଜ୍ୟ ସଭା ଏମପି ମୁନା ଖାନ୍‌ଙ୍କ ଦମଦାର୍‌ ଭାଷଣ, ପ୍ରଶଂସା କଲେ ଧନକର, ଟାର୍ଗେଟରେ ଥିଲେ ମୋଦି

ଭୁବନେଶ୍ୱର,୫।୭: ରାଜ୍ୟ ସଭାରେ ବଦଳିଛି ବିଜୁ ଜନତା ଦଳର ଆଭିମୁଖ୍ୟ। ଆକ୍ରାମଣତ୍ମକ ଢଙ୍ଗରେ ଶାସକ ଭାରତୀୟ ଜନତା ପାର୍ଟିକୁ ଟାର୍ଗେଟ କରୁଛନ୍ତି ବିଜେଡି ଏମପି। ପୂର୍ବରୁ ସବୁ ପ୍ରସଙ୍ଗରେ ବିଜେଡିକୁ ସାଥ୍‌ ଦେଉଥିବା ଏହି ଦଳ ଏବେ କିନ୍ତୁ ବିରୋଧୀଙ୍କ ସ୍ବରରେ…

ମା’ଙ୍କ ନାକ କାଟି ବନ୍ଧା ହେଲେ ପୁଅ

ସେମିଳିଗୁଡା/ସୁନାବେଡା,୫ା୭(ବାସୁଦେବ ବରାଡ଼/କୃତ୍ତିବାସ): ମା’ଙ୍କ ନାକ କାଟି ବନ୍ଧା ହୋଇଛନ୍ତି ପୁଅ। ଏଭଳି ଅଭାବନୀୟ ଘଟଣା ଘଟିଛି ସେମିଳିଗୁଡା ଉପରସାହି ଆମ୍ବେଡକର ନଗରରେ। ଏନେଇ ମା’ ଭାନୁ ଖରା (୬୦) ସେମିଳିଗୁଡା ଥାନାରେ ଗୁରୁବାର ଅଭିଯୋଗ କରିବା ପରେ ପୋଲିସ ଘଟଣାର ତଦନ୍ତ…

ମୁଖ୍ୟମନ୍ତ୍ରୀଙ୍କୁ ଖରାପ ବ୍ୟବହାର ଦେଖାଇଥିବା ଆଇଆଇସିଙ୍କୁ ବଦଳି

ପାରଳାଖେମୁଣ୍ଡି,୫ା୭(ଗିରିଧାରୀ ପରିଛା): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ପୂର୍ବରୁ ଥାନାରେ ଖରାପ ବ୍ୟବହାର ପ୍ରଦର୍ଶନ କରିଥିବା କେନ୍ଦୁଝର ଆଇଆଇସି ତ୍ରିନାଥ ସେଠୀଙ୍କୁ ଗଜପତି ଜିଲାକୁ ବଦଳି ହୋଇଛି। କଟକ ପୋଲିସ ମୁଖ୍ୟାଳୟରୁ ଏହି ବଦଳି ଆଦେଶ ହୋଇଛି। ସେହିପରି ଭଦ୍ରକ ଥାନାର…

ଓଡ଼ିଶା ପାଇଁ ପ୍ରଭାରୀ ନିଯୁକ୍ତ କଲା ଭାଜପା, ଅପରାଜିତାଙ୍କୁ ମିଳିଲା ବଡ଼ ଦାୟିତ୍ୱ

ଭୁବନେଶ୍ୱର,୫।୭: ବିଭିନ୍ନ ରାଜ୍ୟ ପାଇଁ ପ୍ରଭାରୀ ଓ ସହପ୍ରଭାରୀ ନିଯୁକ୍ତ କଲା ଭାରତୀୟ ଜନାତା ପାର୍ଟି। ଓଡ଼ିଶାରେ ବିଜୟପାଲ ସିଂ ତୋମାରଙ୍କୁ ପ୍ରଭାରୀ ଦାୟିତ୍ୱ ଦିଆଯାଇଛି। ଏଥିସହ ଲତା ଉସେଣ୍ଡିଙ୍କୁ ସହ ପ୍ରଭାରୀ ଦାୟିତ୍ୱ ମିଳିଛି। ସେହିପରି ଏମପି ଅପରାଜିତା ଷଡ଼ଙ୍ଗୀଙ୍କୁ…

ପର୍ଯ୍ୟଟକଙ୍କୁ ଧରି ଯାଉଥିବା ମିନି ବସ୍‌ ଓଲଟିଲା

ଭଞ୍ଜନଗର,୫।୭: ଗଞ୍ଜାମ ଜିଲା ସୋରଡ଼ା ଥାନା ଖୁଣ୍ଟେଶ୍ବରୀ ପାହାଡ଼ ଉପରେ ଶୁକ୍ରବାର ଏକ ଦୁର୍ଘଟଣା ଘଟିଛି। ପର୍ଯ୍ୟଟକଙ୍କୁ ଧରି ଯାଉଥିବା ଏକ ମିନି ବସ୍‌ ପାହାଡ଼ ଉପରେ ଭାରସାମ୍ୟ ହରାଇ ଓଲଟି ପଡିଛି। ଦୁର୍ଘଟଣାରେ ୧୦ ପର୍ଯ୍ୟଟକ ଆହତ ହୋଇଥିବା ସୂଚନା…

ଓଡ଼ିଶାକୁ ଅଣାଯିବ ୫ ମହାବଳ ବାଘ

ଭୁବନେଶ୍ବର,୫।୭: ଓଡ଼ିଶାକୁ ଅଣାଯିବ ୫ ମହାବଳ ବାଘ। ଏ ନେଇ ବନ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଡେବ୍ରିଗଡ଼ ଅଭୟାରଣ୍ୟ ପାଇଁ ୩ ଓ ଶିମିଳିପାଳ ପାଇଁ ୨ ବାଘ ଆସିବେ। ଅଗଷ୍ଟ ଶେଷ ସୁଦ୍ଧା ଡେବ୍ରିଗଡ଼ ପାଇଁ ମହାରାଷ୍ଟ୍ର, ମଧ୍ୟପ୍ରଦେଶରୁ…

ରାଜ୍ୟ ପାଇଁ ଗୌରବ ଆଣିଲେ ଓଡ଼ିଆ ପୁଅ

ପୁରୁଷୋତ୍ତମପୁର,୫।୭(ସିମାଞ୍ଚଳ ମିଶ୍ର) ସର୍ବଭାରତୀୟ ସ୍ତରରେ ୟୁପିଏସ୍‌ସି ଦ୍ବାରା ପରିଚାଳିତ ସିଡିଏସ୍‌(ଇଣ୍ଡିଆନ ମିଲିଟାରୀ ପରୀକ୍ଷା)ରେ ଗଞ୍ଜାମ ଜିଲା ପୁଷୋତ୍ତମପୁର ଏନ୍‌ଏସି ୱାର୍ଡନଂ ୯ ରଥ ସାହିର ସ୍ବନ୍ଦନଦାଶ ୪୨ ନଂ ର଼୍ୟାଙ୍କରେ ପାସ୍‌ କରିଛନ୍ତି। ସେ ସମଗ୍ର ଓଡ଼ିଶା ସମେତ ଗଞ୍ଜାମ ଜିଲା…

୧ ଲକ୍ଷ ଟଙ୍କାରେ ବିକ୍ରି ହୋଇଥିବା ଶିଶୁପୁତ୍ର ଉଦ୍ଧାର

ପାରାଦୀପ,୫ା୭: ଜଗତ୍‌ସିଂହପୁର ଜିଲା ପାରାଦୀପରେ ୩ ଦିନର ନବଜାତ ଶିଶୁପୁତ୍ରଙ୍କୁ ୧ ଲକ୍ଷ ଟଙ୍କାରେ ଜଣେ ଅସହାୟ ମହିଳା ବିକ୍ରିକରି ଦେଇଥିଲେ। ହେଲେ ବିକ୍ରି ହୋଇଥିବା ପୁଅଙ୍କୁ ଶୁକ୍ରବାର ଭାଇଜାଗରୁ ଉଦ୍ଧାର ପରେ ପାରାଦୀପ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଶିଶୁଟିକୁ ନିଜେ…

ସୁରେନ୍ଦ୍ରନାଥଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ନବୀନ, ଚାଲିକି ଯାଇ…

ଭୁବନେଶ୍ୱର,୫।୭: କାକଟପୁର ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ ତଥା ପୂର୍ବତନ ମନ୍ତ୍ରୀ  ସୁରେନ୍ଦ୍ରନାଥ ନାୟକଙ୍କ ଶୁକ୍ରବାର ଦେହାନ୍ତ ହୋଇଛି। ୯୩ ବର୍ଷ ବୟସରେ ଭୁବନେଶ୍ୱରସ୍ଥିତ ବାସଭବନରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ସେ ଦୀର୍ଘଦିନରୁ ବାର୍ଦ୍ଧକ୍ୟଜନିତ ରୋଗରେ ପୀଡ଼ିତ ଥିଲେ। ତାଙ୍କ…

ବବି ଦାସଙ୍କ ନାମରେ ଏତଲା

ଭୁବନେଶ୍ୱର,୪ା୭: ବିଜେଡି ସଂଗଠନର ସମ୍ପାଦକ ପ୍ରଣବ ପ୍ରକାଶ ଦାସ (ବବି)ଙ୍କ ନାମରେ ଶୁକ୍ରବାର କ୍ୟାପିଟାଲ ଥାନାରେ ଏତଲା ଦିଆଯାଇଥିବା ଜଣାପଡ଼ିଛି। ବବି ଅନୁମତି ନ ନେଇ ସରକାରୀ ବାସଭବନରେ ନିର୍ମାଣ କାର୍ଯ୍ୟ କରିଥିବା ଅଭିଯୋଗ କରି ଥାନାରେ ଲିଖିତ ଅଭିଯୋଗ କରିଛନ୍ତି…

ଅବସର ପରେ ବି ସରକାରୀ ପଦବୀରେ ଥିବା ୨ ଅଧିକାରୀ ହଟିଲେ, ଜାଣନ୍ତୁ ସେମାନେ କିଏ

ଭୁବନେଶ୍ୱର,୫।୭: ଅବସର ପରେ ବି ସରକାରୀ ପଦବୀରେ ଥିବା ୨ ଅଧିକାରୀ ହଟିଛନ୍ତି। ସୁଡା ପ୍ରକଳ୍ପ ନିର୍ଦ୍ଦେଶକ ସାରଦା ପ୍ରସାଦ ପଣ୍ଡା ଏବଂ ପୌର ନିର୍ଦ୍ଦେଶକ ଥିବା ସଂଗ୍ରାମଜିତ୍‌ ନାୟକଙ୍କ ହଟାଯାଇଛି। ସାରଦାଙ୍କ ସ୍ଥାନରେ ରବୀନ୍ଦ୍ର କୁମାର ସାହୁ ସୁଡା ନିର୍ଦ୍ଦେଶକ…

ପିଲାଙ୍କ ପାଇଁ ଆସିଲା ଖୁସିଖବର: ସ୍କୁଲ ଯିବା ଆସିବା ଖର୍ଚ୍ଚ ବହନ କରିବେ ରାଜ୍ୟ ସରକାର, କେବେଠୁ ହେବ ଲାଗୁ

ଭୁବନେଶ୍ୱର,୫।୭: ସ୍କୁଲ ପିଲାଙ୍କ ପାଇଁ ଆସିଲା ଖୁସିଖବର। ଏଣିକି ରାଜ୍ୟ ସରକାର ଛାତ୍ରୀଛାତ୍ରଙ୍କ ସ୍କୁଲ ଯିବା ଆସିବା ଖର୍ଚ୍ଚ ବହନ କରିବେ । ଅପହଞ୍ଚ ଅଞ୍ଚଳରେ ପିଲାଙ୍କ ଶିକ୍ଷା ପାଇଁ ସରକାର ଯୋଜନା କରୁଛନ୍ତି। ସ୍କୁଲ ଦୂରରେ ଥିବାରୁ ସମସ୍ୟାର ସମ୍ମୁଖୀନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri