ରାଜ୍ୟ

ସେମ୍ବକର୍ପର ସବୁଜ ଆମୋନିଆ ପ୍ରକଳ୍ପକୁ ଅନୁମୋଦନ

ଭୁବନେଶ୍ୱର,୧୮ା୧୧(ସୁନିତ୍‌ ମିଶ୍ର): ରାଜ୍ୟ ସରକାରଙ୍କ ଏକ ଉଚ୍ଚସ୍ତରୀୟ ପ୍ରତିନିଧିମଣ୍ଡଳୀ ସହ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସିଙ୍ଗାପୁର ଗସ୍ତ କରି ରବିବାର ବିଭିନ୍ନ କମ୍ପାନୀର ଶୀର୍ଷ ନେତୃତ୍ୱମାନଙ୍କ ସହ ଆଲୋଚନା କରିଛନ୍ତି। ଏହି ଅବସରରେ ସେ କହିଛନ୍ତି, ଏହା ହେଉଛି ତାଙ୍କର…

ଅଚ୍ୟୁତ ସାମନ୍ତଙ୍କୁ ‘ଏଫ୍‌ଆଇଭିବି ଗ୍ରାଣ୍ଡ୍‌ କ୍ରସ୍‌ ସମ୍ମାନ’

ଭୁବନେଶ୍ୱର,୧୮ା୧୧(ଅନୁରାଧା ମହାରଣା): କିଟ୍‌ ଓ କିସ୍‌ ପ୍ରତିଷ୍ଠାତା ଡ. ଅଚ୍ୟୁତ ସାମନ୍ତଙ୍କୁ ଅନ୍ତର୍ଜାତୀୟ ଭଲିବଲ ଫେଡେରେଶନ (ଏଫ୍‌ଆଇଭିବି)ର ସର୍ବୋଚ୍ଚ ସମ୍ମାନ ‘ଗ୍ରାଣ୍ଡ୍‌ କ୍ରସ୍‌’ ପ୍ରଦାନ କରାଯାଇଛି। ନଭେମ୍ବର ୧୫ରୁ ୧୭ ତାରିଖ ପର୍ଯ୍ୟନ୍ତ ପର୍ତ୍ତୁଗାଲର ପର୍ତ୍ତୋଠାରେ ୩୯ତମ ଏଫ୍‌ଆଇଭିବି ବିଶ୍ୱ କଂଗ୍ରେସ…

ଟ୍ରାଫିକ କନ୍‌ଷ୍ଟେବଲ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ଅଭିଯୋଗ

ବାରିପଦା,୧୮।୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦାସ୍ଥିତ ଏମ୍‌ପିକେ ବାଳିକା ଉଚ୍ଚ ବିଦ୍ୟାଳୟ ପରୀକ୍ଷା କେନ୍ଦ୍ରରେ ରବିବାର ଟ୍ରାଫିକ କନ୍‌ଷ୍ଟେବଲ-୨୦୨୪ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ହୋଇଥିବା ନେଇ ଅଭିଯୋଗ ହୋଇଛି। ପ୍ରଶ୍ନପତ୍ର ଦେବା ପୂର୍ବରୁ ସିଲ୍‌ କଟା ଯାଇଥିବା ହୃଷୀକେଶ ଦାସ…

ପ୍ରଥମ ଲଙ୍ଗ୍‌ ରେଞ୍ଜ ହାଇପରସୋନିକ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ

ବାଲେଶ୍ୱର,୧୮ା୧୧(ବାଞ୍ଛାନିଧି ଦେ): ଭାରତକୁ ମିଳିଛି ଐତିହାସିକ ସଫଳତା। ପ୍ରତିରକ୍ଷା ଅନୁସନ୍ଧାନ ଏବଂ ବିକାଶ ସଂଗଠନ (ଡିଆର୍‌ଡିଓ) ପକ୍ଷରୁ ଦେଶର ପ୍ରଥମ ଲଙ୍ଗ୍‌ ରେଞ୍ଜ ହାଇପରସୋନିକ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ କରାଯାଇଛି। ବାଲେଶ୍ୱର ଜିଲା ଚାନ୍ଦିପୁର ଡିଆର୍‌ଡିଓ ଅଧୀନ ଧାମରାସ୍ଥିତ ଡ. ଏପିଜେ…

ଶୀତରେ ଥରୁଛି ଜି.ଉଦୟଗିରି

ଜି.ଉଦୟଗିରି,୧୮ା୧୧(ଶିଶିର ପଟ୍ଟନାୟକ): କନ୍ଧମାଳ ଜିଲାର ଜି.ଉଦୟଗିରି ସହର ପ୍ରବଳ ଶୀତରେ ଥରୁଛି। ଜି.ଉଦୟଗିରି ସହରରେ ସୋମବାର ସର୍ବନିମ୍ନ ତାପମାତ୍ରା ୭.୨ ଡିଗ୍ରୀ ସେଲ୍‌ସିୟସ୍‌ ଅଛି ବୋଲି ଜି.ଉଦୟଗିରିସ୍ଥିତ କୃଷି ଗବେଷଣା କେନ୍ଦ୍ର ପକ୍ଷରୁ ଜଣାଯାଇଛି। ରବିବାର ୭.୮ଡିଗ୍ରୀ ରହିଥିବା ବେଳେ ସୋମବାର…

୧୧ ଡିଗ୍ରୀକୁ ଖସିଲା ପାରଦ

ଭୁବନେଶ୍ୱର,୧୮ା୧୧(ଅନୁରାଧା ମହାରଣା): ରାଜ୍ୟରେ ଗତ କିଛିଦିନ ଧରି ପାରଦ ତଳମୁହାଁ ହୋଇଛି। ବିଭିନ୍ନ ସ୍ଥାନରେ ସର୍ବନିମ୍ନ ଓ ସର୍ବୋଚ୍ଚ ତାପମାତ୍ରାରେ ୨ରୁ ୪ ଡିଗ୍ରୀ ହ୍ରାସ ପାଇଛି। ଆସନ୍ତା ୩ଦିନ ମଧ୍ୟରେ ତାପମାତ୍ରାରେ ଆହୁରି ୨ରୁ ୩ ଡିଗ୍ରୀ କମିପାରେ ବୋଲି…

ଅନନ୍ତ, ଶ୍ରୀନିବାସ, ଜୟୀରାମ ପାଇଲେ ‘ମୋହନ ସୁନ୍ଦରଦେବ ଗୋସ୍ବାମୀ ପୁରସ୍କାର’

ଭୁବନେଶ୍ୱର,୧୮ା୧୧(ବନ୍ଦନା ସେଠୀ): ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ୩୨, ୩୩ ଓ ୩୪ତମ ଓଡ଼ିଶା ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ପ୍ରଦାନ ଉତ୍ସବ ରବିବାର ସ୍ଥାନୀୟ ଏକ ହୋଟେଲରେ ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟ ଅତିଥି ଭାବେ ରାଜ୍ୟପାଳ ରଘୁବର…

ଗୋ’ ବନ୍ଧ୍ୟା ନିରାକରଣ ପାଇଁ ପ୍ରହସନ ପାଲଟିଛି ପ୍ରାଣୀ ଚିକିତ୍ସା ଶିବିର, ହାତ ଗଣତି ଚାଷୀଙ୍କୁ ନେଇ…

ଦାରିଙ୍ଗବାଡ଼ି,୧୮ା୧୧(ଅରୁଣ ସାହୁ): ରାଜ୍ୟ ଓ କେନ୍ଦ୍ର ସରକାର ପ୍ରାଣୀଧନର ବିକାଶ ପାଇଁ ବିଶେଷକରି ଗୋ’ସୁରକ୍ଷା ତଥା ସୁସ୍ଥ ରଖିବା ଓ ସୁସ୍ଥ ଛୁଆ ଜନ୍ମ କରିବା ପାଇଁ ବିଭିନ୍ନ ପଦକ୍ଷେପ ନେଉଛନ୍ତି। ହେଲେ ତାହା ଗ୍ରାମାଞ୍ଚଳରେ ଚାଷୀମାନେ ସଠିକ୍‌ ସୂଚନା ନ…

ବାଲିଯାତ୍ରାରେ ଅଘଟଣ: ଲିଚୁ ଲାଇଟ୍‌ ଲାଗି ଚାଲିଗଲା ଛାତ୍ରଙ୍କ ଜୀବନ, ସେହିଦିନ ଛୁଟି ସାରି…..

କଟକ,୧୭।୧୧: ବାଲିଯାତ୍ରାର ତୃତୀୟ ଦିନରେ ଏକ ବଡ଼ ଅଘଟଣ ଘଟିଛି। ବିଦ୍ୟୁତ୍‌ ଆଘାତରେ ଜଣେ +୨ ଛାତ୍ରଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଜଗତସିଂହପୁର ଜୟବଡ଼ର ପ୍ରଭାକର ମନ୍ଥନଙ୍କ ପୁଅ ବିଶ୍ୱପ୍ରକାଶ ମନ୍ଥନ (୧୮)। ଯାତ୍ରା ପଡ଼ିଆ ସମ୍ମୁଖ ରିଂ ବନ୍ଧର…

ଓଡ଼ିଶାରେ ୫ ବର୍ଷରେ ୩୮ହଜାର ଡେଙ୍ଗୁ ଆକ୍ରାନ୍ତ

ଭୁବନେଶ୍ୱର,୧୮ା୧୧(ବନ୍ଦନା ସେଠୀ) : କିଛିବର୍ଷ ଧରି ଓଡ଼ିଶାରେ ବୃଦ୍ଧି ପାଉଥିବା ଡେଙ୍ଗୁ ସଂକ୍ରମଣ ସ୍ବାସ୍ଥ୍ୟ ବିଭାଗ ଓ ରାଜ୍ୟବାସୀଙ୍କ ପାଇଁ ଚିନ୍ତାର କାରଣ ପାଲଟିଛି। ଡେଙ୍ଗୁକୁ ପ୍ରତିରୋଧ କରିବା ପାଇଁ ବିଭିନ୍ନ ପଦକ୍ଷେପ ନିଆଯାଉଥିଲେ ମଧ୍ୟ ଏଥିରେ ବ୍ରେକ୍‌ ଲାଗିପାରୁ ନାହିଁ।…

ଦୀର୍ଘ ଦିନର ପ୍ରେମ ସମ୍ପର୍କ ପରେ ଅନୁରାଗଙ୍କ ହାତ ଧରିଲେ ଏଲିନା

ଭୁବନେଶ୍ୱର,୧୭ା୧୧: ଓଲିଉଡର ଚୁଲବୁଲି ନାୟିକା ଏଲିନା ସାମନ୍ତରାୟ ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି। ଲମ୍ବା ସମୟ ଧରି ପ୍ରେମିକ ଅନୁରାଗଙ୍କ ସହିତ ସମ୍ପର୍କରେ ରହିବା ପରେ ନଭେମ୍ବର ୧୭ ତାରିଖ ରବିବାର ଇଣ୍ଡୋନେସିଆ ବାଲିର ଏକ ହୋଟେଲରେ ବିଧିବଦ୍ଧ ଭାବେ ବିବାହ…

କଟକ ବାଲିଯାତ୍ରାରେ ସାଂସ୍କୃତିକ କାର୍ଯ୍ୟକ୍ରମ ସମୟ ବଢ଼ିଲା, ମୁଖ୍ୟମନ୍ତ୍ରୀଙ୍କ ହସ୍ତକ୍ଷେପ ପରେ ନିଷ୍ପତ୍ତି

କଟକ, ୧୭।୧୧: ବିବାଦ ପରେ ବଢ଼ିଲା କଟକ ବାଲିଯାତ୍ରାରେ ସାଂସ୍କୃତିକ କାର୍ଯ୍ୟକ୍ରମ ସମୟ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ହସ୍ତକ୍ଷେପ ପରେ ଆଉ ଅଧ ଘଣ୍ଟା ସମୟ ବୃଦ୍ଧି କରାଯାଇଛି। ଏଣିକି ରାତି ୧୦ଟା ପରିବର୍ତ୍ତେ ସାଢ଼େ ୧୦ଟା ଯାଏଁ କାର୍ଯ୍ୟକ୍ରମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?