ରାଜ୍ୟ

ଚାକିରିରୁ ବିଦା ହେଲେ ୮ କର୍ମଚାରୀ, ୨୦ ନିଲମ୍ବିତ

ଭୁବନେଶ୍ୱର,୧୬।୧୧: ଅବକାରୀ ବିଭାଗ ପକ୍ଷରୁ ଶନିବାର ଏକ ବଡ଼ ପଦକ୍ଷେପ ନିଆଯାଇଛି। ଗଞ୍ଜେଇ ମାଫିଆଙ୍କ ସହ ସମ୍ପୃକ୍ତ ଥିବା ବିଭାଗୀୟ ୮ କର୍ମଚାରୀଙ୍କୁ ଚାକିରିରୁ ବହିଷ୍କୃତ କରାଯାଇଥିବା ବେଳେ ୨୦ଜଣ କର୍ମଚାରୀଙ୍କୁ ନିଲମ୍ବନ କରାଯାଇଛି। ବହିଷ୍କୃତ ୩ ଏଏସ୍‌ଆଇଙ୍କ ମଧ୍ୟରେ ଔରପଲକ…

ଦିନକରେ ୬୬ ଅଧିକାରୀଙ୍କୁ ବଦଳି କଲେ ସରକାର

ଭୁବନେଶ୍ୱର,୧୬ା୧୧: ସରକାରୀସ୍ତରରେ ଶନିବାର ଏକ ବଡ଼ଧରଣର ଅଦଳବଦଳ ହୋଇଛି। ଗୋଟିଏ ଦିନରେ ୬୬ ଜଣ ଅଧିକାରୀଙ୍କୁ ବଦଳି କରିଛି ଗୃହ ବିଭାଗ। ଆଜି ଯୁଗ୍ମ ସଚିବ, ଉପସଚିବ ଓ ବିଭିନ୍ନ ବିଭାଗର ଅଧିକାରୀଙ୍କୁ ଅଦଳବଦଳ କରାଯାଇଛି। ଏନେଇ ଗୃହ ବିଭାଗ ପକ୍ଷରୁ…

ମହାପ୍ରଭୁ ଜଗନ୍ନାଥଙ୍କ ଜମି ହାତେଇବା ଉଦ୍ୟମ, ଜାଲିଆତି ନେଇ ଶ୍ରୀମନ୍ଦିର ପ୍ରଶାସନ…

ପୁରୀ,୧୬ା୧୧: ମହାପ୍ରଭୁ ଜଗନ୍ନାଥଙ୍କ ଜମି ଜାଲିଆତି ନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ପୁରୀ ବାସେଳିସାହି ଥାନାରେ ଏତଲା ଦାୟର କରାଯାଇଛି। ମାଟିତୋଟା ମୌଜାରେ ମହାପ୍ରଭୁଙ୍କ ଜମି ବେଆଇନ ଭାବେ ହସ୍ତାନ୍ତର ଉଦ୍ୟମ କରାଯାଇଥିବା ଅଭିଯୋଗ ହୋଇଛି। ଉକ୍ତ ଜମିକୁ ଜବରଦଖଲ କରି…

ଦୁଇ ପରିବାରର ବିବାଦ ନେଇ ମେଡିକାଲରେ ୩ ଦିନ ପଡ଼ିରହିଲା ମୃତଦେହ

ଧରାକୋଟ,୧୬ା୧୧: ଗଞ୍ଜାମ ଜିଲା ଧରାକୋଟ ବ୍ଲକର ଗାଙ୍ଗପୁରର ଥାନା ଅନ୍ତର୍ଗତ ପଣିବନ୍ଧ ଗ୍ରାମରେ ଜଣେ ଯୁବକଙ୍କ ସନ୍ଦେହଜନକ ଅବସ୍ଥାରେ ମୃତ୍ୟୁ ଘଟିଥିବାବେଳେ କାରଣ ଅସ୍ପଷ୍ଟ ରହିଛି। ମୃତ ଯୁବକ ଜଣକ ହେଲେ ବସନ୍ତ ବେହେରା(୩୦)। ଧରାକୋଟ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ୩ଦିନ ହେଲା…

ଖତଗଦାରେ ଲୁଚାଇ ରଖିଥିଲେ ଲକ୍ଷାଧିକ ଚୋରି ଟଙ୍କା, ମାଡ଼ି ବସିଲା ହାଇଦ୍ରାବାଦ ପୋଲିସ

ଭୋଗରାଇ,୧୬ା୧୧(ପ୍ରଦୀପ ଦାସ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ କମର୍ଦ୍ଦା ଥାନା ଅନ୍ତର୍ଗତ ହାଇଦ୍ରାବାଦ ଅଞ୍ଚଳରୁ ଲୁଟ୍‌ ହୋଇଥିବା ଲକ୍ଷାଧିକ ଟଙ୍କା ବଡ଼ମନ୍ଦାରୁଣୀ ଗ୍ରାମରୁ ଉଦ୍ଧାର ହୋଇଛି। ସୂଚନା ଅନୁସାରେ, ବଡ଼ମନ୍ଦାରୁଣୀ ଗ୍ରାମର ଉମାକାନ୍ତ ବେହେରା ଜ୍ୱାଇଁ ଗୋପାଳ ବେହେରା ହାଇଦ୍ରାବାଦଠାରେ ଏଗ୍ରୋ…

ଅନାସ୍ଥା ଭୋଟ୍‌ରେ ପଦ ହରାଇଲେ ଢେଙ୍କାନାଳ ସଦର ବ୍ଲକ ଅଧ୍ୟକ୍ଷା, ମନ୍ତ୍ରୀ କହିଲେ…

ଢେଙ୍କାନାଳ,୧୬ା୧୧(ରତନ ନାୟାର): ଅନାସ୍ଥାରେ ହାରିଗଲେ ଢେଙ୍କାନାଳ ସଦର ବ୍ଲକ ଅଧ୍ୟକ୍ଷା ରାଜଶ୍ରୀ ନାୟକ। ଫଳରେ ସଦରରେ ଭୁଶୁଡ଼ି ପଡ଼ିଛି ବିଜେଡି ଗଡ଼। ଶନିବାର ଅନାସ୍ଥା ଭୋଟିଂ ସପକ୍ଷରେ ୪୪ଖଣ୍ଡ ଭୋଟ୍‌ ଗ୍ରହଣ ହୋଇଥିବା ବେଳେ ଅନାସ୍ଥା ବିପକ୍ଷରେ ୧୭ ଖଣ୍ଡ ଭୋଟ୍‌…

ମତ୍ସ୍ୟ ଓ ପଶୁସମ୍ପଦ ମନ୍ତ୍ରୀଙ୍କ ବଡ଼ ସୂଚନା: ଏଣିକି ଦୁଗ୍ଧଚାଷୀଙ୍କ ଆକାଉଣ୍ଟକୁ ଯିବ ଟଙ୍କା

ଭୁବନଶ୍ୱର,୧୬ା୧୧: ଓଡ଼ିଶାର ଦୁଗ୍ଧଚାଷୀଙ୍କ ପାଇଁ ଖୁସି ଖବର। ଏଣିକି ଦୁଗ୍ଧଚାଷୀଙ୍କ ପାଇଁ ଲାଗୁ ହେବ ଡିବିଟି। ଏନେଇ ମତ୍ସ୍ୟ ଓ ପଶୁ ସମ୍ପଦ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ସୂଚନା ଦେଇଛନ୍ତି। ଶନିବାର ଆୟୋଜିତ ଓମ୍‌ଫେଡ୍‌ ସମୀକ୍ଷା ବୈଠକ ପରେ ମନ୍ତ୍ରୀ କହିଛନ୍ତି,…

ବାଲିଯାତ୍ରା କି ବାଣିଜ୍ୟ ମେଳାରେ ଦାରିଙ୍ଗବାଡ଼ି କଫିର ଚାହିଦା ନାହିଁ, ପ୍ରଚାର ପ୍ରସାର ପାଇଁ ଯଦି…

ଦାରିଙ୍ଗବାଡ଼ି,୧୬ା୧୧(ଅରୁଣ ସାହୁ): ଜୈବିକ ପଦ୍ଧତିିରେ ଦାରିଙ୍ଗବାଡ଼ି କଫି ଚାଷ କରାଯାଉଛି। କୋରାପୁଟ ପରେ ଦାରିଙ୍ଗବାଡ଼ି କଫିର ବହୁତ ଚାହିଦା ରହିଛି ହେଲେ ଦାରିଙ୍ଗବାଡ଼ି କଫିକୁ ନେଇ ସରକାରଙ୍କ ପକ୍ଷରୁ କୌଣସି ଆଗ୍ରହ ପ୍ରକାଶ ପାଉନି। କଫି ବଗିଚା ଦାରିଙ୍ଗବାଡ଼ିକୁ ସ୍ବତନ୍ତ୍ର ପରିଚୟ…

କେଏଲ୍‌ ରାହୁଲଙ୍କ ଉପରେ ଟଙ୍କା ବର୍ଷା: ନିଲାମ୍‌ ପୂର୍ବରୁ ଅଶ୍ୱିନ୍‌ କଲେ ବଡ଼ ଖୁଲାସା

ନୂଆଦିଳ୍ଲୀ,୧୬।୧୧: କେଏଲ୍‌ ରାହୁଲଙ୍କ ଆଇପିଏଲ ୨୦୨୫ ମେଗା ନିଲାମ ପୂର୍ବରୁ ଭାରତୀୟ କ୍ରିକେଟର ରବିଚନ୍ଦ୍ରନ ଅଶ୍ୱିନ ଏବେ ଚର୍ଚ୍ଚାରେ ଅଛନ୍ତି। ସେ ଏକ ମକ୍‌ ନିଲାମ କରି ଭାରତୀୟ କ୍ରିକେଟରେ ହଇଚଇ ସୃଷ୍ଟି କରିଛନ୍ତି। ବର୍ତ୍ତମାନ ସେମାନଙ୍କ ଦ୍ୱାରା ଆୟୋଜିତ ମକ୍‌…

୬ ଦିନିଆ ସିଙ୍ଗାପୁର ଗସ୍ତରେ ମୁଖମନ୍ତ୍ରୀ

ଭୁବନେଶ୍ୱର,୧୬।୧୧: ବିଦେଶରୁ ଓଡ଼ିଶାକୁ ଆସିବ ନିବେଶ। ସିଙ୍ଗାପୁରରେ ଶିଳ୍ପ ଜଗତର ଶୀର୍ଷ ନେତୃତ୍ୱଙ୍କୁ ଭେଟି ଓଡ଼ିଶାକୁ ନିମନ୍ତ୍ରଣ କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି। ଏ ନେଇ ସେ ୬ ଦିନିଆ ସିଙ୍ଗାପୁର ଗସ୍ତରେ ଯାଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ସହ ବରିଷ୍ଠ ପ୍ରତିନିଧି…

ଖସୁଛି ପାରଦ, ଥରାଇବ ଶୀତ

ଭୁବନେଶ୍ୱର,୧୬ା୧୧(ଅନୁରାଧା ମହାରଣା):ଗତ କିଛିଦିନ ଧରି ସାରା ରାଜ୍ୟରେ ପାଗ ପ୍ରାୟତଃ ଶୁଖିଲା ରହୁଥିବାବେଳେ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ସର୍ବନିମ୍ନ ତାପମାତ୍ରା ଖସିଛି। ଅନ୍ୟଜିଲାଗୁଡ଼ିରେ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହୋଇନାହିଁ। ଗୋଟିଏ ଦୁଇଟି ସ୍ଥାନରେ ତାପମାତ୍ରା ସ୍ବାଭାବିକ ରହିଥିବାବେଳେ ଅନ୍ୟ ଗୋଟିଏ…

ରାଗରେ ନିଆଁବାଣ ହୋଇଗଲେ ମୁଖ୍ୟମନ୍ତ୍ରୀ: ଶେଷରେ ଚାଲିକି ଗଲେ…

କଟକ,୧୬।୧୧: ବାଲିଯାତ୍ରା ଉଦ୍‌ଘାଟନୀ କାର୍ଯ୍ୟକ୍ରମ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ଓ ଅନ୍ୟ ଅତିଥି ସିଲ୍‌ଭର୍‌ ସିଟି ବୋଟ୍‌ କ୍ଲବ୍‌ରୁ ବୋଇତ ଯୋଗେ ଗଡ଼ଗଡିଆ ଘାଟରେ ପହଞ୍ଚିଥିଲେ। ସେଠାରୁ ଅତିଥିଙ୍କୁ ଦକ୍ଷିଣ ଏସିୟ ପାଭିଲିୟନ ସମେତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?