ରାଜ୍ୟ

ମଧ୍ୟାହ୍ନଭୋଜନକୁ ନେଇ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୪।୧୧: ମଧ୍ୟାହ୍ନଭୋଜନରେ ପ୍ରତି ବିଦ୍ୟାର୍ଥୀଙ୍କ ପିଛା ୧ ଟଙ୍କା ବୃଦ୍ଧି ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ବର୍ତ୍ତମାନର ବଜାର ଦରକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଏହି ନିଷ୍ପତ୍ତି ନେଇଛନ୍ତି। ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ୪୩ ଲକ୍ଷ ବିଦ୍ୟାର୍ଥୀ ପାଉଛନ୍ତି…

ସରକାରୀ ନିୟମ ଅନୁଯାୟୀ ଧାନ ସଂଗ୍ରହ କରନ୍ତୁ, ନହେଲେ ଦୃଢ କାର୍ଯ୍ୟାନୁଷ୍ଠାନ ନିଆଯିବ- ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୪।୧୧: ଗୁରୁବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭୁବନେଶ୍ବର ସ୍ଥିତ ସମବାୟ ଭବନ ପରିସରରେ ୭୧ ତମ ନିଖିଳ ଭାରତ ସମବାୟ ସପ୍ତାହ ପାଳନର ଉଦ୍‌ଘାଟନ କରିଛନ୍ତି। ସୂଚନାଯୋଗ୍ୟ ଯେ ନଭେମ୍ବର ୧୪ରୁ ୨୦ ତାରିଖ ପର୍ଯ୍ୟନ୍ତ ଏହି ସମବାୟ…

ସାଇକେଲରେ ଯାଉଥିଲେ ଦମ୍ପତି: ଧକ୍କାଦେଇ ଘୋଷାଡ଼ି ନେଲା ଟ୍ରକ୍‌

ଭଦ୍ରକ,୧୪।୧୧: ଭଦ୍ରକ ଜିଲା ଧାମରା-ଜାମୁଝାଡ଼ି ରାସ୍ତାର ବେତଡ଼ା ମାକେର୍ଟ ନିକଟରେ ଗୁରୁବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ ଟ୍ରକ୍‌ ଧକ୍କାରେ ସ୍ତ୍ରୀଙ୍କ ମୃତ୍ୟୁ ଘଟିଥିବା ବେଳେ ସ୍ବାମୀ ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି ହୋଇଥିବା ଜଣାପଡିଛି। ମିଳିଥିବା ସୂଚନା ମୁତାବକ,…

ଶିମିଳିପାଳରେ ମହାରାଷ୍ଟ୍ରର ଦ୍ୱିତୀୟ ମହାବଳ ବାଘୁଣୀ

ବାରିପଦା,୧୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲା ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପରେ ମହାରାଷ୍ଟ୍ରର ଅନ୍ୟ ଏକ ମହାବଳ ବାଘୁଣୀ ‘ଗଙ୍ଗା’ ଗୁରୁବାର ରାତିରେ ପହଞ୍ଚତ୍ଛି। ସ୍ବତନ୍ତ୍ର ଟିମ୍‌ ଓ ଗାଡ଼ି ଯୋଗେ ଏହି ମହାବଳ ବାଘୁଣୀକୁ ସୁରକ୍ଷିତ ଭାବେ ଶିମିଳିପାଳରେ ପହଞ୍ଚାଯାଇଛି। ପ୍ରଥମ…

ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର: ଏହି ଅଭିନେତା ଶ୍ରେଷ୍ଠ ନାୟକ

ଭୁବନେଶ୍ୱର,୧୪।୧୧: ୨୦୨୦, ୨୧ ଏବଂ ୨୨ ପାଇଁ ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ଘୋଷଣା ହୋଇଛି। ୨୦ରେ ରଘୁ ସର୍ଦ୍ଦାର, ୨୧ରେ ପ୍ରତୀକ୍ଷା ଓ ଡାଲଚିନି , ୨୨ରେ ଦମନ ଶ୍ରେଷ୍ଠ ଫିଲ୍ମ ।୨୦ରେ ଦେବାଶିଷ ପାତ୍ର ଓ ୨୧ରେ ଅଙ୍କିତ କୁମାର…

ତିନିବର୍ଷ ପାଇଁ ଘୋଷଣା ହେଲା ରାଜ୍ୟ ଚଳଚିତ୍ର ପୁରସ୍କାର: ବାଜି ମାରିନେନେଲା ଏହି ଚାରି ସିନେମା

ଭୁବନେଶ୍ୱର,୧୪।୧୧: ସଂସ୍କୃତି ଭବନ ସମ୍ମିଳନୀ କକ୍ଷରେ ଗୁରୁବାର ଓଡ଼ିଶା ରାଜ୍ୟ ଚଳଚ୍ଚିତ୍ର ପୁରସ୍କାରର ବିଜେତାମାନଙ୍କ ନାମ ଘୋଷଣା କରାଯାଇଛି। ଏକାସାଙ୍ଗରେ ତିନି ବର୍ଷ ପାଇଁ ପୁରସ୍କାର ଘୋଷଣା ହୋଇଥିବା ବେଳେ ୨୦୨୦ ପାଇଁ ସହିଦ ରଘୁ ସର୍ଦ୍ଦାର, ୨୦୨୧ ପାଇଁ ପ୍ରତୀକ୍ଷା…

ଫେବୃଆରୀ ୨୧ରୁ ମାଟ୍ରିକ ପରୀକ୍ଷା: ପ୍ରକାଶ ପାଇଲା ସୂଚୀ, ଜାଣନ୍ତୁ କେଉଁ ଦିନ କ’ଣ

ଭୁବନେଶ୍ୱର,୧୪।୧୧: ଫେବୃଆରୀ ୨୧ରୁ ଆରମ୍ଭ ହେବ ମାଟ୍ରିକ ପରୀକ୍ଷା। ଏନେଇ ଗୁରୁବାର ମାଧ୍ୟମିକ ଶିକ୍ଷା ବୋର୍ଡ ପରୀକ୍ଷା ସୂଚୀ ପ୍ରକାଶ କରିଛି। ୨୧ ତାରିଖରେ ପ୍ରଥମ ଭାଷା ଓଡ଼ିଆ ପରୀକ୍ଷା, ୨୪ ତାରିଖରେ ଦ୍ୱିତୀୟ ଭାଷା ଇଂରାଜୀ ପରୀକ୍ଷା ହେବ। ସେହିପରି…

ଏହି ଦିନଠୁ OSSTET ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ ରହିଛି…

ଭୁବନେଶ୍ୱର,୧୪।୧୧: ଆସନ୍ତା ୧୯ ତାରିଖରୁ OSSTET -୨୦୨୪ ପାଇଁ ଯୋଗ୍ୟ ପ୍ରାର୍ଥୀମାନେ ଆବେଦନ କରିପାରିବେ। ଏନେଇ ମାଧ୍ୟମିକ ଶିକ୍ଷା ପରିଷଦ ଗୁରୁବାର ବିଜ୍ଞପ୍ତି ପ୍ରକାଶ କରିଛି। ନଭେମ୍ବର ୧୯ ତାରିଖରୁ ଅନଲାଇନ ଆବେଦନ ଆରମ୍ଭ ହେବାକୁ ଥିବା ବେଳେ ଏହା ଆସନ୍ତା…

ଗାଧୋଇବାକୁ ଆସି ପୋଖରୀରେ ବୁଡ଼ିଗଲେ ଦୁଇ ଭାଇ, କାନ୍ଦବୋବାଳିରେ ଫାଟିପଡୁଛି ଗାଁ

କାମାକ୍ଷାନଗର,୧୪ା୧୧(ସୁଧୀର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ଏକତାଳି ଗ୍ରାମରେ ଗୁୁରୁବାର ସକାଳେ ଏକ ଅଘଟଣ ଘଟିଯାଇଛି। ପୋଖରୀରେ ବୁଡ଼ି ଦୁଇ ସମ୍ପର୍କୀୟ ଭାଇଙ୍କ ମୃତ୍ୟୁ ହୋଇଛି। ସେମାନେ ସମ୍ପର୍କରେ ଦାଦା ପୁଅ ଓ ବଡ଼ବାପା ପୁଅ ହୋଇଥିବା ଜଣାପଡ଼ିଛି। ମୃତକ…

ଆସନ୍ତାକାଲିଠାରୁ ଐତିହାସିକ ବାଲିଯାତ୍ରା: ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ

କଟକ,୧୪ା୧୧(ଶିଳ୍ପା ପ୍ରିୟଦର୍ଶିନୀ): ଆସନ୍ତାକାଲି ଅର୍ଥାତ୍‌ ଶୁକ୍ରବାରଠାରୁ ଆରମ୍ଭ ହେବ ଐତିହାସିକ କଟକ ବାଲିଯାତ୍ରା। ଏନେଇ ସମସ୍ତ ପ୍ରସ୍ତୁତି ନେଇ ଖବରଦାତା ସମ୍ମିଳନୀରେ ସୂଚନା ଦେଇଛନ୍ତି କଟକ ଜିଲାପାଳ ଦତ୍ତାତ୍ରୟ ଭାଉ ସାହେବ ସିନ୍ଦେ। ଶୁକ୍ରବାର ସନ୍ଧ୍ୟା ୫ଟାରେ ମୁଖ୍ୟମନ୍ତ୍ରୀ ଏହି ମେଳାକୁ…

ଜୟନାରାୟଣଙ୍କ ଆଗୁଆ ଆବେଦନକୁ ଖାରଜ କଲେ ସୁପ୍ରିମକୋର୍ଟ

ଭୁବନେଶ୍ୱର/ସମ୍ବଲପୁର,୧୪ା୧୧: ଭାଜପା ବିଧାୟକ ଜୟନାରାୟଣ ମିଶ୍ରଙ୍କ ଆଗୁଆ ଆବେଦନକୁ ଖାରଜ କରିଦେଇଛନ୍ତି ସୁପ୍ରିମକୋର୍ଟ। ଜଣେ ମହିଳା ଆଇଆଇସିଙ୍କୁ ମାଡ଼ ଘଟଣାରେ ଜୟନାରାୟଣ କୋର୍ଟରେ ଆଗୁଆ ଜାମିନ ନିବେଦନ କରିଥିଲେ। ତେବେ ପ୍ରଥମେ ମାନ୍ୟବର ହାଇକୋର୍ଟ ଜୟନାରାୟଣଙ୍କ ଏହି ଆବେଦନକୁ ଖାରଜ କରିଦେଇଥିଲେ।ପରେ…

ଘାଟିରୁ ଜବତ ହେଲା ନିଖୋଜ କାଠ ବ୍ୟବସାୟୀଙ୍କ ମୃତଦେହ, ବଢ଼ିଲା ପୋଲିସର ଚିନ୍ତା

ପଟାଙ୍ଗି,୧୪ା୧୧(ଶରତ ଧଳ): ନିଖୋଜ କାଠ ବ୍ୟବସାୟୀଙ୍କ ମୃତଦେହ ଜବତ ନେଇ ପୋଲିସ ପାଇଁ ଚିନ୍ତା ବଢ଼ିଛି। ଏହିପରି ଘଟଣା ଘଟିଛି କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ସୁଙ୍କି ଘାଟିରେ। ସୂଚନାନୁଯାୟୀ, ଜୟପୁର ଅଞ୍ଚଳର ପାଓ୍ବାରହାଉସ ନିକଟ ପାଇଲ ବାସିନ୍ଦା ରାଧାକୃଷ୍ଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?