ସମୁଦ୍ରରେ ନିଖୋଜ ଥିବା ଟ୍ରଲର ଠାବ, ୯ ମତ୍ସ୍ୟଜୀବୀଙ୍କ ମୃତଦେହ ଉଦ୍ଧାର, ମାଲିକ ପହଞ୍ଚି…
ଭୋଗରାଇ,୧୩ା୭(ପ୍ରଦୀପ ଦାସ): ପଶ୍ଚିମବଙ୍ଗ ପୂର୍ବମେଦିନୀପୁର ଜିଲା ଶଙ୍କରପୁର ମତ୍ସ୍ୟ ଅବତରଣ କେନ୍ଦ୍ର(ଜେଟିରୁ )ରୁ ଗତ ୨ ତାରିଖରୁ ସମୁଦ୍ରକୁ ଯାଇ ନିଖୋଜ ଥିବା ମା’ କାଳୀ ନାମକ ଟ୍ରଲର ରବିବାର ଦକ୍ଷିଣ ୨୪ ପ୍ରଗଣା ଜିଲା ବକଖାଲିଠାରୁ ୩୫ କିମି ଦୂର…
ଉପ ମୁଖ୍ୟମନ୍ତ୍ରୀଙ୍କୁ କଡ଼ା ଟାର୍ଗେଟ କଲା ବିଜେଡି
ବରଗଡ଼,୧୨।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ଏକ ପାୱାର ସବ୍ଷ୍ଟେଶନ ଉଦ୍ଘାଟନ କରିବା ପାଇଁ ରବିବାର ଉପ ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଆସିଥିଲେ। ତେବେ ଗତ ସାଧାରଣ ନିର୍ବାଚନ ସମୟରେ ଭାଜପା ଦେଇଥିବା ୩୦୦ ୟୁନିଟ ମାଗଣା ବିଦ୍ୟୁତ୍ ପ୍ରତିଶ୍ରୁତିିକୁ ସେ ଉଦ୍ଘାଟନୀ…
ବରଗଡ଼ ରାଜନୀତିରେ ହଇଚଇ, ଉପମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟକ୍ରମରେ ଏମପିଙ୍କ ଅନୁପସ୍ଥିତିକୁ ନେଇ ଚର୍ଚ୍ଚା
ଅତାବିରା,୧୨ା୭(ଯୁଧିଷ୍ଠିର ମହାପାତ୍ର): ଅତାବିରାରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓଙ୍କ ଉପସ୍ଥିତିରେ ଆୟୋଜିତ ବହୁମୁଖୀ ଭବନ ଲୋକାର୍ପଣ ଓ ବୁଦ୍ଧିଜୀବୀ ସମ୍ମିଳନୀରେ ବରଗଡ଼ ଜିଲାର ସମସ୍ତ ଭାଜପା ବିଧାୟକ ଓ ଦଳର ବହୁ କର୍ମକର୍ତ୍ତା ଉପସ୍ଥିତ ଥିଲେ । ତେବେ ବରଗଡ଼ ଏମପି…
ଦିଗପହଣ୍ଡିରେ ହେବ ଖେମୁଣ୍ଡି ଲୋକ ମହୋତ୍ସବ, ୨ ମନ୍ତ୍ରୀ ୪ ବିଧାୟକଙ୍କୁ କରାଯିବ ନିମନ୍ତ୍ରଣ
ଦିଗପହଣ୍ଡି,୧୨।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ରାଜସ୍ବ ବଙ୍ଗଳା ସମ୍ମିଳନୀ କକ୍ଷରେ ରବିବାର ଅପରାହ୍ନରେ ଖେମୁଣ୍ଡି ଲୋକ ମହୋତ୍ସବ ଆୟୋଜନ କରିବା ନିମନ୍ତେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଦିଗପହଣ୍ଡି ବିଧାୟକ ଡ଼. ସିଦ୍ଧାନ୍ତ ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ…
ଜାତୀୟସ୍ତରରେ ସମ୍ମାନିତ ହେଲେ ବ୍ରାହ୍ମଣୀଗାଁର ଝିଅ ଲକ୍ଷ୍ମୀପ୍ରିୟା
ଦାରିଙ୍ଗବାଡ଼ି, ୧୨ା୭ (ଅରୁଣ ସାହୁ): ଦାରିଙ୍ଗବାଡ଼ି ବ୍ଲକ୍ ବ୍ରାହ୍ମଣୀଗାଁ ଅଞ୍ଚଳରର ଝିଅ ଲକ୍ଷ୍ମୀପ୍ରିୟା ପରିଡ଼ା ପୁଣିଥରେ ଜାତୀୟସ୍ତରରେ ସମ୍ବର୍ଦ୍ଧିତ ହୋଇ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ମହିଳାମାନଙ୍କ ସାମାଜିକ ଓ ଅର୍ଥନୈତିକ ସଶକ୍ତୀକରଣ, ଜୀବିକାର ବିକାଶ ଏବଂ ନିରନ୍ତର ସମାଜସେବା…
ଭଗ୍ନ ସରକାରୀ କାର୍ଯ୍ୟାଳୟରେ ଖାଲି କଫ ସିରପ ଶିଶି, ଅଞ୍ଚଳବାସୀ କହିଲେ…
କର୍ଲାମୁଣ୍ଡା,୧୨ା୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲାର କର୍ଲାମୁଣ୍ଡା ବ୍ଲକର ଏକ ପରିତ୍ୟକ୍ତ ଉଦ୍ୟାନ ବିଭାଗ କାର୍ଯ୍ୟାଳୟ ପରିସରରେ ବହୁ ସଂଖ୍ୟକ କଫ ସିରପର ଖାଲି ଶିଶି ପଡ଼ିଥିବା ଦେଖିବାକୁ ମିଳିଛି । ଉକ୍ତ କାର୍ଯ୍ୟାଳୟଟି ଦୀର୍ଘଦିନ ଧରି ଭଗ୍ନ ଓ ଅବ୍ୟବହୃତ…
ବାଇକ୍ ଉପରେ ଚଢ଼ିଗଲା ଟ୍ରକ, ଚାଲିଗଲା ବାପାଙ୍କ ସହ ୨ ପୁଅଙ୍କ ଜୀବନ
ଉମରକୋଟ,୧୨।୭(ସନ୍ତୋଷ ଶତପଥୀ): ନବରଙ୍ଗପୁର ଜିଲା ରାଇଘର ବ୍ଲକ ଦେଓଭରଣ୍ଡୀଠାରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଟ୍ରକ ବାଇକ୍ ଉପରେ ଚଢ଼ିଯିବ ଫଳରେ ବାପାଙ୍କ ସହ ୨ ପୁଅଙ୍କ ମୃତ୍ୟୁ ଘଟିଛି। ମା’ ଏବଂ ଆଉ ଜଣେ ୧୦…
ପ୍ରଭାତ ଭାଜପାରେ ସାମିଲ ହେବା ପରେ ବର୍ଷିଲେ ମୁଖ୍ୟମନ୍ତ୍ରୀ, ବିଜେଡିରେ ଭୂକମ୍ପ….
ଭୁବନେଶ୍ବର,୧୨ା୭: ଭାଜପାରେ ମିଶିଲେ ବିଜେଡିରୁ ବିତାଡ଼ିତ ହୋଇଥିବା ବରିଷ୍ଠ ନେତା ପ୍ରଭାତ ବିଶ୍ୱାଳ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଉପସ୍ଥିତିରେ ସେ ଦଳରେ ସାମିଲ ହୋଇଛନ୍ତି । ପ୍ରଭାତ ଦଳରେ ସାମିଲ ହେବା…
ନିଶାମୁକ୍ତ ଓଡ଼ିଶା ପାଇଁ ସରକାରଙ୍କ ବଡ଼ ମାଷ୍ଟର ପ୍ଲାନ
ଭୁବନେଶ୍ୱର,୧୨।୭: ନିଶାମୁକ୍ତ ଓଡ଼ିଶା ପାଇଁ ରାଜ୍ୟ ସରକାର ଏକ ବଡ଼ ମାଷ୍ଟର ପ୍ଲାନ ପ୍ରସ୍ତୁତ କରିଛନ୍ତି। ଏହାର ଅନୁମୋଦନ ପାଇଁ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ (SSEPD) ପକ୍ଷରୁ କେନ୍ଦ୍ର ସରକାରଙ୍କ ନିକଟକୁ ପଠାଇଛି। ରାଜ୍ୟ ସରକାର ମୋଟ…
ଭାଜପାରେ ସାମିଲ ହେଲେ ପ୍ରଭାତ ବିଶ୍ୱାଳ, ଶହଶହ ସମର୍ଥକଙ୍କ ସହ ଆସି…
ଭୁବନେଶ୍ୱର,୧୨ା୭: କଟକ ରାଜନୀତିରେ ବଡ଼ଧରଣର ହଲଚଲ। ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟାଇ ବିଜେଡିରୁ ବିତାଡ଼ିତ ହୋଇଥିବା ବରିଷ୍ଠ ନେତା ପ୍ରଭାତ ବିଶ୍ୱାଳ ରବିବାର ଭାଜପାରେ ସାମିଲ ହୋଇଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ରାଜ୍ୟ ସଭାପତି ମନମୋହନ ସାମଲଙ୍କ…
ମାଟିର ମହକରେ ଫେରିଲା ଦେଶୀ ମଞ୍ଜି, ପ୍ରେରଣାଦାୟୀ ସାଜିଲେ ମହିଳା ଚାଷୀ, ହସିହସି କୁହନ୍ତି ଆମ ପରିବାରରେ…
କର୍ଲାମୁଣ୍ଡା,୧୨ା୭(ପ୍ରଦୀପ କୁମାର ସାହୁ): ବଦଳୁଥିବା କୃଷି ପଦ୍ଧତି ମଧ୍ୟରେ ଯେତେବେଳେ ଅନେକ ଚାଷୀ ହାଇବ୍ରିଡ୍ ମଞ୍ଜି ଓ ରାସାୟନିକ କୃଷି ଉପରେ ନିର୍ଭରଶୀଳ ହୋଇପଡ଼ିଛନ୍ତି, ସେତେବେଳେ କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ଗଜବାହାଲ ପଞ୍ଚାୟତ ଧରାଖମନ ଗାଁର ମହିଳା ଚାଷୀ ରେଖ…
ଗ୍ରୀଡ୍ ସବ୍ଷ୍ଟେଶନ ଲୋକାର୍ପଣ କଲେ ଉପମୁଖ୍ୟମନ୍ତ୍ରୀ, କହିଲେ କୌଣସି ସ୍ଥାନରେ କିଛି…
ବରଗଡ଼,୧୨ା୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ପଞ୍ଚାୟତ କଲେଜ ନିକଟରେ ରବିବାର ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ ଶକ୍ତିମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓ ୩୩/୧୧ କେ.ଭି କ୍ଷମତା ସମ୍ପନ୍ନ ନୂତନ ଗ୍ରୀଡ୍ ସବଷ୍ଟେଶନ ଲୋକାର୍ପଣ କରିଛନ୍ତି। ଏହି ଗ୍ରୀଡ୍ ଡିଜିଟାଲ ଏବଂ କୌଣସି ସ୍ଥାନରେ କିଛି…

