ରାଜସ୍ବ ମନ୍ତ୍ରୀଙ୍କ ବଡ଼ ସୂଚନା: ଲୋକଙ୍କୁ ଫେରାଯିବ ବେଦାନ୍ତ ଜମି, ସରକାର ଏନେଇ…
ଭୁବନେଶ୍ୱର,୧୩ା୧୧: ପୁରୀରେ ଅନ୍ତର୍ଜାତୀୟ ସ୍ତରର ବିଶ୍ୱବିଦ୍ୟାଳୟ ସ୍ଥାପନ କରିବା ପାଇଁ ବେଦାନ୍ତ କମ୍ପାନୀ ନେଇଥିବା ଜମି ଲୋକଙ୍କୁ ଫେରସ୍ତ କରାଯିବ। ଜମି ଫେରସ୍ତ ପାଇଁ ହାଇକୋର୍ଟଙ୍କ ରାୟକୁ ସୁପ୍ରିମକୋର୍ଟ କାଏମ ରଖିଛନ୍ତି। ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀ ସୁରେଶ…
ନିଯୁକ୍ତି ପରୀକ୍ଷାକୁ ନେଇ ରାଜ୍ୟ କ୍ୟାବିନେଟ୍ର ବଡ଼ ନିଷ୍ପତ୍ତି: ଅନିୟମିତତା କଲେ ଦୋଷୀଙ୍କୁ ମିଳିବ…
ଭୁବନେଶ୍ୱର,୧୩ା୧୧: ରାଜ୍ୟ ସରକାରଙ୍କ ଗୁରୁତ୍ୱପୂର୍ଣ୍ଣ କ୍ୟାବିନେଟ୍ ବୈଠକ ବୁଧବାର ଅପରାହ୍ନରେ ଲୋକସେବା ଭବନର ୩ୟ ମହଲା ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଥିଲା। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିବା ଏହି କ୍ୟାବିନେଟ୍ ବୈଠକରେ ନିଯୁକ୍ତି ପରୀକ୍ଷା ସଂକ୍ରାନ୍ତରେ ଏକ…
ରାଜ୍ୟ କ୍ୟାବିନେଟ୍ରେ ୮ ପ୍ରସ୍ତାବକୁ ମିଳିଲା ମଞ୍ଜୁରୀ, ଏଥିରେ ରହିଛି…
ଭୁବନେଶ୍ୱର,୧୩ା୧୧: ରାଜ୍ୟ ସରକାରଙ୍କ ଗୁରୁତ୍ୱପୂର୍ଣ୍ଣ କ୍ୟାବିନେଟ୍ ବୈଠକ ବୁଧବାର ଅପରାହ୍ନରେ ଲୋକସେବା ଭବନର ୩ୟ ମହଲା ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଥିଲା। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିବା ଏହି କ୍ୟାବିନେଟ୍ ବୈଠକରେ ୮ ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି।…
ମାଣ୍ଡିପଙ୍କାକୁ ଜଳଯୋଗାଣ ପରେ ଏବେ ରାସ୍ତା କାର୍ଯ୍ୟ ଆରମ୍ଭ
ଦାରିଙ୍ଗବାଡ଼ି,୧୩ା୧୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଗଦାପୁର ପଞ୍ଚାୟତ ମାଣ୍ଡିପଙ୍କା ଗ୍ରାମରେ ଆମ୍ବଟାକୁଆ ବାସି ଜାଉ ଖାଇ ଦୁଇ ଜଣଙ୍କ ଅକାଳ ବିୟୋଗ ଓ ୬ ଜଣ ଗୁରୁତର ଘଟଣା ପରେ ତତ୍ପର ହୋଇପଡ଼ିଛି ସ୍ଥାନୀୟ ପ୍ରଶାସନ। ଅବହେଳିତ ମାଣ୍ଡିପଙ୍କାକୁ…
ବସ୍ ଧକ୍କାରେ ବାଇକ୍ଚାଳକଙ୍କ ମୃତ୍ୟୁ: ୨୦ ଘଣ୍ଟା ପରେ କ୍ଷତିପୂରଣ ମିଳିବାରୁ…
ଝରିଗାଁ,୧୩ା୧୧(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ବଡ଼ଟେମେରା ପଞ୍ଚାୟତ ଅନ୍ତର୍ଗତ ଢେପାଗୁଡ଼ା ଗ୍ରାମ ନିକଟରେ ଲକ୍ଷ୍ମୀବସ୍ ସହ ବାଇକ୍ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍ଚାଳକ ଜଗବନ୍ଧୁ ଜାନୀ(୨୦)ଙ୍କ ଘଟଣାସ୍ଥଳରେ ମୃତ୍ୟୁ ହୋଇଥିବାବେଳେ ଅନ୍ୟ ଜଣେ କାଦ୍ରୁ ଜାନୀ (୩୦)…
ଜାନୁଆରୀ ମାସରେ ଦିଆଯିବ ନୂଆ ରାସନ କାର୍ଡ; ସୂଚନା ଦେଲେ ମନ୍ତ୍ରୀ
ଭୁବନେଶ୍ୱର,୧୩।୧୧: ଆସନ୍ତା ବର୍ଷ ଜାନୁଆରୀ ଲୋକମାନଙ୍କୁ ମିଳିବ ନୂଆ ରାସନ କାର୍ଡ। ବୁଧବାର ଏନେଇ ସୂଚନ ଦେଇଛନ୍ତି ଖାଦ୍ୟ ଯୋଗାଣ ଏବଂ ଉପଭୋକ୍ତା କଲ୍ୟାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର। ଗତ ଜୁଲାଇରେ ଆରମ୍ଭ ହୋଇଥିବା ଇ-କେୱାୟିସି ଚଳିତ ମାସ ଶେଷ…
ପ୍ରଧାନମନ୍ତ୍ରୀ ଆବାସ ଯୋଜନା ହିତାଧିକାରୀଙ୍କ ପ୍ରାପ୍ୟ ତୃତୀୟ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଯାଉଛି, ପ୍ରଶାସନ ଚୁପ୍
ଦାରିଙ୍ଗବାଡ଼ି,୧୩ା୧୧(ଅରୁଣ ସାହୁ): ସବୁ କଚ୍ଚା ଘରକୁ ସରକାର ପକ୍କା କରିବେ। ଏଥିପାଇଁ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଗୃହ ଯୋଗାଇ ଦେଉଛନ୍ତି। ହେଲେ ଏଥିରେ ସରକାରୀ କର୍ମଚାରୀମାନେ ହିତାଧିକାରୀଙ୍କ ପ୍ରାପ୍ୟକୁ ହଡ଼ପ କରିବା ପାଇଁ ବିଭିନ୍ନ ଚଞ୍ଚକତା ଅବଲମ୍ବନ କରୁଛନ୍ତି। ବିଶେଷକରି ଶିକ୍ଷାଗତ…
ସରକାରୀ କାର୍ଯ୍ୟ ପାଇଁ ବିମାନରେ ଯାତ୍ରା କରିପାରିବେ ମନ୍ତ୍ରୀ, ମିଳିଲା ଅନୁମତି
ଭୁବନେଶ୍ୱର,୧୩।୧୧: ଏଣିକି ମନ୍ତ୍ରୀମାନେ ସରକାରୀ କାର୍ଯ୍ୟ ପାଇଁ ବିମାନରେ ଯାତ୍ରା କରିପାରିବେ। ବୁଧବାର ରାଜ୍ୟ ସଂସଦୀୟ ବ୍ୟାପାର ମନ୍ତ୍ରଣାଳୟ ପକ୍ଷରୁ ଏହି ଅନୁମତି ମିଳିଛି। ଏନେଇ ବିଭାଗ ପକ୍ଷରୁ ଏକ ଅଫିସିଆଲ ବିଜ୍ଞପ୍ତି ପ୍ରକାଶ ପାଇଛି। ବିଜ୍ଞପ୍ତି ଅନୁଯାୟୀ ଉଭୟେ କ୍ୟାବିନେଟ…
ପୁରୁଷୋତ୍ତମପୁର ଏନ୍ଏସି ଅଧ୍ୟକ୍ଷ ଦାୟିତ୍ୱ ନେବେ ଉପାଧ୍ୟକ୍ଷ କୃଷ୍ଣଚନ୍ଦ୍ର ପଣ୍ଡା, ପୂର୍ବତନ ଅଧ୍ୟକ୍ଷାଙ୍କ…
ପୁରୁଷୋତ୍ତମପୁର,୧୩ା୧୧(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନ୍ଏସି ଅଧ୍ୟକ୍ଷ ଭାବରେ ଉପାଧ୍ୟକ୍ଷ କୃଷ୍ଣଚନ୍ଦ୍ର ପଣ୍ଡା ଦାୟିତ୍ୱ ନେବେ ବୋଲି ଜଣାପଡ଼ିଛି। ଏଥିନେଇ ନିର୍ବାହୀ ଅଧିକାରୀ ଗୋବିନ୍ଦ ଡନସେନା ବୁଧବାର ଚିଠି ନଂ ୨୨୧ରେ ମ୍ୟୁନିସିପାଲିଟି ଆଇନର ଧାରା ୮୯ (ଏ)ପ୍ରକାରେ ଉପାଧ୍ୟକ୍ଷଙ୍କୁ…
ଏତଲା ପରେ ମୁହଁ ଖୋଲିଲେ ମନୋଜ ମିଶ୍ର: କହୁକହୁ କହିଦେଲେ ଏହି ଦିନ ତୁଟିବ କଳି
ଭୁବନେଶ୍ୱର,୧୩।୧୧: ମନୋଜ ମିଶ୍ରଙ୍କ ନାଁରେ ଏତଲା ପରେ ମୁହଁ ଖୋଲିଲେ ମନୋଜ। ସାମ୍ବାଦୀକ ସମ୍ମିଳନୀ କରି ନିଜ ଆଡୁ ସେ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ନିଜକୁ ଡାଇରେକ୍ଟର କହୁଥିବା କିଛି ଲୋକ ଖରାପ ସିନେମା ତିଆରି କରିବା ବନ୍ଦ କରିବେ…
ଏମିତି କଲେ ପାଇବେ ସୁଭଦ୍ରା ଟଙ୍କା: ମହିଳାଙ୍କୁ ମନ୍ତ୍ର ଦେଲେ ଉପମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧୩।୧୧: ସୁଭଦ୍ରା ଟଙ୍କା ପାଇନଥିବା ମହିଳାଙ୍କୁ ମନ୍ତ୍ର ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା। ପ୍ରଭାତୀ ପରିଡା ଏକ ଗୁରୁତ୍ୱପୂର୍ଣ୍ଣ ପରାମର୍ଶ ଦେଇ କହିଛନ୍ତି, ଗୋଟିଏ ଆକାଉଣ୍ଟ ସହ ଗୋଟିଏ ମୋବାଇଲ ନମ୍ବର ଲିଙ୍କ ଥିବା ଆବଶ୍ୟକ। ପ୍ରାୟ ୫ ଲକ୍ଷ ଆବେଦନକାରୀଙ୍କର…
ଲେଉଟିଲା ଓଲିଉଡ୍ କଳି: ଅଭିନେତା ମନୋଜ ମିଶ୍ରଙ୍କ ନାଁରେ ଏତଲା
କଟକ/ଭୁବନେଶ୍ୱର, ୧୩ା୧୧(କାର୍ତ୍ତିକ ସାହୁ/ସତ୍ୟଜିତ୍ ରାଉତ):ଓଲିଉଡ୍ କଳି ପୁଣି ତୀବ୍ର ହୋଇଛି। ଅଭିନେତା ମନୋଜ ମିଶ୍ରଙ୍କ ନାଁରେ ମଙ୍ଗଳବାର ଓଡ଼ିଶା ଫିଲ୍ମ ଆଣ୍ଡ୍ ଟିଭି ନିର୍ଦ୍ଦେଶକ ସଂଘ କଟକ ସାଇବର ଥାନାରେ ଏତଲା ଦେଇଥିବାବେଳେ ଏପଟେ ଚଳଚ୍ଚିତ୍ର ପ୍ରଯୋଜକ ଶ୍ରୀଧର ମାର୍ଥା ସାମ୍ନାକୁ…

