ଲେଉଟିଲା ଓଲିଉଡ୍ କଳି: ଅଭିନେତା ମନୋଜ ମିଶ୍ରଙ୍କ ନାଁରେ ଏତଲା
କଟକ/ଭୁବନେଶ୍ୱର, ୧୩ା୧୧(କାର୍ତ୍ତିକ ସାହୁ/ସତ୍ୟଜିତ୍ ରାଉତ):ଓଲିଉଡ୍ କଳି ପୁଣି ତୀବ୍ର ହୋଇଛି। ଅଭିନେତା ମନୋଜ ମିଶ୍ରଙ୍କ ନାଁରେ ମଙ୍ଗଳବାର ଓଡ଼ିଶା ଫିଲ୍ମ ଆଣ୍ଡ୍ ଟିଭି ନିର୍ଦ୍ଦେଶକ ସଂଘ କଟକ ସାଇବର ଥାନାରେ ଏତଲା ଦେଇଥିବାବେଳେ ଏପଟେ ଚଳଚ୍ଚିତ୍ର ପ୍ରଯୋଜକ ଶ୍ରୀଧର ମାର୍ଥା ସାମ୍ନାକୁ…
ପିଏମ୍ ସୂର୍ଯ୍ୟଘର ପାଇଁ ସହାୟତା ଦେବେ ରାଜ୍ୟ ସରକାର
ଭୁବନେଶ୍ୱର,୧୩ା୧୧(ଅନିଲ ଦାସ):ରାଜ୍ୟର ବିଦ୍ୟୁତ ଉପଭୋକ୍ତା ଅଧିକାର ନିୟମ ୨୦୨୦କୁ ଓଡ଼ିଶା ସକ୍ରିୟ ଭାବେ କାର୍ଯ୍ୟକାରୀ କରୁଛି। ପିଏମ୍ ସୂର୍ଯ୍ୟଘର ଯୋଜନାକୁ ଅଧିକ ଆକର୍ଷିତ କରିବାକୁ ଓଡ଼ିଶା ଆର୍ଥିକ ସହାୟତା ପ୍ରଦାନ କରିବାକୁ ଚିନ୍ତା କରୁଛି ବୋଲି ଉପମୁଖ୍ୟମନ୍ତ୍ରୀ ତଥା ଶକ୍ତିମନ୍ତ୍ରୀ କନକ…
୧୬ ପରେ ବଢ଼ିପାରେ ଶୀତ: ୩ ଦିନ ପର୍ଯ୍ୟନ୍ତ ଶୁଖିଲା ରହିବ ପାଗ
ଭୁବନେଶ୍ୱର,୧୩ା୧୧(ଅନୁରାଧା ମହାରଣା):ରାଜ୍ୟରେ ବର୍ତ୍ତମାନ କୌଣସି ନିର୍ଦ୍ଦିଷ୍ଟ ପାଣିପାଗ ନିୟାମକ ସକ୍ରିୟ ନ ଥିବାବେଳେ ଅଧିକାଂଶ ସ୍ଥାନରେ ପାଗ ଶୁଖିଲା ରହୁଛି। ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ସର୍ବନିମ୍ନ ତାପମାତ୍ରା କିଛି ପରିମାଣରେ ହ୍ରାସ ପାଇଥିବାବେଳେ ଅନ୍ୟାନ୍ୟ ସ୍ଥାନରେ…
ମୃତ ୩୦ ଚାଷୀଙ୍କ ନାମରେ କୃଷି ଋଣ:ତଦନ୍ତ ନିର୍ଦ୍ଦେଶ ଦେଲେ ଆର୍ସିଏସ୍
ଯାଜପୁର,୧୩ା୧୧(ହର୍ଷବର୍ଦ୍ଧନ ବେହେରା):ରାଜ୍ୟର ନିରୀହ ଗରିବ କୃଷକଙ୍କ କୃଷି ଋଣ ଆକାଉଣ୍ଟକୁ ଜାଲିଆତି କରି ସେମାନଙ୍କୁ ହଇରାଣ କରାଯାଉଥିବା ପୂର୍ବରୁ ଅନେକ ଅଭିଯୋଗ ରହିଛି। ଏହି କ୍ରମରେ ୨୦୨୨ ପାକ୍ସ ସମ୍ପାଦକ କିମ୍ବା ପରିଚାଳନା ନିର୍ଦ୍ଦେଶକ ଋଣ ପାସ୍ ବହି କିମ୍ବା କେସିସି…
ଆଜି ଗୁରୁତ୍ୱପୂର୍ଣ୍ଣ କ୍ୟାବିନେଟ୍: ୬ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ବାଜିପାରେ ମୋହର
ଭୁବନେଶ୍ୱର, ୧୩ା୧୧(ସୁନିତ୍ ମିଶ୍ର):ରାଜ୍ୟ ସରକାରଙ୍କ ଗୁରୁତ୍ୱପୂର୍ଣ୍ଣ କ୍ୟାବିନେଟ୍ ବୈଠକ ବୁଧବାର ଅପରାହ୍ନ ୪ଟା ସମୟରେ ଲୋକସେବା ଭବନର ୩ୟ ମହଲା ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହେବ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବାକୁ ଥିବା ଏହି କ୍ୟାବିନେଟ୍ ବୈଠକରେ…
ଭିଜିଲାନ୍ସ ଜାଲରେ କନିଷ୍ଠ କିରାଣୀ, ଲାଞ୍ଚ ନେବାବେଳେ ମାଡ଼ି ବସିଲା…
ଭୁବନେଶ୍ୱର, ୧୨/୧୧: ଖୋର୍ଦ୍ଧା ବ୍ଲକ ଶିକ୍ଷାଧିକାରୀ(ବିଇଓ)ଙ୍କ କାର୍ୟ୍ୟାଳୟରେ କାର୍ୟ୍ୟରତ କନିଷ୍ଠ କିରାଣୀ ପ୍ରଦୀପ୍ତ କୁମାର ସାହୁ ଭିଜିଲାନ୍ସ ବିଭାଗ ଦ୍ବାରା ଗିରଫ ହୋଇଛନ୍ତି। ୬ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡିଛନ୍ତି। ଚମ୍ପାଝର ଏମ ଇ ସ୍କୁଲ ପୂର୍ବତନ…
ମାଓବାଦୀ ଭୟ: ୨୧ବର୍ଷ ପରେ ଗାଁକୁ ଫେରିଲେ ଲୋକେ
ମାଲକାନଗିରି,୧୨ା୧୧(ଦୁର୍ଯ୍ୟୋଧନ ପାତ୍ର)-ମାଓବାଦୀ ଭୟ ଯୋଗୁ ୨୦୦୩ରୁ ନିଜ ଗାଁ ଦେଖି ନ ଥିବା ଲୋକେ ମଙ୍ଗଳବାର ଗାଁକୁ ଫେରିଛନ୍ତି। ଏଭଳି ଦେଖିବାକୁ ମଳିଛି ଛତିଶଗଡ଼ ନାରାୟଣପୁର ଜିଲା ଗରପା ଗ୍ରାମରେ। ଗ୍ରାମର ପ୍ରାୟ ୪୦ରୁ ଊର୍ଦ୍ଧ୍ୱ ପରିବାରକୁ ମାଓବାଦୀମାନେ ଧମକ ଦେଇ…
କମିଶନରେଟ ପୋଲିସରେ ପୁଣି ଅଦଳବଦଳ, ବଦଳିଲେ ଏହି ଅଫିସର
ଭୁବନେଶ୍ୱର,୧୨।୧୧: କମିଶନରେଟ ପୋଲିସରେ ଅଦଳବଦଳ ହୋଇଛି। ଏହି ବଦଳିରେ ୩ ଏସିପ ଓ ୬ ଇନ୍ସ୍ପେକ୍ଟରଙ୍କୁ ବଦଳି କରାଯାଇଛି।
ମତଦାନ ପୂର୍ବରୁ ବଡ଼ ଓଲଟପାଲଟ, ଝାଡଖଣ୍ଡ ନିର୍ବାଚନରେ ହେବ ଓଡ଼ିଶା ଭଳି ରେଜଲ୍ଟ!
ନୂଆଦିଲ୍ଲୀ,୧୨।୧୧: ବୁଧବାର ଝାଡ଼ଖଣ୍ଡରେ ନିର୍ବାଚନ । ପ୍ରଥମ ପର୍ଯ୍ୟାୟରେ ୪୩ଟି ଆସନରେ ହେଉଛି ମତଦାନ । ସକାଳ ୭ଟାରୁ ଭୋଟିଂ ଆରମ୍ଭ ହେବ । ୬୮୩ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ ଭୋଟର । ଏଥିପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି…
ଜାମିନରେ ଆସିଥିଲେ, ହେଲେ କାଶୀପୁର ବ୍ଲକ ଜେଇଙ୍କୁ ପୁଣି ବାନ୍ଧିଲା ଭିଜିଲାନ୍ସ
ରାୟଗଡ଼ା,୧୨।୧୧(ଆଶିଷ ରଞ୍ଜନ ପଣ୍ଡା): ଭିଜିଲାନ୍ସ ଜାଲରେ ରାୟଗଡ଼ା ଜିଲା କାଶୀପୁର ବ୍ଲକ୍ର କନିଷ୍ଠଯନ୍ତ୍ରୀ ପୂର୍ଣ୍ଣଚନ୍ଦ୍ର ଚୌଧୁରୀ। ଭିଜିଲାନ୍ସ ପକ୍ଷରୁ ତାଙ୍କ ନାମରେ ଆୟ ବହିର୍ଭୂତ ମାମଲା ରୁଜୁ କରାଯିବା ସହ ତାଙ୍କୁ ପୁଣି ଥରେ ଗିରଫକରି ଜୟପୁର ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟରେ…
୧୦୦ ଏକର ଜଙ୍ଗଲ ଜମି ଜବରଦଖଲ ଘଟଣାରେ ରିପୋର୍ଟ ତଲବ କଲା ଏନ୍ଜିଟି
ମାଲକାନଗିରି, ୧୨ା୧୧(ଦୁର୍ଯ୍ୟୋଧନ ପାତ୍ର)- ମାଲକାନଗିରି ଜିଲା ମୋଟୁ ତହସିଲ ଅଧୀନରେ ୧୦୦ ଏକର ଜଙ୍ଗଲ ଜମିକୁ ବେଆଇନ କବ୍ଜାକରି ଇସ୍ଲାମ୍ନଗର ନିର୍ମାଣ ଘଟଣାରେ ଏନ୍ଜିଟି ହସ୍ତକ୍ଷେପ ସହ ରିପୋର୍ଟ ତଲବ କରିଛି। ପିସିସିଏଫ୍ ଓ ମାଲକାନଗିରି ଜିଲାପାଳଙ୍କୁ ଏନ୍ଜିଟି ପକ୍ଷରୁ ସୋମବାର…
ଥାନାରେ କେମିତି ବ୍ୟବହାର କରିବେ ପୋଲିସ ବାବୁ, ଏସଓପି ଆଣିଲେ ରାଜ୍ୟ ସରକାର
ଭୁବନେଶ୍ୱର,୧୨।୧୧: ଭରତପୁର ଥାନା ମାମଲାରେ ଆଜି ହାଇକୋର୍ଟରେ ଶୁଣାଣି ହୋଇଛି। ଏହାପରେ ଥାନାରେ କିଭଳି ବ୍ୟବହାର କରିବେ ପୋଲିିସ ଅଫିସର ସେନେଇ ରାଜ୍ୟ ସରକାର ସୱତନ୍ତ୍ର ଏସଓପି ଆଣିଛନ୍ତି। ଏନେଇ ହାଇକୋର୍ଟରେ ସତ୍ୟପାଠ ଦାଖଲ କରିଛନ୍ତି। ସେପଟେ ୩୧ ମାର୍ଚ୍ଚ ସୁଦ୍ଧା…

