୨୦୨୫ ପାଇଁ ପ୍ରକାଶ ପାଇଲା ସରକାରୀ ଛୁଟି ତାଲିକା, ଜାଣନ୍ତୁ କେତେଦିନ ମିଳିବ ଛୁଟି…
ଭୁବନେଶ୍ୱର,୧୨।୧୧: ଆସନ୍ତାବର୍ଷ ୨୦୨୫ ପାଇଁ ସରକାରୀ ଛୁଟି କ୍ୟାଲେଣ୍ଡର ପ୍ରକାଶ ପାଇଛି। ଏଥିରେ ବିଭିନ୍ନ ପୂଜା ପାର୍ବଣ ସହିତ ଜାତୀୟ ଦିବସ ଆଦିକୁ ମିଶାଇ ମୋଟ ୨୬ ଟି ସରକାରୀ ଛୁଟି ରହିଛି। ଆଜି ରାଜସ୍ବ ଓ ବିପର୍ଯ୍ୟୟ ପ୍ରଶମନ ବିଭାଗ…
ପ୍ରଥମେ ସ୍ତ୍ରୀଙ୍କୁ ମାଡ଼ ମାରି ଘରୁ ବାହାର କଲେ: ପରେ ନାବାଳିକା ଝିଅଙ୍କୁ ବଳାତ୍କାର କଲେ ବାପା
ବିଞ୍ଝାରପୁର,୧୨ା୧୧(ରାମକୃଷ୍ଣ ଦାସ): ଯାଜପୁର ଜିଲା ବିଞ୍ଝାରପୁର ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ତାଙ୍କ ବାପା ବଳାତ୍କାର କରିଥିବା ଅଭିଯୋଗ ହୋଇଛି। ଏ ନେଇ ନାବାଳିକାଙ୍କ ମା’ ମଙ୍ଗଳବାର ଥାନାରେ ଅଭିଯୋଗ କରିଛନ୍ତି। ପୋଲିସ ଏହି ଘଟଣାରେ ନାବାଳିକାଙ୍କ ବାପାଙ୍କୁ ଅଟକ ରଖି…
ଉପମୁଖ୍ୟମନ୍ତ୍ରୀଙ୍କ ନାଁ ନେଇ ଠକେଇ, ଚାକିରି କରିଦେବାକୁ କହି…
ପାଟଣାଗଡ,୧୨।୧୧: ଉପମୁଖ୍ୟମନ୍ତ୍ରୀଙ୍କ ନାଁ ନେଇ ଠକେଇ। ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂଦେଓଙ୍କ ନାଁ ନେଇ ଚାକିରି କରାଇ ଦେବା କହି ଠକେଇ ଅଭିଯୋଗ। ଏହି ଘଟଣାରେ ୨ ଜଣ ଯୁବକଙ୍କୁ ପାଟଣାଗଡ଼ ଥାନାରେ ଅଟକ ରଖିଛି ପୋଲିସ। ଅଭିଯୁକ୍ତମାନେ ସ୍ଥାନୀୟ ଅଞ୍ଚଳର ଯୁବକମାନଙ୍କୁ…
ପୁଣି ଚର୍ଚ୍ଚାରେ ମନୋଜ ମିଶ୍ର: ମନୋଜଙ୍କ ନାଁରେ ଏତଲା
ଭୁବନେଶ୍ୱର,୧୨।୧୧: ପୁଣି ଚର୍ଚ୍ଚାକୁ ଆସିଛନ୍ତି ମନୋଜ ମିଶ୍ର। ଅଭିନେତା ମନୋଜ ମିଶ୍ରଙ୍କ ନାଁରେ କଟକ ସାଇବର ଥାନାରେ ଏତଲା ହୋଇଛି। ଏତଲା ଦେଲା ଓଡ଼ିଶା ଫିଲ୍ମ ଓ ଟିଭି ନିର୍ଦ୍ଦେଶକ ସଂଘ। ମନୋଜ ମିଶ୍ର ସୋସିଆଲ ମିଡିଆରେ ଆପତ୍ତିଜନକ ମନ୍ତବ୍ୟ ଦେଉଥିବା…
ଶ୍ରୀମନ୍ଦିରରେ ପଶିଗଲେ ଅଣହିନ୍ଦୁ ମହିଳା
ପୁରୀ,୧୨।୧୧: ଶ୍ରୀମନ୍ଦିରରେ ଅଣହିନ୍ଦୁ ମହିଳା ପ୍ରବେଶ କରିଥିବା ସୂଚନା ମିଳିଛି। ଶ୍ରୀମନ୍ଦିର ଗୁମୁଟ ପର୍ଯ୍ୟନ୍ତ ମହିଳା ଜଣଙ୍କ ପଳାଇଛନ୍ତି। ସେଠାରେ ତାଙ୍କୁ ଜଗନ୍ନାଥ ଟେମ୍ପୁଲ ପୋଲିସ ଧରିଥିଲେ। ମହିଳା ଜଣକ ଚାଇନିଜ ଭାଷାରେ କଥା ହେଉଥିବା ଜଣାପଡିଛି। ସମ୍ପୃକ୍ତ ମହିଳାଙ୍କୁ ସିଂହଦ୍ୱାର…
ମିଥ୍ୟା ସତ୍ୟପାଠ ମାମଲା: ହାଇକୋର୍ଟରେ ଜବାବ ଦାଖଲ ଅରୁଣ ସାହୁ
କଟକ,୧୨।୧୧(କାର୍ତ୍ତିକ ସାହୁ): ନୟାଗଡ଼ ବିଧାନସଭା ମିଥ୍ୟା ନିର୍ବାଚନୀ ମାମଲାରେ ମଙ୍ଗଳବାର ହାଇକୋର୍ଟରେ ଜବାବ ଦାଖଲ କରିଛନ୍ତି ବିଜେଡି ବିଧାୟକ ଅରୁଣ ସାହୁ। ଏହାସହ ଅରୁଣଙ୍କ ପକ୍ଷରୁ ୩ଟି ଅନ୍ତରୀଣ ପିଟିସନ ଦାୟର କରିଛନ୍ତି। ମୂଳ ନିର୍ବାଚନୀ ମାମଲାକୁ ଖାରଜ କରିବାକୁ ଅରୁଣ…
ହତାଶା ଲୁଚାଇବାକୁ ବୟାନବାଜି କରୁଛି ବିଜେଡି: ଜୁଏଲ ଓରାମ
ଭୁବନେଶ୍ୱର,୧୨।୧୧: ଭାଜପା ସରକାର ଭାଙ୍ଗିଯିବ ବୋଲି ବିଜେଡିର ମନ୍ତବ୍ୟକୁ କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମ କଟାକ୍ଷ କରିଛନ୍ତି। ବିଜେଡି ନିଜ ହତାଶା ଲୁଚାଇବାକୁ ଏଭଳି କହୁଛି। ସେମାନେ ତାଙ୍କ କଥା ବୁଝନ୍ତୁ, ଆମେ ସରକାର ଠିକ ଭାବେ ଚଳାଇ ଜାଣିଛୁ। ତାଙ୍କର ଉପଦେଶ…
ଲକ୍ଷ୍ମୀନାରାୟଣ ବେଶରେ ଦର୍ଶନ ଦେଲେ ସାକ୍ଷୀଗୋପାଳ: ଶ୍ରଦ୍ଧାଳୁଙ୍କ ଭିଡ଼
ସାକ୍ଷୀଗୋପାଳ,୧୨।୧୧(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): କାର୍ତ୍ତିକ ପଞ୍ଚୁକ ବ୍ରତ ମଙ୍ଗଳବାର ବଡ଼ ଏକାଦଶୀ ତୀଥିରୁ ଆରମ୍ଭ ହୋଇଛି। ଏହି ଅବସରରେ ଠାକୁର ସାକ୍ଷୀଗୋପାଳ ଏବଂ ମା’ ରାଧାରାଣୀ ଲକ୍ଷ୍ମୀନାରାୟଣ ବେଶରେ ଶ୍ରଦ୍ଧାଳୁଙ୍କୁ ଦର୍ଶନ ଦେଉଛନ୍ତି। ଏନେଇ ଶ୍ରଦ୍ଧାଳୁଙ୍କ ଭିଡ଼ ଜମିଛି। ଠାକୁରଙ୍କ…
ଘରକୁ ଆସିଥିବା ଅତିଥିଙ୍କ ଗଳା କାଟିଦେଲେ…
କୋରାପୁଟ/ନନ୍ଦପୁର,୧୨।୧୧(ଅମିତାଭ ବେହେରା/ସୁନୀଲ ପଣ୍ଡା): ଦୁଇ ଜଣଙ୍କ ଗଳାକାଟିବା ପରେ ନିଜ ଗଳା କଟିଲେ ମାନସିକ ବିକୃତ ଯୁବକ। ଏଭଳି ଏକ ଘଟଣା ଘଟିଛି ଲମତାପୁଟ ଟିକରପଡା ଗ୍ରାମରେ । ମିଳିଥିବା ସୂଚନା ମୁତାବକ, ଟିକରପଡା ଗ୍ରାମରେ ସାଧୁ ବଡନାୟକ କିଛି ଦିନ…
ଜୟନାରାୟଣଙ୍କ ବିସ୍ଫୋରକ ବୟାନ ପରେ ମୁହଁ ଖୋଲିଲେ ବିଜେଡି ବିଧାୟକ, କହିଲେ…
ଭୁବନେଶ୍ୱର, ୧୨।୧୧: ଜୟନାରାୟଣଙ୍କ ବିସ୍ଫୋରକ ବୟାନ ପରେ ବିଜେଡିର କଡା ଜବାବ। ବିଜେଡି ବିଧାୟକ ଧ୍ରୁବ ସାହୁ କହିଛନ୍ତି, ସମୟ କହିବ ଆଗକୁ କଣ ହେବ । ଓଡ଼ିଶାର ଜନ ସାଧାରଣ ସେ ନିଷ୍ପତ୍ତି ନେବେ। ଭାଜପା ଏଭଳି ଦିବା ସୱପ୍ନ…
ବିଜୟଙ୍କୁ କଡ଼ା ଜବାବ ଦେଲେ ପୂର୍ବତନ କେନ୍ଦ୍ରମନ୍ତ୍ରୀ: ରାଜନୀତି କରନାହିଁ
ଦାରିଙ୍ଗବାଡ଼ି,୧୨।୧୧(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଗଦାପୁର ପଞ୍ଚାୟତର ମାଣ୍ଡିପଙ୍କା ଆମ୍ବ ଟାକୁଆ ଘଟଣାକୁ ନେଇ ଚର୍ଚ୍ଚାକୁ ଆସିଥିଲା। ରାଜ୍ୟର ବରିଷ୍ଠ ନେତା ବିଜୟ ମହାପାତ୍ର ଶନିବାର ମାଣ୍ଡିପଙ୍କା ଗସ୍ତ କରିଥି ଲେ। ସେ ମୃତକଙ୍କ ପରିବାର ଲୋକଙ୍କୁ ଭେଟିବା ସହ…
ପରିବାରର ଥଇଥାନ ନିୟମକୁ ନେଇ ବଡ଼ ନିଷ୍ପତ୍ତି! ଚାକିରିଆ ବ୍ୟକ୍ତିଙ୍କ ମୃତ୍ୟୁ ହେଲେ ମିଳିବ…
ଭୁବନେଶ୍ୱର,୧୨।୧୧: ଚାକିରିଆଙ୍କ ମୃତ୍ୟୁ ପରେ ପରିବାରର ଥଇଥାନ ନିୟମକୁ ନେଇ ବଡ଼ ନିଷ୍ପତ୍ତି ନେଇ ପାରନ୍ତି ରାଜ୍ୟ ସରକାର। ଏନେଇ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ସଙ୍କେତ ଦେଇଛନ୍ତି। ସେ କହିଛନ୍ତି, ଥଇଥାନମୂଳକ ଚାକିରି ନ ହେଲେ, ମିଳିପାରେ ଏକକାଳୀନ ମୋଟା…

