ରାଜ୍ୟ

ମୋବାଇଲରେ ପିଟି ସ୍ବାମୀଙ୍କୁ ମାରିଦେଲେ ସ୍ତ୍ରୀ, ବୋହୂଙ୍କ ନାଁରେ ଅଭିଯୋଗ ଆଣି ଶ୍ୱଶୁର କହିଲେ ଏମିତି…

ବଲାଙ୍ଗୀର,୧୨ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସ୍ବରାଜ ହସ୍ପିଟାଲରେ ରବିବାର ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ମୃତ ବ୍ୟକ୍ତି ଜଣକ ହେଲେ ବଲାଙ୍ଗୀର ଚମିନିଭାଟି ପଡ଼ାର ସ୍ବପ୍ନେଶ୍ବର ମିଶ୍ର। ଗତ ଜୁନ୍‌ ୨୧ ତାରିଖ ଦିନ ସ୍ବପ୍ନେଶ୍ବର ଓ ତାଙ୍କ ସ୍ତ୍ରୀଙ୍କ…

ବିଦ୍ୟୁତ୍‌ ଫାଶରେ ଲାଗି ଚାଲିଗଲା ମହିଳା ଚାଷୀଙ୍କ ଜୀବନ, ପରିବାର ଉପରେ ଭାଙ୍ଗିପଡ଼ିଲା ଦୁଃଖର ପାହାଡ଼

ବୁଗୁଡ଼ା,୧୨ା୭(କାଳିଚରଣ ଦାଶ): ଗଞ୍ଜାମ ଜିଲା ବୁଗୁଡ଼ା ଥାନା ଅନ୍ତର୍ଗତ ତାକରଡ଼ାରେ ବିଲକୁ ଯାଇ ଫେରୁଥିବା ବେଳେ ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ଜଣେ ମହିଳା ଚାଷୀଙ୍କ ମୃତ୍ୟୁ ଘଟିଥିବା ଦୁଃଖଦ ଘଟଣା ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳାଇ ଦେଇଛି। ସେ…

ସମୁଦ୍ରରେ ଗାଧୋଇବାବେଳେ ବୁଡ଼ି ଯାଉଥିଲେ ୩ ପର୍ଯ୍ୟଟକ, ଉଦ୍ଧାର କରି…

ପୁରୀ,୧୨ା୭(ଅଜିତ୍‌ କୁମାର ମହାନ୍ତି): ରବିବାର ସମୁଦ୍ରରେ ଗାଧୋଉଥିବାବେଳେ ୩ ପର୍ଯ୍ୟଟକ ବୁଡ଼ିଯାଉଥିଲେ। ଏହି ସମୟରେ ଲାଇଫଗାର୍ଡ ପହଞ୍ଚି ସେମାନଙ୍କୁ ଉଦ୍ଧାର କରିଛନ୍ତି। ସେକ୍ଟର ୯ ଚୈତନ୍ୟ ଛକ ନିକଟରେ ବୁଡ଼ିଯିବାବେଳେ ତିନି ପର୍ଯ୍ୟଟକ ଉଦ୍ଧାର ହୋଇଛନ୍ତି। ମିଳିଥିବା ସୂଚନାନୁଯାୟୀ, ଛତିଶଗଡ଼ରୁ କିଛି…

ବାଇକ୍‌ ଦୁର୍ଘଟଣାରେ ଚାଲିଗଲା ବିଦ୍ୟାଳୟ ରାତ୍ର ଜଗୁଆଳଙ୍କ ଜୀବନ, ରେଲିଂରେ ଧକ୍କା ଦେଇ…

ଦାରିଙ୍ଗବାଡ଼ି,୧୨ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ୫୯ନଂ ଜାତୀୟ ରାଜପଥର ବୁଡ଼ାଗୁଡା ଛକରେ ବାଇକ ଦୁର୍ଘଟଣାଗ୍ରସ୍ତ ହୋଇ ଚାଳକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଉକ୍ତ ଥାନା କିରିକୁଟି ପଞ୍ଚାୟତ ମଧୁପଲ୍ଲୀ ଗାଁର ସୋମନାଥ ବେହେରାଦଳାଇ (୩୭)। ଦୁର୍ଘଟଣାସ୍ଥଳରେ ଦାରିଙ୍ଗବାଡ଼ି…

ଓଲଟିଲା ପିଆଜ ବୋଝେଇ ଟ୍ରକ୍‌, ଯିଏ ପାରିଲେ ମନଇଚ୍ଛା ବୋହିନେଲେ

କେନ୍ଦୁଝର,୧୨ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): ରବିବାର ସକାଳେ କେନ୍ଦୁଝର ଜିଲାର ଜୁଡ଼ିଆ ଘାଟିରେ ଏକ ପିଆଜ ବୋଝେଇ ଟ୍ରକ୍‌ ଓଲଟି ୨ ଜଣ ଆହତ ହୋଇଛନ୍ତି। ଉକ୍ତ ପିଆଜ ବୋଝେଇ ଟ୍ରକ୍‌ଟି ଘାଟି ରାସ୍ତାରେ ଯାଉଥିବା ବେଳେ ଭାରସାମ୍ୟ ହରାଇ ରାସ୍ତା ଉପରେ…

ଉଦଳାରୁ ସମସ୍ତ ରୁଟ୍‌ରେ ବସ ଚଳାଚଳ ବନ୍ଦ

ଉଦଳା,୭।୧୨(ସନ୍ତୋଷ କୁମାର ବାଛିନ): ଉଦଳାରୁ ଆଜିଠାରୁ ସମସ୍ତ ରୁଟ୍‌କୁ ବସ ଚଳାଚଳ ବନ୍ଦ ରହିଛି। ଫଳରେ ଯାତ୍ରୀମାନେ ନାହିଁନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଗତକାଲି ଉଦଳା ବସ ଷ୍ଟାଣ୍ଡରେ ବସ କଣ୍ଡକ୍ଟର ରବୀନ୍ଦ୍ର ପରିଛାଙ୍କ ଉପରେ ହୋଇଥିବା ଆକ୍ରମଣର ପ୍ରତିବାଦରେ ଉଦଳା…

ମୁଣ୍ଡଳିରେ ପହଞ୍ଚିଲା ହୀରାକୁଦ ବନ୍ୟାଜଳ

କଟକ,୧୨ା୭: ମୁଣ୍ଡଳିରେ ପହଞ୍ଚିଛି ହୀରାକୁଦର ପ୍ରଥମ ବନ୍ୟାଜଳ। ଗତ ୯ ତାରିଖରେ ହୀରାକୁଦ ଜଳଭଣ୍ଡାର ତା’ର ୪ଟି ଗେଟ୍‌ ଖୋଲିଥିଲା। ପୂର୍ବ ନିର୍ଦ୍ଧାରିତ ସୂଚୀ ଅନୁଯାୟୀ, ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଓ ଅନ୍ୟାନ୍ୟ ବରିଷ୍ଠ ଅଧିକାରୀଙ୍କ ଉପସ୍ଥିତିରେ ପୂଜାର୍ଚ୍ଚନା କରାଯିବା ପରେ…

ରଥଯାତ୍ରା କାର୍ଯ୍ୟରେ ନିୟୋଜିତ ହୋମଗାର୍ଡଙ୍କ ମୃତ୍ୟୁ: ପରିବାରକୁ ୧୦ ଲକ୍ଷ ଟଙ୍କା ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୨।୭: ରଥଯାତ୍ରା କାର୍ଯ୍ୟରେ ନିୟୋଜିତ ଥିବା କେନ୍ଦୁଝର ଜିଲାର ହୋମଗାର୍ଡ ପ୍ରଦୀପ କୁମାର ମହାନ୍ତଙ୍କ ଅକାଳ ମୃତ୍ୟୁରେ ମୁଖ୍ୟମନ୍ତ୍ରୀ ଗଭୀର ଶୋକ ପ୍ରକାଶ କରିଛନ୍ତି। ଏହାସହ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ସମବେଦନା ଜଣାଇବା ସହ ଦିବଙ୍ଗତ ଆତ୍ମାର ସଦ୍‌ଗତି କାମନା…

ଛାତରୁ ଖସି ପଡ଼ିଲେ ଯୁବକ

ଛତ୍ରପୁର, ୧୧।୭ (ଦିଲ୍ଲୀପ ସାମଲ): ନିଜ ଘରର ଛାତ ଉପରେ କାମ କରୁଥିବା ବେଳେ ଛାତରୁ ଖସି ପଡ଼ି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ଏହି ଅଭାବନୀୟ ଘଟଣା ଗଞ୍ଜାମ ଜିଲା ରମ୍ଭା ଥାନା ଅନ୍ତର୍ଗତ ବରପାଲି ଗ୍ରାମରେ ଘଟିଛି। ମୃତ…

କୋର୍ଟ ମ୍ୟାରେଜ୍ ହୋଇସାରିଥିବା କହି ପୀଡ଼ିତାଙ୍କୁ ବିଶ୍ୱାସ କରାଇ ଅଦାଲତରୁ ମାମଲା ପ୍ରତ୍ୟାହାର : ପରେ ପୁଣି ପ୍ରତାରଣା

ଦେବଗଡ଼, ୧୨।୭ (ଶଶାଙ୍କ ଶେଖର ଝାଙ୍କର): ଟଙ୍କା ଠକେଇ ଓ ବଳାତ୍କାର ଭଳି ସଙ୍ଗୀନ ଅଭିଯୋଗରେ ରୁଜୁ ହୋଇଥିବା ମାମଲା ଅଦାଲତରୁ ପ୍ରତ୍ୟାହାର କରାଇବା ପରେ ପୀଡ଼ିତାଙ୍କୁ ପ୍ରତାରଣା କରିଥିବା ଅଭିଯୋଗରେ ବାରକୋଟ ଥାନା ପୋଲିସ ଫେରାର ଅଭିଯୁକ୍ତଙ୍କୁ ଗିରଫ କରିଛି।…

ଆଜି ବରଗଡ଼ ଆସୁଛନ୍ତି ଉପ ମୁଖ୍ୟମନ୍ତ୍ରୀ: ଏପଟେ ଚାଷୀନେତାଙ୍କୁ ଉଠାଇ ନେଲା ପୋଲିସ

ବରଗଡ଼,୧୨।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଗସ୍ତରେ ରବିବାର ଉପ ମୁଖ୍ୟମନ୍ତ୍ରୀ ତଥା କୃଷି ଓ ଶକ୍ତିମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଆସୁଛନ୍ତି । ପୂର୍ବାହ୍ନ ପ୍ରାୟ ୧୧ଟାରେ ସେ ବରଗଡ଼ରେ ଏକ ନୂତନ ଗ୍ରୀଡ୍ ସବଷ୍ଟେଶନ ଲୋକାର୍ପଣ କରିବା କାର୍ଯ୍ୟକ୍ରମ ରହିଛି।…

ସରିଛି ରବିଧାନ ସଂଗ୍ରହ, ସରିନି ଚାଷୀଙ୍କ ଦୁଃଖ ଏବେ ବି ମଣ୍ଡିରେ ପଡ଼ିଛି ଧାନ ଚାଷୀଙ୍କୁ ମିଳିନି ବିକ୍ରିଧାନର ପ୍ରାପ୍ୟ

ବରଗଡ଼,୧୨।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଖରିଫ ଚାଷକାର୍ଯ୍ୟ ଜୋର୍‌ ଧରିଛି। ଅନ୍ୟପଟେ ଏପର୍ଯ୍ୟନ୍ତ ଜିଲା ଚାଷୀଙ୍କ ରବିଧାନ କିଣାବିକା ସମସ୍ୟା ଅସମାହିତ ରହିଛି। ଗତମାସ ୩୦ତାରିଖରୁ ଜିଲାରେ ରବିଧାନ ସଂଗ୍ରହ ପ୍ରକ୍ରିୟା ଶେଷ ହୋଇଛି। କିନ୍ତୁ ଏପର୍ଯ୍ୟନ୍ତ ଜିଲାର ବିଭିନ୍ନ ମଣ୍ଡିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?