ରାଜ୍ୟ

ବାଲିଯାତ୍ରାକୁ ନେଇ ଉଠା ଦୋକାନୀଙ୍କ ଉପରେ ବଡ଼ ନିଷ୍ପତ୍ତି ନେଲା ପ୍ରଶାସନ

କଟକ,୮।୧୧: କଟକ ବାଲିଯାତ୍ରାରେ ଫୁଟ୍‌ପାଥରେ ବସି ପାରିବେ ନାହିଁ ଉଠା ଦୋକାନୀ। ହାଇକୋର୍ଟଙ୍କ ନିର୍ଦ୍ଦେଶ ଅନୁସାରେ ଶୁକ୍ରବାର କଟକ ଜିଲାପାଳ ଏକ ନିଷେଧାଦେଶ ଜାରି କରିଛନ୍ତି। ଏପରିକି ଫୁଟ୍‌ପାଥରେ ବ୍ୟବସାୟ ନିଷେଧ ପାଇଁ ୧୬୩ ଧାରା ଜାରି କରାଯାଇଛି। ହାଇକୋର୍ଟଙ୍କ ନିର୍ଦ୍ଦେଶ…

ସୃଷ୍ଟି ହେଲା ଘୂର୍ଣ୍ଣିବଳୟ, ୧୨ ପର୍ଯ୍ୟନ୍ତ ଏହି ସବୁ ସ୍ଥାନରେ ପ୍ରବଳ ବର୍ଷିବ

ଭୁବନେଶ୍ୱର,୮।୧୧: ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏ ନେଇ ଭାରତୀୟ ପାଣିପାଗ ବିଜ୍ଞାନ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଦକ୍ଷିଣପଶ୍ଚିମ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଲଘୁଚାପରେ ପରିଣତ ହେବା ପରେ ପଶ୍ଚିମ…

ନବୀନ ପଟ୍ଟନାୟକଙ୍କ ଏହି ଭୁଲ୍‌ ପାଇଁ ହାରିଲା ବିଜେଡି: କହୁ କହୁ କହିଦେଲେ ପୂର୍ବତନ ବିଜେଡି ବିଧାୟକ

ଭୂବନେଶ୍ୱର,୮।୧୧: ବିଜେଡି ନେତା ତଥା ଛେଣ୍ଡିପଦାର ପୂର୍ବତନ ବିଧାୟକ ସୁଶାନ୍ତ ବେହେରା ନିଜ ଦଳ ବିରୋଧରେ ମୁହଁ ଖୋଲିଛନ୍ତି। ଗତ ନିର୍ବାଚନରେ ବିଜେଡି ହାରିବାର ବଡ଼ କାରଣ ମଧ୍ୟ ସେ କହିଛନ୍ତି। ଦଳର ପରାଜୟ ପାଇଁ ସୁପ୍ରିମୋ ନବୀନ ପଟ୍ଟନାୟକ ଦାୟୀ…

ଅନ୍‌ଲାଇନ ଗେମ୍‌ରୁ ଗଢି ଉଠିଥିଲା ପ୍ରେମ ସମ୍ପର୍କ: ଯୁବତୀଙ୍କୁ ନେବାକୁ ଆସିଥିଲେ ଭୁବନେଶ୍ବର, ତା’ପରେ…

ଭୁବନେଶ୍ୱର,୮।୧୧: ଭୁବନେଶ୍ବରରେ ଲଭ ଜିହାଦ ଭଳି ଏକ ଘଟଣା ସାମ୍‌ନାକୁ ଆସିଛି। ଧରାପଡ଼ିଛନ୍ତି ଜଣେ କଶ୍ମୀର ଯୁବକ। ମହିଳା ଥାନା ପୋଲିସ ଯୁବକଙ୍କୁ ଉଠାଇ ଆଣି ଥାନାରେ ଅଟକ ରଖି ତଦନ୍ତ ଆରମ୍ଭ କରିଛି। ମିଳିଥିବା ସୂଚନା ମୁତାବକ, ଅନ୍‌ଲାଇନ ଗେମ୍‌ରୁ…

ଫସିଲେ ଡାକ୍ତର, ଲାଞ୍ଚ ନେଉଥିବା ବେଳେ ମାଡିବସିଲା ଭିଜିଲାନ୍ସ

ଭୁବନେଶ୍ୱର,୮।୧୧: ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ଧରାପଡ଼ିଲେ ବୈପାରୀଗୁଡ଼ା ସିଏଚ୍‌ସି ମେଡିକାଲ ଅଫିସର ଡାକ୍ତର ବିଶ୍ବଜିତ ଭୂୟାଁ। ବକେୟା ଦରମା କରାଇ ଦେବାକୁ ୪୦ ହଜାର ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡିଥିବା ସୂଚନା ମିଳିଛି। ମିଳିଥିବା ସୂଚନା ମୁତାବକ,…

କଲେଜ ଛାତ୍ରୀ ଗଣବଳାତ୍କାର ମାମଲା: ଖୁବଶୀଘ୍ର ଦାଖଲ କରାଯିବ ଚାର୍ଜଶିଟ୍‌

କଟକ,୮ା୧୧: କଟକ ସହରରେ ଜଣେ ଦଳିତ କଲେଜ ଛାତ୍ରୀଙ୍କୁ ଗଣବଳାତ୍କାର ମାମଲାର ଖୁବଶୀଘ୍ର ଚାର୍ଜଶିଟ୍‌ ଦାଖଲ କରାଯିବ ବୋଲି ଶୁକ୍ରବାର ଏକ ଖବରଦାତା ସମ୍ମିଳନୀରେ କଟକ ଡିସିପି ସୂଚନା ଦେଇଛନ୍ତି। ଘଟଣାରେ ସମ୍ପୃକ୍ତ ୬ ଜଣଙ୍କୁ ଗିରଫ ପରେ କୋର୍ଟ ଚାଲାଣ…

ଗଛରେ ପିଟିହୋଇ ଓଲଟିଲା ବସ୍‌: ୩୦ ଯାତ୍ରୀ ଆହତ

ଦଶପଲ୍ଲା,୮।୧୧: ନୟାଗଡ଼ ଜିଲା ନୂଆଗାଁ ଥାନା ସୋରଡା ଛକରେ ଶୁକ୍ରବାର ଏକ ଘରୋଇ ଯାତ୍ରୀବାହୀ ବସ୍‌ ଗଛକୁ ପିଟି ରାସ୍ତାରେ ଓଲଟି ପଡ଼ିଛି। ଦୁର୍ଘଟଣାରେ ୩୦ଜଣ ଯାତ୍ରୀ ଆହତ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ କେତେଜଣ ଗୁରୁତର ଥିବା ସୂଚନା ମିଳିଛି।…

ହାଇସ୍କୁଲ ଶିକ୍ଷକଙ୍କ ପାଇଁ ଆସିଲା ଖୁସି ଖବର, ଏଣିକି ନୂଆ ଜମି, ଘର କିଣିବା ପାଇଁ ମିଳିବ ଅଗ୍ରୀମ ଟଙ୍କା

ଭୁବନେଶ୍ୱର,୮।୧୧: ସରକାରୀ ହାଇସ୍କୁଲ ଶିକ୍ଷକ ଏବଂ କର୍ମଚାରୀଙ୍କ ପାଇଁ ଶୁକ୍ରବାର ଏକ ଖୁସି ଖବର ଆସିଛି। ହାଇସ୍କୁଲ ଶିକ୍ଷକ ଏବଂ କର୍ମଚାରୀଙ୍କୁ ନୂଆ ଜମି ଓ ଘର କିଣିବା ପାଇଁ ସରକାର ଅଗ୍ରୀମ ଟଙ୍କା ଦେବାରେ ବ୍ୟବସ୍ଥା କରୁଛନ୍ତି। ଏନେଇ ମାଧ୍ୟମିକ…

ତାରାତାରିଣୀ ମନ୍ଦିରରୁ ଚୋରି: ପବିତ୍ରତା ଫେରାଇ ଆଣିବା ପାଇଁ ମା’ଙ୍କୁ କରାଗଲା ମହାସ୍ନାନ

ପୁରୁଷୋତ୍ତମପୁର,୮ା୧୧(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ମନ୍ଦିରରେ ପଶି ଦୁର୍ବୃତ୍ତମାନେ ତାରାତାରିଣୀ ଦୁଇ ଭଉଣୀଙ୍କ ପିନ୍ଧା ଅଳଙ୍କାରକୁ ଲୁଟି ନେଇଥିଲେ। ଯାହାକି ମନ୍ଦିରରେ ଏଭଳି ଅବାଧ ପ୍ରବେଶ ହେତୁ ମା’ଙ୍କ ମନ୍ଦିର ଅପବିତ୍ର ହୋଇପଡ଼ିଛି। ଏଣୁ ଏହାକୁ…

ବ୍ୟାଙ୍କ କର୍ମଚାରୀଙ୍କ ବେକରେ ଟାଙ୍ଗିଆ ଲଗାଇ ୭ ଲକ୍ଷ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ

କଣ୍ଟାବାଞ୍ଜି,୮ା୧୧: ବେକରେ ଟାଙ୍ଗିଆ ଲଗାଇ ମିନି ବ୍ୟାଙ୍କ କର୍ମଚାରୀଙ୍କଠାରୁ ଲକ୍ଷାଧିକ ଟଙ୍କା ଲୁଟ୍‌ ହୋଇଛି। ବ୍ୟାଙ୍କ କର୍ମଚାରୀ ଭାଇ-ଭଉଣୀ ବାଇକ୍‌ରେ ଯିବାବେଳେ ୨ରୁ ଅଧିକ ଦୁର୍ବୃତ୍ତ ଏକ ବାଇକ୍‌ରେ ଆସି ତାଙ୍କ ବେକରେ ଟାଙ୍ଗିଆ ଲଗାଇ ୭ ଲକ୍ଷ ୩୦ ହଜାର…

ନାଳରୁ ଧରାପଡ଼ିଲା ୭ ଫୁଟର ବଉଳା କୁମ୍ଭୀର, ଲୋକେ ଆତଙ୍କିତ

ଭୋଗରାଇ,୮ା୧୧(ପ୍ରଦୀପ ଦାସ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ବିଚିତ୍ରପୁର ଇକୋ ଟୁରିଜିମ୍‌ ନିକଟ ସମୁଦ୍ରକୁ ଲାଗିଥିବା ଏକ ନାଳରୁ ୭ ଫୁଟ ୬ ଇଞ୍ଚ ଲମ୍ବର ଏକ ବଉଳା କୁମ୍ଭୀରକୁ ଭିତରକନିକା ଓ ଉଦୟପୁର ବନବିଭାଗ ମିଳିତ ଭାବେ କୌଶଳକ୍ରମେ ଗୁରୁବାର…

ଏଣିକି ତହସିଲ, ସବ୍‌ରେଜିଷ୍ଟ୍ରାର ଅଫିସରେ ରହିବ ରେଜିଷ୍ଟର, ମତାମତ ଦେଇପାରିବେ ଆଗନ୍ତୁକ: ରାଜସ୍ବ ମନ୍ତ୍ରୀ

ଭୁବନେଶ୍ୱର,୮ା୧୧: ରାଜ୍ୟର ସମସ୍ତ ତହସିଲ ଓ ସବରେଜିଷ୍ଟ୍ରାର ଅଫିସକୁ ଯାଉଥିବା ବ୍ୟକ୍ତିମାନେ ନିଜର ମତାମତ ଓ ପ୍ରତିକ୍ରିୟାକୁ ରେଜିଷ୍ଟରରେ ଦରଜ କରିପାରିବେ। ସେଥିପାଇଁ ଆବଶ୍ୟକ ବ୍ୟବସ୍ଥା କରିବାକୁ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ଶୁକ୍ରବାର ନିର୍ଦ୍ଦେଶ ଦେଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?