ରାଜ୍ୟ

ଏଣିକି ତହସିଲ, ସବ୍‌ରେଜିଷ୍ଟ୍ରାର ଅଫିସରେ ରହିବ ରେଜିଷ୍ଟର, ମତାମତ ଦେଇପାରିବେ ଆଗନ୍ତୁକ: ରାଜସ୍ବ ମନ୍ତ୍ରୀ

ଭୁବନେଶ୍ୱର,୮ା୧୧: ରାଜ୍ୟର ସମସ୍ତ ତହସିଲ ଓ ସବରେଜିଷ୍ଟ୍ରାର ଅଫିସକୁ ଯାଉଥିବା ବ୍ୟକ୍ତିମାନେ ନିଜର ମତାମତ ଓ ପ୍ରତିକ୍ରିୟାକୁ ରେଜିଷ୍ଟରରେ ଦରଜ କରିପାରିବେ। ସେଥିପାଇଁ ଆବଶ୍ୟକ ବ୍ୟବସ୍ଥା କରିବାକୁ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ଶୁକ୍ରବାର ନିର୍ଦ୍ଦେଶ ଦେଇଛନ୍ତି।…

ଭାଜପା ରାଜ୍ୟରେ ସରକାର ଗଢ଼ିଛିି, ହେଲେ ସରକାର ଚଳାଇବା ନୀତି ଦଳକୁ ଜଣାନାହିଁ: ସୋଫିଆ

କଟକ ଜିଲା ବାରବାଟୀ-କଟକ ବିଧାନସଭା ନିର୍ବାଚନମଣ୍ଡଳୀରୁ ଚଳିତବର୍ଷ କଂଗ୍ରେସ ଟିକେଟରେ ଲଢ଼ି ସୋଫିଆ ଫିର୍ଦ୍ଦୋସ୍‌ ପ୍ରଥମଥର ପାଇଁ ବିଧାୟିକା ହୋଇଛନ୍ତି। ସେ ଭାଜପାର ଡା. ପୂର୍ଣ୍ଣଚନ୍ଦ୍ର ମହାପାତ୍ରଙ୍କୁ ୮,୦୦୧ ଖଣ୍ଡ ଭୋଟରେ ପରାସ୍ତ କରିଛନ୍ତି। ସୋଫିଆ ୫୩,୩୩୯ ଖଣ୍ଡ ଭୋଟ ପାଇଥିବା…

‘ଠିକ୍‌ ଭାବେ ତପସ୍ୟା କରିଥିଲେ ଓଡ଼ିଆ କହିପାରିଥାନ୍ତେ, ତପସ୍ୟା ଶବ୍ଦଟା ତାଙ୍କ ମୁହଁରେ ଶୋଭାପାଉନି’

ଭୁବନେଶ୍ୱର,୮ା୧୧(ଅନିଲ ଦାସ): କନ୍ଧମାଳ ଜିଲାରେ ଆମ୍ବଟାକୁଆ ଖାଇ ୨ ଜଣ ମହିଳାଙ୍କ ମୃତ୍ୟୁ ଘଟଣାରେ ନବୀନଙ୍କ ଅଭିଯୋଗର ଜବାବ ଦେଇ ଭାଜପା ବରିଷ୍ଠ ନେତା ତଥା ରାଜ୍ୟ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର କହିଛନ୍ତି, ଏହା…

ଦିନରେ ପେଟ ପାଇଁ ସଂଘର୍ଷ: ରାତିରେ ହାତୀ ସହ ଛକାପଞ୍ଝା

ଉଦଳା,୮ା୧୧(ସନ୍ତୋଷ କୁମାର ବାଚ୍ଛିନୀ): ଦିନରେ ପେଟକୁ ଦାନା ଯୋଗାଡ଼ ପାଇଁ ସଂଘର୍ଷ ଆଉ ରାତି ହେଲେ ନିଜ କଷ୍ଟ ଉପାର୍ଜିତ ଫସଲକୁ ରକ୍ଷା ପାଇଁ ହାତୀ ସହିତ ଛକାପଞ୍ଝା। ରାତିତମାମ ଚାଲିଛି ହାତୀ-ମଣିଷଙ୍କ ଖେଳ। ଅନ୍ଧାର ରାତିରେ ବିଲ ଭିତରେ ଜଳୁଛି…

ଡିସେମ୍ବର ଶେଷ ସୁଦ୍ଧା ନୂତନ ରାଜସ୍ବ ଗ୍ରାମ: ମନ୍ତ୍ରୀ ପୂଜାରୀ

ଭୁବନେଶ୍ୱର,୮ା୧୧(ସୁନିତ୍‌ ମିଶ୍ର): ରାଜସ୍ବ ଆଇନକୁ ସହଜ, ସରଳ ଓ ଲୋକାଭିମୁଖୀ କରାଯିବ। ଏହାଦ୍ୱାରା ଲୋକମାନଙ୍କ ବିଭିନ୍ନ ସମସ୍ୟାର ଶୀଘ୍ର ସମାଧାନ ହୋଇପାରିବ। ପ୍ରଧାନମନ୍ତ୍ରୀ ଆବାସ ଯୋଜନାର ଅନ୍ତର୍ଭୁକ୍ତ ହୋଇଥିବା ଘରଡିହ ଶୂନ୍ୟ ବ୍ୟକ୍ତିଙ୍କୁ ଘରଡିହ ଯୋଗାଇଦେବା, ଭୂମିହୀନ ଲୋକମାନଙ୍କୁ ଚିହ୍ନଟ ଓ…

କୁମ୍ଭୀର ସହ ଧସ୍ତାଧସ୍ତି ହୋଇ ଜୀବନ ବଞ୍ଚାଇଲେ ଯୁବକ

ମହାକାଳପଡ଼ା,୮ା୧୧(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳର ଜଣେ ଯୁବକ ନଦୀରେ ଗାଧୋଇବାକୁ ଯିବାବେଳେ କୁମ୍ଭୀର ତାଙ୍କୁ ଟାଣି ନେଇଥିଲା। ସେ କୁମ୍ଭୀର ସହ ଧସ୍ତାଧସ୍ତି ହୋଇ ଜୀବନ ବଞ୍ଚାଇବାରେ ସକ୍ଷମ ହୋଇଛନ୍ତି। ସେ ହେଲେ ବ୍ଲକର ଜଙ୍ଗଲଘେରା…

କଲେଜ ଛାତ୍ରୀଙ୍କୁ ଗଣବଳାତ୍କାର, ଅଭିଯୁକ୍ତ ୬ ସାଙ୍ଗ କୋର୍ଟଚାଲାଣ

କଟକ,୮।୧୧(କାର୍ତ୍ତିକ ସାହୁ): କଟକ ସହରରେ ଜଣେ ଦଳିତ କଲେଜ ଛାତ୍ରୀଙ୍କୁ ଗଣବଳାତ୍କାର କରାଯାଇଛି। ଦୁର୍ଗାପୂଜା ସମୟରେ ଏଭଳି ଏକ ଲଜ୍ଜାଜନକ ଘଟଣା ଘଟିଥିବାବେଳେ ୩ ଦିନ ତଳେ ଛାତ୍ରୀଜଣକ ବାଦାମବାଡ଼ି ଥାନାର ଦ୍ୱାରସ୍ଥ ହୋଇଛନ୍ତି। ପୀଡ଼ିତା ଛାତ୍ରୀଙ୍କ ପୁରୁଷବନ୍ଧୁ ଓ ତାଙ୍କ…

ରାଜ୍ୟରେ ରଦ୍ଦହେବ ଅନେକ ପୁରୁଣା ଆଇନ, ନୂଆ ମଧ୍ୟରେ ରହିଛି…

ଭୁବନେଶ୍ୱର,୮ା୧୧(ସୁନିତ୍‌ ମିଶ୍ର): ଓଡ଼ିଶାରେ ଅନେକ ପୁରୁଣା, ନିଷ୍କ୍ରିୟ ଓ ଅପ୍ରାସଙ୍ଗିକ ଆଇନକୁ ଚିହ୍ନଟ କରାଯାଇ ରଦ୍ଦ କରାଯିବ। ଏହି ପ୍ରକ୍ରିୟା ଆରମ୍ଭ ହୋଇସାରିଛି ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁବାର କହିଛନ୍ତି। କେନ୍ଦ୍ରରେ ନରେନ୍ଦ୍ର ମୋଦି ସରକାର ବ୍ରିଟିଶ ଅମଳର…

ଜଙ୍ଗଲ ସୁରକ୍ଷା ପାଇଁ ରାଜରାସ୍ତାରେ ବସିଲେ

କୋକସରା,୭ା୧୧ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଜୀବନ ଯାଉ ପଛେ ସାହାଜଖୋଲ ଜଙ୍ଗଲ ବଞ୍ଚିଥାଉ ଏହି ନାରା ଦେଇ ଗୁରୁବାର ଧର୍ମଗଡ ବନାଞ୍ଚଳ ସାହାଜଖୋଲ ଜଙ୍ଗଲ ସୁରକ୍ଷା କମିଟି ପକ୍ଷରୁ କୋକସରା ବ୍ଲକ ଆମପାଣି ଫରେଷ୍ଟ କାର୍ଯ୍ୟାଳୟ ସମ୍ମୁଖରେ ଜାତୀୟ ରାଜପଥ ୨୬…

ଡିଜି ଦେଲେ ବଡ଼ ପ୍ରତିଶ୍ରୁତି: ୨୦୨୬ ମାର୍ଚ୍ଚ ସୁଦ୍ଧା…

ମାଲକାନଗିରି,୭ା୧୧(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ଗସ୍ତରେ ପୋଲିସ ଡିଜି ୱାଇ.ବି. ଖୁରାନିଆ ଗୁରୁବାର ଆସି ମାଓବାଦୀ ସମସ୍ୟା ଓ ବିଭିନ୍ନ ବିଷୟରେ ଉଚ୍ଚସ୍ତରୀୟ ସମୀକ୍ଷା କରିଥିଲେ। ହେଲିକପ୍ଟର ଯୋଗେ ଖୁରାନିଆ ଚିତ୍ରକୋଣ୍ଡା ବ୍ଲକ୍‌ ସ୍ବାଭିମାନ ଅଞ୍ଚଳ ଗୋରାସେତୁ ବିଏସ୍‌ଏଫ୍‌ କ୍ୟାମ୍ପ ପରିଦର୍ଶନ…

ଜୁନିୟର ମ୍ୟାନେଜରଙ୍କ ଅମାପ ସମ୍ପତ୍ତି ଦେଖି ହୋଇଯିବେ ତାଜୁବ, ପ୍ରକୃତ ଆୟଠାରୁ ୭୩୬ ପ୍ରତିଶତ ଅଧିକ

ଭୁବନେଶ୍ୱର,୭।୧୧: ଇଡିକୋ ଜୁନିୟର ମ୍ୟାନେଜର ବିଜୟ ଉଦୟସିଂଙ୍କ ଅମାପ ସମ୍ପତ୍ତି ଠାବ ହୋଇଛି। ପ୍ରକୃତ ଆୟଠାରୁ ୭୩୬ ପ୍ରତିଶତ ଅଧିକ ସମ୍ପତ୍ତି ଭିଜିଲାନ୍ସ ଠାବ କରିଛି। ଭୁବନେଶ୍ୱରରେ ୩ କୋଟି ୨୨ ଲକ୍ଷ ମୂଲ୍ୟର ୪ ମହଲା କୋଠା, ପୁରୀରେ ଗୋଟିଏ…

ପ୍ରସନ୍ନ ଆଚାର୍ଯ୍ୟଙ୍କ ହାତ ଛାଡି ଭାଜପାରେ ମିଶିଲେ ୧୮ ଜଣ ସରପଞ୍ଚ, ନାଏବ ସରପଞ୍ଚ, ଏକ୍ସରେ ସୂଚନା ଦେଇ ଧମେନ୍ଦ୍ର ଲେଖିଲେ…

ଭୁବନେଶ୍ୱର,୭।୧୧: ବିଜେଡି ବିଧାୟକ ପ୍ରସନ୍ନ ଆଚାର୍ଯ୍ୟଙ୍କ ହାତ ଛାଡିଲେ ରୋଢାଖୋଲ ନିର୍ବାଚନ ମଣ୍ଡଳୀର ୧୮ ଜଣ ସରପଞ୍ଚ ଓ ନାଏବ ସରପଞ୍ଚ। ଗୁରୁବାର କେନ୍ଦ୍ରମନ୍ତ୍ରୀ ତଥା ସମ୍ବଲପୁର ଏମ୍‌ପି ଧର୍ମେନ୍ଦ୍ର ପ୍ରଧାନଙ୍କ ଉପସ୍ଥିତିରେ ସେମାନେ ବିଧିବଦ୍ଧ ଭାବେ ଭାଜପାରେ ସାମିଲ ହୋଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?