ରାଜ୍ୟ

କୋତାମଟା ଅଞ୍ଚଳରେ ୬ ଟିକିଆ ହାତୀପଲ, ବିଲରେ ପଶି ଖାଇଗଲେ ଧାନ

କୋରାପୁଟ/ନାରାୟଣପାଟଣା,୭ା୧୧(ଅମିତାଭ ବେହେରା/ରାଜକିଶୋର ଜେନା): ଗୁରୁବାର ମଧ୍ୟାହ୍ନରେ ଓଡ଼ିଶା-ଆନ୍ଧ୍ର ସୀମାନ୍ତ କୋତାମେଟା ଅଞ୍ଚଳରେ ୬ ଟିକିଆ ଏକ ହାତୀପଲ ଦୃଷ୍ଟିଗୋଚର ହେଉଛି। ଏହି ହାତୀପଲ ଏକ ଧାନଜମିରେ ପଶି ଧାନ ଖାଉଥିବା ଦେଖାଯାଇଛି। ଏହି ହାତୀପଲରେ ୩ଟି ବଡ଼ ହାତୀ ଓ ୩…

ପନାଡାରେ ମହାବଳ ଆତଙ୍କ: ୪ ଛେଳିକୁ ମାରି ଖାଇସାରିଲାଣି, କ୍ୟାମେରାରେ ହେଲା କଏଦ

ଗୋପାଳପୁର,୭ା୧୧(ନବୀନ ରାଜ ଆଚାରୀ): ଗଞ୍ଜାମ ଓ ଗଜପତି ଜିଲାର ସୀମାରେ ମହାରାଷ୍ଟ୍ର ରାଜ୍ୟ ଅଞ୍ଚଳରୁ ଆସିଥିବା ମହାବଳ ବାଘ ଖାଦ୍ୟ ଅନ୍ବେଷଣ ପାଇଁ ବୁଲୁଥିବା ନେଇ ବନ ବିଭାଗ ସୂଚନା ପାଇଛି। ଗତ ୩ ତାରିଖ ରାତିରେ ଗୋଳନ୍ଥରା ଥାନା ଅଧିନସ୍ଥ…

ମା’ ତାରାତାରିଣୀ ପୀଠରୁ ଚୋରି ଏକ ଅଶୁଭ ସଙ୍କେତ, ପୁରୁଣା ଘଟଣାକୁ ମନେ ପକାଇ…

ପୁରୁଷୋତ୍ତମପୁର,୭ା୧୧(ସୀମାଞ୍ଚଳ ମିଶ୍ର): ଗଞ୍ଜାମର ପ୍ରସିଦ୍ଧ ଇଷ୍ଟ ଦେବୀ ମା’ ତାରାତାରିଣୀଙ୍କ ପୀଠ ଚୋରି ହେବା ଘଟଣା ଏକ ଅଶୁଭ ସଙ୍କେତ ବୋଲି ସାଧାରଣରେ ମତ ପ୍ରକାଶ ପାଇଛି। ଯାହାକି ଠିକ୍‌ ୩୦ ବର୍ଷ ପୂର୍ବେ ୧୯୯୪ରେ ଏପରି ମା’ଙ୍କ ଚଳନ୍ତି ପ୍ରତିମାକୁ…

ବିଦ୍ୟାଳୟରେ ଝାଡୁ ମାରିବା ଘଟଣା: ଧରିତ୍ରୀରେ ଖବର ପ୍ରକାଶ ପରେ ବିଇଓ କହିଲେ ନିଆଯିବ କାର୍ଯ୍ୟାନୁଷ୍ଠାନ

ଦାରିଙ୍ଗବାଡ଼ି,୭ା୧୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ି ପଞ୍ଚାୟତ ଡକରବାଡ଼ି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଛାତ୍ରୀଛାତ୍ରଙ୍କୁ ବିଦ୍ୟାଳୟ ପରିସର ମଧ୍ୟରେ ନିୟମିତ ପାଳି କରି ଝାଡୁ ମାରିବା ସହ ବିଭିନ୍ନ କାର୍ଯ୍ୟରେ ନିୟୋଜିତ କରିବା ଘଟଣା ଧରିତ୍ରୀ ପୋର୍ଟାଲରେ ଖବର…

ଆମ ବାର ବର୍ଷର ତପସ୍ୟା ଶୁଖୁଆ ପୋଡ଼ାରେ ଶେଷ କରିଦେଲେ; କାହିଁକି ଏମିତି କହିଲେ ନବୀନ…

ଭୁବନେଶ୍ୱର,୭।୧୧: କନ୍ଧମାଳ ମାଣ୍ଡିପଙ୍କା ଗାଁରେ ଆମ୍ବ ଟାକୁଆ ଖାଇ ମୃତାହତ ଘଟଣାକୁ ନେଇ ଭାଜପା ସରକାରଙ୍କ ଉପରେ ବର୍ଷିଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିଛନ୍ତି। ଆମର ବାର ବର୍ଷର ତପସ୍ୟାକୁ…

ମେଡିକାଲ କୋଚିଂ ସେଣ୍ଟର ହଷ୍ଟେଲରୁ ଛାତ୍ରୀଙ୍କ ମୃତଦେହ ଉଦ୍ଧାର

ଭୁବନେଶ୍ୱର,୭ା୧୧: ମେଡିକାଲ କୋଚିଂ ସେଣ୍ଟର ହଷ୍ଟେଲରୁ ମିଳିଲା ଛାତ୍ରୀଙ୍କ ମୃତଦେହ। ପଟିଆ ସ୍ଥିତ ଏକ ହଷ୍ଟେଲରୁ ପୋଲିସ ଝୁଲନ୍ତା ଅବସ୍ଥାରେ ଛାତ୍ରୀଙ୍କ ମୃତଦେହ ଉଦ୍ଧାର କରିଛି। ମୃତ ଛାତ୍ରୀ ହେଉଛନ୍ତି କଲ୍ୟାଣୀ ସାହୁ, ତାଙ୍କ ଘର କଟକ ସାଲେପୁର ଅଞ୍ଚଳରେ ଅଟେ।…

ପିଲାଙ୍କୁ ପାଳି କରି ଝାଡୁ ମାରିବାକୁ ନିର୍ଦ୍ଦେଶ ଦେଉଛନ୍ତି କର୍ତ୍ତୃପକ୍ଷ, ଅଭିଭାବକ ମହଲରେ ଅସନ୍ତୋଷ

ଦାରିଙ୍ଗବାଡ଼ି,୭ା୧୧(ଅରୁଣ ସାହୁ): ବିଦ୍ୟାଳୟକୁ ସରକାର ଦଣ୍ଡମୁକ୍ତ ଅଞ୍ଚଳ ଘୋଷଣା କରିଥିବାବେଳେ ଏବେ ଏକ ଅଜବ ନୀତି ଦେଖିବାକୁ ମିଳିଛି କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ି ପଞ୍ଚାୟତର ଡକରବାଡ଼ି ବିଦ୍ୟାଳୟରେ। ସକାଳ ୮ ଟାରୁ ଆସି ଛାତ୍ରୀଛାତ୍ରଙ୍କୁ ବିଦ୍ୟାଳୟ ପରିସର, ଶ୍ରେଣୀଗୃହ…

ଆଇନ ମନ୍ତ୍ରୀଙ୍କ ବଡ଼ ଘୋଷଣା, ହେବ ଗାଁ…

ଭୁବନେଶ୍ୱର,୭।୧୧: ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ବଡ଼ ଘୋଷଣା କରିଛନ୍ତି। ସେ କହିଛନ୍ତି, ସବୁ ବ୍ଲକରେ ହେବ ଗ୍ରାମ୍ୟ ନ୍ୟାୟାଳୟ। ରାଜ୍ୟର ସବୁ ବ୍ଲକରେ ହେବ ଗ୍ରାମ୍ୟ ନ୍ୟାୟାଳୟ ବୋଲି ମନ୍ତ୍ରୀ ସୂଚନା ଦେଇଛନ୍ତି। ଲୋକଙ୍କ ଘର ପାଖରେ ପହଞ୍ଚିବ ନ୍ୟାୟାଳୟ।…

ଯୋଗାଣ ମନ୍ତ୍ରୀଙ୍କ ବଡ଼ ସୂଚନା, ଏହି ମାସରୁ ହିତାଧିକାରୀଙ୍କୁ ମିଳିବ ଚାଉଳ ସହ ଗହମ…

ଭୁବନେଶ୍ୱର,୭।୧୧: ରାଜ୍ୟରେ ପିଡିଏସ୍‌ ହିତାଧିକାରୀଙ୍କୁ ଗହମ ମିଳିବା ବନ୍ଦ ରହିଥିଲା। ହେଲେ ଆସନ୍ତା ବର୍ଷରୁ ସେମାନଙ୍କୁ ଚାଉଳ ସହ ଗହମ ମିଳିବ । ଜାନୁଆରୀ ପ୍ରଥମ ସପ୍ତାହରୁ ହିତାଧିକାରୀଙ୍କୁ ଚାଉଳ ସହ ଗହମ ମିଳିବ ବୋଲି ଗୁରୁବାର ଖାଦ୍ୟ ଓ ଯୋଗାଣ…

ପିଡିଏସ୍‌ ଚାଉଳ ବଦଳରେ ବିଧବା ମହିଳାଙ୍କ ସହ ଶାରୀରିକ ସମ୍ପର୍କ ରଖିଲେ ଯୋଗାଣ ସହାୟକ, ଅନ୍ତରଙ୍ଗ ମୁହୂର୍ତ୍ତର ଭିଡିଓ ଭାଇରାଲ କରି…

ଲୋଇସିଂହା,୭ା୧୧: ବଲାଙ୍ଗୀର ଜିଲା ଆଗଲପୁର ବ୍ଲକ ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ବିଧବା ମହିଳାଙ୍କୁ ଶାରୀରିକ ସମ୍ପର୍କ ରଖିବା ପାଇଁ ବାଧ୍ୟ କରିବାକୁ ଯାଇ ଜଣେ ସରକାରୀ କର୍ମଚାରୀ ପୂର୍ବରୁ ରଖିଥିବା ଏକ ଅନ୍ତରଙ୍ଗ ମୁର୍ହୂତ୍ତର ଭିଡିଓ ଭାଇରାଲ…

ସୁପରଭାଇଜରଙ୍କୁ ଆକ୍ରମଣ ଘଟଣା: ଆଉ ଜଣେ ସେବାୟତଙ୍କୁ ନିଲମ୍ବନ କଲା ଶ୍ରୀମନ୍ଦିର ପ୍ରଶାସନ

ପୁରୀ ୬ା୧୧(ଅଜିତ କୁମାର ମହାନ୍ତି)-ଶ୍ରୀମନ୍ଦିର ବରିଷ୍ଠ ସୁପରଭାଇଜରଙ୍କ ଉପରେ ହୋଇଥିବା ଆକ୍ରମଣ ଘଟଣାରେ ସମ୍ପୃକ୍ତି ଥିବା ପନ୍ତିବଡୁ ସେବକ ଅମିତ୍ରାଂଶୁ ସାମନ୍ତରାୟ ଓରଫ ଜୁଜିକୁଙ୍କୁ ମହାପ୍ରଭୁଙ୍କ ସେବାପୂଜାରୁ ନିଲମ୍ବିତ କରାଯାଇଛି। ଶ୍ରୀଜଗନ୍ନାଥ ମନ୍ଦିର ଆଇନ ୧୯୫୫ର ୨୧- ଖ(କ) ଧାରା ଅନୁସାରେ…

ଶୁଣିଲାନି ପ୍ରଶାସନ: ୩ କିମି ରାସ୍ତା ନିର୍ମାଣ କଲେ ଗ୍ରାମବାସୀ

ଦାରିଙ୍ଗବାଡ଼ି,୭ା୧୧(ଅରୁଣ ସାହୁ): ନିଜ ପାଇଁ ନିଜେ ଅଣ୍ଟା ଭିଡ଼ିଲେ ଗ୍ରାମବାସୀ। ଶହଶହ ମହିଳା ଓ ପୁରୁଷ ଏକତ୍ରିତ ହୋଇ ଶ୍ରମ ଓ ଅର୍ଥଦାନ କରି ରାସ୍ତା ମରାମତି କରିଛନ୍ତି। ଏଭଳି ଘଟଣା ଦେଖିବାକୁ ମିଳିଛି କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?