ରାଜ୍ୟ

ଆଳ ଦର୍ଶାଇ ଅଟକାଯାଇପାରିବ ନାହିଁ ଗ୍ରାଚ୍ୟୁଇଟି ଦେୟ

କଟକ,୫ା୧୧(କାର୍ତ୍ତିକ ସାହୁ): ଅବସରପ୍ରାପ୍ତ କର୍ମଚାରୀମାନଙ୍କ ବିରୋଧରେ ଶୃଙ୍ଖଳାଗତ ପ୍ରକ୍ରିୟା ଜାରି ରଖିବାକୁ କେନ୍ଦ୍ର ସମବାୟ ବ୍ୟାଙ୍କ ଚାକିରି ସର୍ତ୍ତାବଳୀ-୨୦୧୧ରେ କୌଣସି ଉଲ୍ଲେଖ ନାହିଁ। କଟକ କେନ୍ଦ୍ର ସମବାୟ ବ୍ୟାଙ୍କ କର୍ତ୍ତୃପକ୍ଷ ଜଣେ କର୍ମଚାରୀଙ୍କ ବିରୋଧରେ ଅଡିଟ ସରଚାର୍ଜ କେସ୍‌ କିମ୍ବା ଭିଜିଲାନ୍ସ…

ଛାତ୍ର, ଶିକ୍ଷକଙ୍କୁ ଯୋଡ଼ିବ ଶିକ୍ଷାଜ୍ୟୋତି ପୋର୍ଟାଲ

ଭୁବନେଶ୍ୱର,୫ା୧୧(ଅନୁରାଧା ମହାରଣା): ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ପ୍ରସ୍ତୁତ ସିଙ୍ଗଲ୍‌ ଓ୍ବିଣ୍ଡୋଜ୍‌ ପୋର୍ଟାଲ ‘ଶିକ୍ଷାଜ୍ୟୋତି’ ଛାତ୍ର ଓ ଶିକ୍ଷକଙ୍କ ଭାବବିନିମୟରେ ସହାୟକ ହେବ। ଗତ ସେପ୍ଟେମ୍ବର ୫ରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ପୋର୍ଟାଲର ଉଦ୍‌ଘାଟନ କରିଥିବାବେଳେ ବର୍ତ୍ତମାନ…

ଦୁଗ୍ଧ ପ୍ରକ୍ରିୟାକରଣ ବୃଦ୍ଧି କରିବ ଓମ୍‌ଫେଡ୍‌: ପଞ୍ଚାୟତସ୍ତରରେ କ୍ଷୀର ଧାରା କେନ୍ଦ୍ର ଖୋଲିବ

ଭୁବନେଶ୍ୱର,୫ା୧୧(ଅନୁରାଧା ମହାରଣା): ଓମଫେଡ୍‌ ପକ୍ଷରୁ ଆସନ୍ତା ୨ ମାସ ମଧ୍ୟରେ ଆହୁରି ଅଧିକ ୨ ଲକ୍ଷ ଲିଟର ଦୁଗ୍ଧ ପ୍ରକ୍ରିୟାକରଣ କରାଯିବ। ଓମଫେଡ୍‌ର ପରିଚାଳନା ନିର୍ଦ୍ଦେଶକ ବିଜୟ ଅମୃତା କୁଲାଙ୍ଗେଙ୍କ ଅଧ୍ୟକ୍ଷତାରେ ସୋମବାର ଅନୁଷ୍ଠିତ ଏକ ଉଚ୍ଚସ୍ତରୀୟ ବୈଠକରେ ଏହି ନିଷ୍ପତ୍ତି…

ମୁଖ୍ୟ ଶାସନ ସଚିବଙ୍କୁ ଏନ୍‌ଜିଟିଙ୍କ ନୋଟିସ

କଟକ,୫ା୧୧(କାର୍ତ୍ତିକ ସାହୁ): ଚଳିତ ବର୍ଷ ଦୀପାବଳି ସମୟରେ ମାତ୍ର ୨ଘଣ୍ଟା ସବୁଜ ବାଣ ଫୁଟାଇବା ଲାଗି ନିର୍ଦ୍ଦେଶ ରହିଥିଲା। ଦୁଇ ଦିନ ଧରି ବାଣ ଫୁଟାଯିବା ଫଳରେ ବାୟୁ ପ୍ରଦୂଷଣ ମାତ୍ରା ହଠାତ ବହୁଗୁଣିତ ହୋଇଥିଲା। କାହିଁକି ନିୟମ ଉଲ୍ଲଂଘନ କରି…

ଏସ୍‌ସିବି ମେଡିକାଲ କଲେଜରେ ରାଗିଂ ଅଭିଯୋଗ

କଟକ,୫ା୧୧(ଶିଳ୍ପା ପ୍ରିୟଦର୍ଶିନୀ): ବ୍ରହ୍ମପୁର ଏମ୍‌କେସିଜି ମେଡିକାଲ କଲେଜ ଆଣ୍ଡ ହସ୍ପିଟାଲ୍‌ରେ ରାଗିଂ ଘଟଣାର କିଛିଦିନ ପରେ କଟକ ଏସ୍‌ସିବି ମେଡିକାଲ କଲେଜ ଆଣ୍ଡ ହସ୍ପିଟାଲରେ ରାଗିଂ ଅଭିଯୋଗ ଆସିଛି। ଏମ୍‌ବିବିଏସ୍‌ର ଜଣେ ପ୍ରଥମ ବର୍ଷ ଛାତ୍ରଙ୍କୁ ଶେଷବର୍ଷର ଛାତ୍ରମାନେ ରବିବାର ରାଗିଂ…

ଓଡ଼ିଶା ରାଜ୍ୟପାଳଙ୍କ ବିରୋଧରେ ନିଆଯାଉ ଦୃଢ଼ କାର୍ଯ୍ୟାନୁଷ୍ଠାନ: କାହିଁକି ଏମିତି କହିଲେ ଜୟରାମ ରମେଶ

ରାଞ୍ଚି,୪।୧୧: ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନରେ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା ବାରମ୍ବାର ସାମ୍ପ୍ରଦାୟିକ ବୟାନବାଜି କରୁଥିବା ଦର୍ଶାଇ ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଅଲ୍‌ ଇଣ୍ଡିଆ କଂଗ୍ରେସ କମିଟି(ଏଆଇସିସି) ସାଧାରଣ ସମ୍ପାଦକ ଜୟରାମ ରମେଶ ସୋମବାର ନିର୍ବାଚନ ଆୟୋଗ(ଇସି)ଙ୍କୁ ଏକ…

ଆମ୍ବ ଟାକୁଆ ଜାଉ ଖାଇ ଏସ୍‌ସିବିରେ ଚିକିତ୍ସାଧୀନ ୨ ମହିଳାଙ୍କୁ ଭେଟିଲେ ସ୍ବାସ୍ଥ୍ୟମନ୍ତ୍ରୀ

ଦାରିଙ୍ଗବାଡି,୪।୧୧(ଅରୁଣ ସାହୁ): ଆମ୍ବ ଟାକୁଆ ଜାଉ ଖାଇ ଏସ୍‌ସିବିରେ ଚିକିତ୍ସାଧୀନ ଥିବା ୨ ମହିଳାଙ୍କୁ ସ୍ବାସ୍ଥମନ୍ତ୍ରୀ ମୁକେଶ ମହାଲିଙ୍ଗ ଭେଟିଛନ୍ତି। ସେ ଉଭୟଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିଛନ୍ତି। ଉଭୟ ଏମ୍‌କେସିଜିରେ ଚିକିତ୍ସାଧୀନ ଥିବା ବେଳେ ଅବସ୍ଥା ସଙ୍କଟାପର୍ଣ୍ଣ ହେବାରୁ କଟକ ବଡ଼…

ଦିଲ୍ଲୀରେ ଓଡ଼ିଆ ଯୁବତୀଙ୍କୁ ବଳାତ୍କାର: ମୁହଁଖୋଲିଲେ ମୁଖ୍ୟମନ୍ତ୍ରୀ କହିଲେ ୩ ଜଣ…

ଭୁବନେଶ୍ୱର,୪।୧୧: ଦିଲ୍ଲୀରେ ଓଡ଼ିଆ ଯୁବତୀଙ୍କୁ ବଳାତ୍କାର ମାମଲାରେ ୩ ଜଣ ଗିରଫ କରାଯାଇଛି। ଏ ନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଦିଲ୍ଲୀରେ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। ୩ ଅଭିଯୁକ୍ତଙ୍କୁ ଗିରଫ କରାଯିବା ସହ ବ୍ୟବହୃତ ଅଟୋରିକ୍ସା ଜବତ କରାଯାଇଛି। ଅଧିକ ତଦନ୍ତ…

ଦୁର୍ଗମ କୁଟଲାରିରେ ଗାଁରେ ନାହିଁ ମୌଳିକ ସୁବିଧା: ରାଜ ରାସ୍ତାକୁ ଓହ୍ଲାଇବାକୁ ଚେତାବନୀଦେଲେ…

ଦାରିଙ୍ଗବାଡି,୪।୧୧(ଅରୁଣ ସାହୁ): ବିଏସ୍‌ଏନଏ୍‌ଲର ଅଜବ ନୀତି ଦୀର୍ଘ ଦିନ ହେଲା ମୋବାଇଲ ଟାୱାର ଠିଆ କରାଯିବା ସହ ସରଞ୍ଜାମ, ଯନ୍ତ୍ରପାତି ଖଞ୍ଜା ସରିଲାଣି ବିଦ୍ୟୁତ ପାଇଁ ସୋଲାର ପାନେଲ ମଧ୍ୟ ଲଗାଯାଇଛି। ହେଲେ କାହିଁକି ନେଟୱର୍କ କାର୍ଯ୍ୟକ୍ଷମ କରିବାରେ ବିଳମ୍ବ ତାକୁ…

ପିସିସି ସଭାପତି ଚୟନକୁ ନେଇ ମୁହଁ ଖୋଲିଲେ ଷ୍ଟିଅରିଙ୍ଗ କମିଟି ସଦସ୍ୟ ସନ୍ତୋଷ ସିଂ ସାଲୁଜା: କହିଲେ…

ଭୁବନେଶ୍ୱର,୪।୧୧: ଶୁକ୍ରବାର ପିସିସି କାର୍ଯ୍ୟାଳୟରେ ପ୍ରଥମ ପର୍ଯ୍ୟାୟ ବୈଠକ ଶେଷ ହୋଇଛି। ଏହି ବୈଠକ ସମସ୍ତ ବିଧାୟକ ଏଂ ଷ୍ଟିୟରିଂ କମିଟି ସଦସ୍ୟଙ୍କୁ ନେଇ ହୋଇଥିଲା। କଂଗ୍ରେସର ମଙ୍ଗ, କିଏ ଧରିବେ ତାକୁ ନେଇ ଜୋରଦାର ଆଲୋଚନା ହୋଇଥିଲା। କଂଗ୍ରେସ ନେତା…

ଟୋକନ ବଣ୍ଟନକୁ ନେଇ ଦୁଇ ଟ୍ରକ ମାଲିକ ସଂଘ ମୁହାଁମୁହିଁ, ଘଟଣାସ୍ଥଳରେ ଉତ୍ତେଜନା: ପୋଲିସ ଫୋର୍ସ ମୁତୟନ

କେନ୍ଦୁଝର,୪।୧୧(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଦୈତାରୀ ଲୁହାପଥର ଖଣିରେ ଲୋଡିଂ ଟୋକନ ବଣ୍ଟନକୁ ନେଇ ଦୁଇ ଟ୍ରକ ମାଲିକ ସଂଘ ମୁହାଁମୁହିଁ ହୋଇଛନ୍ତି। ଏନେଇ ଘଟଣାସ୍ଥଳରେ ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଛି। ଘଟଣାସ୍ଥଳରେ ପୋଲିସ ଫୋର୍ସ ମୁତୟନ କରାଯାଇଛି। ଅତିରିକ୍ତ ଏସ୍‌ପିଙ୍କ…

କାହା ନାଁରେ ବାଜିବ ମୋହର? କିଏ ହେବେ ପିସିସି ସଭାପତି: କଂଗ୍ରେସର ବରିଷ୍ଠ ନେତା କହିଲେ …

ଭୁବନେଶ୍ୱର,୪।୧୧: ରାଜ୍ୟ କଂଗ୍ରେସର ପିସିସି ସଭାପତିକୁ ନେଇ ଚର୍ଚ୍ଚା ଜୋର ଧରି ଥିବାବେଳେ ମହମ୍ମଦ୍‌ ମୋକିମ, ଶ୍ରୀକାନ୍ତ କିମ୍ବା ଜୟଦେବଙ୍କ ନାଁକୁ ନେଇ ଚର୍ଚ୍ଚା ହେଉଛି। ଅନ୍ୟପକ୍ଷେ ଶୁକ୍ରବାର ପିସିସି କାର୍ଯ୍ୟାଳୟରେ ପ୍ରଥମ ପର୍ଯ୍ୟାୟ ବୈଠକ ଶେଷ ହୋଇଛି। ଏହି ବୈଠକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?