କ୍ରିଷ୍ଣା ବିକାଶ ଗ୍ରୁପ୍ର ନୂଆ ରେକର୍ଡ: ସିବିିଏସ୍ଇ ଦ୍ୱାଦଶ ଶ୍ରେଣୀ ପରୀକ୍ଷାରେ ଆଦ୍ୟାଶା ସାହୁ ରାଜ୍ୟ ଟପ୍ପର
ବରଗଡ଼,୧୫ା୫(ପ୍ରେମାନନ୍ଦ ଖମାରୀ): ସଦ୍ୟ ପ୍ରକାଶିତ ସିବିଏସ୍ଇ ଦ୍ବାଦଶ ଶ୍ରେଣୀ ପରୀକ୍ଷାଫଳରେ କ୍ରିଷ୍ଣା ବିକାଶ ଗ୍ରୁପ୍ ଅଧୀନ ବିକାଶ ଆବାସିକ ବିଦ୍ୟାଳୟ, ବରଗଡ଼ ଉଲ୍ଲେଖନୀୟ ସଫଳତା ହାସଲ କରିଛି। ବିକାଶ ଆବାସିକ ବିଦ୍ୟାଳୟ, ଦୀର୍ଘ ୨୫ ବର୍ଷର ଯାତ୍ରାରେ ନୂଆ ରେକର୍ଡ ସୃଷ୍ଟି…
ଅଧାବାଟରେ ହଠାତ୍ ଆମ୍ବୁଲାନ୍ସରୁ ସରିଗଲା ତେଲ, ରୋଗୀ ମୃତ
କଟକ,୧୫।୫: କଟକ କାଠଯୋଡ଼ି ନିକଟରେ ବଡ଼ ଦୁର୍ଘଟଣା । ଆମ୍ବୁଲାନ୍ସରୁ ତେଲ ସରିଯିବାରୁ ରୋଗୀ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। କେନ୍ଦ୍ରାପଡ଼ାରୁ ଭୁବନେଶର ରୋଗୀ ନେଇକି ଯାଉଥିବା ବେଳେ କଟକ କାଠଯୋଡ଼ି ବ୍ରିଜ୍ ଉପରେ ଆମ୍ବୁଲାନ୍ସରୁ ତେଲ ସରିଗଲା। ଫଳରେ ଅକ୍ସିଜେନ…
ଫ୍ଲାଏଓଭର ବ୍ରିଜ୍ ନିର୍ମାଣ ହେବ, ଭିତ୍ତିପ୍ରସ୍ତର ସ୍ଥାପନ କରି ମନ୍ତ୍ରୀ କହିଲେ…
ଛତ୍ରପୁର,୧୫ା୫(ଦିଲ୍ଲୀପ ସାମଲ): ଛତ୍ରପୁରର ବହୁ ପ୍ରତୀକ୍ଷିତ ଫ୍ଲାଏଓଭର ବ୍ରିଜ ନିର୍ମାଣ କାର୍ଯ୍ୟ ପାଇଁ ଆଜି ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଛି। ଜିଲାର ସଦରମହକୁମା ଛତ୍ରପୁର ଜାତୀୟ ରାଜପଥରେ ଦୈନିକ ହଜାର ହଜାର ଯାନବାହନ ଚଳପ୍ରଚଳ ଯୋଗୁ ସ୍ଥାନୀୟ କଲେଜ ଛକ ଏବଂ ଡିଆରଡିଏ…
ସାନକୁଣ୍ଡ ଜଳପ୍ରପାତରେ ଫସି ରହିଛନ୍ତି ବୃଦ୍ଧା, ପଥରଖଣ୍ଡକୁ ଧରି ଝୁଲି ରହି…
ପାଟଣା,୧୫ା୫(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲ ଡୁମୁରିଆ ଆର୍ଆଇ ସର୍କଲ ଘାଟ ବାଲିଯୋଡ଼ି ସ୍ଥିତ ବୈତରଣୀ ନଦୀର ସାନକୁଣ୍ଡରେ ଶୁକ୍ରବାର ଜଣେ ବୃଦ୍ଧା ବିପଜ୍ଜନକ ଭାବେ ଭାବେ ଛାତିଏ ପାଣିରେ ଥିବା ବେଳେ ଏକ ପଥରଖଣ୍ଡ ଧରି ଝୁଲି ରହିଛନ୍ତି।…
୨୫୦ ଫୁଟ ତଳକୁ ଖସିଲା ଡୋଜର, ପୋତି ହୋଇଗଲେ ଚାଳକ, କ୍ଷତିପୂରଣ ଦାବିରେ…
ବଣାଇଁ,୧୫ା୫(ପ୍ରଦୀପ ତ୍ରିପାଠୀ): ଗୁରୁବାର ରାତିରେ ଓଏମ୍ସି ଖଣ୍ଡାଧାର ଲୌହଖଣିରେ ଏକ ଅଘଟଣ ଘଟିଥିବାର ସୂଚନା ମିଳିଥିଲା। ସମ୍ପ୍ରତ୍ତି ଏହି ଖଣି ଆଦାନୀ କମ୍ପାନୀକୁ ମିଳିଥିବା ବେଳେ କମ୍ପାନୀ ପୁଣି ସବ୍ ଲିଜ୍ ଧାତ୍ରୀ ମାଇନ୍ସ ରିସୋସୋର୍ସ ଠିକାସଂସ୍ଥାକୁ ଦେଇଛି। ଡମ୍ପିଂୟାର୍ଡରେ ଠିକାସଂସ୍ଥା…
ରାଜ୍ୟରେ ଏତିକି ଦିନ ପାଇଁ ମହଜୁଦ୍ ଅଛି ତେଲ, ଆତଙ୍କିତ ନ ହେବାକୁ ମନ୍ତ୍ରୀଙ୍କ ପରାମର୍ଶ
ଭୁବନେଶ୍ୱର,୧୫ା୫: ରାଜ୍ୟରେ ପେଟ୍ରୋଲ, ଡିଜେଲର ଅଭାବ ନାହିଁ ବୋଲି ଶୁକ୍ରବାର କହିଛନ୍ତି ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର। ସେ କହିଛନ୍ତି, ରାଜ୍ୟରେ ପର୍ଯ୍ୟାପ୍ତ ପରିମାଣର ତୈଳ ମହଜୁଦ୍ ଅଛି। ଆତଙ୍କିତ ହୋଇ ତେଲ ନ କିଣିବାକୁ ପରାମର୍ଶ ଦେଇଛନ୍ତି ମନ୍ତ୍ରୀ ପାତ୍ର।…
କାର୍କୁ ଧକ୍କାଦେଲା ଚିପ୍ସ ବୋଝେଇ ହାଇଓ୍ବା, ୨ ଜଣଙ୍କ ଜୀବନ ଗଲା
ବାରଙ୍ଗ,୧୫ା୫(ଲିଙ୍ଗରାଜ ରାଉତ): ଭୁବନେଶ୍ୱର ଚନ୍ଦକା ରାସ୍ତା ଭୋଳାଛକଠାରେ ବିଳମ୍ବିତ ରାତିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର୍କୁ ଚିପ୍ସ ବୋଝେଇ ହାଇୱା ଧକା ଦେବାରୁ ଘଟଣାସ୍ଥଳରେ ୨ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୫ଜଣ ଗୁରୁତର ହୋଇଛନ୍ତି। କାହାର ଅଦ୍ୟାବଧି ପରିଚୟ…
ନିର୍ବାଚନ କମିଶନଙ୍କ ବଡ଼ ସୂଚନା: ଭୋଟର ଲିଷ୍ଟରୁ ବାଦ୍ ପଡ଼ିଛନ୍ତି ୯ ଲକ୍ଷରୁ ଊର୍ଦ୍ଧ୍ୱ ଭୋଟର
ଭୁବନେଶ୍ୱର,୧୫ା୫: ଓଡ଼ିଶାରେ ମେ’ ୩୦ରୁ ଆରମ୍ଭ ହେବ ଏସ୍ଆଇଆର୍। ଏକ ପ୍ରେସ୍ମିଟ୍ରେ ଏନେଇ ବଡ଼ ସୂଚନା ଦେଇଛନ୍ତି ରାଜ୍ୟ ନିର୍ବାଚନ କମିଶନ। ସେ କହିଛନ୍ତି, ପ୍ରସ୍ତୁତି, ପ୍ରଶିକ୍ଷଣ ଓ ମୁଦ୍ରଣ କାର୍ଯ୍ୟ ମେ’ ୨୦ରୁ ୨୯ ଯାଏ ଚାଲିବ। ମେ’ ୩୦ରୁ…
ନଦୀରେ ବୁଲୁଛି କୁମ୍ଭୀର, ଜୀବିକା ପାଇଁ ବିପଦରେ ଜୀବନ
ମହାକାଳପଡ଼ା, ୧୫ା୫(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ନଦୀନାଳରେ ମାଳମାଳ କୁମ୍ଭୀର ଖାଦ୍ୟ ଅନ୍ବେଷଣରେ ଘୂରି ବୁଲୁଛନ୍ତି। ଏହାରି ଭିତରେ ମହାନଦୀ, ଲୁଣା, ପାଇକା, ଗୋବରୀ ନଦୀ ସମେତ ବିଭିନ୍ନ ଶାଖା ଯୋର ଓ ନାଳ…
ଅଟୋ-ବାଇକ ମୁହାଁମୁହିଁ ଧକ୍କାରେ ଜଣେ ମୃତ, କ୍ଷତିପୂରଣ ଦାବିରେ ରାସ୍ତା ଅବରୋଧ
ଗୁଣପୁର,୧୫ା୫(ସୁଜାତା ପାଢ଼ୀ): କୋରାପୁଟ-ରାୟଗଡ଼ା ସୀମାନ୍ତ ୩୨୬ ଜାତୀୟ ରାଜପଥରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି । ରାୟଗଡ଼ା ଜିଲାର କୁଟୁଲୀ ଅଞ୍ଚଳରେ ବାଇକ ଓ ଅଟୋ ମଧ୍ୟରେ ମୁହାଁମୁହିଁ ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି । ଘଟଣା ପରେ…
ଆଉ ୪ଦିନ କାଳବୈଶାଖୀ: ମୌସୁମୀ ଆସିବା ପୂର୍ବରୁ ବଢ଼ିଲା ତାତି
ଭୁବନେଶ୍ୱର, ୧୫ା୫(ବନ୍ଦନା ସେଠୀ):ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଆଗମନ ପାଇଁ ସ୍ଥିତି ଅନୁକୂଳ ହେଉଛି। ଆସନ୍ତା ୧୬ ତାରିଖ ସୁଦ୍ଧା ଦକ୍ଷିଣ ବଙ୍ଗୋପସାଗର, ଆଣ୍ଡାମାନ ସାଗର ଓ ଆଣ୍ଡାମାନ-ନିକୋବର ଦ୍ୱୀପପୁଞ୍ଜର କିଛି ଅଞ୍ଚଳକୁ ମୌସୁମୀ ପ୍ରବେଶ କରିବା ସମ୍ଭାବନା ରହିଛି। ହେଲେ ଏହା…
ଜିଲା ମୁଖ୍ୟ ଚିକିତ୍ସାଧିକାରୀଙ୍କ କାର୍ଯ୍ୟାଳୟରେ ଅବ୍ୟବସ୍ଥା, ଡ୍ୟୁଟି ସମୟରେ କର୍ମଚାରୀ ଖେଳୁଛନ୍ତି ଲୁଡୁ!
କଟକ,୧୫ା୫(ଶିଳ୍ପା ପ୍ରିୟଦର୍ଶିନୀ): କଟକ ଜିଲା ମୁଖ୍ୟ ଚିକିତ୍ସାଧିକାରୀଙ୍କ କାର୍ଯ୍ୟାଳୟରେ ଅବ୍ୟବସ୍ଥା ଦେଖାଦେଇଛି। ଏପରିକି କର୍ମଚାରୀମାନେ ଡ୍ୟୁଟି ସମୟରେ କାର୍ଯ୍ୟାଳୟ ମୁଖ୍ୟ ଫାଟକର ପ୍ରବେଶ ପଥ ନିକଟରେ ରୁଣ୍ଡହୋଇ ମୋବାଇଲରେ ଲୁଡ଼ୁ ଖେଳୁଥିବା ନଜରକୁ ଆସିଛି। କାର୍ଯ୍ୟାଳୟକୁ ଆସିଥିବା କେତେଜଣ ଲୋକ ଏହାର…
Archives


