ରାଜ୍ୟ

‘ଆମକୁ ୫ ବର୍ଷ ଅପେକ୍ଷା କରିବାକୁ ପଡ଼ିବନି, ଖୁବ୍‌ଶୀଘ୍ର ଫେରିବ ବିଜେଡି ସରକାର’

ଭୁବନେଶ୍ୱର,୩ା୧୧: ରାଜ୍ୟ ସଭା ଏମ୍‌ପି ମୁନ୍ନା ଖାଁ ପୁଣି ଏକ ବିସ୍ଫୋରକ ବୟାନ ଦେଇଛନ୍ତି। ଯାହା ଏବେ ରାଜନୈତିକ ମହଲରେ ଚର୍ଚ୍ଚାର ବିଷୟ ପାଲଟିଛି। ମୁନ୍ନା ଖାଁ କହିଛନ୍ତି, ବିଜେଡି ସରକାରକୁ ଆସିବା ପାଇଁ ଆମକୁ ୫ ବର୍ଷ ଯାଏ ଅପେକ୍ଷା…

ଆମ୍ବଟାକୁଆ ଜନିତ ମୃତ୍ୟୁ ଘଟଣା: ପ୍ରଶାସନର ବଡ଼ ପଦକ୍ଷେପ, ଘରକୁ ଘର ବୁଲି ସଚେତନ କରୁଛନ୍ତି ଅଙ୍ଗନବାଡ଼ି କର୍ମୀ

ଦାରିଙ୍ଗବାଡ଼ି,୩ା୧୧(ଅରୁଣ ସାହୁ): ଆମ୍ବଟାକୁଆ ଖାଇ ମାଣ୍ଡିପଙ୍କାରେ ୨ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୬ ଜଣ ଏବେ ବି ହସ୍ପିଟାଲରେ ଚିକିତ୍ସାଧୀନ ଅଛନ୍ତି। ଗାଁରେ ଏପରି ଅଘଟଣ ଘଟିବା ପରେ ପ୍ରଶାସନ ତତ୍ପର ହୋଇଉଠିଛି। ତେବେ ଆମ୍ବଟାକୁଆକୁ ଖାଦ୍ୟ ଭାବେ ନ…

ବଲାଙ୍ଗୀର ପ୍ରତି ଅବହେଳା ହୋଇଛି: ମୁଖ୍ୟମନ୍ତ୍ରୀ

ବଲାଙ୍ଗୀର, ୩।୧୧(ସୁନିଲ କୁମାର ମହାନ୍ତି): ବିଭିନ୍ନ ସରକାର ଅମଳରେ ବଲାଙ୍ଗୀର ଜିଲା ପ୍ରତି ଅବହେଳା ହୋଇଛି। ବଲାଙ୍ଗୀରର ଯେତିକି ବିକାଶ ହେବା କଥା ହୋଇନାହିଁ। ତେବେ ଆମ ସରକାର ସମସ୍ତ ଅସମାନତା ଦୂର କରି ଜିଲାକୁ ସମୃଦ୍ଧ ଓ ବିକଶିତ ଜିଲା…

 ଦୁର୍ଗମ ଅଞ୍ଚଳ ବିକାଶ ପାଇଁ ଦାବି ଦୋହରାଇଲେ ବିଧାୟକ: ବ୍ରାହ୍ମଣୀଗାଁକୁ ବ୍ଲକ ଘୋଷଣା କରନ୍ତୁ ସରକାର 

ଦାରିଙ୍ଗବାଡ଼ି,୩ା୧୧(ଅରୁଣ ସାହୁ): ମାଣ୍ଡିପଙ୍କାରେ ଆମ୍ବଟାକୁଆ ଖାଇ ୨ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୬ ଜଣ ଏବେ ମଧ୍ୟ ଚିକିତ୍ସାଧୀନ ଅଛନ୍ତି। ଏଭଳି ଅଭାବନୀୟ ଘଟଣା ଘଟିବା ପରେ ମାଣ୍ଡିପଙ୍କାକୁ ନେତା ଅଫିସରଙ୍କ ସୁଅ ଛୁଟିଛି। ଶନିବାର ଜି.ଉଦୟଗିରି ବିଧାୟକ ପ୍ରଫୁଲ…

ଚିକିତ୍ସା ଅବହେଳାରୁ ଚାଲିଗଲା ମହିଳାଙ୍କ ଜୀବନ, ଟାଙ୍ଗୀ ଡାକ୍ତରଖାନାରେ ଚାପା ଉତ୍ତେଜନା

ନିରାକାରପୁର,୩।୧୧(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ଟାଙ୍ଗୀ ଗୋଷ୍ଠୀ ସାସ୍ଥ୍ୟକେନ୍ଦ୍ରରେ ଚିକିତ୍ସା ଅବହେଳାରୁ ମହିଳାଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ଏହାକୁ ନେଇ ଡାକ୍ତରଖାନାରେ ରବିବାର ଚାପା ଉତ୍ତେଜନା ଦେଖାଦେଇଛି। ଲୋକମାନଙ୍କୁ ବୁଝାସୁଝା କରାଯାଉଥିଲେ ହେଁ ପରିସ୍ଥିତି ଉତ୍ତେଜନାପୂର୍ଣ୍ଣ ରହିଛି। ସୂଚନାନୁଯାୟୀ,…

ଅଧାରେ ରହିଗଲା ଜଗା ଦର୍ଶନ, ଅଟୋରେ ପୁରୀ ବାହାରିଥିବା ବେଳେ ପିଟିଦେଇ ଚାଲିଗଲା ଟ୍ରକ୍‌

ନିରାକାରପୁର,୩।୧୧(ମାନସ ଚନ୍ଦ୍ର ପଟ୍ଟନାୟକ): ଅଧାରେ ରହିଗଲା ମହାପ୍ରଭୁ ଜଗନ୍ନାଥଙ୍କ ଦର୍ଶନ। ପୁରୀକୁ ଯିବା ନିମନ୍ତେ ଘରୁ ବାହାରିଥିବା ବେଳେ ବାଟରେ ଘଟିଲା ଦୁର୍ଘଟଣା। ଖୋର୍ଦ୍ଧା ଜିଲା ଟାଙ୍ଗି ଥାନା ଅନ୍ତର୍ଗତ ୧୬ ନଂ ଜାତୀୟ ରାଜପଥ ଦିକ୍ଷୀତପଡା ନିକଟରେ ରବିବାର ଦୁର୍ଘଟଣା…

ମାଣ୍ଡିପଙ୍କାକୁ ନୂଆ ପଞ୍ଚାୟତ ଗଠନ ପାଇଁ ଜୋର୍‌ ଧରିଲା ଦାବି

ଦାରିଙ୍ଗବାଡ଼ି,୩ା୧୧ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଗଦାପୁର ପଞ୍ଚାୟତଠାରୁ ବହୁ ଦୂରରେ ରହିଥିବା ମାଣ୍ଡିପଙ୍କା ଗ୍ରାମକୁ ପଞ୍ଚାୟତ ଭାବେ ଗଠନ କରାଯିବାକୁ ଅଞ୍ଚଳବାସୀ ଦାବି ଉଠାଇବା ସହ ଟେଲି କମ୍ୟୁନିକେଶନ ସଂଯୋଗ ଦାବି କରିଛନ୍ତି। ପ୍ରକାଶ ଯେ, ମାଣ୍ଡିପଙ୍କାରେ ଆମ୍ବଟାକୁଆ…

ଭୋକ ମେଣ୍ଟାଇବାକୁ ଖାଉଛନ୍ତି ଆମ୍ବଟାକୁଆ, ଅସୁସ୍ଥ ହେଲେ ୨ ଟଙ୍କା ପାରାସିଟାମଲ କିଣିବାକୁ ୨ ଶହ ଟଙ୍କା ଖର୍ଚ୍ଚ କରୁଛନ୍ତି ଦୁର୍ଗମ ଅଞ୍ଚଳବାସୀ

ଦାରିଙ୍ଗବାଡ଼ି,୩ା୧୧ଅରୁଣ ସାହୁ): ମାଣ୍ଡିପଙ୍କାରେ ଆମ୍ବଟାକୁଆ ଖାଇବା ଘଟଣାରେ ୨ ଜଣଙ୍କ ମୃତ୍ୟୁ ଏବଂ ୬ ଜଣ ଏବେ ମଧ୍ୟ ଚିକିତ୍ସାଧୀନ ଅବସ୍ଥାରେ ଅଛନ୍ତି। ଏଭଳି ଅଭାବନୀୟ ଘଟଣା ଘଟିବା ପରେ ମାଣ୍ଡିପଙ୍କାକୁ ନେତା, ଅଫିସରଙ୍କ ସୁଅ ଛୁଟିଛି। ଶନିବାର ଜି.ଉଦୟଗିରି ବିଧାୟକ…

ଓଡିଶାରୁ ପଶ୍ଚିମବଙ୍ଗକୁ ଗଡୁଛି ଚୋରା ବାଲି ଗାଡ଼ି: ଜବତ ଗାଡି ଛାଡିଲେ ହେବ ଗଣ ଆନ୍ଦୋଳନ

ଭୋଗରାଇ,୩।୧୧(ପ୍ରଦୀପ ଦାସ): ବାଲେଶର ଜିଲାରେ ଚାଲିଛି ବାଲି ମାଫିଆଙ୍କ ରାଜୁତି। ଶତାଧିକ ଟ୍ରାକ୍ଟର ଓ ଡମ୍ପରରେ ବ୍ୟାପକ ଭାବେ ବାଲି ଦିନରାତି ପଶ୍ଚିମବଙ୍ଗକୁ ଚୋରା ଚାଲାଣ ହେଉଛି। ଏହାକୁ ରୋକିବା ତ’ ଦୂରର କଥା ସ୍ଥାନୀୟ ପୋଲିସ ପ୍ରଶାସନ ଓ ଖଣି…

ମଦବୋଝେଇ ମିନି ଟ୍ରକ୍‌-ଆମ୍ବୁଲାନ୍ସ ଧକ୍କା: ଲୋକ ବୋହିନେଲେ ମଦପେଟି

ଚଣ୍ଡିଖୋଲ,୩।୧୧(ପ୍ରଦୀପ୍ତ କୁମାର ପୃଷ୍ଟି): ଯାଜପୁର ଜିଲା ବଡ଼ଚଣା ଥାନା ଅନ୍ତର୍ଗତ ୧୬ନଂ. ଜାତୀୟ ରାଜପଥର ବଡ଼ଚଣା ଛକ ନିକଟରେ ଶନିବାର ସକାଳେ ଦୁର୍ଘଟଣା ଘଟିଛି। ଏକ ମଦ ବୋଝେଇ ମିନି ଟ୍ରକ୍‌କୁ ଆମ୍ବୁଲାନ୍ସ ଧକ୍କା ଦେବାରୁ ଘଟଣାସ୍ଥଳରେ ମଦ ବୋଝେଇ ଗାଡ଼ି…

ଆଜିଠାରୁ ମାଟ୍ରିକ ପରୀକ୍ଷା ପାଇଁ ଫର୍ମ ପୂରଣ ଆରମ୍ଭ, ଜାଣନ୍ତୁ ସବିଶେଷ ସୂଚନା…

ଭୁବନେଶ୍ୱର,୩।୧୧: ୨୦୨୫ ମାଟ୍ରିକ ପରୀକ୍ଷା ଲାଗି ଫର୍ମ ପୂରଣ ରବିବାରଠାରୁ ଆରମ୍ଭ ହୋଇଛି। ଏହା ନଭେମ୍ବର ୧୮ ତାରିଖ ରାତି ୧୧.୪୫ ମିନିଟ୍‌ଯାଏ ଚାଲିବ। ଉଭୟ ରେଗୁଲାର ଏବଂ ଏକ୍ସ ରେଗୁଲାର ପରୀକ୍ଷା ଲାଗି ଅନ୍‌ଲାଇନ୍‌ରେ ଫର୍ମ ପୂରଣ କରାଯାଉଛି। bseodisha.ac.inରେ…

ଦୀପାବଳି ଛୁଟିରେ ବୁଲିବାକୁ ଯାଉଥିଲେ ୪ ସାଙ୍ଗ, ଗଛରେ ପିଟିହେଲା କାର୍‌

ବୌଦ୍ଧ,୩।୧୧(ଅଜିତ କୁମାର ବାରିକ): ଭାରସାମ୍ୟ ହରାଇ ଗଛରେ ପିଟି ହେଲା କାର୍‌। ଦୁର୍ଘଟଣାରେ ଚାରି ଜଣ ସାଙ୍ଗ ଗୁରୁତର ହୋଇଛନ୍ତି। ବୌଦ୍ଧ କନ୍ଧମାଳ ସୀମାନ୍ତ ଘୋଡାଡିଆଁ ନିକଟରେ ଏହି ଦୁର୍ଘଟଣା ଘଟିଛି। ଆହତମାନେ ହେଲେ ଶ୍ରୀରାମ ଅଗ୍ରୱାଲ , କ୍ରିସ ଅଗ୍ରୱାଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?