ଆଠଗଡ଼ ବିଡିଓଙ୍କ କୋଟି କୋଟି ଟଙ୍କାର ସମ୍ପତ୍ତି; ଗିରଫ କଲା ଭିଜିଲାନ୍ସ
କଟକ, ୮ା୮: ଆଠଗଡ଼ ବିଡିଓ ପ୍ରଦୀପ ସାହୁଙ୍କୁ ଗିରଫ କରିଛି ଭିଜିଲାନ୍ସ। ଆୟ ବହିର୍ଭୂତ ସଂପତ୍ତି ଠୁଳ ମାମଲାରେ ଚଢ଼ାଉ ପରେ ତାଙ୍କୁ ଗିରଫ କରାଯାଇଛି । ଚଢ଼ାଉ ସମୟରେ ପ୍ରଦୀପଙ୍କ ଘରୁ ବିପୁଳ ସଂପତ୍ତି ଠାବ କରିଥିଲା ଭିଜିଲାନ୍ସ। ଭିଜିଲାନ୍ସର…
ପଶ୍ଚିମବଙ୍ଗରୁ ଆସୁନି ଆଳୁ: ନବୀନଙ୍କୁ ଟାର୍ଗେଟ କଲେ ଯୋଗାଣ ମନ୍ତ୍ରୀ, କହିଲେ…
ଭୁବନେଶ୍ୱର,୮।୮: ହୁ ହୁ ହୋଇ ବଢୁଛି ଆଳୁ ରେଟ୍। ନା ଲାଗୁଛି ଲଗାମ ନା ବାହାର ରାଜ୍ୟରୁ ଆସିପାରୁଛି ଆଳୁ। କ୍ରମାଗତ ଭାବେ ଆଳୁ ଦର ବଢ଼ି ଚାଲିଥିବାବେଳେ ଯୋଗାଣ ବିଭାଗର ଅଧିକାରୀ କିନ୍ତୁ ବେଫିକର ଅଛନ୍ତି। ଆଳୁ କିଲୋ ୩୨…
ଉପମୁଖ୍ୟମନ୍ତ୍ରୀଙ୍କ ନାଁରେ ଆସିଲା ବଡ଼ ଅଭିଯୋଗ, ସତ୍ୟପାଠରେ…
ଭୁବନେଶ଼୍ବର, ୦୮।୦୮: ଓଡ଼ିଶାର ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ନାମରେ ଏକ ବଡ଼ ଅଭିଯୋଗ ଆସିଛି । ଚଳିତ ବର୍ଷ ହୋଇଥିବା ବିଧାନସଭା ନିର୍ବାଚନରେ ସେ ସତ୍ୟପାଠରେ ତଥ୍ୟ ଲୁଚାଇଥିବା ଅଭିଯୋଗ ହୋଇଛି । ଏହି ଅଭିଯୋଗ ଆଣିଛନ୍ତି ନିର୍ବାଚନରେ ପରାଜିତ…
ବଡ଼ ବୟାନ ଦେଲେ ମନ୍ତ୍ରୀ; ଓଡ଼ିଶାରେ ଆଉ ଖୋଲିବ ନାହିଁ ମଦ ଦୋକାନ
ଭୁବନେଶ୍ୱର, ୮ା୮: ରାଜ୍ୟରେ ଦେଶୀ ମଦ ବନ୍ଦ କରିବାକୁ କଥା ଦେଇ ସରକାରକୁ ଆସିଥିବା ଭାଜପା ସରକାର ଓଡ଼ିଶାରେ ଆଉ ମଦ ଦୋକାନ ନ ଖୋଲିବାକୁ ନିଷ୍ପତ୍ତି ନେଇଛନ୍ତି। ଏନେଇ ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ବଡ଼ ବୟାନ ଦେଇଛନ୍ତି। ”ଓଡ଼ିଶାରେ ଚୋରା…
ଭଦ୍ରକକୁ ମିଳିଲା ନୂଆ ଜିଲାପାଳ
ଭଦ୍ରକ,୮ା୮: ଆଇଏଏସ୍ ସ୍ତରରେ ରାଜ୍ୟ ସରକାର ବଡ଼ ଧରଣର ଅଦଳବଦଳ କରିଛନ୍ତି। ଭଦ୍ରକ ଜିଲାପାଳ ସିଦ୍ଧେଶ୍ୱର ବଳିରାମ ବନ୍ଦୋରଙ୍କ ସମ୍ବଲପୁର ଜିଲାକୁ ବଦଳି ହୋଇଥିବା ବେଳେ ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗ ନିର୍ଦ୍ଦେଶକ ଦିଲ୍ଲୀପ ରାଉତରାୟଙ୍କୁ ଭଦ୍ରକ ଜିଲାପାଳ…
ତଟ ମୁକୁଳା, ଅସୁରକ୍ଷିତ ଉପକୂଳ ଓଡ଼ିଶା
ପାରାଦୀପ, ୮ା୮(ଶରତ ରାଉତ): ବାଂଲାଦେଶରେ ରାଜନୈତିକ ଅସ୍ଥିରତା ଯୋଗୁ ସେଠାକାର ନାଗରିକ ଉପକୂଳ ସୀମା ଦେଇ ଭାରତର ଓଡ଼ିଶା ଓ ପଶ୍ଚିମବଙ୍ଗ ରାଜ୍ୟରେ ପ୍ରବେଶ କରିପାରନ୍ତି। ପୂର୍ବରୁ ଉପକୂଳ ଓଡ଼ିଶାରେ ବାଂଲାଦେଶ ନାଗରିକମାନେ ଅବାଧରେ ସେମାନଙ୍କ କାୟା ବିସ୍ତାର କରି ସାରିଛନ୍ତି।…
ସିରିଆଲ-ଫିଲ୍ମରେ ଶିଶୁଙ୍କ ନିୟୋଜନ ନେଇ କଟକଣା
ଭୁବନେଶ୍ୱର,୮ା୮(ଶର୍ମିଷ୍ଠା ପାଣିଗ୍ରାହୀ): ମନୋରଞ୍ଜନ ଶିଳ୍ପ ଓ ବ୍ୟବସାୟିକ ମନୋରଞ୍ଜନ କାର୍ଯ୍ୟକ୍ରମରେ ଶିଶୁ ଏବଂ କିଶୋରଙ୍କୁ ନିୟୋଜନ ନେଇ କେତେକ କଟକଣା ଲଗାଯାଇଛି। ଏନେଇ ଓଡ଼ିଶା ରାଜ୍ୟ ଶିଶୁ ଅଧିକାର ସୁରକ୍ଷା ଆୟୋଗ(ଓଏସ୍ସିପିସିଆର୍) ପକ୍ଷରୁ ଏକ ଆଡଭାଇଜରି ଜାରି କରାଯାଇଛି। ପୋକ୍ସୋ ଆକ୍ଟ,…
ଓଡ଼ିଶାକୁ ପଶି ଆସିବେ ବାଂଲାଦେଶୀ! ସମୁଦ୍ର ତଟରେ କଡ଼ା ନଜର
ପୁରୀ, ୮ା୮(ଅଜିତ୍ କୁମାର ମହାନ୍ତି): ଆରକ୍ଷଣକୁ ନେଇ ପଡ଼ୋଶୀ ଦେଶ ବାଂଲାଦେଶରେ ହିଂସା ଓ ରାଜନୈତିକ ସଙ୍କଟ ଉଗ୍ର ରୂପ ନେଇଛି। ଶେଖ୍ ହାସିନା ସରକାରଙ୍କ ପତନ ପରେ ବାଂଲାଦେଶ ଜଳୁଛି। ବାଂଲାଦେଶରେ ବ୍ୟାପକ ଅରାଜକତା ବଢ଼ିଥିବାବେଳେ ହିଂସାକାଣ୍ଡ ଓ ପୋଡ଼ାଜଳା…
ଯୋଗାଣ ବିଭାଗର ଚଢ଼ାଉ ଲୋକଦେଖାଣିଆ
କଟକ,୮ା୮ (କାର୍ତ୍ତିକ ସାହୁ): କ୍ରମାଗତ ଭାବେ ଆଳୁ ଦର ବଢ଼ି ଚାଲିଥିବାବେଳେ ଯୋଗାଣ ବିଭାଗର ଅଧିକାରୀ କିନ୍ତୁ ବେଫିକର ଅଛନ୍ତି। ଆଳୁ କିଲୋ ୩୨ ଟଙ୍କାରେ ବିକ୍ରି କରିବାକୁ ସରକାର କଡ଼ା ନିର୍ଦ୍ଦେଶ ଦେଇଥିଲେ ମଧ୍ୟ ବାସ୍ତବ କ୍ଷେତ୍ରରେ ୫୦ ଟଙ୍କା…
ତଲାବିରା: ଫସିଲେ ନବୀନ!
ଭୁବନେଶ୍ୱର,୮।୮(ସୁନିତ୍ ମିଶ୍ର): ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଏବଂ କୋଇଲା ଦୁର୍ନୀତି ପ୍ରସଙ୍ଗକୁ ନେଇ ରାଜନୀତି ଜୋର୍ ଧରିଛି। ହିଣ୍ଡାଲ୍କୋ ନାଁରେ ସିବିଆଇ ଏତଲା ରୁଜୁକରିବା ପରେ ଅଡୁଆ ବଢ଼ିଥିବା କୁହାଯାଉଛି। ଯେହେତୁ ୨୦୦୫ରେ ହିଣ୍ଡାଲ୍କୋକୁ…
ଭିଜିଲାନ୍ସ ଜାଲରେ ଆଠଗଡ଼ ବିଡିଓ, ସମ୍ପତ୍ତି ଦେଖି ଭିଜିଲାନ୍ସ ତାଜୁବ
କଟକ,୮ା୮ (କାର୍ତ୍ତିକ ସାହୁ): କଟକ ଜିଲା ଆଠଗଡ଼ ବିଡିଓ ପ୍ରଦୀପ କୁମାର ସାହୁ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ଭିଜିଲାନ୍ସର ୮ଟି ଟିମ୍ ଏକକାଳୀନ ବିଡିଓ ସାହୁଙ୍କ ଆଠଗଡ଼ସ୍ଥିତ ସରକାରୀ କାର୍ଯ୍ୟାଳୟ ସମେତ ଭୁବନେଶ୍ୱର, ଖୋର୍ଦ୍ଧା, ନୟାଗଡ଼ର ୮ଟି ସ୍ଥାନରେ ବୁଧବାର ଚଢ଼ାଉ…
୧୨ରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି
ଭୁବନେଶ୍ୱର,୮।୮(ସୁନିତ୍ ମିଶ୍ର): ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଆସନ୍ତା ୧୨ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ବନ୍ଦ ରହିବ। ଜନ ଅଭିଯୋଗ ଶୁଣାଣିର ପରବର୍ତ୍ତୀ ତାରିଖ ଜନସାଧାରଣଙ୍କୁ ଗଣମାଧ୍ୟମ ଜରିଆରେ ଜଣାଇଦିଆଯିବ ବୋଲି ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ…
Archives


