ରାଜ୍ୟ

ଟ୍ରଲରକୁ ଧକ୍କା ଦେଲା ମାରୁତି ଭ୍ୟାନ୍‌: ୫ମୃତ, ୫ ଗୁରୁତର

ହେମଗିର,୨,୧୧(ଚୈତନ୍ୟ ପଟେଲ): ସୁନ୍ଦରଗଡ ଜିଲା ହେମଗିର ଥାନା ସ୍ଥିତ କନ୍ଦାଧୁଡା ଓ ଟପରିଆ ରାସ୍ତାରେ ଛିଡା ହୋଇଥିବା ଟ୍ରଲରକୁ ପଛରୁ ଧକ୍କା ଦେଲା ମାରୁତି ଇକୋ। ଫଳରେ ୫ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୫ ଗୁରୁତର ହୋଇଛନ୍ତି। ଘଟଣାସ୍ଥଳରେ ହେମଗିର…

ରେଳ ଧାରଣା ପାର୍‌ ହେଉଥିବାବେଳେ ମାଲଗାଡ଼ି ଧକ୍କାରେ ଦନ୍ତା ହାତୀର ମୃତ୍ୟୁ

ଢେଙ୍କାନାଳ ଅଫିସ,୨ । ୧୧(ରତନ ନାୟାର): ଢେଙ୍କାନାଳ ଜିଲା ମୋଟଙ୍ଗା ଥାନା ସଦର ରେଞ୍ଜ ଚିନ୍ତା ପୋଖରୀଠାରେ ରେଳ ଧାରଣା ପାର ହେଉଥିବା ବେଳେ ଶନିବାର ମାଲଗାଡ଼ି ଧକ୍କାରେ ଏକ ଦନ୍ତା ହାତୀର ମୃତ୍ୟୁ ଘଟିଛି । ହାତୀଟିର ବୟସ ୧୨…

ଟୁଇନ୍‌ ସିଟିରେ ଘନ କୁହୁଡ଼ି, ମୁହଁକୁ ମୁହଁ ଦିଶୁନି

ଭୁବନେଶ୍ୱର,୨।୧୧: ଆଜି ଭୋରରୁ ଟୁଇନ୍‌ ସିଟିରେ ଘନ କୁହୁଡ଼ି ଦୃଶ୍ୟମାନ ହେଉଛି। ଫଳରେ ଗାଡ଼ି ଚଳାଚଳରେ ବାଧା ଉପୁଜିଛି। ଏତେ କୁହୁଡ଼ି ଯେ, ମୁହଁକୁ ମୁହଁ ଦିଶୁନାହିଁ। ୧୦୦ ମିଟର ଦୂରତାରୁ ମଧ୍ୟ ମୁହଁ ଦିଶୁନି। ଦୀପାବଳିରେ ପ୍ରବଳ ବାଣ ଫୁଟାଇବାରୁ…

ଓୟୋ ହୋଟେଲରେ ନାବାଳିକାଙ୍କୁ ଗଣବଳାତ୍କାର

ଭୁବନେଶ୍ୱର,୨।୧୧(ସତ୍ୟଜିତ୍‌ ରାଉତ): ଭୁବନେଶ୍ୱରରେ ପୁଣି ଏକ ଲଜ୍ଜାଜନକ ଘଟଣା ଘଟିଛି। ଜଣେ ନାବାଳିକାଙ୍କୁ ମୃଦୁପାନୀୟରେ ନିଶା ଦେଇ ୪ଜଣ ଯୁବକ ଏକ ଓୟୋ ହୋଟେଲରେ ଗଣବଳାତ୍କାର କରିଛନ୍ତି। ଏଥିସହ ବଳାତ୍କାର ସମୟର ଭିଡିଓ ଭାଇରାଲ କରିବାର ଧମକ ଦେଇ ପୀଡ଼ିତା ଓ…

ନାବାଳିକାଙ୍କ ଆପତ୍ତିଜନକ ଫଟୋ ଉଠାଇ ଧମକ,ଯୁବକ ଗିରଫ ମାରିବାକୁ କଟୁରୀ ଧରି ଖୋଜୁଥିଲେ

ଭୁବନେଶ୍ୱର୧,ା୧୧(ସୂର୍ଯ୍ୟକାନ୍ତ ବେହେରା): ବନ୍ଧୁ ହୋଇ ନାବାଳିକା ଛାତ୍ରୀଙ୍କ ସହ ବିଶ୍ୱାସଘାତକତା କଲେ ଜଣେ ଯୁବକ। ଅଚେତ ଅବସ୍ଥାରେ ଛାତ୍ରୀଙ୍କ ଆପତ୍ତିଜନକ ଫଟୋ ଉଠାଇ ତାଙ୍କୁ ବ୍ଲାକମେଲ ସହ ବିବାହ କରିବା ଜିଦ କରି ତାଙ୍କୁ କଟୁରୀ ସାହାଯ୍ୟରେ ମାରିବା ପାଇଁ ପ୍ରୟାସ…

ମଧ୍ୟାହ୍ନ ଭୋଜନରେ ନାହିଁ ଡାଲି କି ଅଣ୍ଡା ମାଗିବାରୁ ଶିକ୍ଷୟିତ୍ରୀ କହୁଛନ୍ତି ଲଙ୍କା, ଲୁଣ ଲଗେଇ ଖା

କଳିଙ୍ଗନଗର,୧।୧୧(ଶୁଭାଶିଷ ରାଉତ): ଯାଜପୁର ଜିଲା ଦାନଗଦି ବ୍ଲକ ଟୋଲକାନି ଝାଡଶ୍ୱର ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନରେ ଖାଲି ଭାତ ଖାଇବାକୁ ଦିଆଯାଉଛି। ଶୁକ୍ରବାର ମଧ୍ୟାହ୍ନ ଭୋଜନରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରୀଛାତ୍ରମାନଙ୍କୁ କେବଳ ଭାତ ଖାଇବାକୁ ଦିଆଯାଇଥିଲା। ପିଲାମାନେ ତରକାରି ମାଗିବାରୁ…

ଅଯୋଗ୍ୟ ସୁଭଦ୍ରା ହିତାଧୀକାରୀଙ୍କ ପାଇଁ ବଡ଼ ଖବର, ଉପମୁଖ୍ୟମନ୍ତ୍ରୀ କହିଲେ…

ସୁଭଦ୍ରା ଯୋଜନା ପାଇଁ ପ୍ରସ୍ତୁତ ହେବ ନୂଆ ଗାଇଡ୍‌ଲାଇନ। ଆବେଦନ କରି କଟିଯାଇଥିବା ହିତାଧିକାରୀ ଏହି ଯୋଜନାରେ ପୁଣି ସାମିଲ ହେବେ । କେଉଁ ଆଧାରରେ କଟାଗଲା ସେ ସବୁର ପରୀକ୍ଷାନିରୀକ୍ଷା କରାଯିବ। ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଗୁରୁବାର ଏ ନେଇ…

ଆୟବର୍ହିଭୁତ ସମ୍ପତ୍ତି ଠୁଳ ଅଭିଯୋଗ, ଜେଲ ଗଲେ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ

ଭବାନୀପାଟଣା, ୧।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଥୁଆମୁଲ ରାମପୁର ବ୍ଲକ କାଣୀଗୁମା ପଞ୍ଚାୟତ କାର୍ଯ୍ୟ ନିର୍ବାହୀ ଅଧିକାରୀ (ପିଇଓ) ସନ୍ୟାସୀ ନାୟକଙ୍କୁ ଆୟବର୍ହିଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଶୁକ୍ରବାର ଭିଜିଲାନ୍ସ ଗିରଫ କରିଛି। ଗିରଫ କରିବା ପରେ ତାଙ୍କୁ କୋର୍ଟ…

ଏହି ୨ ଦିନ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି

ଭୁବନେଶ୍ୱର,୧।୧୧: ନଭେମ୍ବର ୪ ଓ ୧୧ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ। ଆସନ୍ତା ନଭେମ୍ବର ୪ ତାରିଖ (ସୋମବାର) ଏବଂ ନଭେମ୍ବର ୧୧ତାରିଖ (ସୋମବାର) ୟୁନିଟ-୫, ଭୁବନେଶ୍ୱରସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠଠାରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି…

ଆମ୍ବ ଟାକୁଆ ଖାଇ ୨ ମୃତ୍ୟୁ: ମୃତଦେହ ବ୍ୟବଚ୍ଛେଦ ବିଳମ୍ବକୁ ନେଇ କ୍ଷୋଭ ପ୍ରକାଶ କଲେ ବ୍ଲକ ଅଧ୍ୟକ୍ଷ

ଦାରିଙ୍ଗବାଡି,୧।୧୧(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଗଦାପୁର ପଞ୍ଚାୟତ ମାଣ୍ଡିପଙ୍କା ଗ୍ରାମରେ ଆମ୍ବ ଟାକୁଆ ଖାଇ ୨ ମୃତ୍ୟୁ ଏବଂ ୬ ଗୁରୁତର ଘଟଣାରେ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛ। ରୁନୁ ମାଝୀଙ୍କୁ ବ୍ରହ୍ମପୁର ବଡ଼ ମେଡିକାଲକୁ ନିଆଯାଉଥିବା…

ଧନତେରସରେ ସିଟି/ଜିଏସ୍‌ଟି ଚଢ଼ାଉ ପରେ ଭାଙ୍ଗିପଡିଲେ ସୁନା ବ୍ୟବସାୟୀ: ଦୀପାବଳି ସାରି ଶାନ୍ତିରେ ଶୋଇଗଲେ ଯେ, ଆଉ…

ଜୟପୁର,୧ା୧୧: ଧନତେରସରେ ସିଟି/ଜିଏସ୍‌ଟି ଚଢ଼ାଉ ପରେ ଭାଙ୍ଗିପଡ଼ିଲେ ସୁନା ବ୍ୟବସାୟୀ। ଘଟଣାର ୨ ଦିନ ପରେ ବୁଜିଲେ ଆଖି। ଏଭଳି ଅଭାବନୀୟ ଘଟଣା ଘଟିଛି କୋରାପୁଟ ଜିଲା ଜୟପୁରରେ। ଜୟପୁର ସହରର ମୁଖ୍ୟ ରାସ୍ତାରେ ଥିବା ନ୍ୟୁବାସବି ଜୁଏଲେରୀ ମାଲିକ ହରପ୍ରସାଦ…

ଗାଧୋଇବା ବେଳେ ଅଘଟଣ: ଭାସିଯାଇ ୨ ନିଖୋଜ

ଝାରସୁଗୁଡ଼ା,୧।୧୧: ଝାରସୁଗୁଡ଼ା ଜିଲା ଇବ୍‌ ନଦୀର ବୁଢ଼ୀପଦର ଘାଟରେ ଶୁକ୍ରବାର ଗାଧୋଇବା ବେଳେ ଏକ ଅଘଟଣ ଘଟିଛି। ପାଣିରେ ଭାସିଯାଇ ୨ଜଣ ନିଖୋଜ ହୋଇଯାଇଥିବା ଜଣାପଡିଛି। ନିଖୋଜ ୨ଜଣ ରାଜସ୍ଥାନର ବୋଲି ସୂଚନା ମିଳିଛି। ସେମାନେ ସହରରେ ବୁଲି ବୁଲି ବେପାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?