ରାଜ୍ୟ

‘ନବୀନଙ୍କୁ ହରାଇବାକୁ କଣ୍ଟାବାଞ୍ଜି ପଠାଯାଇଥିଲା’ ବିସ୍ଫୋରକ ବୟାନ ଦେଲେ…

ଭୁବନେଶ୍ୱର,୧।୧୧: କିଛିଦିନ ପୂର୍ବରୁ ବିଜେଡି ଛାଡିଥିବା ବରୀର ପୂର୍ବତନ ବିଧାୟିକା ସୁନନ୍ଦା ଦାସ ଭାଜପାରେ ଯୋଗ ଦେବାକୁ ଯାଉଛନ୍ତି। ଏନେଇ ତାଙ୍କ ସ୍ବାମୀ ଦେବୁଲି ଦାସ ସୂଚନା ଦେଇଛନ୍ତି। କିନ୍ତୁ ଏସବୁ ଭିତରେ ସେ ଏପରି ଏକ ବୟାନ ଦେଇଛନ୍ତି ଯାହା…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: କେନ୍ଦୁଝରରେ ହେବ ମେଗା ଷ୍ଟିଲ ପ୍ରକଳ୍ପ

କେନ୍ଦୁଝର,୧।୧୧(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ନିଶ୍ଚିତ ଭାବରେ ମେଗା ଇସ୍ପାତ କାରଖାନା ହେବ। ଶୁକ୍ରବାର ଏହା କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। କେନ୍ଦୁଝର ଜିଲା ଗସ୍ତରେ ଯାଇ ମୁଖ୍ୟମନ୍ତ୍ରୀ ମୋହନ ମାଝି ଖବରଦାତାଙ୍କୁ ଏଭଳି କହିଛନ୍ତି। ସେ କହିଛନ୍ତି ଯେ,…

ଏଣିକି ବାରରେ ନଚାଇଲେ ପଡ଼ିବ ମହଙ୍ଗା: ରଦ୍ଦ ହେବ…

ଭୁବନେଶ୍ୱର,୧।୧୧: ଏଣିକି ବାର ମାଲିକଙ୍କୁ ପଡ଼ିବ ମହଙ୍ଗା। ବାରରେ ଡାନ୍ସ କରାଇଲେ ରଦ୍ଦ ହେବ ଲାଇସେନ୍ସ । ଗୀତ ଛଡା ବାରରେ ନାଚକୁ ଅବକାରୀ ବିଭାଗ ସମ୍ପୂର୍ଣ୍ଣ ବ୍ୟାନ କରିଛି। ବିଭାଗ ପକ୍ଷରୁ ଆସିଥିବା ଗାଇଡ୍‌ଲାଇନକୁ ଉଲ୍ଲଙ୍ଘନ କଲେ କଠୋର କାର୍ଯ୍ୟାନୁଷ୍ଠାନ…

ଏହି ଦିନ ଭାଜପାରେ ସାମିଲ ହେବେ ସୁନନ୍ଦା ଦାସ

ଭୁବନେଶ୍ୱର,୧।୧୧: ଆସନ୍ତା ୬ ତାରିଖରେ ଭାଜପାରେ ସାମିଲ ହେବେ ସୁନନ୍ଦା ଦାସ। ୬ ତାରିଖ ପୂର୍ବାହ୍ନରେ ଭାଜପା ରାଜ୍ୟ ମୁଖ୍ୟାଳୟରେ ସାମିଲ ହେବେ। ଏ ନେଇ ସୁନନ୍ଦାଙ୍କ ସ୍ବାମୀ ଦେବେନ୍ଦ୍ର ଦାସ ଶୁକ୍ରବାର ସୂଚନା ଦେଇଛନ୍ତି। ସୁନନ୍ଦାଙ୍କ ସ୍ବାମୀ ଦେବେନ୍ଦ୍ର କହିଛନ୍ତି,…

ଏବେ ନାହିଁ କୌଣସି ଲଘୁଚାପ: ୩ରୁ ୫ ତାରିଖ ଯାଏ ପାଗ ଶୁଖିଲା

ଭୁବନେଶ୍ୱର ,୧।୧୧: ଏବେ ନାହିଁ କୌଣସି ଲଘୁଚାପ। ଆସନ୍ତା ୭ଦିନ ମଧ୍ୟରେ ଲଘୁଚାପ ନେଇ କୌଣସି ସମ୍ଭାବନା ନଥିବା କହିଛନ୍ତି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ନିର୍ଦ୍ଦେଶିକା ମନୋରମା ମହାନ୍ତି। ସେ କହିଛନ୍ତି, ଲଘୁଚାପ ହେବାର କୌଣସି ସିଷ୍ଟମ ଏବେ…

ଆଇଏମଡି କଲା ଆଲର୍ଟ: ଆସୁଛି ଆଉ ଏକ ଲଘୁଚାପ!

ଭୁବନେଶ୍ୱର,୧।୧୧: ସୃଷ୍ଟି ହୋଇଛି ଆଉ ଏକ ଲଘୁଚାପ। ଏନେଇ ଆଲର୍ଟ କରିଛି ଭାରତୀୟ ପାଣିପାଗ ବିଭାଗ। ପାଣିପାଗ ବିଭାଗନୁସାରେ, ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହୋଇଥିବା ଆଶଙ୍କା କରାଯାଉଛି। ନଭେମ୍ବର ପ୍ରଥମ ସପ୍ତାହ ଅର୍ଥାତ୍‌ ୫ତାରିଖରୁ ୧୫ ମଧ୍ୟରେ…

ମାଛ ଧରିବା ଉପରେ ୭ ମାସ କଟକଣା

ଭୁବନେଶ୍ୱର,୧।୧୧: ଗହୀର ମଥା ସାମୁଦ୍ରିକ ଅଭୟାରଣ୍ୟରେ ଆଜିଠାରୁ ମେ ୩୧ ତାରିଖ ପର୍ଯ୍ୟନ୍ତ ୭ ମାସ ମାଛ ଧରିବା ଉପରେ ବନ ବିଭାଗ ପକ୍ଷରୁ କଟକଣା ଜାରି କରାଯାଇଛି। ବିରଳ ଅଲିଭ ରିଡଲେ କଇଁଛଙ୍କ ସୁରକ୍ଷା ପାଇଁ ଏହି କଟକଣା ଲାଗୁ…

ସ୍କ୍ରବ ଟାଇଫସ୍‌ ନେଲା ଆଉ ଜଣଙ୍କ ଜୀବନ

ବିନିକା,୧।୧୧: ସ୍କ୍ରବ ଟାଇଫସରେ ଆକ୍ରାନ୍ତ ହୋଇ ଶୁକ୍ରବାର ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି। ସମ୍ବଲପୁର ଜିଲା ବୁର୍ଲା ଏକ ଘରୋଇ ନର୍ସିଂ ହୋମ୍‌ରୁ ଏଭଳି ଘଟଣା ସାମ୍‌ନାକୁ ଆସିଛି। ୧୧ ଦିନ ଧରି ଚିକିତ୍ସାଧୀନ ଅବସ୍ଥାରେ ରୋଗୀଙ୍କ ମୃତ୍ୟୁ…

କେସିଙ୍ଗା ବ୍ଲକ ଅଧ୍ୟକ୍ଷଙ୍କ ନାମରେ ଅନାସ୍ଥା ପ୍ରସ୍ତାବ ସ୍ଥଗିତ, ଫେରିଗଲେ ଅଭିଯୋଗକାରୀ

କେସିଙ୍ଗା,୧ା୧୧(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧ୍ୟକ୍ଷ ଚନ୍ଦନ ସେନାପତିଙ୍କ ନାମରେ ଦୀର୍ଘ ୨୮ ଦିନ ଉପାଧ୍ୟକ୍ଷା ରାଜଲକ୍ଷ୍ମୀ ପଟ୍ଟନାୟକ, ସରପଞ୍ଚ ଓ ସମିତିସଭ୍ୟା/ସଭ୍ୟ ଗୁପ୍ତାବାସରେ ଥିଲେ। ଶୁକ୍ରବାର ଅନାସ୍ଥା ପ୍ରସ୍ତାବ ପାଇଁ ବ୍ଲକର ୧୮ ଜଣ ସରପଞ୍ଚ ,…

କମ୍ପାନୀକୁ କାମ କରିବାକୁ ଆସି ପୁଅ ନିଖୋଜ: ବଢୁଛି ସନ୍ଦେହ…

କଳିଙ୍ଗନଗର,୧।୧୧(ଶୁଭାଶିଷ ରାଉତ): ଯାଜପୁର ଜିଲା ନୀଳାଚଳ ଇସ୍ପାତ ନିଗମ ଲିମିଟେଡର ଭେଣ୍ଡର ପାର୍ଟନର ସତ୍ୟମ୍‌ ଏଣ୍ଟରପ୍ରାଇଜେସ ଅଧୀନରେ ହେଲପର ଭାବେ କାର୍ଯ୍ୟ କରୁଥିବା ସିଲୁ ପ୍ରଧାନ ଗତ ୩୦ ତାରିଖରୁ ନିଖୋଜ ଥିବା ନେଇ ନେଇ ଶୁକ୍ରବାର ପରିବାର ଲେକେ ଅଭିଯୋଗ…

ରତ୍ନଭଣ୍ଡାରକୁ ନେଇ ବଡ଼ ସୂଚନା ଦେଲେ ଆଇନମନ୍ତ୍ରୀ, କହିଲେ ଭିତରେ ନାହିଁ…

ଭୁବନେଶ୍ୱର,୧ା୧୧: ରତ୍ନଭଣ୍ଡାରକୁ ନେଇ ପୁଣି ଏକ ବଡ଼ ବୟାନ ଦେଇଛନ୍ତି ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ସେ କହିଛନ୍ତି, ରତ୍ନଭଣ୍ଡାର ଭିତରେ କୌଣସି ଗୁପ୍ତ କୋଠରି କିମ୍ବା ସୁଡ଼ଙ୍ଗ ନାହିଁ। ଯାହାକି ପ୍ରାଥମିକ ଆଲୋଚନାରୁ ଜଣାପଡ଼ିଛି। ଏନେଇ ଚୂଡ଼ାନ୍ତ ରିପୋର୍ଟକୁ ଆମେ ଅପେକ୍ଷା…

ଆମ୍ବ ଟାକୁଆ ଖାଇ ଚାଲିଗଲା ୨ ଜୀବନ, ମୃତ୍ୟୁ ସହ ସଂଗ୍ରାମ କରୁଛନ୍ତି ଆଉ ୫

ଦାରିଙ୍ଗବାଡ଼ି,୧ା୧୧(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ଏକ ବଡ଼ ଅଘଟଣ ଘଟିଛି। ଆମ୍ବ ଟାକୁଆ ଖାଇ ୨ ଜଣଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ ଉକ୍ତ ବ୍ଲକ ଗଦାପୁର ପଞ୍ଚାୟତ ମାଣ୍ଡିପଙ୍କା ଗ୍ରାମ ଦଡ଼ାସାହିର ରୁନୁ ମାଝୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?