ରାଜ୍ୟ

କୁଟ୍ଟେ, ଆଶିଷ ସିଂ ଟିକେଟ କଥା ବୁଝୁଥିଲେ: ସୁନନ୍ଦା

ଯାଜପୁର,୩୧ା୧୦(ହର୍ଷବର୍ଦ୍ଧନ ବେହେରା): ଗତ ନିର୍ବାଚନରେ ବିଜୁ ଜନତା ଦଳର ଟିକେଟ କଥା ବରିଷ୍ଠ ଅଫିସର ଡି.ଏସ. କୁଟ୍ଟେ ଓ ଆଶିଷ ସିଂହ ବୁଝୁଥିଲେ। ଏହା କହିଛନ୍ତି ବରୀର ପୂର୍ବତନ ବିଧାୟିକା ସୁନନ୍ଦା ଦାସ। ମଙ୍ଗଳବାର ସେ ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ…

ପରକୀୟା ପ୍ରୀତିରୁ ଆନାସ୍ଥେସିଆ ଦେଇ ସ୍ତ୍ରୀଙ୍କୁ ହତ୍ୟା

ଭୁବନେଶ୍ୱର,୩୧ା୧୦(ସତ୍ୟଜିତ୍‌ ରାଉତ): ଦୁଇ ପ୍ରେମିକାଙ୍କ ସହ ଥିବା ପରକୀୟା ପ୍ରୀତି ସମ୍ପର୍କ ମଝିରେ ବାଡ଼ ସାଜିଥିଲେ ସ୍ତ୍ରୀ। ଏଥିପାଇଁ ସ୍ତ୍ରୀଙ୍କୁ ସବୁଦିନ ପାଇଁ ହଟାଇବାକୁ ହୋଇଥିଲା ସୁଚିନ୍ତିତ ଷଡ଼ଯନ୍ତ୍ର। ହତ୍ୟାକାଣ୍ଡ ପାଇଁ ଆନାସ୍ଥେସିଆକୁ କରିଥିଲେ ଅସ୍ତ୍ର। ଭରତପୁର ଥାନା ଅନ୍ତର୍ଗତ ସାମପୁର…

ଜମି ପାଇଁ ହତ୍ୟା! ବାପା-ପୁଅ ମୃତ

ପୁରୀ, ୩୧ା୧୦: (ଅଜିତ୍‌ କୁମାର ମହାନ୍ତି): ପୁରୀରେ ବୁଧବାର ପୁଣି ୨ ଜଣଙ୍କ ମୁଣ୍ଡ ଗଡ଼ିଛି। ଏପରି ଏକ ଅଭାବନୀୟ ଘଟଣା ସଦର ଥାନା ଅନ୍ତର୍ଗତ ସମଙ୍ଗରା ଗ୍ରାମରେ ଘଟିଛି। ଜାଗାବାଡ଼ିକୁ କେନ୍ଦ୍ରକରି ୨ ପରିବାର ମଧ୍ୟରେ ମରଣାନ୍ତକ ଆକ୍ରମଣ ହୋଇଛି।…

ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ଆସିଲା ୭୧ ଲକ୍ଷର ବାତ୍ୟା ସହାୟତା

ଭୁବନେଶ୍ୱର,୩୧ା୧୦:(ସୁନିତ୍‌ ମିଶ୍ର): ବାତ୍ୟା ‘ଦାନା’ କ୍ଷତିଗ୍ରସ୍ତଙ୍କ ସହାୟତା ଓ ପରବର୍ତ୍ତୀ ପୁନରୁଦ୍ଧାର କାର୍ଯ୍ୟ ପାଇଁ ବୁଧବାର ଲୋକସେବା ଭବନଠାରେ ବିଭିନ୍ନ ସଂସ୍ଥା ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ସହାୟତା ରାଶି ପ୍ରଦାନ କରିଛନ୍ତି। ବାତ୍ୟା ବିପନ୍ନଙ୍କ ସହାୟତା ପାଇଁ ସେମାନଙ୍କ ଠାରୁ…

ଅନ୍ତ୍ୟୋଦୟ କାର୍ଡରେ ଜାଲିଆତି

ଭୁବନେଶ୍ୱର,୩୧ା୧୦(ଅନିଲ ଦାସ): ଅନ୍ତ୍ୟୋଦୟ ଅନ୍ନ ଯୋଜନା (ଏଏଓ୍ବାଇ)ରେ ଜାଲିଆତି ହେଉଛି। ବହୁ ଅଯୋଗ୍ୟ ବ୍ୟକ୍ତି ମାସକୁ ୩୫ କିଲୋ ଚାଉଳ ନେଉଛନ୍ତି। ରାଜ୍ୟରେ ପ୍ରାୟ ୧ ଲକ୍ଷ ହିତାଧିକାରୀ ଏଭଳି କାର୍ଡ ହାତେଇ ମାଗଣାରେ ଚାଉଳ ନେଉଛନ୍ତି। ଆର୍ଥିକ ଅବସ୍ଥା ଭଲ…

ରାତି ତାପମାତ୍ରା ୨ରୁ ୪ ଡିଗ୍ରୀ କମିବ

ଭୁବନେଶ୍ୱର,୩୧ା୧୦(ଅନୁରାଧା ମହାରଣା): ଏବେ ବି ଦିନରେ ପ୍ରବଳ ଖରା ଓ ଗରମ ଅନୁଭୂତ ହେଉଛି। ହେଲେ ରାତିରେ କୁହୁଡ଼ି ପଡ଼ିବା ସହ ଥଣ୍ଡା ଲାଗୁଛି। ଧୀରେ ଧୀରେ ରାଜ୍ୟରେ ତାପମାତ୍ରା କମିବା ସହ ଶୀତ ପଡ଼ିବ। ଗୁରୁବାରଠାରୁ ଉତ୍ତର ଭାରତ ପଟୁ…

ଯାତ୍ରାରେ ବନ୍ଦ ହେବ ଅଶ୍ଳୀଳ ନୃତ୍ୟ

ଭୁବନେଶ୍ୱର,୩୧ା୧୦(ସୁନିତ୍‌ ମିଶ୍ର): ଯାତ୍ରାରେ ଆଉ ଅଶ୍ଳୀଳ ନୃତ୍ୟ ପ୍ରଦର୍ଶନ ହେଇପାରିବନାହିଁ। ଖୋଲା ମଞ୍ଚ ଯାତ୍ରାରେ ନାଟକକୁ ନେଇ ଦର୍ଶକଙ୍କ ଭିତରେ କ୍ରେଜ୍‌ ବଢୁଛି। ହେଲେ ନାଟକରେ ଆଇଟମ୍‌ ଡ୍ୟାନ୍ସକୁ ନେଇ ଅନେକ ସମୟରେ ବିବାଦ ଦେଖାଦେଉଥିବାରୁ ଏହାକୁ ନେଇ ବିଭିନ୍ନ ପ୍ରକାର…

ନଭେମ୍ବର ୧ରୁ ଅଲିଭ୍‌ରିଡ୍‌ଲେ କଇଁଛ କଟକଣା ଆରମ୍ଭ

ରାଜନଗର, ୩୦ା୧୦(ଭାସ୍କର ରାଉତରାୟ): ନଭେମ୍ବର ୧ରୁ ଆରମ୍ଭ ହେଉଛି ଅଲିଭ ରିଡ୍‌ଲେ କଇଁଛ ଲାଗି କଟକଣା ଆରମ୍ଭ ହେବ। ବିରଳ ଅଲିଭ୍‌ ରିଡ୍‌ଲେଙ୍କ ଅନ୍ତୁଡ଼ିଶାଳ ଭାବେ ୧୪୩୭ ବର୍ଗ କି.ମି. ପରିମିତ ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟ ସମେତ ଧାମରା ମୁହାଣରୁ ଦେବୀ…

ଦୁଇ ଦିନିଆ କେନ୍ଦୁଝର ଆସିବେ ମୁଖ୍ୟମନ୍ତ୍ରୀ

କେନ୍ଦୁଝର( ନରେଶ ଚନ୍ଦ୍ର ପଟ୍ଟନାୟକ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଆସନ୍ତା କାଲିଠାରୁ ଦୁଇ ଦିନିଆ କେନ୍ଦୁଝର ଗସ୍ତରେ ଆସୁଛନ୍ତି। ମୁଖ୍ୟମନ୍ତ୍ରୀ ହେବା ପରେ ଏହା ତାଙ୍କର ୪ର୍ଥ ଥର ନିଜର ଜନ୍ମମାଟି ଗସ୍ତ । ସେ ମଧ୍ୟାହ୍ନରେ ସ୍ଵତନ୍ତ୍ର ଏୟାର…

୮୨ ବର୍ଷରେ ଓଡ଼ିଆରେ ଏମ୍‌ଏ ପାସ୍‌ କଲେ ଗୋପୀନାଥ

ରାଜକନିକା,୩୦ା୧୦(ସଞ୍ଜୟ କୁମାର ଦାଶ)ପାଠ ପଢ଼ିବାର ବୟସସୀମା ନ ଥାଏ। ସେଥିପାଇଁ ଦୃଢ଼ ଇଚ୍ଛାଶକ୍ତି ଓ ମନୋବଳର ଆବଶ୍ୟକତା ଅଛି। ବୟସ ଯେତେ ବି ହେଉ କୌଣସି ପ୍ରତିବନ୍ଧକ ସୃଷ୍ଟି କରି ପାରେନାହିଁ ବୋଲି ପ୍ରମାଣିତ କରିଛନ୍ତି କେନ୍ଦ୍ରାପଡ଼ା ଜିଲା ରାଜକନିକା ବ୍ଲକ…

ଦିଗପହଣ୍ଡିରେ ବୁଲୁଛି ମହାବଳ; ପାଦଚିହ୍ନ ଠାବ, ସନ୍ଧ୍ୟାରେ ଘରୁ ନ ବାହାରିବାକୁ ପରାମର୍ଶ

ଦିଗପହଣ୍ଡି,୩୦।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ-ଗଜପତି ଜିଲା ସୀମାନ୍ତ ଦିଗପହଣ୍ଡି ବ୍ଳକ ଖମ୍ବାରୀ ଗାଁ ପଞ୍ଚାୟତର ଆଦିବାସୀ ଗ୍ରାମ ପଦ୍ମପୁର ନିକଟସ୍ଥ ମକାବାଡରେ ମହାବଳ ବାଘର ପାଦ ଚିହ୍ନ କୁ ବନବିଭାଗ ପକ୍ଷରୁ ଚିହ୍ନଟ କରାଯାଇଛି। ବାଘ ବୁଲୁଥିବା ଖବର ବୁଧବାର ସକାଳେ…

କେନ୍ଦୁଝର ଜିଲା ଏନ୍‌ଏଚ୍‌, ଏକ୍ସପ୍ରେସ୍‌ ୱେ’ରେ ଲାଗିଲା କଟକଣା

କେନ୍ଦୁଝର,୩୦।୧୦(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଦେଇ ଯାଇଥିବା ଏନ୍‌ଏଚ୍‌ ଓ ଏକ୍ସପ୍ରେସ୍‌ ୱେ’ରେ ବେଆଇନ ଗାଡ଼ି ପାର୍କିଂ ଉପରେ ଲାଗିଲା କଟକଣା। ଜିଲାର ଏନ୍‌ଏଚ୍‌ ୨୦ (ରାମ ଚନ୍ଦ୍ରପୁର ରୁ ରିମୁଳି ରୁ ଚମ୍ପୁଆ) ,୪୯ ( ତୁରୁମୁଙ୍ଗା ଠାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?