ରାଜ୍ୟ

ଏମ୍‌କେସିଜିରେ ରାଗିଂ ଘଟଣା: ୫ ସନିୟର୍‌ ଛାତ୍ରଙ୍କୁ ୬ମାସ ଯାଏଁ କ୍ୟାମ୍ପସ୍‌ ମନା

ବ୍ରହ୍ମପୁର,୩୦।୧୦(ସୁବାସ ଚନ୍ଦ୍ର ପାଢ଼ୀ): ଵ୍ରହ୍ମପୁର ସ୍ଥିତ ଏମକେସିଜି ମେଡିକାଲ କଲେଜ ଓ ହସ୍ପିଟାଲରେ ଜଣେ ଏମବିବିଏସ ଦ୍ଵିତୀୟ ବର୍ଷ ଛାତ୍ରଙ୍କୁ ରାଗିଂ ଘଟଣାରରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ହୋଇଛି। ଏମ୍‌କେସିଜି ମେଡିକାଲ କଲେଜରେ ଆଣ୍ଟିଂ ରାଗିଂ କମିଟିର ବୈଠକ ପରେ ପ୍ରମାଣ ମିଳିବାରୁ…

ସରକାର ଲଗାଇଲେ କଟକଣା: ଏତିକି ବର୍ଷରୁ କମ୍ ପିଲା ଫୁଟାଇ ପାରିବେନି ବାଣ

ଭୁବନେଶ୍ୱର,୩୦।୧୦: ଦୀପାବଳି ପାଇଁ ରାଜ୍ୟ ସରକାର ସ୍ୱତନ୍ତ୍ର ନିର୍ଦ୍ଦେଶାବଳୀ ଜାରି କରିଛନ୍ତି। କେତେ ସମୟରୁ କେତେ ସମୟ ପର୍ଯ୍ୟନ୍ତ ଏବଂ କେଉଁ ବୟସର ଛୋଟ ପିଲାମାନେ ବାଣ ଫୁଟାଇ ପାରିବେ ସେନେଇ ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ପକ୍ଷରୁ ନିର୍ଦ୍ଦେଶାବଳୀ ଜାରି…

ଘରୋଇ ହସ୍ପିଟାଲକୁ ସିଲ୍‌ କରିବା ପାଇଁ ଉପଜିଲାପାଳଙ୍କ ନିର୍ଦ୍ଦେଶ

କଟକ,୩୦ା୧୦(ଶିଳ୍ପା ପ୍ରିୟଦର୍ଶିନୀ): କଟକ ସିଡିଏସ୍ଥିତ ନ୍ୟୁ ବର୍ନ ଆଣ୍ଡ୍‌ ପେ୍‌ ହେଲ୍‌ଥ ସେଣ୍ଟର ଘରୋଇ ହସ୍ପିଟାଲରେ ଚିକିତ୍ସା ଅବହେଳାରୁ ଶିଶୁ ମୃତ୍ୟୁ ଘଟଣାରେ ଜିଲା ପ୍ରଶାସନର କାର୍ଯ୍ୟାନୁଷ୍ଠାନ। କଟକ ଉପଜିଲାପାଳ ଜ୍ୟୋତିଶଙ୍କର ରାଏଙ୍କ ନେତୃତ୍ୱରେ ୪ ଜଣିଆ ଟିମ୍‌ ହସ୍ପିଟାଲରେ ପହଞ୍ଚି…

ସ୍ତ୍ରୀଙ୍କୁ ହତ୍ୟା ଉଦ୍ୟମ କରି ଜେଲ୍‌ ଗଲେ ସ୍ବାମୀ

ଦିଗପହଣ୍ଡି,୩୦ା୧୦:(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ଓ୍ବାର୍ଡ ନଂ.୨ ଅଧୀନ ମେଦିରି ସାହିରେ ରହୁଥିବା ଶଙ୍କର ନାୟକଙ୍କୁ ବୁଧବାର ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛନ୍ତି। କେସ୍‌ ନଂ ୪୨୧/୨୪ ଅନୁଯାୟୀ ଜାମିନ ଆବେଦନ ଖାରଜ ହେବାରୁ…

ପୁରୁଷୋତ୍ତମପୁର ତହସିଲଦାର ଭାବେ ଦାୟିତ୍ୱ ନେଲେ ବିନୋଦ ବେହେରା, କହିଲେ ରାଜସ୍ବ ସମମ୍ବନ୍ଧୀୟ ସେବା ଯେମିତି…

ପୁରୁଷୋତ୍ତମପୁର,୩୦ା୧୦(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ନୂତନ ତହସିଲଦାର ଭାବେ ବିନୋଦ କୁମାର ବେହେରା ବୁଧବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ଏହା ପୂର୍ବରୁ ସେ ଭୁବନେଶ୍ବର ମହାନଗର ନିଗମର ଡେପୁଟି କମିଶନର ଭାବେ କାର୍ଯ୍ୟ କରୁଥିଲେ। ଏଠାରେ ଥିବା ତହସିଲଦାର ଲୋପାମୁଦ୍ରା…

ନଭେମ୍ବର ୨୬ରୁ ବିଧାନସଭା ଶୀତକାଳୀନ ଅଧିବେଶନ

ଭୁବନେଶ୍ୱର,୩୦।୧୦: ନଭେମ୍ବର ୨୬ରୁ ଆରମ୍ଭ ହେବ ବିଧାନସଭା ଶୀତକାଳୀନ ଅଧିବେଶନ। ନଭେମ୍ବର ୨୬ରୁ ଆରମ୍ଭ ହୋଇ ଡିସେମ୍ବର ୩୧ ଯାଏଁ ଚାଲିବ। ବୁଧବାର ଏନେଇ ବିଧାନସଭା ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ରାଜ୍ୟରେ ନୂଆ ସରକାର ଆସିବା ପରେ ପ୍ରଥମ ଥର…

୩ୟ ପର୍ଯ୍ୟାୟ ସୁଭଦ୍ରା ଟଙ୍କାକୁ ନେଇ ବଡ଼ ଘୋଷଣା, ଏମାନଙ୍କୁ ମିଳିବ ଟଙ୍କା

ଭୁବନେଶ୍ୱର,୩୦।୧୦: ୩ୟ ପର୍ଯ୍ୟାୟ ସୁଭଦ୍ରା ଟଙ୍କାକୁ ନେଇ ଆସିଲା ବଡ଼ ଖବର। ଏନେଇ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ‘ସୁଭଦ୍ରା’ର ପ୍ରଥମ କିସ୍ତିର ୩ୟ ପର୍ଯ୍ୟାୟ ଟଙ୍କା ଖୁବଶୀଘ୍ର ମିଳିବ। ଏହି ପର୍ଯ୍ୟାୟରେ ବାକିଥିବା ଯୋଗ୍ୟ ହିତାଧିକାରୀଙ୍କୁ ଟଙ୍କା ଦିଆଯିବ…

କନଷ୍ଟେବଳ ନିଯୁକ୍ତି ଆବେଦନ ତାରିଖ ବୃଦ୍ଧିକଲେ ହାଇକୋର୍ଟ, ଜାଣନ୍ତୁ କେତେ ପର୍ଯ୍ୟନ୍ତ ବଢ଼ିଲା…

କଟକ,୩୦ା୧୦: ଓଡ଼ିଶାର ବିଭିନ୍ନ ବାଟାଲିଅନରେ କନଷ୍ଟେବଳ/ସିପାହୀ ନିଯୁକ୍ତି ଆବେଦନ ତାରିଖ ବୃଦ୍ଧି ପାଇଛି। ଆବେଦନ ପାଇଁ ବୁଧବାର ଥିବା ଶେଷ ତାରିଖକୁ ମାନ୍ୟବର ହାଇକୋର୍ଟ ବୃଦ୍ଧି କରିଛନ୍ତି। ନଭେମ୍ବର ୧୫ ପର୍ଯ୍ୟନ୍ତ ଆବେଦନ କରିପାରିବେ ବୋଲି କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଗତ…

ନଭେମ୍ବର ପହିଲାରୁ ନୂଆ ରାସନ କାର୍ଡ, ଯୋଗାଣ ମନ୍ତ୍ରୀଙ୍କ ବଡ଼ ସୂଚନା, ଏମାନଙ୍କ କଟିଲା ନାଁ…

ଭୁବନେଶ୍ୱର,୩୦।୧୦: ନଭେମ୍ବରରୁ ନୂଆ ରାସନ କାର୍ଡ ପାଇବେ ହିତାଧିକାରୀ। ଏନେଇ ସୂଚନା ଦେଇଛନ୍ତି ଖାଦ୍ୟ ଓ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର। ଯଦି ଆପଣ ମଧ୍ୟ ରାସନ କାର୍ଡ ଧାରକ ତେବେ ଆପଣଙ୍କ ପାଇଁ ସାମ୍ନାକୁ ଆସିଛି ବଡ଼ ଖବର। ରାସନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?