ରାତିରେ ମହିଳାଙ୍କ ଘରେ ପ୍ରବେଶ କରୁଥିଲେଏଏସଆଇ: ଧରିପକାଇ ପିଟିଦେଇଗଲେ ଲୋକେ, ଭିଡିଓ ଭାଇରାଲ୍
ନୟାଗଡ, ୧୧।୭(ଲୋକନାଥ ମିଶ୍ର): ନୟାଗଡ଼ ଜିଲାର ରଣପୁର ଥାନା ଅଞ୍ଚଳରେ ଜଣେ ଏଏସଆଇଙ୍କୁ ଅଟକ ରଖି ମାଡ଼ ମରାଯିବାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ୍ ହେବା ପରେ ଘଟଣାଟି ଚର୍ଚ୍ଚାର ବିଷୟ ପାଲଟିଛି। ତେବେ ଏହି ଘଟଣାକୁ ନେଇ ଏପର୍ଯ୍ୟନ୍ତ ଥାନାରେ…
ସାପକାମୁଡ଼ାରେ ଛାତ୍ରଙ୍କ ମୃତ୍ୟୁ: ବିଦ୍ୟାଳୟରେ ପଶି ଶିକ୍ଷୟିତ୍ରୀ-ଶିକ୍ଷକଙ୍କୁ ଘେରିଲେ ଗ୍ରାମବାସୀ, ପ୍ରଧାନଶିକ୍ଷୟିତ୍ରୀଙ୍କ ନିଲମ୍ବନ ପରେ…
ବୈଶିଙ୍ଗା,୧୧ା୭(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅନ୍ତର୍ଗତ ଗଡ଼ଦେଉଳିଆ ପ୍ରାଥମିକ ବିଦ୍ୟାଳୟର ଜନୈକ ୫ମ ଶ୍ରେଣୀ ଛାତ୍ର ସାପକାମୁଡ଼ାରେ ଗୁରୁତର ହୋଇ କଟକ ବଡ଼ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ବେଳେ ଶନିବାର ତାଙ୍କର ମୃତ୍ୟୁ ଘଟିଛି। ସୂଚନାଯୋଗ୍ୟ, ମଙ୍ଗଳବାର ହଷ୍ଟେଲରେ…
କୋରାପୁଟର ଜ୍ୟୋତିରେଖାଙ୍କୁ ଉପମୁଖ୍ୟମନ୍ତ୍ରୀଙ୍କ ଉଚ୍ଚ ପ୍ରଶଂସା, କହିଲେ ଆର୍ଥିକ ବିକାଶରେ…
କୋରାପୁଟ,୧୧ା୭(ଅମିତାଭ ବେହେରା): ସୁଭଦ୍ରା ଶକ୍ତି ଭିଜନ ସମ୍ମିଳନୀରେ ସକ୍ରିୟ ଅଂଶଗ୍ରହଣ ଓ ଗଠନମୂଳକ ପରାମର୍ଶ ପାଇଁ ଜିଲାସ୍ତରୀୟ ମହାସଂଘର ସଭାପତି ଜ୍ୟୋତିରେଖା ଚେଟ୍ଟୀଙ୍କୁ ଉପମୁଖ୍ୟମନ୍ତ୍ରୀ ତଥା ମହିଳା ଓ ଶିଶୁ ବିକାଶ, ମିଶନ ଶକ୍ତି ଏବଂ ପର୍ଯ୍ୟଟନମନ୍ତ୍ରୀ ପ୍ରଭାତୀ ପରିଡ଼ା ଧନ୍ୟବାଦ…
ଗୁଡ଼ାରୀକୁ ରେଳପଥ ସଂଯୋଗ ପାଇଁ ରେଳମନ୍ତ୍ରୀଙ୍କୁ ଚିଠି ଲେଖିଲେ ଏମ୍ପି, ଗୋପାଳପୁର-ରାୟଗଡ଼ା…
ଗୁଡ଼ାରୀ,୧୧ା୭(ପ୍ରମୋଦ କୁମାର ପତି): କୋରାପୁଟ ଏମ୍ପି ସପ୍ତଗିରି ଉଲାକା ଗୋପାଳପୁର-ରାୟଗଡ଼ା ପ୍ରସ୍ତାବିତ ନୂତନ ରେଳପଥର ଫାଇନାଲ ଲୋକେଶନ ସର୍ଭେ(FLS)ରେ ସାମାନ୍ୟ ପରିବର୍ତ୍ତନ କରି ଗୁଡ଼ାରୀକୁ ରେଳ ସଂଯୋଗ ପ୍ରଦାନ କରିବା ପାଇଁ ଶନିବାର କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କୁ ପତ୍ର ଲେଖିଛନ୍ତି।…
ରାତିଅଧରେ ଏଟିଏମ୍ ତାଡ଼ି ଥାର୍ ଗାଡ଼ିରେ ବାନ୍ଧି ନେଉଥିଲେ ଦୁର୍ବୃତ୍ତ, ଭୁକିଲା କୁକୁର, ଆଉ ତା’ ପରେ…
ଖଇରା,୧୧ା୭(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅନ୍ତର୍ଗତ ତୁଡ଼ିଗଡିଆ ବଜାରରେ ଥିବା ଇଣ୍ଡିଆ -୧ ଏଟିଏମ୍ ମେଶିନ ତାଡ଼ି ଦୃବୁର୍ତ୍ତମାନେ ଥାର୍ ଗାଡ଼ି ପଛରେ ବାନ୍ଧି ଘୋଷାଡ଼ି ଘୋଷାଡ଼ି ଲୁଟ୍ ଉଦ୍ୟମ କରିବା ଏବଂ ଦଉଡ଼ି ଛିଡ଼ିବା ତଥା କୁକୁରମାନେ…
ବିଦେଶୀ ମଦ ଦୋକାନ ଉପରେ ବୋମାମାଡ଼ କରି ଫେରାର ହୋଇଗଲେ ଦୁର୍ବୃତ୍ତ, ପୁରୁଣା କର୍ମଚାରୀଙ୍କ…
କୋଣାର୍କ,୧୧ା୭(ଜ୍ୟୋତିରାଜ ମହାନ୍ତି): କୋଣାର୍କ ବସ୍ଷ୍ଟାଣ୍ଡ ନିକଟରେ ନୂତନ କରି ଖୋଲିଥିବା ବିଦେଶୀ ମଦ ଦୋକାନକୁ ଜଣେ ଦୁର୍ବୃତ୍ତ ଶନିବାର ପୂର୍ବାହ୍ନରେ ତିନୋଟି ବୋମାମାଡ଼ କରି ଫେରାର ହୋଇଯାଇଥିବାବେଳେ ଦୁଇଟି ବୋମା ଘଟଣାସ୍ଥଳରେ ଫୁଟିଛି। ଆଉ ଏକ ଅଫୁଟା ବୋମାକୁ ପୋଲିସ ଜବତ…
ପାଠ୍ୟପୁସ୍ତକ ତ୍ରୁଟି: କଡ଼ା ପଦକ୍ଷେପ ନେଲେ ମୁଖ୍ୟମନ୍ତ୍ରୀ, SCERT ନିର୍ଦ୍ଦେଶକଙ୍କୁ ଏଫ୍ଆଇଆର୍ ଦାୟର କରିବାକୁ କହି…
ଭୁବନେଶ୍ୱର,୧୧ା୭(ସୁନିତ୍ ମିଶ୍ର): ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠ୍ୟ ପୁସ୍ତକରେ ତ୍ରୁଟି ଘଟଣାକୁ ଗମ୍ଭୀରତାର ସହ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶନିବାର ଏ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇ ସମଗ୍ର ପ୍ରକ୍ରିୟା ଉପରେ ଆପରାଧିକ ତଦନ୍ତ କରିବା…
କେଜିରୁ ପିଜି ନାମଲେଖା ଦ୍ୱନ୍ଦ୍ୱ ଦୂର ପାଇଁ ଆସିବ ଏସ୍ଓପି: ଉଚ୍ଚଶିକ୍ଷା ମନ୍ତ୍ରୀ
ଭୁବନେଶ୍ୱର, ୧୧।୭: ରାଜ୍ୟରେ କେଜିରୁ ପିଜି ପର୍ଯ୍ୟନ୍ତ ମାଗଣା ଶିକ୍ଷା ଯୋଜନା କାର୍ଯ୍ୟକାରୀ ହେବା ପରେ ନାମଲେଖା ପ୍ରକ୍ରିୟାକୁ ନେଇ ସୃଷ୍ଟି ହୋଇଥିବା ଦ୍ୱନ୍ଦ୍ୱ ଦୂର କରିବା ପାଇଁ ଖୁବ୍ଶୀଘ୍ର ଏକ ଷ୍ଟାଣ୍ଡାର୍ଡ ଅପରେଟିଂ ପ୍ରୋସିଜର (SOP) ଜାରି କରାଯିବ ବୋଲି…
ସିମେଣ୍ଟ ଖୁଣ୍ଟରେ ପିଟିହେଲା ବାଇକ୍, ଚାଲିଗଲା ଜଣଙ୍କ ଜୀବନ, ଆଉ ୩…
ଝରିଗାଁ,୧୧ା୭(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଅନ୍ତର୍ଗତ ନୂତନ କୋର୍ଟ ନିକଟରେ ବାଇକ୍ ଦୁର୍ଘଟଣା ଯୋଗୁ ବାଇକ୍ ଚାଳକଙ୍କ ମୃତ୍ୟୁ ହୋଇଥିବାବେଳେ ବାଇକ୍ରେ ଥିବା ଅନ୍ୟ ତିନି ଜଣ ଆହତ ହୋଇଛନ୍ତି। ସୂଚନାନୁଯାୟୀ, ଝରିଗାଁ ବ୍ଲକ ବଡ଼ଟେମେରା ପଞ୍ଚାୟତ…
ଆର୍ଆଇ କାର୍ଯ୍ୟାଳୟର ପାଚେରି ଭାଙ୍ଗିଲା, ସୁରକ୍ଷା ନେଇ ଚିନ୍ତା
କର୍ଲାମୁଣ୍ଡା,୧୧ା୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦର ରାଜସ୍ବ ନିରୀକ୍ଷକ (ଆର୍.ଆଇ.) କାର୍ଯ୍ୟାଳୟର ପାଚେରିର ଏକ ବଡ଼ ଅଂଶ ଭାଙ୍ଗିପଡ଼ିଛି। ଫଳରେ କାର୍ଯ୍ୟାଳୟ ପରିସରର ସୁରକ୍ଷା ବ୍ୟବସ୍ଥା ପ୍ରଭାବିତ ହୋଇଥିବା ସହ ସ୍ଥାନୀୟ ଲୋକଙ୍କ ମଧ୍ୟରେ ଚିନ୍ତା ପ୍ରକାଶ…
ଆସୁଛି ପୁଣି ଲଘୁଚାପ: ପ୍ରବଳ ବର୍ଷିବ, ଆଲର୍ଟ ଜାରି
ଭୁବନେଶ୍ୱର,୧୧।୬: ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଫଳରେ ରାଜ୍ୟରେ ଆଗାମୀ ୭ ଦିନ ଧରି ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଗାଙ୍ଗେଟିକ ୱେଷ୍ଟବେଙ୍ଗଲ ଓ ତା’ ପାଖାପାଖି ବାଂଲାଦେଶ ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି।…
ଆଉ ଜଣେ IPS ଦେଲେ ଇସ୍ତଫା, ଜାଣନ୍ତୁ କାହିଁକି…
ଭୁବନେଶ୍ୱର, ୧୧।୭: ଭୁବନେଶ୍ୱର DCP ଜଗମୋହନ ମୀନାଙ୍କ ସ୍ବେଚ୍ଛାକୃତ ଅବସର ଚର୍ଚ୍ଚା ଥମିନଥିବା ବେଳେ ଏବେ ଓଡ଼ିଶା କ୍ୟାଡରର ଆଉ ଜଣେ ଯୁବ IPS ଅଫିସର ଚାକିରିରୁ ଇସ୍ତଫା ଦେଇଛନ୍ତି। ଚାକିରିରେ ଯୋଗଦେବାର ପ୍ରାୟ ଦୁଇ ବର୍ଷ ନପୁରୁଣୁ ସେ ନିଜ…

