ରାଜ୍ୟ

କେବେ ଦୀପାବଳି? ମୁକ୍ତିମଣ୍ଡପର ନିଷ୍ପତ୍ତ ପରେ କାଶୀ ପଣ୍ଡିତଙ୍କ ମଧ୍ୟରେ ସୃଷ୍ଟିହେଲା ଝଡ

ନୂଆଦିଲ୍ଲୀ,୨୯।୧୦: ଦୀପାବଳି କେବେ ? ଅକ୍ଟୋବର ୩୧ କିମ୍ବା ନଭେମ୍ବର ୧? ଏହାକୁ ନେଇ ଲୋକେ ଦ୍ୱନ୍ଦ୍ୱରେ ଅଛନ୍ତି। କେବଳ ସାଧାରଣ ଲୋକେ ନୁହନ୍ତି, ଚଳିତ ବର୍ଷ ପାଞ୍ଜିକୁ ନେଇ ଦେଖା ଦେଇଛି ଦ୍ବନ୍ଦ୍ବ। କେତେବେଳେ କାର୍ତ୍ତିକ ବ୍ରତ ତ, କେତେବେଳେ…

ମହିଳା ଯାତ୍ରୀଙ୍କୁ ଧକ୍କା ଦେଇ ଛାତି ଉପରେ ଚଢ଼ିଗଲା ‘ମୋ ବସ୍‌’

କଟକ,୨୯ା୧୦ (କାର୍ତ୍ତିକ ସାହୁ) କଟକ ନେତାଜୀ ବସ୍‌ ଟର୍ମିନାଲ (ସିଏନ୍‌ବିଟି) ଭିତରେ ମୋ ବସ୍‌ (ଓଡି-୩୩-ଭି-୨୮୯୫) ଚଢ଼ିଯିବାରୁ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ ସିଡିଏ ମର୍କତନଗର ଅଞ୍ଚଳର ସରସ୍ବତୀ ଗୋଚ୍ଛାୟତ(୬୦)। ଏହି ବିଷାଦପୂର୍ଣ୍ଣ ଘଟଣାଟି ମଙ୍ଗଳବାର ସନ୍ଧ୍ୟା…

ମରିବା ପୂର୍ବରୁ ସାନଭାଇକୁ ବଡ଼ ଭାଇର ଶେଷ ପ୍ରଶ୍ନ, ବାବୁରେ ମୋତେ କି ବିଷ ଦେଇଛୁ କହ…

କେନ୍ଦୁଝର,୨୯।୧୦: ବଡ଼ଭାଇକୁ ବିଷ ଦେଇଦେଲା ସାନ ଭାଇ। ହେଲେ ବିଷ ପିଇବା ପରେ ବି ଯନ୍ତ୍ରଣାରେ ଜର୍ଜରିତ ହୋଇ ସାନଭାଇକୁ ଖୋଜୁଥିଲା ବଡ଼ ଭାଇ। ଯେତେବେଳେ ଆଖି ଆଗରେ ସାନ ଭାଇକୁ ପାଇଲେନି ସେତେବେଳ ଫୋନ କରିଥିଲେ। ମରିବା ପୂର୍ବରୁ ଥର…

ମା’ଙ୍କୁ ରଖିବାକୁ ନେଇ ମତଭେଦ; ସାନଭାଇଙ୍କୁ ବ୍ଲେଡରେ ଆକ୍ରମଣ କରି ଘାଇଲା କଲେ ବଡ଼ଭାଇ

ହିଞ୍ଜିଳିକାଟୁ, ୨୯।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଶିକିରି ଗାଁରେ ମା’ଙ୍କୁ ପାଳନ ପୋଷଣ ନିମନ୍ତେ ମତଭେଦକୁ ନେଇ ମଙ୍ଗଳବାର ୨ ଭାଇଙ୍କ ମଧ୍ୟରେ ଗଣ୍ଡଗୋଳ ହୋଇଛି। ସାନଭାଇଙ୍କୁ ବ୍ଲେଡରେ ଆକ୍ରମଣ ଅଭିଯୋଗରେ ପୋଲିସ ବଡ଼ଭାଇଙ୍କୁ ଗିରଫ ପରେ କୋର୍ଟ…

ମୋହନ ମାଝୀ ସରକାରଙ୍କ ୟୁ-ଟର୍ନ: ରାଜ୍ୟରେ ପୁଣି ଚାଲିବ ଡ୍ୟାନ୍ସବାର୍‌,  ହେଲେ ମହିଳା ଡ୍ୟାନ୍ସରଙ୍କୁ… 

ଭୁବନେଶ୍ୱର,୨୯।୧୦:କିଛିଦିନର ବିରାମ ପରେ ରାଜ୍ୟ ସରକାର ରାଜ୍ୟରେ ଡ୍ୟାନ୍ସ ବାର୍‌ ଚଲାଇବାକୁ ଅନୁମତି ଦେଇଛନ୍ତି । ଅବକାରୀ ବିଭାଗ ପକ୍ଷରୁ ଏ ନେଇ ମଙ୍ଗଳବାର ‘ଓଡ଼ିଶା ଅବକାରୀ (ସଂଶୋଧନ) ରୁଲ୍‌ସ-୨୦୨୪ ବିଜ୍ଞପ୍ତି ଜାରି ହୋଇଛି । ଓଡ଼ିଶା ଅବକାରୀ ଆଇନ-୨୦୦୮ର ଧାରା…

ଫୁଟ୍‌ବଲ୍‌ ଖେଳିଲା ବଣୁଆ ଦନ୍ତା; କିକ୍‌ ମାରିଲା, ପିଲାଙ୍କ ଭଳି ପଡ଼ିଆରେ ଧାଇଁଲା…

କେନ୍ଦୁଝର,୨୯।୧୦ (ନରେଶ ଚନ୍ଦ୍ର ପଟ୍ଟନାୟକ): ପିଲାଙ୍କ ସହ ଫୁଟ୍‌ବଲ୍‌ ଖେଳିଲା ଦନ୍ତା। ଏଭଳି କିଛି ଦୃଶ୍ୟ କେନ୍ଦୁଝର ଜିଲା ପାଟଣା ରେଞ୍ଜ ଧୋବି ପାଟଣା ଗ୍ରାମରେ ଦେଖିବାକୁ ମିଳିଛି। ଗ୍ରାମରେ ପିଲା ମାନେ ଫୁଟବଲ ଖେଳୁଥିବା ବେଳେ ହଠାତ୍‌ ଏକ ବଣୁଆ…

ସୁଦାମ ମାରାଣ୍ଡିଙ୍କୁ ନେଇ ବଡ଼ ଖବର, ଝାଡଖଣ୍ଡ ନିର୍ବାଚନରେ…

ଭୁବନେଶ୍ୱର,୨୯।୧୦: ଆଗକୁ ଝାଡଖଣ୍ଡ ନିର୍ବାଚନ। ଏନେଇ ରାଜ୍ୟର ଶାସକ ଦଳ ଓ ବିରୋଧୀ ଦଳ ଅଣ୍ଟା କଷିଲେଣି। ଶାସକ ଝାଡଖଣ୍ଡ ମୁକ୍ତି ମୋର୍ଚ୍ଚା କଂଗ୍ରେସ ଓ ଆରଜେଡି ସହ ମେଣ୍ଟ କରି ମଇଦାନକୁ ଓହ୍ଲାଇଛି। ସେହିପରି ଭାରତୀୟ ଜନତା ପାର୍ଟି ମଧ୍ୟ…

ଏଣିକି ଘସିରେ ଶବଦାହ: କେବେଠୁ ଆରମ୍ଭ …

ଭୁବନେଶ୍ୱର,୨୯।୧୦: ଏଣିକି ଘସିରେ ହେବ ଶବଦାହ। ସ୍ବର୍ଗଦ୍ୱାରରେ ଏଣିକି କାଠ ବଦଳରେ ଗୋବର ଘସିରେ ହେବ ଶବ ଦାହ। ଏନେଇ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିଭାଗ ଯୋଜନା ପ୍ରସ୍ତୁତି କରୁଛି । ପ୍ରାରମ୍ଭିକ ଆଲୋଚନା ଆରମ୍ଭ ହୋଇଛି। ଏହି ସୂଚନା…

୩୦ ବିଜେଡି ସମର୍ଥିତ ସରପଞ୍ଚଙ୍କ ସହ ଭାଜପାରେ ମିଶିଲେ ରାଣୀ ଖଟୁଆ

ଗଁଦିଆ, ୨୯।୧୦: ଭାଜପାରେ ମିଶିଲେ ଗଁଦିଆ ବ୍ଲକ ଅଧ୍ୟକ୍ଷା ରୀନା ରାଣୀ ଖଟୁଆ। ବିଜେଡି ଛାଡି ସେ ଆଜି ବିଧିବଦ୍ଧ ଭାବେ ଯୋଗାଣମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ରଙ୍କ ଉପସ୍ଥିତିରେ ଭାଜପାରେ ମିଶିଛନ୍ତି । ରୀନାଙ୍କ ସହ ୩୦ଜଣ ବିଜେଡି ସମର୍ଥିତ ସରପଞ୍ଚ ଏବଂ…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଆୟୁଷ୍ମାନ ଭାରତ ଯୋଜନାକୁ ନେଇ ଆସିଲା ବଡ଼ ଅପ୍‌ଡେଟ୍‌ : ଖୁବ୍‌ ଶୀଘ୍ର …

ଭୁବନେଶ୍ୱର,୨୯।୧୦: ଖୁବଶୀଘ୍ର ରାଜ୍ୟରେ ଆୟୁଷ୍ମାନ ଭାରତ ଯୋଜନା ଲାଗୁ ହେବ । ପୂର୍ବରୁ ବାଦ ପଡ଼ିଥିବା ହିତାଧିକାରୀଙ୍କୁ ଏହି ଆୟୁଷ୍ମାନ ଭାରତ ଯୋଜନାରେ ସାମିଲ କରାଯିବ । ଏହା ସହିତ ଗୋପବନ୍ଧୁ ସ୍ବାସ୍ଥ୍ୟ ଯୋଜନା ମଧ୍ୟ ଜାରି ରହିବ । ଯୋଜନାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?