ଦାରିଙ୍ଗବାଡ଼ିରେ ବଦଳିଲା ପାଗ: କୁହୁଡ଼ି ସାଙ୍ଗକୁ ଝିପିଝିପି ବର୍ଷା, ଜନଜୀବନ ଅସ୍ତବ୍ୟସ୍ତ
ଦାରିଙ୍ଗବାଡ଼ି,୨୭ା୧୦: ଶୀତ ଦିନ ଆସିଲେ ଦାରିଙ୍ଗବାଡ଼ିକୁ କେହିକେହି ଓଡ଼ିଶାର ଦାର୍ଜିଲିଂ କୁହନ୍ତି ତ ଆଉ କେହି କେହି ଓଡ଼ିଶାର କଶ୍ମୀର ବୋଲି କହିଥାନ୍ତି। ସତରେ ଦାରିଙ୍ଗବାଡ଼ିର ଜଳବାୟୁ ପ୍ରକୃତରେ ନିଆରା। ରାଜ୍ୟ କିମ୍ବା ପଡ଼ୋଶୀ ରାଜ୍ୟକୁ ବାତ୍ୟା, ପବନ ଆସିବା କ୍ଷଣି…
ଜେଜେଙ୍କ ଦ୍ୱାଦଶ କ୍ରିୟାରେ ନାଳରେ ବୁଡ଼ି ନାତି ନିଖୋଜ, ଜାରି ରହିଛି ଉଦ୍ଧାର କାର୍ଯ୍ୟ
ଭଦ୍ରକ,୨୭ା୧୦(ସନାତନ ରାଉତ): ଭଦ୍ରକ ଜିଲା ଧୂଷୁରୀ ଥାନା ଅନ୍ତର୍ଗତ ପଣ୍ଡାପାଟଣା ଗ୍ରାମର ରୁଦ୍ର ପଣ୍ଡା(୨୦) କଲଭର୍ଟ ନିକଟରେ ଥିବା ଏକ ନାଳରେ ଗାଧୋଉଥିଲାବେଳେ ଗୋଡ଼ ଖସିଯାଇଥିଲା। ପାଖରେ ଗାଧୋଉଥିବା ଜଣେ ସାଙ୍ଗ ଶତଚେଷ୍ଟା କରି ମଧ୍ୟ ରୁଦ୍ରଙ୍କୁ ଉଦ୍ଧାର କରି ପାରି…
ଖବରଦାତା ସମ୍ମିଳନୀରେ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ପ୍ରଶଂସା, କହିଲେ ସମସ୍ତଙ୍କ ସହଯୋଗରେ ବିପଦକୁ…
ଭଦ୍ରକ,୨୭ା୧୦(ସନାତନ ରାଉତ): ବାତ୍ୟା ଦାନା ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦେଶ କ୍ରମେ କ୍ରୀଡ଼ା ଓ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ ଭଦ୍ରକ ଜିଲା ଦାୟିତ୍ୱରେ ଥିଲେ। ଜିଲାର ବାତ୍ୟା ପ୍ରପୀଡ଼ିତ ଅଞ୍ଚଳ ବୁଲିବା ସହ ଲୋକଙ୍କ ସମସ୍ୟା ବୁଝିଥିଲେ ବୋଲି ଜିଲାପାଳଙ୍କ…
ବାତ୍ୟା‘ଦାନା’ ପ୍ରଭାବରେ ୧୦୮ ବ୍ଲକ ପ୍ରଭାବିତ: ରାଜସ୍ବ ମନ୍ତ୍ରୀ
ଭୁବନେଶ୍ୱର,୨୭ା୧୦: ବାତ୍ୟା ପରର ସ୍ଥିତି ନେଇ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, ୧୪ ଜିଲାର ୧୦୮ ବ୍ଲକର ୧୬୭୧ ପଞ୍ଚାୟତ ପ୍ରଭାବିତ ହୋଇଛି। ୩୧ ସହରାଞ୍ଚଳର ୪୨୬ଟି ଓ୍ବାର୍ଡ ବାତ୍ୟାରେ ମଧ୍ୟ ପ୍ରଭାବିତ ହୋଇଛି। ଏହି…
ମଶାଧୂପରୁ ଶ୍ୱାସରୁଦ୍ଧ ହୋଇ ମା’-ଝିଅ ସମେତ ୩ ଅସୁସ୍ଥ
ତିହିଡ଼ି,୨୭ା୧୦(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ି ବ୍ଲକ କାଁପଡା ପଞ୍ଚାୟତ ଅଧୀନ ଦକ୍ଷିଣପାରି ଗ୍ରାମରେ ମଶାଧୂପରେ ଶ୍ୱାସରୁଦ୍ଧ ହୋଇ ମା-ଝିଅ ସମେତ ୩ଜଣ ଅସୁସ୍ଥ ହୋଇଛନ୍ତି। ଅସୁସ୍ଥ ହୋଇଥିବା ମା’ ସସ୍ମିତା ଦାସ(୩୦) ଓ ଝିଅ ପ୍ରୀତିପ୍ରଭା (୧୦) ଏବଂ ପଡ଼ୋଶୀ…
ଠେକୁଆ ଦେଖାଇବେ କହି ୭ବର୍ଷର କୁନି ଝିଅକୁ ବଳାତ୍କାର କଲେ ଜେଜେ ବୟସର ବ୍ୟକ୍ତି: ମାଡ଼ି ବସିଲା ପୋଲିସ
ଯାଜପୁର,୨୭।୧୦: ଯାଜପୁର ବରୀ-ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ୭ ବର୍ଷର ନାବାଳିକାଙ୍କୁ ବଳାତ୍କାରର ହୋଇଥିଲ। ଘଟଣାର ୪ ଦିନ ପରେ ଅଭିଯୁକ୍ତ କାଳିଆ ପରିଡାଙ୍କୁ ପୋଲିସ ଗିରଫ କରିଛି। ପଟାମୁଣ୍ଡାଇ ଥାନା ଦାଣ୍ଡି ସାହି ଅଞ୍ଚଳରେ ଜଣେ ଔଷଧ ବ୍ୟବସୀୟଙ୍କ ଘରେ ଥିବା…
ରାଜଭବନରେ ପହଞ୍ଚିଲେ ଲୋକ ସଭା ବାଚସ୍ପତି ଓମ୍ ବିର୍ଲା
ଭୁବନେଶ୍ୱର,୨୭ା୧୦: ଲୋକ ସଭା ବାଚସ୍ପତି ଓମ୍ ବିର୍ଲା ଓଡ଼ିଶା ଗସ୍ତରେ ଆସି ରବିବାର ରାଜଭବନରେ ପହଞ୍ଚିଛନ୍ତି। ଏଠାରେ ସେ ରାଜ୍ୟପାଳ ରଘୁବର ଦାସ, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଦୁଇ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂଦେଓ ଏବଂ ଶ୍ରୀମତୀ ପ୍ରଭାତୀ ପରିଡ଼ାଙ୍କୁ ସାକ୍ଷାତ…
ମଦ ପିଇବା ପାଇଁ ସ୍ତ୍ରୀଙ୍କୁ ଟଙ୍କା ମାଗିଲେ ସ୍ବାମୀ, ନ ଦେବାରୁ ନେଲେ ଏମିତି ପଦକ୍ଷେପ…
ତୁମୁଡ଼ିବନ୍ଧ,୨୭ା୧୦(ଦୀପକ କୁମାର ପରାସେଠ): ନୃଶଂସ ସ୍ବାମୀଙ୍କର ଅମାନୁଷିକ କାଣ୍ଡ। ମଦ୍ୟପାନ ପାଇଁ ସ୍ବାମୀ ଟଙ୍କା ମାଗିବା ପରେ ସ୍ତ୍ରୀ ଟଙ୍କା ନ ଦେବାରୁ ଛୁରିରେ ସ୍ତ୍ରୀଙ୍କ ଗଳା କାଟି ହତ୍ୟା କରିଛନ୍ତି ସ୍ବାମୀ। କନ୍ଧମାଳ ଜିଲା ତୁମୁଡିବନ୍ଧ ଥାନା ନୂଆମୁଣ୍ଡା ଗାଁରେ…
ପ୍ରଭୁଙ୍କୁ ସମର୍ପି ଦେଇଥିଲି ପ୍ରଥମ ଦରମା
ମୋ ଭଳି ଆର୍ଥତ୍କ ଅସ୍ବଚ୍ଛଳ ସଂଘର୍ଷରତ ନିମ୍ନ ମଧ୍ୟବିତ୍ତ ବର୍ଗର ସ୍ବପ୍ନୀଳ ଛାତ୍ରମାନେ ସବୁବେଳେ ଏକ ପ୍ରାପ୍ତି-ଅପ୍ରାପ୍ତିର ଆତଙ୍କିତ ସମୟ ଭିତରେ ଗତି କରନ୍ତି ଜଣେ ଜଣେ ଉଚ୍ଚ ସରକାରୀ ଚାକିରୀର ଆଶାୟୀ ପ୍ରାର୍ଥୀ ଭାବେ। ପର୍ବତ ପ୍ରମାଣେ ଚିନ୍ତା ଥାଏ…
ବାତ୍ୟା ଆଶ୍ରୟସ୍ଥଳ ଛାତରୁ ଖସି ୫ ବର୍ଷୀୟା ଝିଅଙ୍କ ମୃତ୍ୟୁ ଅଭିଯୋଗ
ଝରିଗାଁ,୨୭।୧୦(କିଶୋର ଚନ୍ଦ୍ର ମଣ୍ତଳ)ନବରଙ୍ଗପୁରରୁ ଭୁବନେଶ୍ୱର ଯାଇ କାମ କରୁଥିବା ଏକ ଦମ୍ପତିଙ୍କ ୫ ବର୍ଷୀୟା ଝିଅ ଶୁକ୍ରବାର ଏକ ବାତ୍ୟା ଆଶ୍ରୟସ୍ଥଳ ଛାତରୁ ଖସି ପ୍ରାଣ ହରାଇଛନ୍ତି। ମୃତକ ହେଲେ ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ୍ ବାଣୁଆଗୁଡ଼ା ପଞ୍ଚାୟତ କୁହୁରାକୋଟ ଗ୍ରାମର…
ଭୁବନେଶ୍ୱରରରେ ଲାଗିବ ଆଇପି କ୍ୟାମେରା
ଭୁବନେଶ୍ୱର,୨୭ା୧୦(ସୂର୍ଯ୍ୟକାନ୍ତ ବେହେରା): ରାଜଧାନୀର ବିଭିନ୍ନ ଆପାର୍ଟମେଣ୍ଟକୁ ଟାର୍ଗେଟ କରି ଲୁଟେରାମାନେ ଲୋକଙ୍କ ଟଙ୍କା ଓ ସୁନା ଗହଣା ନେଇ ଫେରାର ହୋଇଯାଉଛନ୍ତି। ଅତ୍ୟାଧୁନିକ କ୍ୟାମେରା ବ୍ୟବସ୍ଥା ନ ଥିବାରୁ ଲୁଟେରାମାନଙ୍କୁ ପୋଲିସ ସହଜରେ ଚିହ୍ନଟ କରିପାରୁ ନାହିଁ। ଏପରି କି ସେମାନଙ୍କୁ…
ବିଜେଡି ବିଧାୟକଙ୍କୁ ଅଣଦେଖା: ଗଣେଶ୍ୱର
କେନ୍ଦ୍ରାପଡ଼ା,୨୭ା୧୦(ଜଗନ୍ନାଥ ଧଳ)ବାତ୍ୟା ‘ଦାନା’ ପ୍ରଭାବରେ କ୍ଷୟକ୍ଷତିର ଆକଳନ ଚାଲିଛି। ଏହି ସମୟରେ ଶାସକ ଓ ବିରୋଧୀ ଦଳର କଳି ଆରମ୍ଭ ହୋଇଛି। ବାତ୍ୟା ପରିଚାଳନାରେ ଶାସକ ଦଳ କେନ୍ଦ୍ରାପଡ଼ା ଜିଲାର ବିଜେଡି ବିଧାୟକଙ୍କୁ ଅଣଦେଖା କରିଛନ୍ତି। କେନ୍ଦ୍ରାପଡ଼ା ବିଧାୟକ ଗଣେଶ୍ୱର ବେହେରା…

