ରାଜ୍ୟ

ବ୍ରହ୍ମପୁର ଦୁର୍ଘଟଣା: ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ପ୍ରତି ମୃତକଙ୍କ ପରିବାରକୁ ମିଳିବ…

ଭୁବନେଶ୍ୱର,୩୧ା୧: ବ୍ରହ୍ମପୁର ଦୁର୍ଘଟଣାରେ ମୃତକଙ୍କ ପରିବାରକୁ ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ପ୍ରତ୍ୟେକ ପରିବାରକୁ ୪ ଲକ୍ଷ ଲେଖାଏ ଟଙ୍କା ସହାୟତା ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିରୁ ଏହି ସହାୟତା ପ୍ରଦାନ କରାଯିବ। ଏଥିସହିତ ମୁଖ୍ୟମନ୍ତ୍ରୀ…

ପାନ ମସଲାକୁ ନେଇ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ବୟାନ: କହିଲେ ଜୋରଦାର ହେବ…

ଭୁବନେଶ୍ୱର,୩୧।୧: ଡ଼ିଶାରେ ପାନ ମସଲାକୁ ବ୍ୟାନ କରିଥିଲେ ରାଜ୍ୟ ସରକାର । ବିଡ଼ି, ସିଗାରେଟ, ଗୁଟଖା ଏବଂ ତମାଖୁ ଭଳି ଉତ୍ପାଦର ପ୍ୟାକେଜିଂ, ସଂରକ୍ଷଣ ଏବଂ ଉତ୍ପାଦନ ଉପରେ ପ୍ରତିବନ୍ଧକ ଲଗାଇଥିଲେ । ଏନେଇ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ କହିଛନ୍ତି।  ନିକୋଟିନ…

ଭେଙ୍କଟପଲମ ମେଗା ପାନୀୟ ଜଳ ପ୍ରକଳ୍ପ: ପରିଦର୍ଶନ କଲେ ବିଧାନ ସଭା ଷ୍ଟାଣ୍ଡିଂ କମିଟି ସଦସ୍ୟ

କାଲିମେଳା,୩୧।୧(ଜୀବନକୃଷ୍ଣ ଦାସ ): ମାଲକାନଗିରି ଜିଲା କାଲିମେଳା ବ୍ଲକ ଭେଙ୍କଟପଲମ ପଞ୍ଚାୟତରେ ଚାଲିଥିବା ମେଗାପାନୀୟ ଜଳ ପ୍ରକଳ୍ପ କାର୍ଯ୍ୟ ପରିଦର୍ଶନ କରିଛନ୍ତି ବିଧାନସଭା ଷ୍ଟାଣ୍ଡିଂ କମିଟିର ସଦସ୍ୟ। କେନ୍ଦ୍ର ସରକାରଙ୍କ ପକ୍ଷରୁ ‘ହରଘର ନଳ ହରଘର ଜଳ’ ଯୋଜନା ମାଧ୍ୟମରେ ପ୍ରତି…

ଗର୍ଜିଲେ ଅନୁସୂଚିତ ଜାତି, ଜନଜାତି ଓ ପଛୁଆବର୍ଗର ଲୋକେ, ସ୍ଥାୟୀ ଠିକଣା ଦାବି କରି…

ଦାରିଙ୍ଗବାଡ଼ି,୩୧ା୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକରେ ଶନିବାର ସର୍ବଭାରତୀୟ ମୂଳ ନିବାସୀ ସଂଘର ବିଭିନ୍ନ ଦାବିରେ ସଭା, ଶୋଭାଯାତ୍ରା ଓ ବିକ୍ଷୋଭ କରାଯାଇଛି। ସଂଘର ବ୍ଲକସ୍ତରୀୟ ଆବାହକ ପ୍ରଶାନ୍ତ କୁମାର ପ୍ରଧାନଙ୍କ ଆହ୍ବାନ କ୍ରମେ ସଂଘର କର୍ମକର୍ତ୍ତାଙ୍କ ସମେତ ଅନୁସୂଚିତ…

ସ୍କୁଲ ଛାତ୍ର ନିକଟରୁ ମିଳିଲା ବନ୍ଧୁକ: ସ୍କୁଲ ଗେଟ୍‌ରେ ତାଲା ପକାଇ ଧାରଣାରେ ବସିଲେ ଅଭିଭାବକ

ବାହାନଗା, ୩୧। ୧(ଅରୂପ କୁମାର ଦାସ ): ରେମୁଣା ବ୍ଲକ ଖନ୍ତାପଡ଼ା ଥାନା ଶ୍ରୀଜଙ୍ଗସ୍ଥିତ ଦାସମହାପାତ୍ର ହାଇସ୍କୁଲର ଜଣେ ଛାତ୍ରଙ୍କ ବ୍ୟାଗରୁ ଏକ ବନ୍ଧୁକ ବାହାରିଥିଲା। ଏହି ଘଟଣାକୁ ନେଇ ବିଦ୍ୟାଳୟରୁ ସମ୍ପୃକ୍ତ ଛାତ୍ରଙ୍କୁ ଟିସି ଦେଇ ବାହାର କରିବା ଦାବି…

୧୨ ପ୍ରସ୍ତାବକୁ ମିଳିଲା କ୍ୟାବିନେଟ୍‌ ମଞ୍ଜୁରୀ, ମୁଖ୍ୟ ଶାସନ ସଚିବ ସୂଚନା ଦେଇ କହିଲେ ଏହି ବିଭାଗର…

ଭୁବନେଶ୍ୱର,୩୧ା୧: ସରିଲା କ୍ୟାବିନେଟ୍‌ ବୈଠକ। ଏହା ପରେ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ସୂଚନା ଦେଇ କହିଛନ୍ତି, ୧୦ଟି ବିଭାଗର ୧୨ ପ୍ରସ୍ତାବକୁ କ୍ୟାବିନେଟ ମଞ୍ଜୁରୀ ମିଳିଛି। ରାଜ୍ୟ ସମବାୟ ନୀତିକୁ କ୍ୟାବିନେଟ୍‌ରେ ମଞ୍ଜୁରୀ ମିଳିଛି। ଜଳସମ୍ପଦ ବିଭାଗର ଡାଇଭର୍ସନ…

ପଶ୍ଚିମବଙ୍ଗର ୨୧ ଚୋରଙ୍କୁ ବାନ୍ଧିଲା ଭଞ୍ଜନଗର ପୋଲିସ, ବିଦେଶୀ ଲିଙ୍କ୍‌ର ହେବ ଖୋଳତାଡ଼, ପାଖରୁ ମିଳିଲା…

ଭଞ୍ଜନଗର,୩୧ା୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଏକ ବଡ଼ଧରଣର ଆନ୍ତଃରାଜ୍ୟ ଚୋର ଗ୍ୟାଙ୍ଗର ୨୧ ଜଣକୁ ଗିରଫ କରିବାରେ ସକ୍ଷମ ହୋଇଛି। ଏଥିସହ ସେମାନଙ୍କଠାରୁ ୧୦୬୬ଟି ମୋବାଇଲ, ୧୨୭୫ଟି ବ୍ୟାଟେରି, ୪୨୫ ଫୋନର ମଦର୍‌ ବୋର୍ଡ, ୫ଟି ଟାବଲେଟ, ନକଲି…

ଚାଲାଣ କଟା ପରେ ବୃଦ୍ଧଙ୍କୁ ଧକ୍କା ଦେଲା ଅଜଣାଗାଡ଼ି : ଆଜି ରାସ୍ତାରେ ମୃତଦେହ ରଖି …

ସମ୍ବଲପୁର,୩୧।୧(ପ୍ରମୋଦ ବହିଦାର): ସମ୍ବଲପୁର ଧନୁପାଲି ଥାନା ଅନ୍ତର୍ଗତ ଭତରା ପେଟ୍ରୋଲ ପମ୍ପ ନିକଟରେ ଜାତୀୟ ରାଜପଥ-୫୫ରେ ଶୁକ୍ରବାର ଭୟଙ୍କର ଦୁର୍ଘଟଣା ଘଟିଥିଲା। ଏକ ଅଜଣା ଗାଡ଼ି ଧକ୍କାରେ ଜଣେ ୮୩ ବର୍ଷ ବୟସ୍କ ବୃଦ୍ଧଙ୍କ ମୃତ୍ୟୁ ହୋଇଥିଲା। ଏହି ଘଟଣାର ତଦନ୍ତ…

ଭୟଙ୍କର ଦୁର୍ଘଟଣା: ହଳଦିଆପଦର ଓଭରବ୍ରିଜରେ ଟ୍ରକ ଧକ୍କାରେ ୫ମୃତ, ଜଣେ ଗୁରୁତର 

ବ୍ରହ୍ମପୁର,୩୧।୧(ସୁବାସ ଚନ୍ଦ୍ର ପାଢ଼ୀ): ସଡ଼କ ଦୁର୍ଘଟଣା ହ୍ରାସ  ପାଇଁ ଅନେକ ଯୋଜନା କରାଯାଉଛି। ତାହାସତ୍ତ୍ବେ ଦୁର୍ଘଟଣା ଜନିତ ମୃତ୍ୟୁ ଘଟିବାରେ ଲାଗିଛି। ଶନିବାର ମଧ୍ୟାହ୍ନରେ ହଳଦିଆପଦର ଓଭରବ୍ରିଜରେ ଏକ ହୃଦୟ ବିଦାରକ ସଡକ ଦୁର୍ଘଟଣା ଘଟିଛି। ଏଥିରେ ୫ଜଣ ଯୁବକଙ୍କ ଶୋଚନୀୟ…

ଗଞ୍ଜାମବାସୀଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଉପହାର: ପଲ୍ଲୀଶ୍ରୀ ମେଳାକୁ ବୃଦ୍ଧି କରି କହିଲେ…

ଛତ୍ରପୁର,୩୧ା୧(ଦିଲ୍ଲୀପ ସାମଲ): ଗଞ୍ଜାମବାସୀଙ୍କ ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶତାଧିକ କୋଟିର ପ୍ରକଳ୍ପ ସହିତ ଆଉ ଏକ ବଡ଼ ଉପହାର ଦେଇଛନ୍ତି। ଗୋପାଳପୁର ବେଳାଭୂମି ମହୋତ୍ସବ ଅବସରରେ ଆୟୋଜିତ ପଲ୍ଲୀଶ୍ରୀ ମେଳା ପ୍ରତି ଜିଲାବାସୀଙ୍କ ଆଗ୍ରହ ଦେଖି ଏହାର…

President Droupadi Murmu to visit Odisha: କଡ଼ାକଡ଼ି ହେବ ସୁରକ୍ଷା ବ୍ୟବସ୍ଥା, ମୁତୟନ ହେବେ…

ଭୁବନେଶ୍ୱର,୩୧।୧: ଫେବୃଆରୀ ପ୍ରଥମ ସପ୍ତାହରେ ଓଡିଶା ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ରାଷ୍ଟ୍ରପତିଙ୍କ ଗସ୍ତକୁ ନେଇ ପୁରୀ ପୋଲିସ ପକ୍ଷରୁ ଆଗୁଆ ପ୍ରସ୍ତୁତି ଆରମ୍ଭ ହୋଇଛି। ବ୍ଲୁ ବୁକ୍‌ ସୁରକ୍ଷା ବ୍ୟବସ୍ଥା ସହ ୩୦ ପ୍ଲାଟୁନ ଫୋର୍ସ ମୁତୟନ କରାଯିବ। ବିଭିନ୍ନ…

୧୫୩ ବର୍ଷରେ ଯୋରନ୍ଦା ମେଳା: ଜୀବଜଗତର ମଙ୍ଗଳ ପାଇଁ ଆଜି ଘୃତାହୁତି କରିବେ…

ଢେଙ୍କାନାଳ,୩୧ା୧(ରତନ ନାୟାର): ବିଶ୍ୱପ୍ରସିଦ୍ଧ ମହିମା ଧର୍ମପୀଠ ମହିମାଗାଦି ଯୋରନ୍ଦାରେ ପ୍ରସିଦ୍ଧ ମାଘମେଳା ଶନିବାର ଆରମ୍ଭ ହୋଇଛି। ଚଳିତ ବର୍ଷ ମେଳା ୧୫୩ ବର୍ଷରେ ପହଞ୍ଚିଛି। ସେହିପରି ଚଳିତ ବର୍ଷ ମହିମା ସ୍ବାମୀଙ୍କର ଆବିର୍ଭାବର ୨୦୦ ବର୍ଷ ପୂର୍ତ୍ତି ହୋଇଛି। ମେଳା ଉପଲକ୍ଷେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri