ରାଜ୍ୟ

ଡର ବଢାଇଲା ଗତିପଥ! ୩ ଜିଲାକୁ ଅଧିକ ବିପଦ…

ଭୁବନେଶ୍ୱର,୨୪।୧୦: ଭୀଷଣ ବାତ୍ୟାର ରୂପ ନେଇଥିବା ଦାନା ଭୟଙ୍କର ବେଗରେ ସ୍ଥଳଭାଗ ମୁହାଁ ହେଉଛି। ଏହି ସମସୟରେ ଘଣ୍ଟା ପ୍ରତି ୧୨ କିମି ବେଗରେ ଦାନା ସ୍ଥଳଭାଗ ମୁହାଁ ହେଉଛି। ବର୍ତ୍ତମାନ ଏହା ପାରାଦୀପଠାରୁ ୨୧୦ କିମି ଦକ୍ଷିଣ-ପୂର୍ବ ଦିଗରେ ଓ…

ଆସୁଛି ‘ଦାନା’: ଧାମରା-ଚାନ୍ଦବାଲିରେ ସ୍ଥିତି ଅନୁଧ୍ୟାନ କଲେ ସୂର୍ଯ୍ୟବଂଶୀ ସୂରଜ

ଭଦ୍ରକ, ୨୪।୧୦(ସନାତନ ରାଉତ)- ଭଦ୍ରକ ଜିଲା ଧାମରାରେ ବାତ୍ୟା ସ୍ଥଳଭାଗ ଛୁଇଁବ ବୋଲି ପାଣିପାଗ ବିଭାଗ ସୂଚନା ଦେଇଥିବାରୁ ଚାନ୍ଦବାଲି, ଧାମରା, ବାସୁଦେବପୁର ଅଞ୍ଚଳକୁ ରାଜ୍ୟ ସରକାରଙ୍କ ସହ ଜିଲା ପ୍ରଶାସନ ଅଧିକ ଗୁରୁତ୍ୱ ଦେଉଛନ୍ତି । ରାଜ୍ୟ ସରକାରଙ୍କ ଉଚ୍ଚ…

ବାତ୍ୟା ବଦଳାଇଲା ମୋଡ, ଏଇଠି ପିଟି ହୋଇଯିବ, ଲୋକେ ଛାନିଆ…

ଭୁବନେଶ୍ୱର,୨୪।୧୦: ଲ୍ୟାଣ୍ଡଫଲ ନେଇ ବଡ଼ ଆକଳନ କଲେ ଆଇଏମଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର। ଭୀଷଣ ବାତ୍ୟାର ରୂପ ନେଇଥିବା ଦାନା ଭୟଙ୍କର ବେଗରେ ସ୍ଥଳଭାଗ ମୁହାଁ ହେଉଛି। ଏହି ସମସୟରେ ଘଣ୍ଟା ପ୍ରତି ୧୨ କିମି ବେଗରେ ଦାନା ସ୍ଥଳଭାଗ ମୁହାଁ…

ପାଖେଇ ଆସିଲାଣି ‘ଦାନା’: ଗଞ୍ଜାମରେ ବଦଳିଲା ପାଗ, ସମୁଦ୍ର ଅଶାନ୍ତ

ଛତ୍ରପୁର, ୨୪।୧୦(ଦିଲୀପ ସାମଲ): ସମ୍ଭାବ୍ୟ ବାତ୍ୟା ‘ଦାନା’କୁ ନେଇ ଗଞ୍ଜାମ ଜିଲା ପ୍ରଶାସନ ଜୋରଦାର ପ୍ରସ୍ତୁତି ଆରମ୍ଭ କରିଛି । ବିଭିନ୍ନ ବାତ୍ୟା ଆଶ୍ରୟସ୍ଥଳୀକୁ ଲୋକଙ୍କୁ ସ୍ଥାନାନ୍ତରିତ କରାଯାଉଛି ବୋଲି ଗଞ୍ଜାମ ଜିଲାପାଳ ଦିବ୍ୟଜ୍ୟୋତି ପରିଡା କହିଛନ୍ତି। ଅଧିକାରୀମାନେ ବିଭିନ୍ନ ଅଞ୍ଚଳ…

ବାତ୍ୟା ଲ୍ୟାଣ୍ଡଫଲ୍‌ ବେଳେ ୧ରୁ ୨ ମିଟର ପର୍ଯ୍ୟନ୍ତ ଆସିପାରେ ଜୁଆର, ୩ ଜିଲାକୁ ଆଲର୍ଟ ଜାରି

ନୂଆଦିଲ୍ଲୀ,୨୪।୧୦: ଭୀଷଣ ବାତ୍ୟା ରୂପ ଧାରଣ କରି ‘ଦାନା’ ଉପକୂଳ ଆଡେ ମାଡି ଆସୁଥବା ବେଳେ ଭାରତୀୟ ପାଣିପାଗ ବିଭାଗର ନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ର ସବିଶେଷ ତଥ୍ୟ ଗଣମାଧ୍ୟମକୁ ଦେଇଛନ୍ତି। ୨୪ ରାତିରୁ ୨୫ ସକାଳ ମଧ୍ୟରେ ବାତ୍ୟା ଲ୍ୟାଣ୍ଡଫଲ୍‌ କରିବାକୁ…

‘ଦାନା’କୁ ନେଇ ଭଦ୍ରକ ପ୍ରଶାସନ ସଜାଗ: ୫୭୭ ଆଶ୍ରୟସ୍ଥଳକୁ ସ୍ଥାନାନ୍ତର ହେଲେଣି ୨୬,୦୬୪ ଲୋକେ

ଭଦ୍ରକ, ୨୪।୧୦(ସନାତନ ରାଉତ)- ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ବାତ୍ୟା ‘ଦାନା’ ଧାମରା ଠାରୁ ଆଉ ମାତ୍ର ୨୪୦ କିମି ଦୂରରେ ରହିଛି ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି । ଗୁରୁବାର ମଧ୍ୟ ରାତ୍ରିରେ ଏହା ଧାମରା ନିକଟରେ ସ୍ଥଳଭାଗ ଛୁଇଁବ…

ବିରଳ ବାତ୍ୟା! ଦାନାର ନାହିଁ ଆଖି

ଭୁବନେଶ୍ୱର,୨୪।୧୦: ଭୟଙ୍କର ରୂପ ଦେଖାଇଲାଣି ବାତ୍ୟା ଦାନା। କେନ୍ଦ୍ରାପଡା ଭିତରକନିକା ଓ ଭଦ୍ରକ ଧାମରା ଭିତରେ ଉପକୂଳ ଛୁଇଁବ ଲାଗି ୧୨ କିମି ବେଗରେ ମାଡି ଆସୁଛି ଦାନା। ତେବେ ଏହାରି ଭିତରେ ଦାନାର ଆଖିକୁ ନେଇ ଆସିଛି ବଡ଼ ଖବର।…

ନିକଟତର ହେଲା ବାତ୍ୟା, ଆହୁରି ବଢିଲା ପବନର ବେଗ, କିଛି ସମୟ ପରେ…

ଭୁବନେଶ୍ୱର,୨୪।୧୦: ମାଡି ଆସୁଛି ଅତି ଭୀଷଣ ବାତ୍ୟା ଦାନା। ମଝି ରାତିରେ ଛୁଇଁବ ସ୍ଥଳଭାଗ । ଭୀଷଣ ବର୍ତ୍ତମାନ ଏହା ପାରାଦୀପଠାରୁ ୨୧୦ କିମି ଦକ୍ଷିଣ-ପୂର୍ବ ଦିଗରେ ଓ ଧାମରା ବନ୍ଦରଠାରୁ ୨୪୦ କିମି ଦକ୍ଷିଣ-ପୂର୍ବ ଦିଗରେ କେନ୍ଦ୍ରୀଭୂତ ରହିଛି। ଘଣ୍ଟାପ୍ରତି…

ବଲାଙ୍ଗୀରରେ ଡବଲ ମର୍ଡର; ଯୁବତୀ-ଯୁବକଙ୍କ ତଣ୍ଟି କାଟି ଜଙ୍ଗଲରେ ଫିଙ୍ଗିଦେଲେ, ପହଞ୍ଚିଲେ ଏସ୍‌ପି

ବଲାଙ୍ଗୀର, ୨୪।୧୦ (ସୁନିଲ ମହାନ୍ତି): ବଲାଙ୍ଗୀର ଜିଲା ପୁଇଁତଲା ଥାନା ଅନ୍ତର୍ଗତ ତଣ୍ଡାମୁଣ୍ଡା ଗାଁ ନିକଟ ପତ୍ରା ଜଙ୍ଗଲରେ ଗୁରୁବାର ସକାଳୁ ଯୁବତୀ-ଯୁବକଙ୍କ ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଛି। ଯୁବତୀଙ୍କ ଗଳାରେ କଟା ଚିହ୍ନ ରହିଛି। ସେହିଭଳି ଯୁବକଙ୍କ ମୁହଁ ତଳକୁ…

ସ୍ଥଳଭାଗ ଛୁଇଁବା ପରେ ବଦଳିବ ବାତ୍ୟା ‘ଦାନା’ର ଦିଗ; ଏସବୁ ଜିଲା ହେବେ ଅଧିକ ପ୍ରଭାବିତ

ଭୁବନେଶ୍ୱର,୨୪।୧୦: କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପ ସାଗରରେ ସୃଷ୍ଟି ହୋଇଥିବା ସାମୁଦ୍ରିକ ଝଡ଼ ‘ଦାନା’ ଭୀଷଣ ଘୂର୍ଣ୍ଣିଝଡ଼ର ରୂପ ନେଇଛି। ଗତ ୬ଘଣ୍ଟା ମଧ୍ୟରେ ସାମୁଦ୍ରିକ ଝଡ଼ ଘଣ୍ଟାପ୍ରତି ୧୫ କିଲୋମିଟର ବେଗରେ ଉତ୍ତର ଉତ୍ତର-ପଶ୍ଚିମ ଦିଗକୁ ଗତିକରୁଛି। ଏହାରି…

ଭୟଙ୍କର ହେଲା ସମୁଦ୍ର, ଭିତରକନିକାରେ ମାଡିଆସିଲା ପାଣି…

ଭୁବନେଶ୍ୱର,୨୪।୧୦: ଭୀଷଣ ବାତ୍ୟାର ରୂପ ନେଇ ସ୍ଥଳଭାଗ ମୁହାଁ ହେଉଛି ଦାନା । ବର୍ତ୍ତମାନ ଏହା ପାରାଦୀପଠାରୁ ୨୬୦ କିମି ଦକ୍ଷିଣ-ପୂର୍ବ ଦିଗରେ ଓ ଧାମରା ବନ୍ଦରଠାରୁ ୨୯୦ କିମି ଦକ୍ଷିଣ-ପୂର୍ବ ଦିଗରେ କେନ୍ଦ୍ରୀଭୂତ ରହିଛି । ଘଣ୍ଟାପ୍ରତି ୧୫ କିମି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?