ଭୟଙ୍କର ହେଲା ସମୁଦ୍ର, ଭିତରକନିକାରେ ମାଡିଆସିଲା ପାଣି…
ଭୁବନେଶ୍ୱର,୨୪।୧୦: ଭୀଷଣ ବାତ୍ୟାର ରୂପ ନେଇ ସ୍ଥଳଭାଗ ମୁହାଁ ହେଉଛି ଦାନା । ବର୍ତ୍ତମାନ ଏହା ପାରାଦୀପଠାରୁ ୨୬୦ କିମି ଦକ୍ଷିଣ-ପୂର୍ବ ଦିଗରେ ଓ ଧାମରା ବନ୍ଦରଠାରୁ ୨୯୦ କିମି ଦକ୍ଷିଣ-ପୂର୍ବ ଦିଗରେ କେନ୍ଦ୍ରୀଭୂତ ରହିଛି । ଘଣ୍ଟାପ୍ରତି ୧୫ କିମି…
ରାତିରେ ଲ୍ୟାଣ୍ଡଫଲ୍ ସକାଳୁ ଏ କି ସ୍ଥିତି, ୪ ଜିଲାକୁ ଏବେଠୁ ହାଇ ଆଲର୍ଟ,କରିବ ତାଣ୍ଡବ…
ଭୁବନେଶ୍ୱର,୨୪।୧୦: ଭୀଷଣ ବାତ୍ୟାର ରୂପ ନେଇଛି ଦାନା। ଅତି ଭୟଙ୍କର ଭାବେ ଭୀଷଣ ବାତ୍ୟାର ରୂପ ନେଇ ଉପକୂଳମୁହାଁ ହେଉଛି ଦାନା। ବାତ୍ୟା ‘ଦାନା’ ଉତ୍ତର ପଶ୍ଚିମ ଦିଗରେ ୧୫ କିଲୋମିଟର ବେଗରେ ଗତି କରୁଛି। ପାରାଦୀପ ଦକ୍ଷିଣ-ପୂର୍ବକୁ ୨୬୦ କିଲୋମିଟର…
ବାତ୍ୟାର ଲାଟେଷ୍ଟ ଅପଡେଟ୍, ଲ୍ୟାଣ୍ଡଫଲ୍ବେଳେ ବୁଲିଯିବ…
କେନ୍ଦ୍ରାପଡ଼ା, ୨୪ା୧୦(ଜଗନ୍ନାଥ ଧଳ): ବଙ୍ଗୋପସାଗରରେ ଘନୀଭୂତ ଲଘୁଚାପ ସାମୁଦ୍ରିକ ଝଡ଼ ‘ଦାନା’ ଭୀଷଣ ବାତ୍ୟାରେ ପରିଣତ ହୋଇଛି। ଏହି ସମ୍ଭାବ୍ୟ ଝଡ଼ ୨୪ ତାରିଖରେ ଉପକୂଳ ଛୁଇଁବ ବୋଲି ଆକଳନ କରାଯାଇଛି। ଏହାର ପ୍ରଭାବ କେନ୍ଦ୍ରାପଡ଼ା ଜିଲାରେ ବୁଧବାର ଅପରାହ୍ନଠାରୁ ଦେଖିବାକୁ…
କୋର୍ଟରେ ବିଜୟୀ ଘୋଷିତ ହେଲେ ପରାଜିତ ପ୍ରାର୍ଥୀ
ପାରଳାଖେମୁଣ୍ଡି/ ମୋହନା,୨୪ା୧୦(ଗିରିଧାରୀ ପରିଛା/ ମନ୍ମଥ ମିଶ୍ର): ଗଜପତି ଜିଲାରେ ୨୦୨୨ରେ ହୋଇଥିବା ପଞ୍ଚାୟତ ନିର୍ବାଚନରେ ମୋହନା ପଞ୍ଚାୟତର ୧୧ ନଂ. ୱାର୍ଡର ଓ୍ବାର୍ଡସଭ୍ୟ ପାଇଁ ଦୁଇ ଜଣ ପ୍ରାର୍ଥୀ ପାର୍ଥିପତ୍ର ଦାଖଲ କରିଥିଲେ। ଏଥିରେ ନରତମା ପାତ୍ର ବିଜୟୀ ହୋଇଥିବା ବେଳେ…
ଭୀଷଣ ବାତ୍ୟାର ରୂପ ନେଲା ଦାନା, ବଢାଇଲାଣି ଫନି ଡର!
ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ବାତ୍ୟା (ଦାନା) ଓଡ଼ିଶାକୁ ମାଡ଼ି ଆସୁଛି। ଏହା ଭୀଷଣ ବାତ୍ୟା (ସିଭିୟର ସାଇକ୍ଲୋନ)ର ରୂପ ନେଇ କେନ୍ଦ୍ରାପଡ଼ା ଜିଲାର ଭିତରକନିକାଠାରୁ ଭଦ୍ରକ ଜିଲାର ଧାମରା ମଧ୍ୟରେ ସ୍ଥଳଭାଗ ଛୁଇଁବ। ୨୪ ତାରିଖ ସନ୍ଧ୍ୟାରୁ ୨୫…
ମାଓବାଦୀ ରଚିଥିଲେ ବଡ଼ ଯୋଜନା, ବିଏସ୍ଏଫ୍ ଯବାନ କଲେ ପଣ୍ଡ
ମାଲକାନଗିରି, ୨୩ା୧୦(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ସ୍ବାଭିମାନ ଅଞ୍ଚଳ ଘନବେଡ଼ା ଓ ଗୁରାସେତୁ ୧୭୭ ବିଏସ୍ଏଫ୍ ବାଟାଲିୟନ ତରଫରୁ ମାଓବାଦୀ ଡମ୍ପ ଜବତ କରିବା ସହ ବୋମା ନିଷ୍କ୍ରିୟ କରିଛନ୍ତି। ୧୭୭ ବାଟାଲିୟନ ବିଏସ୍ଏଫ୍ ଯବାନମାନେ ବୁଧବାର କୋଣ୍ଡାକାମ୍ବେରୁ ସଂରକ୍ଷିତ…
୨ ଦିନ ହାଇକୋର୍ଟ ଛୁଟି
କଟକ,୨୩ା୧୦ (କାର୍ତ୍ତିକ ସାହୁ): ସମ୍ଭାବ୍ୟ ବାତ୍ୟା ‘ଦାନା’ ପାଇଁ ହାଇକୋର୍ଟକୁ ୨ ଦିନ ଛୁଟି ଘୋଷଣା କରାଯାଇଛି। ହାଇକୋର୍ଟ ପକ୍ଷରୁ ବୁଧବାର ଜାରି ବିଜ୍ଞପ୍ତି ଅନୁଯାୟୀ, ଆଗାମୀ ଅକ୍ଟୋବର ୨୪ ଓ ୨୫ ତାରିଖ ଦୁଇ ଦିନ କୋର୍ଟ ଓ ହାଇକୋର୍ଟର…
ଚଢ଼ା ଦରରେ ସାମଗ୍ରୀ ବିକୁଥିଲେ ହେବ କାର୍ଯ୍ୟାନୁଷ୍ଠାନ: ଜାରି ହେଲା ଟେଲିଫୋନ ନମ୍ବର
ଭୁବନେଶ୍ୱର,୨୩ା୧୦: ସମ୍ଭାବ୍ୟ ବାତ୍ୟା ମୁକାବିଲା ପାଇଁ ଖାଦ୍ୟଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ପକ୍ଷରୁ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଛି । ବଜାରରେ ପ୍ରଚୁର ପରିମାଣର ସାମଗ୍ରୀ ମହଜୁଦ ଥିବା ଏବଂ ସମସ୍ତ ପରିସ୍ଥିତିର ମୁକାବିଲା ପାଇଁ ସରକାର ପ୍ରସ୍ତୁତି ଥିବା…
ବାତ୍ୟା ପ୍ରଭାବିତ ଜିଲା ପାଇଁ ଜାରି ହେଲା ଟୋଲ୍ ଫ୍ରି ନମ୍ବର, ସହାୟତା ପାଇଁ କରନ୍ତୁ କଲ୍
ଭୁବନେଶ୍ୱର,୨୩।୧୦: ବାତ୍ୟା ‘ଦାନା’ର ପ୍ରଭାବରେ ଆଜିଠାରୁ ଶୁକ୍ରବାର ପର୍ଯ୍ୟନ୍ତ ବିଭିନ୍ନ ଇଲରେ ଭୀଷଣ ପବନ ସହିତ ଅତିପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ବୁଧବାର ସନ୍ଧ୍ୟା ପରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା,…
ଅଫ୍ଲାଇନ୍ରେ ବାଲିଯାତ୍ରା ଷ୍ଟଲ୍ ପଞ୍ଜୀକରଣ ସ୍ଥଗିତ
କଟକ,୨୩ା୧୦: ସମ୍ଭାବ୍ୟ ବାତ୍ୟା ‘ଦାନା’କୁ ଦୃଷ୍ଟିରେ ରଖି କଟକ ବାଲିଯାତ୍ରାରେ ଷ୍ଟଲ୍ ଖୋଲିବା ନିମନ୍ତେ ପ୍ଲଟ୍ ପଞ୍ଜୀକରଣ ଦୁଇ ଦିନ ପାଇଁ ବନ୍ଦ ରଖାଯିବାକୁ ନିଷ୍ପତ୍ତି ଗ୍ରହଣ କରାଯାଇଛି। ବାରବାଟୀ ପ୍ୟାଲେସଠାରେ ଚାଲିଥିବା ଏହି ଅଫ୍ ଲାଇନ୍ ପଞ୍ଜୀକରଣ ପ୍ରକ୍ରିୟା ଆସନ୍ତା…
ବାତ୍ୟା ‘ଦାନା’ ପ୍ରଭାବ, ଏସବୁ ଜିଲାରେ ମଦ ଦୋକାନ ବନ୍ଦ କରିବାକୁ ସରକାରଙ୍କ ନିଷ୍ପତ୍ତି
ଭୁବନେଶ୍ୱର,୨୩।୧୦: ବାତ୍ୟା ପ୍ରଭାବିତ ଜିଲାରେ ମଦ ଦୋକାନ ବନ୍ଦ ରଖିବାକୁ ନିଷ୍ପତ୍ତି ନେଇଛନ୍ତି ଓଡ଼ିଶା ସରକାର। ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ମହାପାତ୍ର ବୁଧବାର ସୂଚନା ଦେଇଛନ୍ତି ଯେ, ପ୍ରଭାବିତ ହେବାକୁ ଥିବା ଜିଲାରେ ମଦ ଦୋକାନ…
ବାତ୍ୟା ମୁକାବିଲା ପ୍ରସ୍ତୁତିର ତଦାରଖ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨୩ା୧୦: ବୁଧବାର ବାତ୍ୟା ମୁକାବିଲା ପ୍ରସ୍ତୁତିର ତଦାରଖ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଉକ୍ତ ବୈଠକରେ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀଙ୍କ ସହିତ ମୁଖ୍ୟ ସଚିବ, ଡିଜିପି, ଶକ୍ତି ସଚିବ ଏବଂ ଅଗ୍ନିଶମ ଡିଜି ସାମିଲ ହୋଇଛନ୍ତି। ପ୍ରଭାବିତ ହେବାକୁ…

