ରାଜ୍ୟ

ମଝିରାତିରେ ଲ୍ୟାଣ୍ଡଫଲ୍‌! ୭ କିମି ବେଗରେ ମାଡି ଆସୁଛି…

ଭୁବନେଶ୍ୱର,୨୨।୧୦: ମାଡିଆସୁଛି ଦାନା। ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ କ୍ଷେତ୍ର ଘନୀଭୂତ ହୋଇ ମଙ୍ଗଳବାର ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଅବପାତରେ ପରିଣତ ହୋଇଥିଲା। ଏବେ ତାହା ଗଭୀର ଅବପାତରେ ପରିଣତ ହୋଇଛି। ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଗଭୀର ଅବପାତରେ ପରିଣତ ହୋଇଛି…

ଡରାଇଲା ନୂଆ ମଡେଲ! ଏଇଠି ଲ୍ୟାଣ୍ଡଫଲ୍‌ ହେଲେ ସବୁ ସରିଲା…

ଓଡିଶାରେ ଲ୍ୟାଣ୍ଡଫଲ କରିପାରେ ବାତ୍ୟା ଦାନା। ପୁରୀରୁ ପାରାଦୀପ ମଧ୍ୟରେ ଛୁଇଁପାରେ ସ୍ଥଳଭାଗ। ଏନେଇ ବିଭିନ୍ନ ଆନ୍ତର୍ଜାତିକ ମଡେଲ ଆକଳନ କରିଛି ।ବାତ୍ୟା ଲ୍ୟାଣ୍ଡଫଲ୍ କରିବା ବେଳେ ପବନ ସହିତ ପ୍ରବଳରୁ ଅତି ପ୍ରବଳ ବର୍ଷିବ।

ବାତ୍ୟା ପରିଚାଳନା କାର୍ଯ୍ୟରେ ନିୟୋଜିତ ହେବେ ଶିକ୍ଷୟିତ୍ରୀ-ଶିକ୍ଷକ, ଛୁଟି ହେଲା ବାତିଲ୍‌

ଭୁବନେଶ୍ୱର,୨୨।୧୦: ଓଡ଼ିଶାକୁ ସମ୍ଭାବ୍ୟ ବାତ୍ୟା ‘ଦାନା’ ଭୟ। ବେଳକୁ ବେଳ ଉପକୂଳ ମୁହାଁ ହେଉଥିବା ଯୋଗୁ ରାଜ୍ୟ ସରକାର ପୂର୍ବ ପ୍ରସ୍ତୁତି ଚଳାଇଛନ୍ତି। ଏହି କ୍ରମରେ ବିଦ୍ୟାଳୟ ଏବଂ ଗଣଶିକ୍ଷା ବିଭାଗର ସମସ୍ତ ଅଧିକାରୀ ଏବଂ କର୍ମଚାରୀଙ୍କ ଛୁଟି ବାତିଲ କରାଯାଇଛି।…

ବାତ୍ୟା ପୂର୍ବରୁ ଆଳୁ ଗାଏବ୍‌

ସମ୍ଭାବ୍ୟ ବାତ୍ୟା ଦାନା ପୂର୍ବରୁ ଜଟଣୀ ପରିବା ବଜାରରୁ ଆଳୁ ଉଭାନ । ଯେଉଁ କିଛି ଆଳୁ ମହଜୁଦ ରହିଛି ଚଡ଼ା ଦରରେ ବିକ୍ରି କରୁଛନ୍ତି ଅସାଧୁ ବ୍ୟବସାୟୀ । ଫଳରେ ସାଧାରଣ ଖାଉଟି ନାନା ହଇରାଣର ଶିକାର ହେଉଥିବା ଦେଖିବାକୁ…

ଆଇପିଏସ୍‌ ଲଳିତ ଦାସ ହେଲେ OSSSC ଅଧ୍ୟକ୍ଷ

ଭୁବନେଶ୍ୱର,୨୨।୧୦: ଅବସରପ୍ରାପ୍ତ ଆଇପିଏସ୍‌ ଲଳିତ ଦାସଙ୍କୁ ନୂଆ ଦାୟିତ୍ୱ ମିଳିଛି। ସେ ଓଡ଼ିଶା ସବ୍‌ ଅର୍ଡିନେଟ୍‌ ଷ୍ଟାଫ୍‌ ସିଲେକ୍ସନ(ଓଏସ୍‌ଏସ୍‌ଏସ୍‌ସି) ଅଧ୍ୟକ୍ଷ ଭାବେ ନିଯୁକ୍ତି ପାଇଛନ୍ତି। ତାଙ୍କ ସହ ଅବସରପ୍ରାପ୍ତ ଆଇଏଏସ୍ ଉଦ୍ଧବ ଚନ୍ଦ୍ର ମାଝୀ ଏବଂ ସରୋଜ କୁମାର ମିଶ୍ରଙ୍କୁ ମଧ୍ୟ…

ବଡ଼ ବାତ୍ୟା! ୬ ଆଇଏଏସଙ୍କୁ ବଡ଼ ଦାୟିତ୍ୱ ଦେଲେ ସରକାର

ଭୁବନେଶ୍ୱର,୨୨।୧୦: ମାଡି ଆସୁଛି ବାତ୍ୟା ‘ଦାନା’। ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ କ୍ଷେତ୍ର ଘନୀଭୂତ ହୋଇ ମଙ୍ଗଳବାର ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଅବପାତରେ ପରିଣତ ହୋଇଛି। ବର୍ତ୍ତମାନ ପାରାଦ୍ୱୀପଠାରୁ ଦକ୍ଷିଣପୂର୍ବ ଦିଗରେ ୭୩୦ କି.ମି. ଦୂରତାରେ କେନ୍ଦ୍ରୀଭୂତ ହୋଇଛି। ସମୁଦ୍ରରେ ବଳ…

ବାତ୍ୟା ପୂର୍ବରୁ ବୁଡିଲା ଟ୍ରଲର, ଥିଲେ ୧୦ ମତ୍ସଜୀବୀ…

ଭଦ୍ରକ,୨୨।୧୦: ବୈତରଣୀ ମୁହାଁଣରେ ବୁଡିଲା ମାଛଧରା ଟ୍ରଲର। ଟ୍ରଲର ବୁଡିଲେ ମଧ୍ୟ ଅଳ୍ପକେ ବର୍ତ୍ତିଛନ୍ତି ମତ୍ସଜୀବୀ। ଉପକୂଳକୁ ଫେରିବା ସମୟରେ ଧାମରା ବନ୍ଦର ନିକଟରେ ମାଛଧରା ଟ୍ରଲର ବୁଡି ଯାଇଛି। ଏଥିରେ ଥିବା ୧୦ ମତ୍ସ୍ୟଜୀବୀଙ୍କୁ ସୁରକ୍ଷିତ ଉଦ୍ଧାର କରାଯାଇଛି। ମେରାଇନ…

ନଭେମ୍ବର ୧୫ରେ ରାଉରକେଲା ଆସିବେ ମୋଦି

୨୨।୧୦:ନଭେମ୍ବର ୧୫ରେ ରାଉରକେଲା ଆସିବେ ପ୍ରଧାନମନ୍ତ୍ରୀ ମୋଦି। ଜନଜାତି ଗୌରବ ଦିବସ ଅବସରରେ ରାଉରକେଲା ଆସିବାର କାର୍ଯ୍ୟକ୍ରମ ରହିଛି। ଏକ ସ୍ବତନ୍ତ୍ର ବିମାନ ଯେଗେ ଆସି ସେ ଦିନ ୧୧ଟାରେ ଝାରସୁଗୁଡ଼ା ବିମାନ ବନ୍ଦରରେ ପହଞ୍ଚିବେ। ପ୍ରଧାନମନ୍ତ୍ରୀ ସହିଦ୍‌ ମାଧୋସିଂ ହାତଖର୍ଚ୍ଚ…

ବାତ୍ୟା ପାଇଁ ୧୭୮ ଟ୍ରେନ ବାତିଲ: ଜାଣନ୍ତୁ କ’ଣ ରହିଛି

ଭୁବନେଶ୍ୱର,୨୨।୧୦: ବାତ୍ୟା ‘ଦାନା’ପାଇଁ ବ୍ୟାପକ ଟ୍ରେନ ବାତିଲ କରାଯାଇଛି। ମୋଟ ୧୭୮ଟି ଟ୍ରେନ ବାତିଲ ନେଇ ରେଲୱେ ପକ୍ଷରୁ ସୂଚନା ଦିଆଯାଇଛି। ୨୩, ୨୪ ଏବଂ ୨୫ ମଧ୍ୟରେ ମୋଟ ୧୭୮ ଟ୍ରେନ ବାତିଲ ହୋଇଛି। ସେଥିମଧ୍ୟରୁ ଅପ ଟ୍ରେନ ୮୫…

ଆସନ୍ତା ୨୩ରୁ ୨୫ ଯାଏ କଲେଜ ବନ୍ଦ

ଭୁବନେଶ୍ୱର,୨୨।୧୦: ବଙ୍ଗୋପସାଗରେ ଦାନା ବାନ୍ଧୁଛି ସମ୍ଭାବ୍ୟ ବାତ୍ୟା ‘ଦାନା’। ଏହାର ପ୍ରଭାବ ଓଡ଼ିଶା ଉପରେ ପଡ଼ିବାର ଆଶଙ୍କା ଥିବାରୁ ରାଜ୍ୟ ସରକାର କଲେଜ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି। ବାତ୍ୟା ପାଇଁ ଆସନ୍ତା ୨୩ରୁ ୨୫ ଅକ୍ଟୋବର ଯାଏ କଲେଜ ଏବଂ…

ଧନୁଯାତ୍ରାର କଂସ ସରକାରୀ ଚାକିରିରୁ ନିଲମ୍ବିତ, ମହାପ୍ରୟାଣ ଗାଡି ବାବଦକୁ ମାଗୁଥିଲେ ଲାଞ୍ଚ…

ବରଗଡ,୨୨।୧୦(ପ୍ରେମାନନ୍ଦ ଖମାରୀ): ଧନୁଯାତ୍ରାର କଂସଙ୍କ ବଢିଲା ଅଡୁଆ। ବରଗଡ ଧନୁଯାତ୍ରାର କଂସ ସାଜୁଥିବା ହୃଷିକେଷ ଭୋଇଙ୍କୁ ନିଲମ୍ବିତ କରାଯାଇଛି। ମହାପ୍ରୟାଣ ଗାଡିରେ ଶବ ପରିବହନ ବାବଦକୁ ମୃତକଙ୍କ ପରିବାରଠାରୁ ଲାଞ୍ଚ ନେବା ତାଙ୍କୁ ମହଙ୍ଗା ପଡିଛି। ବରଗଡ ଜିଲା ମୁଖ୍ୟ ଚିକିତ୍ସାଳୟରେ…

ବାତ୍ୟା ବେଳେ ପାୱାର୍‌ କଟ ହେବ କି ନାହିଁ: ଶକ୍ତି ସଚିବ ଦେଲେ ବଡ଼ ସୂଚନା

ଭୁବନେଶ୍ୱର,୨୨।୧୦: ସମ୍ଭାବ୍ୟ ବାତ୍ୟା ପ୍ରସ୍ତୁତିକୁ ନେଇ ଶକ୍ତି ସଚିବ ବଡ଼ ସୂଚନା ଦେଇଛନ୍ତି। ଶକ୍ତି ସଚିବ କହିଛନ୍ତି, ବିତରଣ କମ୍ପାନୀ ସ୍ତରରେ ୨ଟି କଣ୍ଟ୍ରୋଲ ରୁମ ଖୋଲାଯାଇଛି। ୧୦ ହଜାର ଷ୍ଟାଫ, ୮ ହଜାର ପୋଲ, ୫୦୦ ଟ୍ରାନ୍ସଫର୍ମର ରହିଛି। ୩୦୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?