ରାଜ୍ୟ

ପୁଣି ଦିଲ୍ଲୀ ଗଲେ ମନମୋହନ : ଏଥର ଆସିବ ଓଡ଼ିଶା ପ୍ରାର୍ଥୀଙ୍କ ନାଁ

ଭୁବନେଶ୍ୱର,୨୩।୩: ଦିନ କେଇଟା ପରେ ନିର୍ବାଚନ। ଏ ନେଇ ପ୍ରସ୍ତୁତି ଆରମ୍ଭ  ହୋଇଗଲାଣି।  ପୁଣି ଦିଲ୍ଲୀ ଗଲେ ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ। ଆଗାମୀ ଦିନରେ ହେବାକୁ ଥିବା କେନ୍ଦ୍ର ନିର୍ବାଚନ କମିଟି ବୈଠକରେ ଯୋଗ ଦେବାକୁ ସେ...

ହେଲାନି ମେଣ୍ଟ, ଆଜି ଆସିପାରେ ଓଡିଶା ପାଇଁ ଭାଜପା ପ୍ରାର୍ଥୀଙ୍କ ନାଁ!

ଭୁବନେଶ୍ୱର,୨୩।୩: ଆଜି ଆସିପାରେ ଓଡ଼ିଶା ପାଇଁ ଭାଜପା ପ୍ରାର୍ଥୀଙ୍କ ନାଁ । ସଂଧ୍ୟାରେ ହେବାକୁ ଥିବା କେନ୍ଦ୍ରୀୟ ନିର୍ବାଚନ କମିଟି ବୈଠକରେ MP ଏବଂ MLA ପ୍ରାର୍ଥୀଙ୍କ ନାଁରେ ବାଜିବ ମୋହର । ଆଉ କିଛି ରାଜ୍ୟର ବି ତାଲିକା...

ଆରମ୍ଭ ହେଲା ବିଜନେସ୍‌ ଏମିନେନ୍ସ ଆଓ୍ବାର୍ଡ୍‌ସ-୨୦୨୪

ଭୁବନେଶ୍ୱର,୨୩।୩(ଅଭୟ ଦାଶ): ଧରିତ୍ରୀ ଏବଂ ଓଡ଼ିଶା ପୋଷ୍ଟ ଆନୁକୂଲ୍ୟରେ ଶନିବାର ଆରମ୍ଭ ହୋଇଛି ବିଜନେସ୍‌ ଏମିନେନ୍ସ ଆଓ୍ବାର୍ଡ୍‌ସ-୨୦୨୪। ହୋଟେଲ ସ୍ବସ୍ତି ପ୍ରିମିୟମରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ବକ୍ତା ଭାବେ ବରିଷ୍ଠ ଆଇଏଏସ୍‌ ମନୋଜ କୁମାର ମିଶ୍ର (ପ୍ରିନ୍ସିପାଲ ସେକ୍ରେଟାରି...

‘ବାଘୁଣୀ ଇଚ୍ଛାରେ ବଢ଼େ ବାଘ ବଂଶ’

ବାରିପଦା,୨୩ା୩(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟରେ ମହାବଳ ବାଘ ସଂଖ୍ୟା ବୃଦ୍ଧି ପାଇବା ନେଇ ପ୍ରାଣୀପ୍ରେମୀଙ୍କ ମଧ୍ୟରେ ଆନନ୍ଦ ପ୍ରକାଶ ପାଇଛି। ଏନ୍‌ଟିସିଏ ଓ ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରକାଶିତ ରିପୋର୍ଟ ଅନୁଯାୟୀ ପୂର୍ବବର୍ଷ ଅପେକ୍ଷା ଚଳିତବର୍ଷ...

ଆଗକୁ ଆହୁରି ବଢ଼ିବ ତାତି

ଭୁବନେଶ୍ୱର,୨୩।୩: ଏଥର ପ୍ରବଳ ତାତି ଅନୁଭୂତ ହେବ। ଆଗକୁ ତାତି ବଢ଼ିବ । ପାଣିପାଗ ବିଭାଗ ଏହି ପୂର୍ବାନୁମାନ କରିଛି। ତେବେ କେବଳ ଦିନ ନୁହେଁ, ରାତିରେ ମଧ୍ୟ ତାପମାତ୍ରା ୨ରୁ ୩ ଡିଗ୍ରୀ ବଢ଼ିପାରେ ବୋଲି ପାଣିପାଗ ବିଭାଗ...

ନିର୍ବାଚନ ନେଇ ବଡ଼ ବୟାନ ଦେଲେ ସୁର ରାଉତରାୟ, କହିଲେ…

ଭୁବନେଶ୍ୱର,୨୩।୩: ଜଟଣୀ ବିଧାୟକ ସୁର ରାଉତରାୟ ନିର୍ବାଚନୀ ସଭାରେ ବଡ ବୟାନ ଦେଇ କହିଛନ୍ତି, ସେ କଂଗ୍ରେସ ଛାଡିବେ ନାହିଁ । ମାତ୍ର ତାଙ୍କ ପୁଅ ଯେଉଁ ଦଳରୁ ପ୍ରାର୍ଥୀ ହେବେ ସେହି ଦଳକୁ ସେ ସମର୍ଥନ କରିବେ ।...

୧ରୁ ଚନ୍ଦନେଶ୍ୱର ମହାଦେବଙ୍କ ପ୍ରସିଦ୍ଧ ଚୈତ୍ର ଚଡ଼କ ମେଳା

ଭୋଗରାଇ, ୨୩।୩(ପ୍ରଦୀପ ଦାସ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ସ୍ଥିତ ପୂର୍ବଭାରତର ପ୍ରସିଦ୍ଧ ଶୈବପୀଠ ଚନ୍ଦନେଶ୍ୱର ମହାଦେବଙ୍କ ବିଶ୍ୱପ୍ରସିଦ୍ଧ ଚୈତ୍ର ଚଡ଼କମେଳା ଆସନ୍ତା ୧ରୁ ଶୁଭାରମ୍ଭ ହେଉଛି। ଏଥିନିମନ୍ତେ ଭାଗରାଇ ବ୍ଲକ ସମ୍ମିଳନୀ କକ୍ଷରେ ଜିଲା ପ୍ରଶାସନ, ଟ୍ରଷ୍ଟ ବୋର୍ଡ଼,...

କଟକ ବାଲିଯାତ୍ରାକୁ ବିଶ୍ୱ ସାଂସ୍କୃତିକ ଐତିହ୍ୟ ମାନ୍ୟତା ଦାବି

କଟକ,୨୩ା୩ (କାର୍ତ୍ତିକ ସାହୁ): ଐତିହାସିକ କଟକ ବାଲିଯାତ୍ରାକୁ ଜାତୀୟ ମାନ୍ୟତା ଦାବି ପରେ ଏବେ ଉଠିଛି ବିଶ୍ୱ ସାଂସ୍କୃତିକ ଐତିହ୍ୟ ମାନ୍ୟତା ଦାବି। ବିଶ୍ୱ ସାଂସ୍କୃତିକ ଐତିହ୍ୟ ମାନ୍ୟତା ପ୍ରଦାନ ପ୍ରସଙ୍ଗରେ କଟକ ମହାନଗର ନିଗମ(ସିଏମ୍‌ସି) ମେୟର ସୁବାସ ସିଂ...

ଚିଟ୍‌ଫଣ୍ଡ ନାଁରେ ୫କୋଟି ଠକେଇ, ମହିଳା ଫେରାର

ରାୟଗଡ଼ା,୨୩ା୩(ଆଶିଷ ରଞ୍ଜନ ପଣ୍ଡା): ବେଆଇନ ଭାବେ ଚାଲିଥିବା ଚିଟ୍‌ଫଣ୍ଡ ସ୍କିମ୍‌ ଓ ସୁଧ କାରବାର ଉପରେ କୌଣସି ଅଙ୍କୁଶ ଲଗାଯାଇ ନ ଥିବାରୁ ଦିନକୁ ଦିନ ଏହି ବ୍ୟବସାୟ ବଢ଼ିବାରେ ଲାଗିଛି। ଫଳରେ କିଛି ଖଳ ପ୍ରକୃତିର ଲୋକ ଏହାର...

ବରଗଡ଼, ବଲାଙ୍ଗୀର, କଳାହାଣ୍ଡି ଲୋକ ସଭା କ୍ଷେତ୍ରର ସମୀକ୍ଷା

ଭୁବନେଶ୍ୱର,୨୩ା୩(ଅନିଲ ଦାସ): ଗତ ପଞ୍ଚାୟତ ଓ ପୌର ନିର୍ବାଚନରେ ବିଜେଡି ପାଇଥିବା ସଫଳତାକୁ ଆଗାମୀ ଲୋକ ସଭା ଓ ବିଧାନସଭା ନିର୍ବାଚନରେ ପୁନରାବୃତ୍ତି କରିବ। ୨୦୧୯ ଲୋକ ସଭା ନିର୍ବାଚନରେ ହରାଇଥିବା ବରଗଡ଼, କଳାହାଣ୍ଡି ଓ ବଲାଙ୍ଗୀର ଲୋକ ସଭା...

ଭାଜପାରେ ପୂର୍ବତନ ଏମ୍‌ପି ଅର୍ଚ୍ଚନା ନାୟକ

ଭୁବନେଶ୍ୱର, ୨୩।୩(ସୁନିତ୍‌ ମିଶ୍ର): କେନ୍ଦ୍ରାପଡ଼ାର ପୂର୍ବତନ ଏମ୍‌ପି ଅର୍ଚ୍ଚନା ନାୟକ ଶୁକ୍ରବାର ଆନୁଷ୍ଠାନିକ ଭାବେ ଭାଜପାରେ ସାମିଲ ହୋଇଛନ୍ତି। ଦଳର ରାଜ୍ୟ କାର୍ଯ୍ୟାଳୟଠାରେ ଅନୁଷ୍ଠିତ ମିଶ୍ରଣ ପର୍ବରେ ମଧ୍ୟ ଡେରାବିଶ ବ୍ଲକ୍‌ର ପୂର୍ବତନ ଅଧ୍ୟକ୍ଷ ତଥା ବିଜେଡି ନେତା ସରୋଜକାନ୍ତ...

ଏକାଠି ହେଲେ ଧ୍ରୁବ, ଅଂଶୁମାନ

ରାଜନଗର, ୨୩ା୩(ଭାସ୍କର ରାଉତରାୟ): କେନ୍ଦ୍ରାପଡ଼ା ଜିଲା ରାଜନଗର ନିର୍ବାଚନମଣ୍ଡଳୀର ବିଜେଡି ସମନ୍ବୟ ବୈଠକ ଶୁକ୍ରବାର ଭୁବନେଶ୍ୱରସ୍ଥିତ ଶଙ୍ଖ ଭବନରେ ଅନୁଷ୍ଠିତ ହୋଇଯାଇଛି। ପୂର୍ବତନ ବିଧାୟକ ତଥା କେନ୍ଦ୍ରାପଡ଼ା ଜିଲା କଂଗ୍ରେସ କମିଟି ସଭାପତି ଅଂଶୁମାନ ମହାନ୍ତି ଫେବୃଆରୀ ୧୪ରେ କଂଗ୍ରେସରୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri