ସରକାର ନିଜ ଦୋଷ ଲୁଚାଉଛନ୍ତି: ବିରୋଧୀ
ଭୁବନେଶ୍ୱର,୨୭ା୭(ଅନିଲ ଦାସ): ରଥ ଉପରୁ ବଡ଼ ଠାକୁର ଖସିପଡ଼ିବା, ଦଳାଚକଟାରେ ଜଣଙ୍କ ମୃତ୍ୟୁ ହେବା, ଟ୍ରାଫିକ ଅବ୍ୟବସ୍ଥା, ଅଣ ସେବାୟତ ରଥ ଉପରେ ଚଢ଼ିବା ପ୍ରସଙ୍ଗକୁ ନେଇ ବିରୋଧୀ ଓ ଶାସକ ଦଳ ମୁହାଁମୁହିଁ ହୋଇଛନ୍ତି। ରାଜ୍ୟ ସରକାର ଶ୍ରୀଜୀଉଙ୍କ ନୀତିରେ…
ବିଜେଡି ସରକାରର ବଜେଟଠାରୁ ଏଥର ୧୫% ଅଧିକ: ସମୀର
ଭୁବନେଶ୍ୱର, ୨୭।୭(ସୁନିତ୍ ମିଶ୍ର): ନୂତନ ରାଜନୈତିକ ସଂସ୍କୃତିର ପ୍ରତିଷ୍ଠାକରି ଭାଜପା ପ୍ରଥମ ଥର ଓଡ଼ିଶାରେ ସରକାର ଗଠନ କରିଛି। ଭାଜପା ସରକାରର ପ୍ରଥମ ବଜେଟ ଓଡ଼ିଶା ପାଇଁ ବେଶ୍ ଗୁରୁତ୍ୱ ବହନ କରିଛି। ଏହି ବଜେଟରେ ସମାଜର ୪ଟି ବର୍ଗଙ୍କ ଉପରେ…
ଆମ ଓଡ଼ିଶା ନବୀନ ଓଡ଼ିଶା ଯୋଜନାକୁ ନେଇ ବିରୋଧୀ-ଶାସକ ମୁହାଁମୁହିଁ
ଭୁବନେଶ୍ୱର,୨୭।୭(ଅନିଲ ଦାସ): ଆମ ଓଡ଼ିଶା ନବୀନ ଓଡ଼ିଶା ଯୋଜନାକୁ ନେଇ ବିଜେଡି -ଭାଜପା ବିଧାନସଭାରେ ମୁହାଁମୁହିଁ ହୋଇଛନ୍ତି। ଯୋଜନାର ନଁା ବଦଳିବାକୁ ନେଇ ବିଜେଡି ବିଧାୟକ ଗଣେଶ୍ୱର ବେହେରା ବିଧାନସଭା ଶୂନ୍ୟକାଳରେ ଉଦ୍ବେଗ ପ୍ରକାଶ କରିଛନ୍ତି । ସେ କହିଛନ୍ତି, ସରକାର…
ସୃଷ୍ଟି ହେଲା ଆଉ ଏକ ଲଘୁଚାପ, ପ୍ରବଳ ବର୍ଷିବ
ଭୁବନେଶ୍ୱର, ୨୬ା୭(ଅନୁରାଧା ମହାରଣା) – ଲଘୁଚାପ ପ୍ରଭାବରେ ଓଡ଼ିଶାରେ ତୁହାକୁ ତୁହା ବର୍ଷା ଲାଗିରହିଥିବାବେଳେ ପ୍ରାୟ ସବୁ ଜିଲାରେ ସ୍ଥିତି ବିଗିଡ଼ିବାରେ ଲାଗିଛି। ବର୍ଷା ଯୋଗୁ ବିଲବାଡ଼ି ଜଳାର୍ଣ୍ଣବ ହେବା ସହ ନଦୀନାଳରେ ଜଳସ୍ତର ବଢ଼ୁଛି। ଏପରି ସ୍ଥିତିରେ ଶୁକ୍ରବାର ବଙ୍ଗୋପସାଗରରେ…
ମମତାଙ୍କୁ ଚିଠି ଲେଖିବା ନେଇ ନବୀନଙ୍କୁ ଟାର୍ଗେଟ କଲା ଭାଜପା
ଭୁବନେଶ୍ୱର, ୨୬।୭(ସୁନିତ୍ ମିଶ୍ର): ନିଜ ୨୪ ବର୍ଷ ଶାସନରେ ନବୀନ ପଟ୍ଟନାୟକଙ୍କ ନେତୃତ୍ୱାଧୀନ ବିଜେଡି ସରକାର ଓଡ଼ିଶାକୁ କୌଣସି କ୍ଷେତ୍ରରେ ଆତ୍ମନିର୍ଭରଶୀଳ ରାଜ୍ୟ ଭାବେ ଗଢ଼ି ତୋଳିନାହାନ୍ତି। ବିଶେଷ ଭାବେ ନିତ୍ୟ ବ୍ୟବହାର୍ଯ୍ୟ ଖାଦ୍ୟଶସ୍ୟ ପାଇଁ ଓଡ଼ିଶା ଅନ୍ୟ ରାଜ୍ୟ ଉପରେ…
କୃଷି ବିଭାଗରେ ସରକାରୀ କାର୍ଯ୍ୟ ଓଡ଼ିଆ ଭାଷାରେ କରିବାକୁ ନିର୍ଦ୍ଦେଶ
ଭୁବନେଶ୍ୱର,୨୬।୭(ଶର୍ମିଷ୍ଠା ପାଣିଗ୍ରାହୀ): କୃଷି ଓ କୃଷକ ସଶକ୍ତିକରଣ ବିଭାଗ ଏହାର ନିର୍ଦ୍ଦେଶାଳୟ ଏବଂ ବିଭାଗ ଅଧିନରେ ଥିବା ଅନ୍ୟ ଅଧସ୍ତନ କାର୍ଯ୍ୟାଳୟଗୁଡିକରେ ସମସ୍ତ ସରକାରୀ କାର୍ଯ୍ୟ ଓଡିଆ ଭାଷାରେ ସମ୍ପାଦନ କରାଯିବ ବୋଲି ବିଭାଗର ପ୍ରମୁଖ ଶାସନ ସଚିବ ଡ. ଅରବିନ୍ଦ…
ଅଗ୍ନିବୀର ଯୋଜନା ନେଇ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝି
ଭୁବନେଶ୍ୱର,୨୬।୭: ଅଗ୍ନିବୀରଙ୍କୁ ପାଇଁ ବଡ଼ ଘୋଷଣା କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝି। ରାଜ୍ୟର ସବୁ ୟୁନିଫର୍ମ ସେବାରେ ସେମାନଙ୍କୁ ଗ୍ରହଣ କରାଯିବ ବୋଲି ଘୋଷଣା କରିଛନ୍ତି । ଏହାସହିତ ‘ଅଗ୍ନିବୀର’ଙ୍କ ପାଇଁ ରାଜ୍ୟର ସବୁ ୟୁନିଫର୍ମ ସେବାରେ ନିଯୁକ୍ତି ପାଇଁ…
ଜୀବିକା ଦେଇଛି ବାଉଁଶ କାରିଗରୀ
କୋକସରା,୨୬ା୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବରାଡଙ୍ଗା ପଞ୍ଚାୟତର ଏକ ଆଦିବାସୀ ବହୁଳ ଗ୍ରାମ ଝୁଲେନବର। ଜଙ୍ଗଲ ପରିବେଷ୍ଟିତ ଗାଁରେ ପ୍ରାୟ ୫୦ ଆଦିବାସୀ ପରିବାର ବସବାସ କରନ୍ତି। କନ୍ଧ ଜନଜାତିର କିଛି ପରିବାର ସଦସ୍ୟଙ୍କୁ ବାଉଁଶ…
ଆଳୁ ଦରକୁ ନେଇ ଯୋଗାଣ ମନ୍ତ୍ରୀଙ୍କ ବଡ଼ ବୟାନ, ୨ ଦିନ ମଧ୍ୟରେ…
ଭୁବନେଶ୍ୱର,୨୬।୭: ଆଳୁ ଦର ସମୀକ୍ଷା ପରେ ଗଣମାଧ୍ୟମରେ ପ୍ରତିକ୍ରୟା ଦେଇଛନ୍ତି ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର। ୨ ଦିନ ମଧ୍ୟରେ ସମସ୍ୟାର ସମାଧାନ ହେବ କହଛନ୍ତି ଯୋଗାଣ ମନ୍ତ୍ରୀ। ମନ୍ତ୍ରୀ କହିଛନ୍ତି, ପଶ୍ଚିମବଙ୍ଗ ଅଧିକାରୀଙ୍କ ସହ ସରକାର ଆଲୋଚନା କରିଛନ୍ତି। ୨୧ରୁ…
ଗିରଫ ହେଲେ କୁବେର ଯନ୍ତ୍ରୀ, ଚଢାଉ ପରେ ଧରାପଡିଲା ଅମାପ ଅମାପ ସମ୍ପତ୍ତି
ଭୁବନେଶ୍ୱର,୨୬।୭: ଗିରଫ ହେଲେ କୁବେର ନିର୍ମାଣ ଯନ୍ତ୍ରୀ ସୁନୀଲ ରାଉତ। ଆୟ ବର୍ହିଭୂତ ସମ୍ପତ୍ତି ଠୂଳ ଅଭିଯୋଗରେ ଶୁକ୍ରବାର ଯନ୍ତ୍ରୀ ସୁନୀଲ ରାଉତଙ୍କୁ ଗିରଫ କରିଛି ଭିଜିଲାନ୍ସ। ବଲାଙ୍ଗୀର ଲୋୟର ସୁକ୍ତେଲ ପ୍ରକଳ୍ପର ମୁଖ୍ୟ ନିର୍ମାଣ ଯନ୍ତ୍ରୀ ସୁନୀଲ କୁମାର ରାଉତ…
ସୁଭଦ୍ରା ଯୋଜନାକୁ ନେଇ ଭାଜପା ଉପରେ ବର୍ଷିଲେ ଲେଖାଶ୍ରୀ, କହିଲେ…
ଭୁବନେଶ୍ୱର,୨୬।୭: ରାଜ୍ୟ ସରକାର ବିଧାନସଭାରେ ତାଙ୍କର ପ୍ରଥମ ବଜେଟ ଗୁରୁବାର ଉପସ୍ଥାପନ କରିଥିଲେ । ଦୁଇ ବିରୋଧୀ ଦଳ ବିଜେଡି ଓ କଂଗ୍ରେସ ବଜେଟ୍ରେ ରାଜ୍ୟର ବିକାଶ ହେବା ଭଳି କିଛି ନଥିବା କହି ସମାଲୋଚନା କରିଥିଲେ । ଅନ୍ୟପକ୍ଷେ ଶୁକ୍ରବାର…
ସୁଭଦ୍ରା ଯୋଜନା ଶୁଭାରମ୍ଭକୁ ନେଇ ବଡ଼ ବୟାନ ଦେଲେ ଉପମୁଖ୍ୟମନ୍ତ୍ରୀ: ଆବେଦନ ପ୍ରକ୍ରିୟା ହେବ…
ଭୁବନେଶ୍ୱର,୨୬।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ ଅର୍ଥାତ ସେପ୍ଟେମ୍ବର ୧୭ରେ ସୁଭଦ୍ରା ଯୋଜନାର ଶୁଭାରମ୍ଭ ହେବ । ଉପମୁଖ୍ୟମନ୍ତ୍ରୀ ତଥା ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ପ୍ରଭାତୀ ପରିଡା ଏ ନେଇ ଗଣମାଧ୍ୟମକୁ ବଡ଼ ବୟାନ ଦେଇଛନ୍ତି। ବଜେଟ୍ରେ ୧୦…
Archives


