ସମ୍ଭାବ୍ୟ ବାତ୍ୟା, ଚିନ୍ତାରେ ଚାଷୀ: ୩୪୦ ଏକର ପାଚିଲା ଧାନଫସଲ ନଷ୍ଟ ଆଶଙ୍କା
ନାଉଗାଁ,୨୨ା୧୦(ସୁଧା ବେହୁରା): ସମ୍ଭାବ୍ୟ ବାତ୍ୟା ଓଡ଼ିଶା ଉପକୂଳ ଛୁଇଁପାରେ ବୋଲି ପାଣିପାଗ ବିଶେଷଜ୍ଞମାନେ ପୂର୍ବାନୁମାନ କରୁଥିବାବେଳେ ଉପକୂଳ ଓଡିଶାରେ ପ୍ରବାଳ ବର୍ଷା ହେବାର ଆଶଙ୍କା ରହିଛି। ଏନେଇ ନାଉଗଁା ବ୍ଲକରେ ଚାଷୀମାନେ ଚିନ୍ତାରେ ପଡ଼ିଛନ୍ତି। ବ୍ଲକରେ ସମୁଦାୟ ୭ ହଜାର ହେକ୍ଟର…
ବାତ୍ୟା ଛନକା: ପୁରୀ ଛାଡୁଛନ୍ତି ପର୍ଯ୍ୟଟକ
ପୁରୀ,୨୨ା୧୦: ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ପୁରୀରୁ ପର୍ଯ୍ୟଟକମାନଙ୍କୁ ଫେରିଯିବାକୁ ରାଜ୍ୟ ସରକାର ପରାମର୍ଶ ଦେଇଛନ୍ତି। ଏଭଳିସ୍ଥିତିରେ ବୁଳିବାକୁ ଆସିଥିବା ପର୍ଯ୍ୟଟକ ମଙ୍ଗଳବାର ପୁରୀ ଛାଡି ପଳାଉଥିବା ଦେଖିବାକୁ ମିଳିଛି। ଏନେଇ ବସ୍ଷ୍ଟାଣ୍ଡ ସାଙ୍ଗକୁ ବିଭିନ୍ନ ଛକରେ ଲୋକ ଠିଆ ହୋଇ…
ଅବପାତ ରୂପ ନେଲା ଲଘୁଚାପ: ପାରାଦ୍ୱୀପ ଠାରୁ ଏତିକି କିଲୋମିଟର ଦୂରରେ ରହିଲା
ଭୁବନେଶ୍ୱର,୨୨ା୧୦: ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ କ୍ଷେତ୍ର ଆହୁରି ଘନୀଭୂତ ହୋଇ ମଙ୍ଗଳବାର ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଅବପାତରେ ପରିଣତ ହୋଇଛି। ବର୍ତମାନ ଏହା ପାରାଦ୍ୱୀପ ଠାରୁ ଦକ୍ଷିଣପୂର୍ବ ଦିଗରେ ୭୩୦ କିମି ଦୂରତାରେ କେନ୍ଦ୍ରୀଭୂତ ଅଛି। ଆସନ୍ତାକାଲି ୨୩…
ଯାଜପୁରରେ ଶୁଟିଂ ହେଲା ପୁଷ୍ପା-୨
ଯାଜପୁର,୨୨ା୧୦: ବହୁ ପ୍ରତିକ୍ଷିତ ତେଲୁଗୁ ଫିଲ୍ମ ପୁଷ୍ପା-୨ ଏକ ଦୃଶ୍ୟର ସୁଟିଂ ଓଡ଼ିଶାର ଯାଜପୁର ଜିଲାରେ ହୋଇଛି। ସୋମବାର ଜିଲାର କାଳିଆପାଣି ଥାନା ଓଏମ୍ସି କଲରଙ୍ଗି ଟ୍ରକ୍ ପାକିଂ ୟାର୍ଡରେ ନିକଟରେ ମୈତ୍ରୀ ମୁଭି ମେକର୍ସ ପକ୍ଷରୁ ବହୁଚର୍ଚ୍ଚିତ ପୁଷ୍ପା-୨ ଫିଲ୍ମ…
ମୁଖ୍ୟଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ: ଏକକାଳୀନ ୧୦ଟି ସ୍ଥାନରେ ରେଡ୍
କେନ୍ଦୁଝର,୨୨ା୧୦(ନରେଶ ଚନ୍ଦ୍ର ପଟ୍ଟନାୟକ): ବୈତରଣୀ ବେସିନ୍ ମୁଖ୍ୟଯନ୍ତ୍ରୀ କୈଳାଶ ଚନ୍ଦ୍ର ସାହୁଙ୍କ ଘରେ ଭିଜିଲାନ୍ସ ଚଢ଼ାଉ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ପକ୍ଷରୁ ଏକକାଳୀନ କୈଳାଶ ସାହୁଙ୍କ ପୈତୃକ ଘର ସମେତ ୧୦ଟି ସ୍ଥାନରେ ରେଡ୍ କରାଯାଉଛି। ଭୁବନେଶ୍ବର,…
ବାତ୍ୟା ‘ଦାନା’ ପାଇଁ ନନ୍ଦନକାନନରେ ସ୍ବତନ୍ତ୍ର ପ୍ରସ୍ତୁତି
ତ୍ରିଶୂଳିଆ,୨୨।୧୦(ତୁଷାରକାନ୍ତ ବେହେରା): ସମ୍ଭାବ୍ୟ ବାତ୍ୟା ‘ଦାନା’କୁ ଦୃଷ୍ଟିରେ ରଖି ନନ୍ଦନକାନନ କର୍ତ୍ତୃପକ୍ଷ ଆଗୁଆ ସଜାଗ ହୋଇଛନ୍ତି। ବାତ୍ୟା ଆରମ୍ଭରୁ ପ୍ରାଣୀଙ୍କୁ ଖୁଆଡ଼ ବାହାରକୁ ଛଡ଼ା ନ ଯାଇ ସେମାନଙ୍କୁ ଫିଡିଂ ଚାମ୍ବରରେ ରଖାଯିବ। ସେମାନଙ୍କ ପାଇଁ ଆବଶ୍ୟକ ଖାଦ୍ୟ ପାନୀୟ ଔଷଧ…
ଭଉଣୀଙ୍କ ଅଶ୍ଳୀଳ ଭିଡିଓ ଦେଖାଇ ଭାଇଙ୍କୁ ମାଗିଲେ ଟଙ୍କା: ଅଭିଯୁକ୍ତ ଗିରଫ
ଫୁଲନଖରା,୨୧ା୧୦(ସତ୍ୟରଞ୍ଜନ ଦାସମହାପାତ୍ର): ଭଉଣୀଙ୍କ ଅଶ୍ଳୀଳ ଭିଡିଓ ସାମାଜିକ ଗଣମାଧ୍ୟମରେ ଛାଡି ଦେବାକୁ ଧମକ ଦେଇ ଭାଇଙ୍କଠାରୁ ୫ ଲକ୍ଷ ଟଙ୍କା ଦାବି କରିବା ଅଭିଯୋଗରେ କଟକ ସଦର ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ସେ ହେଲେ…
ବାତ୍ୟା ଛାନିଆ: ଆଳୁ କେଜି ୬୦, ପିଆଜ ୭୦
ଜଟଣୀ,୨୨ା୧୦(ରବୀନ୍ଦ୍ରନାଥ ମହାକୁଡ଼): ସମ୍ଭାବ୍ୟ ବାତ୍ୟା ପୂର୍ବରୁ ଲୋକ ଆତଙ୍କିତ ହୋଇ ଅଧିକା କିଣାକିଣି କରୁଛନ୍ତି। ଏହାର ଫାଇଦା ଉଠାଇ କେତେଜଣ ଅସାଧୁ ବେପାରୀ ଦର ବଢ଼ାଇ ଦେଇଛନ୍ତି। ଫଳରେ ଜଟଣୀ ବଜାରରେ ଆଳୁ ଏକପ୍ରକାର ଉଭାନ୍ ହୋଇଯାଇଛି। ସୋମବାର ସକାଳେ ଜଟଣୀ…
ଆସୁଛି ବାତ୍ୟା, ୨୫ଯାଏ ଚିଲିକାକୁ ଡଙ୍ଗା ମନା
ବାଲୁଗାଁ,୨୨।୧୦(ସଂଗ୍ରାମ ପାଇକରାୟ): ସମ୍ଭାବ୍ୟ ବାତ୍ୟା ‘ଦାନା’କୁ ନେଇ ଚିଲିକା ତଟବର୍ତ୍ତୀ ଅଞ୍ଚଳବାସୀ ଏବଂ ମତ୍ସ୍ୟଜୀବୀଙ୍କ ମଧ୍ୟରେ ଭୟର ବାତାବରଣ ଖେଳିଯାଇଛି। ଏହି ପରିପ୍ରେକ୍ଷୀରେ ଖୋର୍ଦ୍ଧା ଜିଲା ପ୍ରଶାସନ ନିର୍ଦ୍ଦେଶକ୍ରମେ ସୋମବାର ବାଲୁଗଁା ବିଜ୍ଞାପିତ ଅଞ୍ଚଳ ପରିଷଦ ପକ୍ଷରୁ ଡାକବାଜି ଯନ୍ତ୍ର ମାଧ୍ୟମରେ…
ବାତ୍ୟା ପୂର୍ବରୁ ସମୁଦ୍ର ଅଶାନ୍ତ
ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ଆଣ୍ଡାମାନ ଉପକୂଳରେ ସୋମବାର ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ପଶ୍ଚିମ-ଉତ୍ତର ପଶ୍ଚିମ ଦିଗ ଦେଇ ଧୀରେ ଧୀରେ ଗତି କରୁଛି। ମଙ୍ଗଳବାର ଏହା ଅବପାତ(ଡିପ୍ରେସନ)ରେ ପରିଣତ ହେବ । ୨୩ ତାରିଖରେ ପୂର୍ବ କେନ୍ଦ୍ରୀୟ…
ବରଗଡ଼ରେ ବ୍ୟାପୁଛି ଝାଡ଼ାବାନ୍ତି, ୫୧ ଅସୁସ୍ଥ
ବରଗଡ଼,୨୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ସଦର ବ୍ଲକ ନିଲେଶ୍ୱର ପଞ୍ଚାୟତ ଅନ୍ତର୍ଗତ ଧଉଁରାଖନ୍ଦା ଗ୍ରାମରେ ଝାଡ଼ାବାନ୍ତି ବ୍ୟାପୁଛି। ଏଥିରେ ଗ୍ରାମର ୫୧ ଜଣ ଅସୁସ୍ଥ ହୋଇଛନ୍ତି। ଝାଡ଼ାବାନ୍ତିକୁ ନେଇ ଗ୍ରାମରେ ଆତଙ୍କ ଖେଳିଯାଇଛି। ଖବର ପାଇ ସ୍ବାସ୍ଥ୍ୟ ବିଭାଗର ଏକ ଟିମ୍ ଗ୍ରାମରେ…
ବାତ୍ୟାକୁ ନେଇ ରାଜ୍ୟ ସରକାରଙ୍କ ଘୋଷଣା, ଏହି ୧୪ ଜିଲାରେ ବନ୍ଦ ରହିବ ସ୍କୁଲ
ଭୁବନେଶ୍ୱର,୨୧।୧୦: ସମ୍ଭାବ୍ୟ ବାତ୍ୟାକୁ ନେଇ ରାଜ୍ୟ ସରକାର ସୋମବାର ସ୍କୁଲ ଛୁଟି ଘୋଷଣା କରିଛନ୍ତି। ୨୩ରୁ ୨୫ ତାରିଖ ଯାଏ ସ୍କୁଲ ବନ୍ଦ ରହିବ। ସ୍ବତନ୍ତ୍ର ରିଲିଫ କମିଶନରଙ୍କ ପକ୍ଷରୁ ପ୍ରଭାବିତ ହେବାକୁ ଥିବା ୧୪ ଜିଲାରେ ସ୍କୁଲ ଛୁଟି ଘୋଷଣା…

