ରାଜ୍ୟ

ମା’ ମାଣିକେଶ୍ବରୀଙ୍କ ଛତରଯାତ୍ରାକୁ ନେଇ ଆପତ୍ତିଜନକ ମନ୍ତବ୍ୟ: ଥାନାରେ ପହଞ୍ଚିଲା ମାମଲା

ଭବାନୀପାଟଣା,୨୧ା୧୦(ଉତ୍ତମ କୁମାର ଦାଶ): ଲୋକଙ୍କ ଆସ୍ଥାର ପ୍ରତୀକ କଳାହାଣ୍ଡିର ଇଷ୍ଟଦେବୀ ମା’ ମାଣିକେଶ୍ବରୀଙ୍କ ଛତର ଯାତ୍ରା ପ୍ରତି ଟିପିଡବ୍ଲ୍ୟୁଓଡ଼ିଏଲ୍‌ ଆର୍‌ସିଏମ୍‌ ଡିଭିଜନର ଜଣେ କର୍ମଚାରୀଙ୍କ ଆପତ୍ତିଜନକ ମନ୍ତବ୍ୟକୁ ନେଇ ସାଧାରଣରେ ଉଦ୍‌ବେଗ ପ୍ରକାଶ ପାଇଛି। ଏହାକୁ ନେଇ କଳାହାଣ୍ଡି ହେଲ୍‌ପିଂ ହ୍ୟାଣ୍ଡ…

ଲାଇନ୍‌ଚ୍ୟୁତ ହେଲା ଟ୍ରେନ୍‌: ଟ୍ରେନ ଚଳାଚଳ ବ୍ୟାହତ

କୋରାପୁଟ,୨୧।୧୦(ଅମିତାଭ ବେହେରା): କୋରାପୁଟ-ବିଶାଖାପାଟଣା ଟ୍ରେନ୍‌ ଲାଇନରେ ସୋମବାର ଏକ ମାଲବାହୀ ଟ୍ରେନ୍‌ ଲାଇନ୍‌ଚ୍ୟୁତ ହୋଇଛି। କୋରାପୁଟ କୋତାବାଲସା ରୁଟ୍‌ ଚିମିଡ଼ିପାଲ୍ଲୀ ଷ୍ଟେଶନ ନିକଟରେ ଟ୍ରେନର ୫ ନମ୍ବର ବଗି ଲାଇନ୍‌ଚ୍ୟୁତ ହୋଇଛି। କୋରାପୁଟ ରେଲୱେ କର୍ତ୍ତୃପକ୍ଷଙ୍କ ସୂଚନା ମୁତାବକ, ଛତିଶଗଡ ବଚେଲିରୁ…

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଓଡ଼ିଶା ଗସ୍ତ ସ୍ଥଗିତ

ଭୁବନେଶ୍ୱର,୨୧।୧୦: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଓଡ଼ିଶା ଗସ୍ତ ସ୍ଥଗିତ। ୨୩ରୁ ୨୫ ତାରିଖ ପର୍ଯ୍ୟନ୍ତ ଥିବା ଓଡ଼ିଶା ଗସ୍ତ ସ୍ଥଗିତ ହୋଇଥିବା ସୂଚନା ମିଳିଛି। ବାଙ୍ଗିରିପୋଷି, ରାଇରଙ୍ଗପୁର, ପୁରୀ ଓ ଭୁବନେଶ୍ୱରରେ କାର୍ଯ୍ୟକ୍ରମ ଥିଲା। ଅନ୍ୟପଟେ ସମ୍ଭାବ୍ୟ ବାତ୍ୟା ‘ଦାନା’କୁ ନେଇ…

ସମ୍ଭାବ୍ୟ ବାତ୍ୟା ପାଇଁ ଘୁଞ୍ଚିଲା ବୃତ୍ତି ପରୀକ୍ଷା

ଭୁବନେଶ୍ୱର,୨୧।୧୦: ସମ୍ଭାବ୍ୟ ବାତ୍ୟା ‘ଦାନା’କୁ ନେଇ ଛାତ୍ରୀଛାତ୍ରଙ୍କ ଏନ୍‌ଆର୍‌ଟିଏସ୍‌ ଏବଂ ପ୍ରାଥମିକ ବୃତ୍ତି ପରୀକ୍ଷାକୁ ସରକାର ଘୁଞ୍ଚାଇ ଦେଇଛନ୍ତି। ଏହି ପରୀକ୍ଷା ୨୩ ଏବଂ ୨୫ ତାରିଖରେ ହେବାର ଥିଲା। ପରୀକ୍ଷା ପୁଣି କେବେ ହେବ ସେନେଇ ବୋର୍ଡ ପକ୍ଷରୁ ଜଣାଇ…

ମାଡି ଆସୁଛି ବାତ୍ୟା: ଚାଷକୁ ନେଇ ଛାନିଆ ହେଲେଣି ଲୋକେ, କହିଲେ ଆମେ ବଞ୍ଚିବୁ କିପରି

ଭୁବନେଶ୍ୱର,୨୧।୧୦: ସମ୍ଭାବ୍ୟ ବାତ୍ୟା ‘ଦାନା’କୁ ନେଇ ଛାନିଆ ହୋଇ ଗଲେଣି ଲୋକେ। ବର୍ଷା, ପବନରେ ଧାନ ଯିବ, ପାନ ବି ଯିବ, ଆମେ ବଞ୍ଚିବୁ କିପରି ବୋଲି ସୋମବାର ଅସ୍ତରଙ୍ଗ ଅଞ୍ଚଳବାସୀ ମତ ପ୍ରକାଶ କରିଛନ୍ତି। ବାତ୍ୟାକୁ ନେଇ ଅଞ୍ଚଳବାସୀ ଭୟ…

ସରକାରୀ କର୍ମଚାରୀଙ୍କୁ ଦୀପାବଳି ଭେଟି ଦେଲେ ମୋହନ ସରକାର, ବଢିଲା ମହଙ୍ଗା ଭତ୍ତା

ଭୁବନେଶ୍ୱର,୨୧।୧୦: ରାଜ୍ୟ ସରକାର ସରକାରୀ କର୍ମଚାରୀଙ୍କୁ ଦୀପାବଳି ଭେଟି ଦେଇଛନ୍ତି। ସୋମବାର ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୩ ପ୍ରତିଶତ ବୃଦ୍ଧି କରିଛନ୍ତି ରାଜ୍ୟ ସରକାର। ୫୦ରୁ ୫୩ ପ୍ରତିଶତକୁ ମହଙ୍ଗା ଭତ୍ତା ବୃଦ୍ଧି ପାଇଛି। ଜୁଲାଇ ୧, ୨୦୨୪ରୁ ଏହା…

ପୁରୀକୁ ଆସିଥିବା ଶ୍ରଦ୍ଧାଳୁଙ୍କୁ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ: ବାତ୍ୟା ପହଞ୍ଚିବା ପୂର୍ବରୁ…

ଭୁବନେଶ୍ୱର,୨୧।୧୦: ପୁରୀକୁ ଆସିଥିବା ଶ୍ରଦ୍ଧାଳୁଙ୍କୁ ରାଜ୍ୟ ସରକାରଙ୍କ ପରାମର୍ଶ। ବାତ୍ୟା ପହଞ୍ଚିବା ପୂର୍ବରୁ ପୁରୀ ଛାଡ଼ିବାକୁ ରାଜ୍ୟ ସରକାର ନିର୍ଦ୍ଦେଶ ଦେଇଛନ୍ତି। କାଲିସୁଦ୍ଧା ପୁରୀ ଛାଡ଼ି ନିଜ ନିଜ ଘରକୁ ଫେରି ଯିବାକୁ ନିର୍ଦ୍ଦେଶ ଦିଆଯାଇଛି। ସମ୍ଭାବ୍ୟ ବାତ୍ୟା ‘ଦାନା’ ୨୪…

ଆସୁଛି ବାତ୍ୟା, ସ୍କୁଲ ଛୁଟିକୁ ନେଇ ବଡ଼ ସୂଚନା ଦେଲେ ମନ୍ତ୍ରୀ

ଭୁବନେଶ୍ୱର,୨୧।୧୦: ବଙ୍ଗୋପସାଗରରେ ଆସୁଥିବା ସମ୍ଭାବ୍ୟ ବାତ୍ୟା ‘ଦାନା’ ଓଡ଼ିଶାକୁ ହିଟ୍‌ କରିବ। ପୁରୀ-ବାଲେଶ୍ୱର ମଧ୍ୟରେ ଏହା ସ୍ଥଳଭାଗ ଛୁଇଁବାକୁ ଥିବା ବେଳେ ଏହି ସମୟରେ ପବନର ବେଗ ଘଣ୍ଟା ପ୍ରତି ୧୧୦ରୁ ୧୨୦ କିଲୋମିଟର ରହିପାରେ। ଏ ନେଇ ଭାରତୀୟ ପାଣିପାଗ…

ମଝି ସମୁଦ୍ରରେ ୧୧ ଡଙ୍ଗା: ଫେରାଇ ଆଣିବାକୁ ମୁଖ୍ୟମନ୍ତ୍ରୀ ଦେଲେ ନିର୍ଦ୍ଦେଶ

ଭୁବନେଶ୍ୱର,୨୧।୧୦: ଲୋକସେବା ଭବନରେ ସମ୍ଭାବ୍ୟ ବାତ୍ୟା ମୁକାବିଲା ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ଅପରାହ୍ନରେ ସମୀକ୍ଷା କରିଛନ୍ତି। ବୈଠକରେ ସମ୍ଭାବ୍ୟ ବାତ୍ୟା ‘ଦାନା’କୁ ନେଇ ସରକାର ପ୍ରସ୍ତୁତ ରହିଥିବା କୁହାଯାଉଛି। ଲୋକଙ୍କୁ ଭୟଭୀତ ନ ହେବାକୁ ସରକାରଙ୍କ ତରଫରୁ…

ଆସୁଛି ବାତ୍ୟା ‘ଦାନା’, ଜାଣନ୍ତୁ କେଉଁ ଜିଲାରେ କେତେ ବେଗରେ ହେବ ପବନ

ଭୁବନେଶ୍ୱର,୨୧।୧୦: ବାତ୍ୟା ‘ଦାନା’ ବଙ୍ଗୋପସାଗରରେ ଶକ୍ତି ଜୁଟାଉଥିବା ବେଳେ ଏହା ଓଡ଼ିଶାର ଭଦ୍ରକ ଏବଂ ବାଲେଶ୍ୱର ମଧ୍ୟରେ ସ୍ଥଳଭାଗ ଛୁଇଁବ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି। ଏହାରି ମଧ୍ୟରେ ଆଞ୍ଚଳିକ ପାଣିପାଗ କେନ୍ଦ୍ର ଭୁବନେଶ୍ୱର ପକ୍ଷରୁ କେଉଁ ଜିଲାରେ…

ଆଇଏମ୍‌ଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ରଙ୍କ ବଡ଼ ସୂଚନା: ‘ଭୀଷଣ ବାତ୍ୟା’ର ରୂପ ନେବ ‘ଦାନା’, ଏହି ୨ ଜିଲାରେ ଆସିବ ଜୁଆର

ଭୁବନେଶ୍ୱର,୨୧।୧୦: ବାତ୍ୟାକୁ ନେଇ ଆଇଏମ୍‌ଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ବଡ଼ ସୂଚନା ଦେଇଛନ୍ତି। ଆଇଏମ୍‌ଡି ଡିଜି କହିଛନ୍ତି, ଆସନ୍ତାକାଲି ସକାଳେ ଅବପାତ ଏବଂ ୨୩ରେ ବାତ୍ୟା ରୂପ ନେବା ସମ୍ଭାବନା ରହିଛି। ୨୪ ରାତିରୁ ୨୫ ସକାଳ ମଧ୍ୟରେ ଉପକୂଳ ଛୁଇଁପାରେ…

ଲକ୍ଷ୍ମୀ ବସରେ ଅସମ୍ଭାଳ ଭିଡ଼: ଓହଳିକି ଯାଉଛନ୍ତି ଯାତ୍ରୀ

ଦାରିଙ୍ଗବାଡ଼ି,୨୧।୧୦(ଅରୁଣ ସାହୁ ): ଦୁର୍ଗମ ଅଞ୍ଚଳର ଲୋକଙ୍କ ସୁବିଧା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରତି ବ୍ଲକ ଠାରୁ ପଞ୍ଚାୟଯାଏ ଲକ୍ଷ୍ମୀ ବସ୍‌ ଯୋଗାଇ ଦିଆଯାଇଛି। ତେବେ ଏହା ପର୍ଯ୍ୟାପ୍ତ ହେଉ ନ ଥିବା କୁହାଯାଉଛି। ବସ୍‌ ତୁଳନାରେ ଯାତ୍ରୀଙ୍କ ସଂଖ୍ୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?