ରାଜ୍ୟ

ବଡ଼ ଅପଡେଟ୍‌, ଏହି ସବୁ ଜିଲାକୁ ଅଧିକ ପ୍ରଭାବିତ କରିବ ବାତ୍ୟା ‘ଦାନା’!

ଭୁବନେଶ୍ୱର,୨୧ା୧୦: ବଙ୍ଗୋପସାଗରରେ ଆସୁଥିବା ସମ୍ଭାବ୍ୟ ବାତ୍ୟା ‘ଦାନା’ ଓଡ଼ିଶାକୁ ହିଟ୍‌ କରିବ। ପୁରୀ-ବାଲେଶ୍ୱର ମଧ୍ୟରେ ଏହା ସ୍ଥଳଭାଗ ଛୁଇଁବାକୁ ଥିବା ବେଳେ ଏହି ସମୟରେ ପବନର ବେଗ ଘଣ୍ଟା ପ୍ରତି ୧୧୦ରୁ ୧୨୦ କିଲୋମିଟର ରହିପାରେ। ଏ ନେଇ ଭାରତୀୟ ପାଣିପାଗ…

ବାତ୍ୟାକୁ ନେଇ ଆସିଲା ବଡ଼ ଏବଂ ନୂଆ ଅପ୍‌ଡେଟ୍‌: ଜାଣନ୍ତୁ କେଉଁ ସମୟରେ କରିବ ଲ୍ୟାଣ୍ଡଫଲ୍‌

ଭୁବନେଶ୍ୱର,୨୧।୧୦: ବାତ୍ୟାର ଗତିପଥ ନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମଡି)ର ବଡ଼ ଏବଂ ନୂଆ ଅପ୍‌ଡେଟ୍‌ ଆସିଛି। ଏହି ବାତ୍ୟା ଓଡ଼ିଶାରେ ଲ୍ୟାଣ୍ଡଫଲ କରିବା ନେଇ ପୂର୍ବାନୁମାନ ହୋଇଛି। ଏହା ଉତ୍ତର ଓଡ଼ିଶାକୁ ହିଟ୍‌ କରିବା ସମ୍ଭାବନା ରହିଛି। ପୁରୀ ଓ…

ବାତ୍ୟା ପ୍ରଭାବରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା: ୭ ଜିଲାକୁ ରେଡ୍ ୱାର୍ନିଂ

ଭୁବନେଶ୍ୱର,୨୧ା୧୦: ବଙ୍ଗୋପସାଗରରେ ଆସୁଥିବା ସମ୍ଭାବ୍ୟ ବାତ୍ୟା ‘ଦାନା’ ଓଡ଼ିଶାରେ ସ୍ଥଳଭାଗ ଛୁଇଁବ। ପୁରୀରୁ ବାଲେଶ୍ୱର ମଧ୍ୟରେ ଏହା ସ୍ଥଳଭାଗ ଛୁଇଁବାକୁ ଥିବା ବେଳେ ଏହି ସମୟରେ ପବନର ବେଗ ଘଣ୍ଟା ପ୍ରତି ୧୧୦ରୁ ୧୨୦ କିଲୋମିଟର ରହିପାରେ। ଏନେଇ ଭାରତୀୟ ପାଣିପାଗ…

ଓଡ଼ିଶାର ଏହି ସ୍ଥାନରେ ମାଡ଼ ହେବ ବାତ୍ୟା: ସୂଚନା ଦେଲା ପାଣିପାଗ ବିଭାଗ

ଭୁବନେଶ୍ୱର,୨୧ା୧୦: ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଥିବା ସମ୍ଭାବ୍ୟ ବାତ୍ୟା ‘ଦାନା’ ଓଡ଼ିଶାରେ ସ୍ଥଳଭାଗ ଛୁଇଁବ। ଏନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ବାତ୍ୟାର ଗତିପଥ ସମ୍ପର୍କରେ ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ପୂର୍ବାନୁମାନ ଟ୍ରାକ୍ ଜାରି କରିଛି। ଆଇଏମଡି…

ବିସିଜି ଟିକା ନେଇ ୫୦ରୁ ଊର୍ଦ୍ଧ୍ୱ ଅସୁସ୍ଥ

ବାଲିଗୁଡ଼ା,୨୧ା୧୦(ସଞ୍ଜୟ କୁମାର ପାଣିଗ୍ରାହୀ): ଯକ୍ଷ୍ମା (ଟିବି) ବିରୋଧରେ ଲଢ଼େଇ କରିବାକୁ ଦିଆଯାଉଥିବା ବିସିଜି ଟିକା ନେଇ କନ୍ଧମାଳ ଜିଲା ବାଲିଗୁଡା ଅଞ୍ଚଳର ୫୦ରୁ ଊଦ୍ଧର୍‌ବ ବ୍ୟକ୍ତି ଅସୁସ୍ଥ ହୋଇପଡ଼ିଥିବା ଅଭିଯୋଗ ହୋଇଛି। ଟିକା ନେବାର ୨/୩ ଦିନ ଯନ୍ତ୍ରଣା ପରେ ଏବେ…

ମାଡ଼ି ଆସୁଛି ବାତ୍ୟା: ଅପରାହ୍ନରେ ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୧।୧୦: ଦାନା ବାନ୍ଧୁଛି ବାତ୍ୟା ‘ଦାନା’। ବଳ ଗୋଟାଉଛି। ଏକଜୁଟ୍‌ ହେଉଛି। ଯାହାକୁ ନେଇ ଏବେ ଏକପ୍ରକାର ଆତଙ୍କିତ ହୋଇପଡ଼ଛନ୍ତି ଓଡ଼ିଶାବାସୀ। ସମ୍ଭାବ୍ୟ ବାତ୍ୟାକୁ ନେଇ ସଜାଗ ହୋଇଛନ୍ତି ସରକାର । ତେବେ ସୋମବାର ଅପରାହ୍ନରେ ମୁଖ୍ୟମନ୍ତ୍ରୀ ମୋହନ ମାଝି ବାତ୍ୟା…

ଭୁଲ୍ ମାଗିଲେ ବୁଦ୍ଧାଦିତ୍ୟ: ରାହୁଲ ଗାନ୍ଧୀଙ୍କୁ ନେଇ ଦେଇଥିଲେ ବିବାଦୀୟ ବୟାନ

ଭୁବନେଶ୍ୱର,୨୧ା୧୦: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ସମ୍ବନ୍ଧରେ ବିବାଦୀୟ ମନ୍ତବ୍ୟ ଦେଇ ଅଡୁଆରେ ଫସିଥିବା ଅଭିନେତା ବୁଦ୍ଧାଦିତ୍ୟ କ୍ଷମା ମାଗିଛନ୍ତି। ମହାରାଷ୍ଟ୍ରର ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ଏନ୍‌ସିପି ନେତା ବାବା ସିଦ୍ଦିକଙ୍କ ହତ୍ୟା ମାମଲାରେ ଅଭିଯୁକ୍ତ ଥିବା ଗ୍ୟାଙ୍ଗଷ୍ଟର୍‌ ଲରେନ୍ସ…

ଛାତ୍ରଙ୍କୁ ଅପହରଣ କରି ନେଉଥିଲେ ଦୁର୍ବୃତ୍ତ, ଅଧାବାଟରେ ଗାଡ଼ିରୁ ଡେଇଁ ବଞ୍ଚାଇଲେ ଜୀବନ

ପାରାଦୀପ,୨୧ା୧୦(ଶରତ ରାଉତ): ଜଗତସିଂହପୁର ଜିଲା ପାରାଦୀପ ଲକ୍‌ ଥାନା ଅନ୍ତର୍ଗତ କଟକ ପାରାଦୀପ ରାଜ୍ୟ ରାଜପଥ ୧୫ ନମ୍ବର ପାଖରେ ସୋମବାର ସକାଳେ ଅଭାବନୀୟ ଘଟଣା ଘଟିଛି। ଜଣେ ସ୍କୁଲ ଛାତ୍ରଙ୍କୁ ମାଡ଼ ମାରି ବଳପୂର୍ବକ ଅପହରଣ କରାଯାଇଥିଲା। ସଂପୃକ୍ତ ଅପହରଣକାରୀମାନେ…

ସମ୍ଭାବ୍ୟ ବାତାକୁ ନେଇ ରାଜସ୍ବ ମନ୍ତ୍ରୀ ଦେଲେ ବଡ଼ ସୂଚନା, ପୂରା ୩୦ ଜିଲାରେ…

ଭୁବନେଶ୍ୱର,୨୧ା୧୦: ସମ୍ଭାବ୍ୟ ବାତ୍ୟା ‘ଦାନା’ ମୁକାବିଲା ନେଇ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି, ସରକାର ପୂରା ପ୍ରସ୍ତୁତ। କେବଳ ସମ୍ଭାବ୍ୟ ପ୍ରଭାବିତ ଜିଲା ନୁହେଁ, ପୂରା ୩୦ ଜିଲାରେ ପ୍ରସ୍ତୁତି ଜାରି ରହିବ। ୩୦…

ଉଚ୍ଛେଦ ପୂର୍ବରୁ ନିଜ ଘର ନିଜେ ଭାଙ୍ଗିଦେଲେ ପ୍ରଧାନଶିକ୍ଷକ, ୩ ଅଟକ

ତିହିଡ଼ି,୨୧ା୧୦(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ି ବ୍ଲକ ତାଳପଦା ପଞ୍ଚାୟତ ଅଧୀନ ବୈକୁଣ୍ଠସାହି ରାସ୍ତା ଜବରଦଖଲ ହୋଇଥିଲା। ରାସ୍ତାକୁ ମାଡ଼ି ଜଣେ ପ୍ରଧାନଶିକ୍ଷକ ଘର ତିଆରି କରିଥିବା ଅଭିଯୋଗ ହୋଇଥିଲା। ତେବେ ପ୍ରଶାସନ ପକ୍ଷରୁ ସୋମବାର ଜବରଦଖଲ ଉଚ୍ଛେଦ କରାଯିବା ପୂର୍ବରୁ…

ଆସିଲା ବାତ୍ୟା ‘ଦାନା’ର ସମ୍ଭାବ୍ୟ ଗତିପଥ; ଭୀଷଣ ବାତ୍ୟା ହୋଇ ବୁଧବାର ଛୁଇଁବ ସ୍ଥଳଭାଗ

ଭୁବନେଶ୍ୱର,୨୧ା୧୦: ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଥିବା ସମ୍ଭାବ୍ୟ ବାତ୍ୟା ‘ଦାନା’ ର ଗତିପଥ ସମ୍ପର୍କରେ ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ପୂର୍ବାନୁମାନ ଟ୍ରାକ୍ ଜାରି କରିଛି। ଆଇଏମଡି ଅନୁଯାୟୀ, ସୋମବାର ଏହା ଲଘୁଚାପରେ ପରିଣତ ହୋଇଛି। କ୍ରମେ ଏହା ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗକୁ…

‘ଦାନା’କୁ ନେଇ ସମସ୍ତ  ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ

ଭୁବନେଶ୍ୱର,୨୧।୧୦: ସାମ୍ଭାବ୍ୟ ବାତ୍ୟା ‘ଦାନା’କୁ ନେଇ ସମସ୍ତ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ ହୋଇଛି। ରବିବାର ସାରେ ବାତ୍ୟା ମୁକାବିଲା ପାଇଁ ଏକ ଉଚ୍ଚସ୍ତରୀୟ ବୈଠକ ବସିଥିଲା। ଏଥିରେ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ ପାଇଁ ନିଷ୍ପତ୍ତି ହୋଇଥିଲା। ସ୍ବତନ୍ତ୍ର ରିଲିଫ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?