‘ଦାନା’କୁ ନେଇ ସମସ୍ତ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ
ଭୁବନେଶ୍ୱର,୨୧।୧୦: ସାମ୍ଭାବ୍ୟ ବାତ୍ୟା ‘ଦାନା’କୁ ନେଇ ସମସ୍ତ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ ହୋଇଛି। ରବିବାର ସାରେ ବାତ୍ୟା ମୁକାବିଲା ପାଇଁ ଏକ ଉଚ୍ଚସ୍ତରୀୟ ବୈଠକ ବସିଥିଲା। ଏଥିରେ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ ପାଇଁ ନିଷ୍ପତ୍ତି ହୋଇଥିଲା। ସ୍ବତନ୍ତ୍ର ରିଲିଫ…
ଶକ୍ତିଶାଳୀ ହେଉଛି ବାତ୍ୟା ‘ଦାନା’, ଏହି ତିନି ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା
ଭୁବନେଶ୍ୱର,୨୧ା୧୦: ଆଣ୍ଡାମାନ୍ ସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ସୋମବାର ସକାଳ ସମୟରେ ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ଉତ୍ତର ଆଣ୍ଡାମାନସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛିl ଏହା ମଙ୍ଗଳବାର ସକାଳ ସୁଦ୍ଧା ଏକ ଅବପାତ ଏବଂ ବୁଧବାର ତାରିଖ…
ପ୍ରେମରେ କଣ୍ଟା ସାଜିଲେ ବାପା, ପ୍ରେମିକ ସହ ମିଶି ଏସିଡ୍ ପକାଇ ମାରି ଦେବାକୁ ଉଦ୍ୟମ କଲେ ଝିଅ
ତୁମୁଡିବନ୍ଧ,୨୧ା୧୦(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ଥାନା ଅନ୍ତର୍ଗତ ବୁଡ଼ା କୁନ୍ଦେଲ ଗ୍ରାମରେ ମୋହନ ପନ୍ଦର ଓ ତାଙ୍କ ପୁଅ ଅନୁଜଙ୍କୁ ଏସିଡ୍ ମାଡ଼ ଘଟଣାରେ ଚାଞ୍ଚଲ୍ୟକର ତଥ୍ୟ ସାମନାକୁ ଆସିଛି। ମୋହନଙ୍କ ଝିଅ ଓ ତାଙ୍କ ପ୍ରେମିକ ମିଶି…
ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ: ଆସୁଛି ବଡ଼ ବାତ୍ୟା
ଭୁବନେଶ୍ୱର,୨୧।୧୦: ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର। ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତିକରି ଘନୀଭୂତ ହେବ। ଆଜି ଲଘୁଚାପ କ୍ଷେତ୍ରରେ ଘୂର୍ଣ୍ଣିବଳୟ ପରିଣତ ହୋଇଛି। ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପରେ ପରିଣତ ହୋଇ ଏହା…
ବସ୍ ପଛରେ ପିଟିହେଲା ବସ୍: ୨୦ ଆହତ
ମୋହନା,୨୧ା୧୦: ଗଜପତି ଜିଲା ମୋହନାର ରାମଗଡ଼ ଘାଟିରେ ଏକ ବସ୍ ପଛରେ ଆଉ ଏକ ବସ୍ ପିଟିହେବାରୁ ୨୦ ଯାତ୍ରୀ ଆହତ ହୋଇଛନ୍ତି। ଆହତଙ୍କ ମଧ୍ୟରୁ ୬ ଜଣ ଗୁରୁତର ଅଛନ୍ତି। ଗୁରୁତରମାନଙ୍କୁ ଏମ୍କେସିଜି ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ବ୍ରେକ୍ ଫେଲ୍…
ଧର୍ମେନ୍ଦ୍ର କହିଲେ ବିଦେଶରେ ଭାରତୀୟଙ୍କ ସହିତ ରହିବା ମୋ’ ପାଇଁ…
ଭୁବନେଶ୍ୱର,୨୧।୧୦(ସୁନିତ୍ ମିଶ୍ର): ସିଙ୍ଗାପୁର ଓ ଅଷ୍ଟ୍ରେଲିଆ ସହ ଶିକ୍ଷାକ୍ଷେତ୍ରରେ ସମ୍ପର୍କକୁ ମଜଭୁତ କରିବା ପାଇଁ ୭ ଦିନିଆ ବିଦେଶ ଗସ୍ତରେ ଥିବା କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ତାଙ୍କ ଗସ୍ତର ପ୍ରଥମ ଦିନରେ ସେଠାରେ ରହୁଥିବା ଭାରତୀୟ ସମୁଦାୟଙ୍କୁ ଭେଟି ସେମାନଙ୍କ…
ଭୂପିନ୍ଦରଙ୍କ ଗୋଲ୍କିପର ମନ୍ତବ୍ୟକୁ ଅମରଙ୍କ ସ୍ବାଗତ
ଭୁବନେଶ୍ୱର,୨୧।୧୦ (ସୁନୀତ ମିଶ୍ର): ୨୦୨୪ ନିର୍ବାଚନ ସରିବା ୩ ମାସରୁ ଅଧିକ ସମୟ ବିତି ଗଲାଣି। ହେଲେ ପରାଜୟକୁ ନେଇ ବିଜେଡି ନେତାଙ୍କ ମଧ୍ୟରେ ବୟାନବାଜି ଜାରି ରହିଛି। ଜଣଙ୍କ ପରେ ଜଣେ ବରିଷ୍ଠ ବିଜେଡି ନେତା ଦଳୀୟ ନେତୃତ୍ୱ ଓ…
କାଉଡ଼ିଆ ନଦୀ, ସମୁଦ୍ରରେ ମିଶିଲା ପାଇପ୍ଲାଇନ ତେଲ
ପାରାଦୀପ,୨୧ା୧୦(ଶରତ ରାଉତ): ପାରାଦୀପରେ ବ୍ୟାପକ ଚୋରା କାରବାର ଘଟଣାକୁ ନେଇ ଅଘଟଣ ଘଟୁଥିଲେ ହେଁ ଏହାର କୌଣସି ପ୍ରଭାବ ପ୍ରଶାସନ ଉପରେ ପଡୁନାହିଁ। ୨ ଦିନ ତଳେ ମାଛଧରା ଡଙ୍ଗାରେ ବିଦେଶୀ ମଦ, ସିଗାରେଟ କାରବାର ସମୟରେ ଜଣେ ଯୁବକ ପାଣିରେ…
ଆଗକୁ ଅଭୟଙ୍କ ଆଇପିଏସ୍ ଲକ୍ଷ୍ୟ
ଅତାବିରା,୨୦।୧୦(ହୃଷୀକେଶ ଖମାରୀ): ଓଡ଼ିଶା ଲୋକସେବା ଆୟୋଗ (ଓପିଏସସି) ପରିଚାଳିତ ଓଡ଼ିଶା ସିଭିଲ୍ ସର୍ଭିସ୍ (ଓସିଏଏସ୍) ପରୀକ୍ଷାରେ ବରଗଡ଼ ଜିଲା ଅତାବିରା ବ୍ଲକ କାଦୋବାହାଲ ପଞ୍ଚାୟତ ଅନ୍ତର୍ଗତ ଅଭୟ ମହାକୁର କୃତକାର୍ଯ୍ୟ ହୋଇଛନ୍ତି। ସେ ୪୦୭ ର଼୍ୟାଙ୍କରେ ରହିଛନ୍ତି। ଅଭୟ ଲରମ୍ଭା ହାଇସ୍କୁଲରେ…
ଖାଜିପଲ୍ଲୀରେ ଦମ୍ପତିଙ୍କ ଆତ୍ମହତ୍ଯା: ଅନାଥ ହୋଇଗଲେ ଭାଇ ଭଉଣୀ
ପରୁଷୋତ୍ତମପୁର,୨୦ା୧୦( ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ କେ.ଏନ.ପୁର ପଞ୍ଚାୟତର ଖାଜିପଲ୍ଲୀ ଗ୍ରାମରେ ରବିବାର ରାତ୍ରରେ ଦମ୍ପତି ଆତ୍ମହତ୍ଯା କରିଛନ୍ତି। ସେମାନେ ହେଲେ ସନ୍ତୋଷସାହୁ (୪୦) ଓ ତାଙ୍କ ପତ୍ନୀ ସସ୍ମିତା ସାହୁ (୩୩)। ସ୍ୱାମୀ ସ୍ତ୍ରୀଙ୍କ ଆତ୍ମହତ୍ଯା…
ୟୁଟ୍ୟୁବ୍ରୁ ପାଠପଢ଼ି ଓଏଏସ୍ ପାଇଲେ ବଣ୍ଡା ଯୁବତୀ
ମାଲକାନଗିରି,୨୦ା୧୦(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ଖଇରପୁଟ ବ୍ଲକ ମୁଦୁଲିପଡା ଥାନା ଅଧୀନ ବଣ୍ଡାଘାଟିର ଜଣେ ବଣ୍ଡା ଜନଜାତି ଛାତ୍ର ଡାକ୍ତରୀ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ ଜିଲା ପାଇଁ ଗୌରବ ଆଣିଥିବା ବେଳେ ଶନିବାର ଆଉ ଜଣେ ବଣ୍ଡା ଛାତ୍ରୀ ଓଡ଼ିଶା ପ୍ରଶାସନିକ…
ପୁରୀରେ ହବିଷ୍ୟାଳୀ ମା’ ମାନଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ, ସୁବିଧା ଅସୁବିଧା ବୁଝିଲେ
ପୁରୀ,୨୦ା୧୦: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରବିବାର ରାଜ୍ୟର ବିଭିନ୍ନ ଜିଲାରୁ ପୁରୀରେ କାର୍ତ୍ତିକ ବ୍ରତ କରିବାକୁ ଆସିଥିବା ହବିଷ୍ୟାଳୀ ମା’ ମାନଙ୍କୁ ବ୍ରତ ସରଞ୍ଜାମ ପ୍ରଦାନ କରିଛନ୍ତି। ଏଥିରେ ଶାଢୀ, ଚଦର, ଉତ୍ତରୀୟ, ରାଇ ଦାମୋଦର ବ୍ରତ ବହି, ଶୁଖିଲି…

