ରାଜ୍ୟ

ଆଇଇଡି ବିସ୍ଫୋରଣରେ ୨ ଯବାନ ନିହତ

ମାଲକାନଗିରି,୧୯।୧୦(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ଼ ନାରାୟଣପୁର ଜିଲାରେ ମାଓବାଦୀଙ୍କ ଦ୍ୱାରା ଆଇଇଡି ବୋମା ବିସ୍ଫୋରଣରେ ୨ ଯବାନ ନିହତ ହୋଇଥିବା ବେଳେ ୨ ଜଣ ଆହତ ହୋଇଛନ୍ତି। ନିହତ ଯବାନ ହେଲେ ଅମର ପାନୱାର୍‌ ଓ କେ. ରାଜେଶ । ନାରାୟଣପୁର ଜିଲାର…

ଅଭାବରୁ ଅନ୍ୟ ହାତରେ ଟେକିଦେଲେ ଶିଶୁପୁତ୍ର, ଆଉ ତା’ ପରେ…

ବରଗଡ଼,୧୯ା୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସୋହେଲା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଅଭାବ ଅନଟନରୁ ନିଜର ୧୭ ଦିନର ଏକ ଶିଶୁପୁତ୍ରକୁ ଅନ୍ୟ ପରିବାରକୁ ଟେକିଦେବା ଘଟଣା ଚର୍ଚ୍ଚାର ବିଷୟ ହୋଇଛି। ଖବର ପାଇ ଶନିବାର ଜିଲା…

ଧନୁଯାତ୍ରା ମହୋତ୍ସବକୁ ମିଳିନି ସରକାରୀ ଅନୁଦାନ, ବୈଠକରେ ଗତବର୍ଷ ଆୟ ବ୍ୟୟର ସୂଚନା

ବରଗଡ଼,୧୯ା୧୦(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆସନ୍ତା ୨୦୨୫ ଜାନୁଆରୀ ୩ରୁ ଆରମ୍ଭ ହେବ। ଏହି ମହୋତ୍ସବକୁ ଆଉ ପ୍ରାୟ ଅଢ଼େଇ ମାସ ବାକି ରହିଥିବା ବେଳେ ଶନିବାର ମହୋତ୍ସବ ସମିତିର କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହୋଇଥିଲା।…

ଓଏଏସ୍‌ ପରୀକ୍ଷାରେ କୃତକାର୍ଯ୍ୟ ହେଲେ ଶାଳିନୀ: ଜିଲାପାଳ ହୋଇ ଲୋକଙ୍କ ସେବା କରିବା ରହିଛି ଲକ୍ଷ୍ୟ

ପୁରୁଷୋତ୍ତମପୁର,୧୯।୧୦(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପରୁଷୋତ୍ତମପୁର ବଜାର ସାହି ଏକ କୃଷକ ପରିବାରରେ ଜନ୍ମ ଗ୍ରହଣ କରିଥିବା ଆଇ ଶାଳିନୀ(୨୩ ) ପ୍ରଥମ ପ୍ରୟାସରେ ଓଏଏସ୍‌ ପରୀକ୍ଷାରେ ସଫଳତା ଅର୍ଜନ କରିଛନ୍ତି। ଶାଳିନୀ ପରୀକ୍ଷାରେ ୪୪୫ନମ୍ବର ର଼୍ୟାଙ୍କ ରଖି କୃତକାର୍ଯ୍ୟ ହୋଇଛନ୍ତି।…

ଓଏଏସ୍‌ ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ, କହିଲେ ସରକାରଙ୍କ ଜଣେ ପ୍ରତିନିଧି ଭାବେ…

ଭୁବନେଶ୍ୱର,୧୯ା୧୦: ଶନିବାର ଓଡ଼ିଶା ପ୍ରଶାସନିକ ସେବା(ଓଏଏସ୍‌) ପରୀକ୍ଷାର ରେଜଲ୍ଟ ପ୍ରକାଶ ପାଇଛି। ଏଥିରେ କୃତିତ୍ୱ ହାସଲ କରିଥିବା ସମସ୍ତଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ ତାଙ୍କ ସୋସିଆଲ ମିଡିଆ ‘ଏକ୍ସ’ ହ୍ୟାଣ୍ଡେଲରେ ଲେଖିଛନ୍ତି, ଓଡ଼ିଶା…

ଓଏଏସ୍‌ ପରୀକ୍ଷାରେ ଜୁନାଗଡ଼ ପୁଅଙ୍କ ସଫଳତା

ଭବାନୀପାଟଣା,୧୯।୧୦(ଉତ୍ତମ କୁମାର ଦାଶ): ଶନିବାର ପ୍ରକାଶ ପାଇଛି ୨୦୨୨ ଓଏଏସ୍‌ ରେଜଲ୍ଟ। ଓଏଏସ୍‌ ପରୀକ୍ଷାରେ ସଫଳ ହୋଇଛନ୍ତି କଳାହାଣ୍ଡି ଜିଲା ଜୁନାଗଡ଼ର ପୁଅ ଲଲାଟେନ୍ଦୁ ଦଣ୍ଡସେନା। ସେ ୪୭ ନମ୍ବର ସ୍ଥାନ ରଖି କୃତକାର୍ଯ୍ୟ ହୋଇଛନ୍ତି । ଜୁନାଗଡ଼ ସହର ମଧ୍ୟମପଡାର…

ପ୍ରଶାସନିକ ସେବାରେ ରାୟଗଡ଼ାରୁ ବାଜି ମାରିଲେ ୫, ଛୁଟୁଛି ଶୁଭେଚ୍ଛାର ସୁଅ

ରାୟଗଡ଼ା,୧୯ା୧୦(ଆଶିଷ ରଞ୍ଜନ ପଣ୍ଡା): ପ୍ରଶାସନିକ ସେବାରେ ରାୟଗଡ଼ା ଜିଲାରୁ ୫ ଜଣ କୃତକାର୍ଯ୍ୟ ହୋଇଥିବା ଜଣାପଡ଼ିଛି। ସେମାନେ ହେଲେ ଦୀପାରାଣୀ ବେହେରା, ପଙ୍କଜ କୁମାର ମାଝୀ, ଲକ୍ଷେଶ୍ୱରୀ ମାଝୀ, ମହେଶ୍ୱର ପାଲକା, ଅନାଦି ଚରଣ ଶବର। ରାୟଗଡ଼ା ସହର ଅନ୍ତର୍ଗତ ହାତୀପଥର…

ବ୍ରାଞ୍ଚ ପୋଷ୍ଟ ମାଷ୍ଟରରୁ ଓଏଏସ୍‌ ହେଲେ ସିଦ୍ଧାର୍ଥ ପଣ୍ଡା

ଭବାନୀପାଟଣା,୧୯ା୧୦(ଉତ୍ତମ କୁମାର ଦାଶ): ଓଡ଼ିଶା ପ୍ରଶାସନିକ ସେବା (ଓଏଏସ୍‌) ଫଳାଫଳ ଶନିବାର ପ୍ରକାଶ ପାଇଛି। ଏଥିରେ କଳାହାଣ୍ଡି ଜିଲା ଧର୍ମଗଡ଼ ସହର ଜଗନ୍ନାଥପଡ଼ାର ସିଦ୍ଧାର୍ଥ ପଣ୍ଡା ୨୦୮ ସ୍ଥାନ ଅଧିକାର କରି କୃତକାର୍ଯ୍ୟ ହୋଇଛନ୍ତି। ଏହା ପୂର୍ବରୁ ସେ କୋକସରା ବ୍ଲକ…

ସ୍ତ୍ରୀଙ୍କ ତଣ୍ଟି ଚିପି ହତ୍ୟା ଉଦ୍ୟମ, ସ୍ବାମୀ ଫେରାର

ଦିଗପହଣ୍ଡି,୧୯ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ମହୁଡ଼ା ନରସିଂହପୁର ଗ୍ରାମର ଏସ୍‌. ବେଦମତୀ ଦୋରାଙ୍କୁ ତାଙ୍କ ସ୍ବାମୀ ଏସ୍‌.ଦୀନବନ୍ଧୁ ଦୋରା ନିସ୍ତୁକ ମାଡ଼ ମାରିବା ସହ ତଣ୍ଟିଚିପି ହତ୍ୟା ଉଦ୍ୟମ କରିଥିବା ଅଭିଯୋଗ ହୋଇଛି। ଏନେଇ ଦୀନବନ୍ଧୁଙ୍କ ସ୍ତ୍ରୀ…

ଆସନ୍ତା  ୨୩ରେ ପ୍ରଗତି ପଥ ମହୋତ୍ସବ: ଏହି ବ୍ୟକ୍ତି ବିଶେଷ ହେବେ ସମ୍ମାନିତ

ଭବାନୀପାଟଣା,୧୯।୧୦ (ଉତ୍ତମ କୁମାର ଦାଶ)- ପ୍ରଗତି ଅନୁଷ୍ଠାନର ପ୍ରତିଷ୍ଠାତା ସ୍ବର୍ଗତ ବନମାଳୀ ପଣ୍ଡାଙ୍କ ସ୍ମୃତିରେ ଓ ଦ୍ଵିତୀୟ ପୂଣ୍ୟତିଥୀ ଅବସରରେ ଆସନ୍ତା ୨୩ ତାରିଖ ବୁଧବାର ଭବାନୀପାଟଣା ସହର ସ୍ଥିତ ପ୍ରଗତି ଶିକ୍ଷାନୁଷ୍ଠାନ ପରିସରରେ ପଥ ମହୋତ୍ସବ ୨୦୨୪ କାର୍ଯ୍ୟକ୍ରମ ଅନୁଷ୍ଠିତ…

କେନାଲରେ ବୁଡ଼ି ଗଲେ ୩ ନାବାଳକ

ବାରିପଦା,୧୯।୧୦: ମୟୂରଭଞ୍ଜ ଜିଲା ସାରସକଣା ବ୍ଲକ ନୂଆଗାଁରେ ଶନିବାର ଏକ ଅଘଟଣ ଘଟିଛି। ସୁବର୍ଣ୍ଣରେଖା କେନାଲରେ ବୁଡ଼ି ୩ ନାବାଳକଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ବୟସ ୮ରୁ ୧୨ ବର୍ଷ ମଧ୍ୟରେ ହୋଇଥିବା ଜଣାପଡିଛି। ମିଳିଥିବା ସୂଚନା ମୁତାବକ, ସୁବର୍ଣ୍ଣରେଖା କେନାଲ…

OAS ପରୀକ୍ଷାରେ ବାଜି ମାରିଲେ କର୍ଲାମୁଣ୍ଡା ବିଇଓ, ଛୁଟୁଛି ଶୁଭେଚ୍ଛାର ସୁଅ

କର୍ଲାମୁଣ୍ଡା,୧୯ା୧୦: କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଗୋଷ୍ଠୀ ଶିକ୍ଷା ଅଧିକାରିଣୀ(ବିଇଓ) ସୁଶ୍ରୀ ବିଜୟଲକ୍ଷ୍ମୀ ନାଗ ଓଡ଼ିଶା ପ୍ରଶାସନିକ ସେବା(ଓଏଏସ୍‌) ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବା ପରେ ବିଭିନ୍ନ ମହଲରୁ ଶୁଭେଚ୍ଛାର ସୁଅ ଛୁଟିଛି। ବିଜୟଲକ୍ଷ୍ମୀ ନାଗଙ୍କ ଘର ହେଉଛି ମ.ରାମପୁର ବ୍ଲକର ଅଲତରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?