ରାଜ୍ୟ

ବୋଲ ମାନୁନି ବିଜେଡି ନେତାଙ୍କ ତୁଣ୍ଡ, ଏବେ ପଦ୍ମନାଭ କହିଲେ କାହିଁକି…

ଭୁବନେଶ୍ୱର,୧୯।୧୦: ନିର୍ବାଚନ ବେଳେ ଯେଉଁ ମୁହଁରେ ତାଲା ପଡ଼ିଥିଲା, ଏବେ କିନ୍ତୁ ବୋଲ ମାନୁନାହିଁ। ଭୋଟ ପୂର୍ବରୁ କାର୍ଯ୍ୟାନୁଷ୍ଠାନ ଭୟରେ ଚୁପ୍‌ ଥିବା ବିଜୁ ଜନତା ଦଳର ନେତା ଏବେ ନିଜର ଅସନ୍ତୋଷ ଝାଡ଼ୁଛନ୍ତି। ସଭାମଞ୍ଚ ହେଉ ଅବା ଗଣମାଧ୍ୟମରେ ବୟାନବାଜି…

ଲକ୍ଷ୍ମୀ ମେଢ ଭସାଣିକୁ କେନ୍ଦ୍ର କରି ସୀମାନ୍ତରେ ଉତ୍ତେଜନା ରାସ୍ତା ଅବରୋଧ କଲେ ପଶ୍ଚିମବଙ୍ଗ ଲୋକେ

ଭୋଗରାଇ, ୧୯ା୧୦( ପ୍ରଦୀପ ଦାସ): ଲକ୍ଷ୍ମୀପୂଜା ମେଢ଼ ଭସାଣିକୁ କେନ୍ଦ୍ର କରି ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ସୀମାନ୍ତରେ ଉତ୍ତେଜନା ଦେଖାଦେଇଛି। ତାଳସାରୀ ମେରାଇନ ଥାନା ପୋଲିସ ଓ ପଶ୍ଚିମବଙ୍ଗ ଦୀଘା ଥାନା ଅଧୀନ ଅଞ୍ଚଳବାସୀ ମୁହାଁମୁହିଁ ହେବାରୁ ଏଭଳି ଉତ୍ତେଜନା…

ପରପାରିରେ କେନ୍ଦ୍ରାପଡ଼ାର ପୂର୍ବତନ ବିଧାୟକ ଉତ୍କଳ କେଶରୀ

କେନ୍ଦ୍ରାପଡ଼ା,୧୯।୧୦:କେନ୍ଦ୍ରାପଡ଼ାର ପୂର୍ବତନ ବିଧାୟକ ଉତ୍କଳ କେଶରୀ ପରିଡ଼ାଙ୍କ ଶନିବାର ଦେହାନ୍ତ ହୋଇଛି। ୬୫ ବର୍ଷ ବୟସରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ଅସୁସ୍ଥତା ହେତୁ ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ବିୟୋଗ ହୋଇଥିବା ତାଙ୍କ ପୁଅ…

୫ଜି କଭରେଜ୍‌ରେ ଜିଓ ଶ୍ରେଷ୍ଠ

ଭୁବନେଶ୍ୱର,୧୯ା୧୦(ଅନୁରାଧା ମହାରଣା):୫ଜି କଭରେଜ୍‌ ଉପଲବ୍ଧତା ଏବଂ ଡାଉନଲୋଡ୍‌ ସ୍ପିଡ୍‌ ଅନୁଭୂତି ପ୍ରଦାନ କରିବାରେ ରିଲାଏନ୍ସ ଜିଓ ସର୍ବାଗ୍ରେ ରହିଛି। ବିଶ୍ୱର ଅନ୍ୟତମ ପ୍ରମୁଖ ମାନକ ବିଶ୍ଳେଷଣ ସଂସ୍ଥା ଓପନ ସିଗ୍‌ନାଲ ପକ୍ଷରୁ ପ୍ରକାଶିତ ମୋବାଇଲ ନେଟ୍‌ୱର୍କ ଅନୁଭୂତି ରିପୋର୍ଟରୁ ଏହା ଜଣାପଡିଛି…

ଶ୍ରୀମନ୍ଦିର ସେବାୟତଙ୍କୁ ଆକ୍ରମଣ ଘଟଣା: ପନ୍ତିବଡ଼ୁ ସେବକ ନିଲମ୍ବିତ

ପୁରୀ,୧୯।୧୦: ଶ୍ରୀମନ୍ଦିରର ବରିଷ୍ଠ ସେବାୟତ ତଥା ସିନିଅର ସୁପରଭାଇଜର ବକ୍ସି ରାମଚନ୍ଦ୍ର ପ୍ରତିହାରୀଙ୍କୁ ଆକ୍ରମଣ ଘଟଣାରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି ଶ୍ରୀମନ୍ଦିର ପ୍ରଶାସନ। ଏହି ଘଟଣାରେ ସମ୍ପୃକ୍ତି ଅଭିଯୋଗରେ ପନ୍ତିବଡ଼ୁ ସେବକ ଚନ୍ଦନ ସାମନ୍ତରା ନିଲମ୍ବିତ ହୋଇଛନ୍ତି। ମହାପ୍ରଭୁଙ୍କ ସେବା…

ଟ୍ରେନ୍‌ରେ ବାଣ ପରିବହନ କଲେ ଜେଲ

ଭୁବନେଶ୍ୱର,୧୯ା୧୦(ଅନୁରାଧା ମହାରଣା):ଦୀପାବଳି ପାଖେଇ ଆସୁଥିବାରୁ ବାଣଜନିତ ସମ୍ଭାବ୍ୟା ବିପଦକୁ ଏଡାଇବା ଲାଗି ପୂର୍ବତଟ ରେଳପଥ ପକ୍ଷରୁ ପଦକ୍ଷେପ ଗ୍ରହଣ କରାଯାଇଛି। ଟ୍ରେନରେ ବାଣ ଓ ଅନ୍ୟାନ୍ୟ ଦହନଶୀଳ ସାମଗ୍ରୀର ବେଆଇନ ପରିବହନକୁ ବାରଣ କରାଯାଇଛି। ଯାତ୍ରୀ ପରିବହନ କରୁଥିବା ଟ୍ରେନ୍‌ରେ ବାଣ,…

ଏଯାଏ ପିଲାଙ୍କୁ ମିଳିଲାନି ୟୁନିଫର୍ମ, ଜୋତା: ଆନ୍ଦୋଳନ ଚେତାବନୀ ଦେଲା ଅଭିଭାବକ ସଂଘ

ଭୁବନେଶ୍ୱର,୧୯ା୧୦(ଶର୍ମିଷ୍ଠା ପାଣିଗ୍ରାହୀ):ଶିକ୍ଷାବର୍ଷ ଅଧା ହେଲାଣି। ହେଲେ ଏଯାଏ ପିଲାଙ୍କୁ ମିଳିଲା ନାହିଁ ସ୍କୁଲ ୟୁନିଫର୍ମ ଓ ଜୋତା। ଏହାକୁ ନେଇ ସାରା ରାଜ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ଏପଟେ ଓଡ଼ିଶା ଅଭିଭାବକ ମହାସଂଘ ଶୁକ୍ରବାର ତୀବ୍ର ପ୍ରତିକ୍ରିୟା ପ୍ରକାଶ କରି…

ବିବାହ କରିବାକୁ ମନା କରିବାରୁ ପ୍ରେମିକାଙ୍କୁ ଅପହରଣ କରିନେଲେ ପ୍ରେମିକ: ଆଉ ତା’ପରେ ଘଟିଲା…

ଭୁବନେଶ୍ୱର,୧୯ା୧୦ (ସୂର୍ଯ୍ୟକାନ୍ତ ବେହେରା):ବିବାହ କରିବାକୁ ମନା କରିବାରୁ ଜଣେ ଯୁବତୀଙ୍କୁ ଅପହରଣ କରି ମାଡ ମାରିବା ଅଭିଯୋଗରେ ଖାରବେଳନଗର ଥାନା ପୋଲିସ ଜଣେ ଯୁବକଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି। ଅଭିଯୁକ୍ତ ହେଲେ ସ୍ଥାନୀୟ ଥାନା ଅଞ୍ଚଳର ଏସ୍‌କେ ବୋନି ଅମିନ।…

ବିଜେଡି ଛାଡ଼ି ଏମିତି କହିଲେ ବିଜୟଲକ୍ଷ୍ମୀ

ଭୁବନେଶ୍ୱର,୧୮।୧୦: ବିଜେଡିକୁ ପୁଣି ଝଟ୍‌କା ଲାଗିଛି । ଜଣଙ୍କ ପରେ ଜଣେ ଦଳ ଛାଡ଼ୁଥିବା ବେଳେ ଶୁକ୍ରବାର ବିଜେଡିରୁ ଇସ୍ତଫା ଦେଇଛନ୍ତି ବିଜୟଲକ୍ଷ୍ମୀ ମହାପାତ୍ର।ଭୁବନେଶ୍ବର ମହିଳା ମୋର୍ଚ୍ଚା ସଭାନେତ୍ରୀ ବିଜୟଲକ୍ଷ୍ମୀଙ୍କ ଦଳର ପ୍ରାଥମିକ ସଦସ୍ୟତାରୁ ଇସ୍ତଫା ଦେଇଛନ୍ତି। ଏ ନେଇ ବିଜୟଲକ୍ଷ୍ମୀ…

ବିବାହ କରିବାକୁ ମନା କରିବାରୁ ଯୁବତୀଙ୍କୁ ଅପହରଣ କରି ମାଡ ମାରିଲେ ଯୁବକ

ଭୁବନେଶ୍ୱର,୧୮ା୧୦(ସୂର୍ଯ୍ୟକାନ୍ତ ବେହେରା) – ବିବାହ କରିବାକୁ ମନା କରିବାରୁ ଜଣେ ଯୁବତୀଙ୍କୁ ଅପହରଣ କରି ମାଡ ମାରିବା ଅଭିଯୋଗରେ ଖାରବେଳନଗର ଥାନା ପୋଲିସ ଜଣେ ଯୁବକଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି। ଅଭିଯୁକ୍ତ ହେଲେ ସ୍ଥାନୀୟ ଥାନା ଅଞ୍ଚଳର ଏସ୍‌କେ ବୋନି…

କେବେ ଘୋଷଣା ହେବ ନୂଆ ପିସିସି ସଭାପତିଙ୍କ ନାଁ ?

  ଭୁବନେଶ୍ୱର, ୧୮।୧୦(ସୁନିତ୍‌ ମିଶ୍ର): ଓଡ଼ିଶାର ପିସିସି(ପ୍ରଦେଶ କଂଗ୍ରେସ କମିଟି) ସଭାପତି ଚୟନ ପ୍ରକ୍ରିୟା ଖୁବ୍‌ଶୀଘ୍ର ଶେଷ ହେବ। ୨ ଜଣ ବରିଷ୍ଠ ନେତାଙ୍କୁ ଏନେଇ ଦାୟିତ୍ୱ ପ୍ରଦାନ କରାଯାଇଛି। ମୀନାକ୍ଷୀ ନଟରାଜନ ଏବଂ ଛତିଶଗଡ଼ ବିଧାୟକ ଦଳ ନେତା ଚରଣ…

ଭଡାଘରୁ ମିଳିଲା ଯୁବତୀଙ୍କ ଝୁଲନ୍ତା ମୃତଦେହ: ଜଣେ ଅଟକ, ରହସ୍ୟ ଘେରରେ….

ଭବାନୀପାଟଣା,୧୮।୧୦ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ବାହାଦୁର ବଗିଚା ପଡାର ଏକ ଭଡ଼ା ଘରୁ ଶୁକ୍ରବାର ସକାଳରେ ଜଣେ ଯୁବତୀଙ୍କ ଝୁଲନ୍ତା ମୃତଦେହକୁ ସ୍ଥାନୀୟ ଟାଉନ ଥାନା ପୋଲିସ ଉଦ୍ଧାର କରିଛି । ମୃତ ଯୁବତୀଙ୍କ ନାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?