ରାଜ୍ୟ

୨୪ରେ ଉପକୂଳ ଅତିକ୍ରମ କରିପାରେ ସାମୁଦ୍ରିକ ଝଡ଼: ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୧୮ା୧୦(ଅନିଲ ଦାସ)- ବଙ୍ଗୋପସାଗରରେ ବାତ୍ୟା ଦାନା ବାନ୍ଧୁଛି। ବର୍ଷା ହେଲେ ଧାନଚାଷ ସୁଧୁରିଯିବ। ଝଡ଼ ହେଲେ ଉଜୁଡ଼ିଯିବ। ସମ୍ଭାବ୍ୟ ବାତ୍ୟାକୁ ନେଇ ଚାଷୀକୁଳ ଶଙ୍କାରେ ପଡ଼ିଛନ୍ତି। ବର୍ଷତମାମ ପରିଶ୍ରମର ଫଳ ମିଳିବ କି ନାହିଁ ଏବେ ସେହି ଚିନ୍ତା ଘାରିଛି। ଭାରତୀୟ…

ଯୋଗାଣ ମନ୍ତ୍ରୀଙ୍କ ବଡ଼ ବୟାନ: କହିଲେ ମଣ୍ଡିରୁ ଧାନ କିଣିପାରିବେନି…

ଭୁବନେଶ୍ୱର,୧୮ା୧୦(ଅନିଲ ଦାସ)- ଚଳିତ ଥର ମିଲରମାନେ ମଣ୍ଡିରୁ ଧାନ କିଣିପାରିବେନି। କେନ୍ଦ୍ରୀୟ ସଂସ୍ଥା କିମ୍ବା ସମବାୟ ସଂସ୍ଥା ମଣ୍ଡିରୁ ଧାନ କିଣିବେ। ଧାନ କ୍ରୟ ବ୍ୟବସ୍ଥାକୁ ସ୍ବଚ୍ଛ କରିବା ପାଇଁ ଏଥର ବିଶେଷ ବ୍ୟବସ୍ଥା କରାଯାଇଛି ବୋଲି ଖାଦ୍ୟ ଯୋଗାଣ ଓ…

ବୁଦ୍ଧାଦିତ୍ୟଙ୍କ ନାଁରେ ଏଫଆଇଆର, ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗକୁ ନେଇ ଲେଖିଲେ…

ଭୁବନେଶ୍ୱର,୧୮।୧୦: ଅଭିନେତା ବୁଦ୍ଧାଦିତ୍ୟ ମହାନ୍ତିଙ୍କ ନାଁରେ ଥାନାରେ ମାମଲା। କ୍ୟାପିଟାଲ ଥାନାରେ ତାଙ୍କ ବିରୋଧରେ ଅଭିଯୋଗ ହୋଇଛି। ସୋସିଆଲ ମିଡିଆରେ ଏକ ପୋଷ୍ଟକୁ ନେଇ ଥାନାରେ ମାମଲା ରୁଜୁ ହୋଇଛି। ଏନେଇ ଛାତ୍ର କଂଗ୍ରେସ ଥାନାରେ ମାମଲା ରୁଜୁ କରିଛି। ଅଭିଯୋଗନୁସାରେ,…

ମାଡ଼ିଲାଣି ସମୁଦ୍ର, ବିପଦରେ ଆର୍ଯ୍ୟପଲ୍ଲୀ ପଞ୍ଚାୟତବାସୀ: ଏକାଠୀ ହେଲେ ୩ ଗ୍ରାମର ବାସିନ୍ଦା

ଛତ୍ରପୁର,୧୮ା୧୦ (ଦିଲ୍ଲୀପ ସାମଲ): ଜଳବାୟୁ ପରିବର୍ତ୍ତନ ହେତୁ ଦିନକୁ ଦିନ ସମୁଦ୍ର କୂଳ ଲଙ୍ଘିବାରେ ଲାଗିଛି। ସମୁଦ୍ର କୂଳ ଦିନକୁ ଦିନ ଲଙ୍ଘୁଥିବାରୁ ଗଞ୍ଜାମ ଜିଲାର ଅନେକ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳବସୀ ଭୟଭିତ ଅବସ୍ଥାରେ ଅଛନ୍ତି। ଦୈନିକ ଜଳପତନ ବୃଦ୍ଧି ହେତୁ…

ଅମରଙ୍କ ପରେ ମୁହଁ ଖୋଲିଲେ ପ୍ରଫୁଲ୍ଲ ଘଡାଇ, ନବୀନଙ୍କୁ ଟାର୍ଗେଟ କରି କହିଦେଲେ ଏତେ ବଡ଼କଥା!

ଭୁବନେଶ୍ୱର,୧୮।୧୦: ସାଧାରଣ ନିର୍ବାଚନରେ ଶୋଚନୀୟ ପରାଜିତ ହୋଇଛି ବିଜେଡି। ଓଡ଼ିଶାରୁ ବିଜେଡି କ୍ଷମତାଚ୍ୟୁତ ହେବା ପରେ ଏବେ ଅନ୍ତ କନ୍ଦଳ ବିଜେଡି ସୁପ୍ରିମୋଙ୍କ ମୁଣ୍ଡବିନ୍ଧାର କାରଣ ସାଜିଛି। ଜଣେ ପରେ ଜଣେ ନେତା ଦଳ ପରାଜୟ ବିଷୟରେ ଗଣମାଧ୍ୟମରେ ଖୋଲାଖୋଲି କହି…

ଶ୍ରୀମନ୍ଦିରରେ ସେବାୟତଙ୍କୁ ହାଣିଲେ ଦୁର୍ବୃତ୍ତ, ରକ୍ତ ଜୁଡୁବୁଡୁ ହୋଇ…

ପୁରୀ,୧୮ା୧୦(ଅଜିତ୍‌ କୁମାର ମହାନ୍ତି): କିଛିଦିନର ବ୍ୟବଧାନ ପରେ ପୁରୀରେ ପୁଣି ଦୁର୍ବୃତ୍ତଙ୍କ ଆତଙ୍କ ଦେଖିବାକୁ ମିଳିଛି। ଶୁକ୍ରବାର ସନ୍ଧ୍ୟାରେ ଶ୍ରୀମନ୍ଦିରର ବରିଷ୍ଠ ସେବାୟତ ତଥା ସିନିଅର ସୁପରଭାଇଜର ବକ୍ସି ରାମଚନ୍ଦ୍ର ପ୍ରତିହାରୀଙ୍କୁ ଦୁର୍ବୃତ୍ତ ପଶ୍ଚିମଦ୍ୱାର ନିକଟରେ ଭୁଜାଲିରେ ହାଣିଛନ୍ତି। ଆକ୍ରମଣରେ ପ୍ରତିହାରୀ…

୨ ଦିନ ଏହି ୧୪ ଜିଲାରେ ପ୍ରବଳ ବର୍ଷିବ

ଭୁବନେଶ୍ୱର,୧୮।୧୦: ଶୁକ୍ରବାର ଓ ଶନିବାର ୧୪ ଜିଲାରେ ପ୍ରବଳ ବର୍ଷିବ। ତେବେ ବର୍ଷାକୁ ନେଇ ଏହି ୧୪ ଜିଲାକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ନିଂ ଦିଆଯାଇଛି। ଏସବୁ ଜିଲା ଗୁଡ଼ିକ ହେଲା ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ବାଲେଶ୍ବର, ଭଦ୍ରକ, ଯାଜପୁର,…

ଜୟନାରାୟଣଙ୍କ ବିସ୍ଫୋରକ ବୟାନ୍‌: ଖୁବ୍‌ଶୀଘ୍ର ବିଜେଡି ଭାଙ୍ଗି ଛିନ୍‌ଛତ୍ର ହୋଇଯିବ,ଯୋଗାଯୋଗରେ ଅଛନ୍ତି…

ଭୁବନେଶ୍ୱର,୧୮।୧୦: ଭାଜପା ବିଧାୟକ ଜୟନାରାୟଣ ମିଶ୍ର ଶୁକ୍ରବାର ଏକ ଭବିଷ୍ୟବାଣୀ କରିଛନ୍ତି। ଖୁବ୍‌ଶୀଘ୍ର ବିଜେଡି ଭାଙ୍ଗି ଛିନ୍‌ଛତ୍ର ହୋଇଯିବ ବୋଲି ସେ ପୂର୍ବାନୁମାନ କରିଛନ୍ତି। ବିଜେଡିର ଆୟୁଷ ଖୁବ୍‌ କମ ଦିନ। ବିଜେଡିର ବହୁ ନେତା ଭାଜପା ଯୋଗାଯୋଗରେ ଅଛନ୍ତି। ପ୍ରଥମେ…

କଟକରେ ଭାଙ୍ଗିଲା ତୋରଣ: ଚାପି ହୋଇଗଲା କାର୍‌, ବାଇକ୍‌

କଟକ,୧୮।୧୦(ଶିଳ୍ପା ପ୍ରିୟଦର୍ଶିନୀ): କଟକ ନେତାଜୀ ବସ୍‌ ଟର୍ମିନାଲ ନିକଟରେ ଏକ ଅଘଟଣ ଘଟିଛି। ଖପୁରିଆ ଖାନନଗର ଶିଳ୍ପାଞ୍ଚଳ ପୂଜା କମିଟି ପକ୍ଷରୁ ନିର୍ମାଣ ହୋଇଥିବା ଲାଇଟ ଗେଟ୍‌ ତୋରଣ ଶୁକ୍ରବାର ଅପରାହ୍ନରେ ହଠାତ୍‌ ଭୁଶୁଡି ପଡିଛି। ତୋରଣ ତଳେ ବହୁ ଯାନବାହନ…

ଭରତପୁର ଥାନା ମାମଲା: ଟେଷ୍ଟ ରିପୋର୍ଟ ଆସିନି, ତଦନ୍ତ କମିଶନଙ୍କ ନିକଟରେ ହାଜର ହୋଇ ଏଡିଜି କହିଲେ…

ଭୁବନେଶ୍ୱର,୧୮ା୧୦: ଭରତପୁର ଥାନା ଘଟଣାରେ କ୍ରାଇମବ୍ରାଞ୍ଚ ଏଡିଜି ବିନୟତୋଷ ମିଶ୍ର ଶୁକ୍ରବାର ଏକ ବଡ଼ ସୂଚନା ଦେଇଛନ୍ତି। ତଦନ୍ତ କମିଶନଙ୍କ ନିକଟରେ ହାଜର ହେବା ବେଳେ ସେ କହିଛନ୍ତି, ସମସ୍ତ ଅଫିସରଙ୍କ ପଲିଗ୍ରାଫ ଟେଷ୍ଟ ହୋଇ ସାରିଛି। ଆଇଆଇସି ଦୀନକୃଷ୍ଣ ମିଶ୍ରଙ୍କ…

ମୋକିମଙ୍କ ବିସ୍ଫୋରକ ବୟାନ: ବିଜେଡି, ଭାଜପାର ବହୁ ନେତା….

ଭୁବନେଶ୍ୱର,୧୮।୧୦: ବରିଷ୍ଠ କଂଗ୍ରେସ ନେତା ପୂର୍ବତନ ବିଧାୟକ ମହମ୍ମଦ ମୋକିମ ବଡ଼ ବୟାନ ଦେଇ କହିଛନ୍ତି, ବହୁ ବିଜେଡି ନେତା କଂଗ୍ରେସ ସହ ଯୋଗାଯୋଗରେ ଅଛନ୍ତି। ଦୀପାବଳି ପାଖାପାଖି ପିସିସି ସଭାପତି କିଏ ହେବେ ସେନେଇ ଘୋଷଣା ହୋଇଯିବ। ପିସିସି ଗଠନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?