ରାଜ୍ୟ

ଅପରାଜିତାଙ୍କୁ ମିଳିଲା ବଡ଼ ଦାୟିତ୍ୱ

ଭୁବନେଶ୍ୱର,୨୪।୭: ଭାଜପା ଏମ୍‌ପି ଅପରାଜିତା ଷଡ଼ଙ୍ଗୀ ହେଲେ ଏସିଆ ପାସିଫିକ ଗ୍ରୁପ IPU ଉପସଭାପତି। ଅପରାଜିତା IPU କାର୍ଯ୍ୟକାରୀ କମିଟି ଦ୍ବାରା ମନୋନୀତ ହୋଇଥିବା ସୂଚନା ମିଳିଛି। ତେବେ ସେ ବାଚସ୍ପତି ଓମ ବିର୍ଲାଙ୍କ ମାଧ୍ୟମରେ ସୂଚନା ପାଇଥିବା ସୋସିଆଲ ମିଡିଆ…

ପଦ୍ମଶ୍ରୀ କମଳା ପୂଜାରୀଙ୍କ ମୃତ୍ୟୁ ପଛରେ ରହିଛି ଷଡଯନ୍ତ୍ର! ବିଜେଡି କହିଲା…

ଭୁବନେଶ୍ୱର,୨୪।୭: ପଦ୍ମଶ୍ରୀ କମଳା ପୂଜାରୀଙ୍କ ମୃତ୍ୟୁକୁ ନେଇ ବଡ଼ ଅଭିଯୋଗ ଆଣିଛି। କମଳା ପୂଜାରୀଙ୍କ ମୃତ୍ୟୁ ପଛରେ ଷଡଯନ୍ତ୍ର ରହିଛି ବୋଲି ବିଜେଡି ବିଜେଡି ମୁଖପାତ୍ର ତଥା ଏମପି ସୁଲତା ଦେଓ ଦାବି କରିଛନ୍ତି। ସେ ସୋସିଆଲ ମିଡିଆରେ ଏକ ଭିଡିଓରେ…

ବଜେଟରେ ମହିଳାଙ୍କ ପାଇଁ ବଡ଼ ଘୋଷଣା

ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ମହିଳା ଓ ବାଳିକାମାନଙ୍କ ସୁବିଧା ପାଇଁ ବିଭିନ୍ନ ଯୋଜନା ନିମନ୍ତେ ୩ ଲକ୍ଷ କୋଟିରୁ ଅଧିକ ଟଙ୍କାର ବ୍ୟୟବରାଦ କରିଛନ୍ତି। ଅର୍ଥନୈତିକ ବିକାଶରେ ମହିଳାମାନଙ୍କ ଭୂମିକା ବଢ଼ାଇବା ପାଇଁ ସରକାରଙ୍କ ପ୍ରତିବଦ୍ଧତା ବଜେଟରୁ ପ୍ରତୀୟମାନ ହୋଇଥିବା ଅର୍ଥମନ୍ତ୍ରୀ…

ପ୍ରତିଦିନ ବିଧାୟକ ଦଳ ବୈଠକ, ତାରା ଯୋଗଦେଉନାହାନ୍ତି: କାଡାମ

ଭୁବନେଶ୍ୱର, ୨୪।୭(ସୁନିତ୍‌ ମିଶ୍ର): ବିଧାନସଭା ଅଧିବେଶନରେ କେଉଁଦିନ କ’ଣ ସବୁ ପ୍ରସଙ୍ଗକୁ ନେଇ ସରକାରୀ ଦଳକୁ ଟାର୍ଗେଟ କରାଯିବ ସେଥିଲାଗି ପ୍ରତ୍ୟେକ ଦିନ କଂଗ୍ରେସ ପକ୍ଷରୁ ନିଷ୍ପତ୍ତି ହେବ। ତେଣୁ ପ୍ରତିଦିନ କଂଗ୍ରେସର ବିଧାୟକ ଦଳ ବୈଠକ ସକାଳ ସାଢ଼େ ୯ଟାରୁ…

ନବୀନଙ୍କୁ ଗିରଫ କରିବାକୁ ମୁକେଶଙ୍କ ଦାବି

ଭୁବନେଶ୍ୱର,୨୪ା୭(ଅନିଲ ଦାସ): ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ଗିରଫ କରିବାକୁ ସଂସଦୀୟ ବ୍ୟାପାର ମନ୍ତ୍ରୀ ମୁକେଶ ମହାଲିଙ୍ଗ ବିଧାନସଭାରେ ଦାବି କରିଛନ୍ତି। ମଙ୍ଗଳବାର ବିଧାନସଭାରେ ରାଜ୍ୟପାଳଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବ ଆଗତ କରି ସେ କହିଛନ୍ତି ଯେ, ବିରୋଧୀ…

ମଳତ୍ୟାଗ କାରଣରୁ ଶ୍ରୀମନ୍ଦିରରେ ବଡ଼ ମହାସ୍ନାନ

ପୁରୀ,୨୪।୭(ଅଜିତ୍‌ କୁମାର ମହାନ୍ତି): ଶ୍ରୀମନ୍ଦିର ଭିତରେ ଜଣେ ବୟସ୍କା ବୃଦ୍ଧା ମଳତ୍ୟାଗ କରିଦେବା କାରଣରୁ ଶ୍ରୀବିଗ୍ରହମାନଙ୍କ ବଡ଼ ମହାସ୍ନାନ ନୀତି ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଶ୍ରୀମନ୍ଦିର ଲୋକ ସମ୍ପର୍କ ବିଭାଗ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ, ମଙ୍ଗଳବାର ମହାପ୍ରଭୁଙ୍କ ମଧ୍ୟାହ୍ନ ଧୂପ…

ଆଜି ୫ ଜିଲାରେ ଅତି ପ୍ରବଳ ବର୍ଷା

ଭୁବନେଶ୍ୱର, ୨୪ା୭(ଅସମାପିକା ସାହୁ): ସାରା ରାଜ୍ୟରେ ଏବେ ବର୍ଷା ଲାଗିରହିଛି। ଉତ୍ତରଠୁ ଦକ୍ଷିଣ ଏବଂ ପୂର୍ବରୁ ପଶ୍ଚିମ ସବୁଠି ଲଗାଣ ବର୍ଷାରେ ସାଧାରଣ ଜୀବନଯାତ୍ରା ପ୍ରଭାବିତ ହୋଇଛି। ମଙ୍ଗଳବାର ଅନୁଗୋଳରେ ସର୍ବାଧିକ ୫୭ ମି.ମି. ବର୍ଷା ହୋଇଥିବା ବେଳେ ବଲାଙ୍ଗୀରରେ ୪୬,…

ବାଣିଜ୍ୟ ଓ ପରିବହନ ମନ୍ତ୍ରୀଙ୍କ କଡ଼ା ଚେତାବନୀ: ବିନା ଫିଟ୍‌ନେସ୍‌, ପଞ୍ଜୀକରଣରେ ଗାଡ଼ି ଚଳାଇଲେ ଫସିବେ

ଭୁବନେଶ୍ୱର, ୨୪।୭(ସୁନିତ୍‌ ମିଶ୍ର): ସଡ଼କ ଦୁର୍ଘଟଣା ହ୍ରାସ ଓ ଯାତ୍ରୀ ସୁରକ୍ଷା ଉପରେ ଗୁରୁତ୍ୱ ଦେଇ କଡ଼ାକଡ଼ି ନିୟମ ପାଳନ କରିବାକୁ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା ନିର୍ଦ୍ଦେଶ ଦେଇଛନ୍ତି। ଏହି ନିର୍ଦ୍ଦେଶକ୍ରମେ ରାଜ୍ୟ ପରିବହନ କମିଶନର…

ରେଲଓ୍ବେକୁ ୨.୬୨ ଲକ୍ଷ କୋଟି

ଭୁବନେଶ୍ୱର,୨୪।୭(ଅନୁରାଧା ମହାରଣା): ବିଭିନ୍ନ ସ୍ଥାନରେ ରେଳ ଦୁର୍ଘଟଣା ପରେ ରେଳ ଭିତ୍ତିଭୂମି ତଥା ନୂତନ ଟ୍ରେନକୁ ମଜଭୁତ କରିବା ପାଇଁ ବଜେଟରେ କିଛି ବଡ଼ ଘୋଷଣା କରାଯାଇପାରେ ବୋଲି ଆଶା କରାଯାଉଥିଲା, ମାତ୍ର ସେପରି କିଛି ଦେଖିବାକୁ ମିଳିଲା ନାହିଁ। ରେଳ…

ବଜେଟ୍‌ ପାଇଁ ମୋଦିଙ୍କୁ ଧନ୍ୟବାଦ ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝି

ଭୁବନେଶ୍ୱର,୨୩।୭: ଚଳିତ ବଜେଟରେ ଓଡ଼ିଶାର ପର୍ଯ୍ୟଟନ କ୍ଷେତ୍ରର ବିକାଶ ପାଇଁ ବିଶେଷ ଗୁରୁତ୍ୱ ଦିଆଯିବା ସହ ଆବଶ୍ୟକ ଆର୍ଥିକ ସହାୟତା ପ୍ରଦାନ କରିବା ପାଇଁ ବ୍ୟବସ୍ଥା କରାଯାଇଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନଙ୍କୁ ରାଜ୍ୟବାସୀଙ୍କ ତରଫରୁ ଧନ୍ୟବାଦ…

ଭାଜପା ମନ୍ତ୍ରୀଙ୍କ ନବୀନଙ୍କୁ ଗିରଫ ଦାବି ହାସ୍ୟାସ୍ପଦ: ଅରୁଣ

ଭୁବନେଶ୍ୱର,୨୦ା୭-ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ଗିରଫ କରିବାକୁ ସଂସଦୀୟ ବ୍ୟାପାର ମନ୍ତ୍ରୀ ମୁକେଶ ମହାଲିଙ୍ଗ କରିଥିବା ଦାବିକୁ ହାସ୍ୟାସ୍ପଦ ବୋଲି କହିଛନ୍ତି ବିଜେଡି ବିଧାୟକ ଅରୁଣ ସାହୁ। ପୂର୍ବରୁ ଏଭଳି ଦାବି କରାଯିବାର କୌଣସି ନଜିର ନାହିଁ। ବିଧାନସଭା କିମ୍ବା…

ଯିଏ ଅଣଓଡ଼ିଆଙ୍କ କଣ୍ଟ୍ରୋଲରେ ଥିଲେ ସିଏ ଆମକୁ ଓଡ଼ିଆ ‘ଅସ୍ମିତା’ ଶିଖାଉଛନ୍ତି: ଭାଜପା

ଭୁବନେଶ୍ୱର, ୨୩।୭: ଦୀର୍ଘ ୨୫ ବର୍ଷ ପରେ ବିରୋଧୀ ଆସନକୁ ଆସିଥିବା ବିଜେଡି ବିଧାନସଭାରେ ହଙ୍ଗାମା କରୁଥିବା ଦେଖାଯାଇଛି। ମଙ୍ଗଳବାର ରାଜ୍ୟପାଳଙ୍କ ପୁଅ ଏଏସ୍‌ଓଙ୍କୁ ମାଡ଼ ମାରିବା ଘଟଣାରେ ଗୃହରେ ଅଚଳାବସ୍ଥା ସୃଷ୍ଟି ହୋଇଥିଲା। ଗୋଟିଏ ପଟେ ବିଜେଡି ମୁଖ୍ୟମନ୍ତ୍ରୀ ବିବୃତି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri