ରାଜ୍ୟ

ଝିଅ ଆଗରେ ସ୍ତ୍ରୀଙ୍କ ଗଳା କାଟିଦେଲେ ସ୍ବାମୀ, ଆଉ ତା’ ପରେ…

କାଲିମେଳା,୧୬ା୧୦(ଜୀବନକୃଷ୍ଣ ଦାସ): ମାଲକାନଗିରି ଜିଲା କାଲିମେଳା ଥାନା ଅନ୍ତର୍ଗତ ଏମ୍‌ପିଭି ୨୩ ଗ୍ରାମରେ ବୁଧବାର ସକାଳେ ଜଣେ ମହିଳାଙ୍କ ଗଳାକୁ ତାଙ୍କ ସ୍ବାମୀ ଛୋଟ ଝିଅ ଆଗରେ ବ୍ଲେଡରେ କାଟି ଦେଇଥିଲେ। ଫଳରେ ସେ ଗୁରୁତର ହୋଇପଡ଼ିବାରୁ ତାଙ୍କୁ ମେଡିକାଲରେ ଭର୍ତ୍ତି…

୫ ବର୍ଷର ସାବତ ପୁଅକୁ କୂଅରେ ପକାଇ ହତ୍ୟା କଲା ମା’

ସୁନ୍ଦରଗଡ଼,୧୬ା୧୦: ୫ ବର୍ଷର ସାବତ ପୁଅକୁ କୂଅରେ ପକାଇ ହତ୍ୟା କରିଛି ମା’। ଏଭଳି ଅମାନବୀୟ ଘଟଣା ଘଟିଛି ସୁନ୍ଦରଗଡ ଜିଲାର ଲାଠିକଟା ଅଞ୍ଚଳରେ। ଏକ ଆଶ୍ଚର୍ୟ୍ୟଜନକ ଘଟଣାରେ ଜଣେ ମହିଳା ତାଙ୍କ ୫ ବର୍ଷର ସାବତ ପୁଅକୁ ପଥରରେ ବାନ୍ଧି…

କଟକ ବାଲିଯାତ୍ରାରେ ଏଥର ବଲିଉଡ୍‌ ନାଇଟ୍‌, ଆକର୍ଷଣ ପାଲଟିବେ ଏହି ବଡ଼ ଷ୍ଟାର୍‌

କଟକ,୧୬ା୧୦(ଶିଳ୍ପା ପ୍ରିୟଦର୍ଶିନୀ): ଏଥର କଟକ ବାଲିଯାତ୍ରାରେ ହେବ ବଲିଉଡ୍‌ ନାଇଟ୍‌ ଶୋ’ । ଏନେଇ କଟକ ଜିଲାପାଳ ଦତ୍ତାତ୍ରେୟ ଭାଉସାହେବ ଶିନ୍ଦେ ସୂଚନା ଦେଇଛନ୍ତି। ଜିଲାପାଳଙ୍କ କାର୍ଯ୍ୟାଳୟସ୍ଥିତ ସଦ୍ଭାବନା ସମ୍ମିଳନୀ କକ୍ଷଠାରେ ବୁଧବାର ଅନୁଷ୍ଠିତ ବାଲିଯାତ୍ରା କଟକ ଉତ୍ସବ ୨୦୨୪ର ଖବରଦାତା…

ପୁରୀ ସହରକୁ ଜଗିବ ସିସିଟିଭି

ପୁରୀ,୧୬ା୧୦: ପୁରୀ ପାଇଁ ଖୁବ୍‌ଶୀଘ୍ର କାର୍ଯ୍ୟକାରୀ ହେବ ସିସିଟିଭି ଯୋଜନା। ଶ୍ରୀମନ୍ଦିର, ବଡ଼ଦାଣ୍ଡ, ସମୁଦ୍ରକୂଳ, ସମସ୍ତ ପ୍ରବେଶ ପଥରେ ସିସିଟିଭି ଲାଗିବ। ଏନେଇ ରାଜ୍ୟ ସରକାରଙ୍କୁ ଅନୁମୋଦନ ପାଇଁ ପଠାଯାଇଥିବା ଜିଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁ କହିଛନ୍ତି। ସମଙ୍ଗ, ମାଳତୀପାଟପୁର, ମଙ୍ଗଳଘାଟ…

ଆଇନମନ୍ତ୍ରୀଙ୍କ ବଡ଼ ବୟାନ: କହିଲେ ହଟିବ ଅଦରକାରୀ…

ଭୁବନେଶ୍ୱର,୧୬ା୧୦: ରାଜ୍ୟ ସରକାର ଖୁବ୍‌ଶୀଘ୍ର ଲ-ରିଭିଜନ କମିଶନ ଗଠନ କରିବେ। କମିଶନ ଗଠନ ନେଇ ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି। ଅପ୍ରାସଙ୍ଗିକ ଓ ଅଦରକାରୀ ଆଇନର ପରିବର୍ତ୍ତନ ଆବଶ୍ୟକ ଅଛି ବୋଲି କହିଛନ୍ତି ଆଇନମନ୍ତ୍ରୀ। ମାସେ ଦେଢ଼ ମାସ ଭିତରେ…

ଗଞ୍ଜାମ ବିଜେଡିରେ ଚହଳ: ଏମପି ପ୍ରାର୍ଥୀ ରଂଜିତାଙ୍କ ନାଁରେ ସଙ୍ଗୀନ ଅଭିଯୋଗ ଆଣିଲେ ଲତିକା, ଭାଜପା ସହ ହାତ ମିଳାଇ…

ଗଞ୍ଜାମ ବିଜେଡିରେ ହଲଚଲ। ଆସ୍କା ଏମପି ପ୍ରାର୍ଥୀ ରଂଜିତା ସାହୁଙ୍କ ନାଁରେ ସଙ୍ଗୀନ ଅଭିଯୋଗ ଆଣିଛନ୍ତି କବିସୂର୍ଯ୍ୟନଗର ପୂର୍ବତନ ବିଧାୟକ ଲତିକା ପ୍ରଧାନ। ସେ କହିଛନ୍ତି, ଏମପି ପ୍ରାର୍ଥୀ ରଂଜିତା ବିଭୀଷଣ ସାଜି ଦଳୀୟ ପ୍ରାର୍ଥୀଙ୍କୁ ହରାଇଛନ୍ତି। ସେ ଆହୁରି କହିଛନ୍ତି,…

କାହିଁକି ବିଜେଡି ଛାଡୁଛନ୍ତି ନେତା, ଭିତିରି କଥା କହିଦେଲେ ସନ୍ତୃପ୍ତ

ଭୁବନେଶ୍ୱର,୧୬।୧୦: ବିଜେଡି ନେତା ଦଳ ଛାଡିବା ନେଇ ପ୍ରତିକ୍ରିୟା ରଖିଛନ୍ତି ବିଜେଡିର ଜାତୀୟ ମୁଖପାତ୍ର ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ରାଜନୈତିକ ସଚିବ ସନ୍ତୃପ୍ତ ମିଶ୍ର । ଦଳ ଛାଡୁଥିବା ନେତାଙ୍କ ଉପରେ ବର୍ଷିବା ସହ ଭାଜପାକୁ ମଧ୍ୟ ଟାର୍ଗେଟ…

ସନ୍ତୃପ୍ତ ମିଶ୍ରଙ୍କ ବୟାନକୁ ନେଇ ଓଡ଼ିଶା ରାଜନୀତିରେ ହଲଚଲ, ଯୋଗାଯୋଗରେ ବହୁ ଭାଜପା ନେତା…

ଭୁବନେଶ୍ୱର,୧୬।୧୦: ବିଜେଡି ନେତା ଦଳ ଛାଡିବା ନେଇ ପ୍ରତିକ୍ରିୟା ରଖିଛନ୍ତି ବିଜେଡିର ଜାତୀୟ ମୁଖପାତ୍ର ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ରାଜନୈତିକ ସଚିବ ସନ୍ତୃପ୍ତ ମିଶ୍ର । ଦଳ ଛାଡୁଥିବା ନେତାଙ୍କ ଉପରେ ବର୍ଷିବା ସହ ଭାଜପାକୁ ମଧ୍ୟ ଟାର୍ଗେଟ…

ପୁଣି ଦେବାଶିଷଙ୍କ ବିସ୍ଫୋରକ ବୟାନ, ପାଣ୍ଡିଆନଙ୍କୁ ନେଇ କହିଲେ…

ଭୁବନେଶ୍ୱର,୧୬।୧୦: ପୁଣି ଦେବାଶିଷଙ୍କ ବିସ୍ଫୋରକ ବୟାନ। ଖୋଲାଖୋଲି କାର୍ତ୍ତିକ ପାଣ୍ଡିଆନଙ୍କ ନାଁ ନେଇ ବଡ଼ ବୟାନ ଦେଇଛନ୍ତି ଦେବାଶିଷ। ରାଜ୍ୟ ସଭା ଏମପି ଦେବାଶିଷ ସାମନ୍ତରାୟ ଅମର ଶତପଥୀ ଓ ପ୍ରସନ୍ନ ପାଟ୍ଟଶାଣୀଙ୍କୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି, ମତାମତ ଦେବା…

ଆସୁଛି ବଡ଼ ବାତ୍ୟା! ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ…

ଭୁବନେଶ୍ୱର,୧୬।୧୦: ପୁଣି ଡରାଇଲାଣି ଅକ୍ଟୋବର ମାସ। ଓଡିଶାକୁ ବାତ୍ୟା ଆଶଙ୍କା ଥିବା ଅନ୍ତର୍ଜାତୀୟ ପାଣିପାଗ ମଡେଲ ଆକଳନ କରିଛି । ଚିତ୍ର ସ୍ପଷ୍ଟ ହୋଇନଥିଲେ ବି ଆସନ୍ତା ୨୧ ତାରିଖରେ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇପାରେ । ଯାହାକି…

ଟ୍ରାଙ୍କୁଲାଇଜ ହୋଇ ହାତୀ ଛୁଆକୁ ନନ୍ଦନକାନନ ଅଣାଯାଉଛି

ଖୋର୍ଦ୍ଧା,୧୬।୧୦: ରାଉରକେଲାରେ ହାତୀ ପଲଙ୍କୁ ଟ୍ରେନ ଧକ୍କା ଦେବା ଘଟଣାରେ ଆହତ ହାତୀ ଛୁଆକୁ ଚିକିତ୍ସା ପାଇଁ ନନ୍ଦନକାନନ ଅଣାଯାଉଛି। ଟ୍ରାଙ୍କୁଲାଇଜ ପରେ ଆହତ ହାତୀକୁ ନନ୍ଦନ କାନନ ଆଣୁଛି ବନ ବିଭାଗ । ବିଳମ୍ବିତ ରାତିରେ ହାତୀକୁ ଟ୍ରାଙ୍କୁଲାଇଜ କରାଯାଇଥିଲା…

ନବୀନଙ୍କୁ ଜନ୍ମଦିନ ଶୁଭେଚ୍ଛା ଜଣାଇ ଏମିତି କଥା କହିଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ୱର,୧୬।୧୦: ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଆଜି ୭୮ ବର୍ଷରେ ପଦାର୍ପଣ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଏକ୍ସରେ ଏକ ପୋଷ୍ଟ ଶେୟାର କରି ସେ କହିଛନ୍ତି,ଓଡ଼ିଶାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?