ରାଜ୍ୟ

ଗ୍ରାମବାସୀଙ୍କୁ ମିଳୁନି ପାଣି, ନିଆଁ ଜାଳି କଲେ ରାସ୍ତାରୋକୋ

ଦିଗପହଣ୍ଡି,୩୦ା୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଡ଼ି ଗାଁରେ ଦୀର୍ଘଦିନ ହେଲା ପାନୀୟଜଳ ପ୍ରକଳ୍ପ ଅଚଳ ହୋଇ ପଡ଼ିରହିଛି। ଲୋକଙ୍କୁ ପାଇପ୍‌ ଯୋଗେ ପାନୀୟଜଳ ମିଳୁ ନ ଥିବା ପ୍ରତିବାଦରେ ଶୁକ୍ରବାର ସକାଳୁ ଉତ୍ତେଜିତ ଗ୍ରାମବାସୀ ମୁଖ୍ୟରାସ୍ତାରେ ନିଆଁ…

ବିଧାୟକଙ୍କ ଦରମା ବୃଦ୍ଧି ବିଲ୍‌ର ହୋଇପାରେ ପୁନଃବିଚାର

ଭୁବନେଶ୍ୱର,୩୦ା୧: ବିଧାୟକଙ୍କ ଦରମା ବୃଦ୍ଧି ବିଲ୍‌ ଉପରେ ଆସନ୍ତା ଅଧିବେଶନରେ ପୁନଃବିଚାର ହୋଇପାରେ। ଏନେଇ ସୂଚନା ଦେଇଛନ୍ତି କମିଟି ଅଧ୍ୟକ୍ଷ ଭାସ୍କର ମଢ଼େଇ। ସେ କହିଛନ୍ତି, ପୁନଃବିଚାର ପାଇଁ ବିଧାୟକମାନେ ମୁଖ୍ୟମନ୍ତ୍ରୀଙ୍କୁ ଲିଖିତ ପ୍ରସ୍ତାବ ଦେଇଥିଲେ। ବିଭିନ୍ନ ସାମାଜିକ ସଂଗଠନ, ସାଧାରଣ…

ପୋଡ଼ାମାରି ବନବିଭାଗର ରାତିଅଧିଆ ଚଢାଉ, ବିପୁଳ ପରିଣାମର…

ଦିଗପହଣ୍ଡି,୩୦।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପୋଡ଼ାମାରି ଗ୍ରାମ ସ୍ଥିତ ଚନ୍ଦ୍ରଗିରି ବନାଞ୍ଚଳ ରେଞ୍ଜର ରୂପକ କୁମାର ପ୍ରଧାନ ସଦଳବଳେ ରେଡ୍ କରି ବିପୁଳ ପରିମାଣର କାଠ ଗଣ୍ଡିି ଜବତ କରିଛନ୍ତି । ଜଣେ ବ୍ୟକ୍ତିଙ୍କ ଠାରୁ ସୂଚନା…

ଖୁବ୍‌ଶୀଘ୍ର ଖୁଲାସା ହେବ ନବ ଦାସ ହତ୍ୟା ମାମଲା, ମନ୍ତ୍ରୀ କହିଲେ ଦୀପାଳିଙ୍କ ମନ୍ତବ୍ୟ ଦେଖି…

ଭୁବନେଶ୍ୱର,୩୦ା୧: ବହୁ ଚର୍ଚ୍ଚିତ ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ ହତ୍ୟା ମାମଲାର ଖୁବ୍‌ଶୀଘ୍ର ଖୁଲାସା ହେବ। ନବଙ୍କ ଝିଅ ଦୀପାଳି ଦାସଙ୍କ ବୟାନ ଉପରେ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ଦୀପାଳିଙ୍କ ମନ୍ତବ୍ୟ ଗଣମାଧ୍ୟମରେ ଦେଖିଲି।…

ସିଡିପିଓଙ୍କ କାର୍ଯ୍ୟାଳୟ ଆଗରେ ଔଷଧ ପୋଡ଼ି, ଅଧିକାରୀଙ୍କ କାର୍ଯ୍ୟଦକ୍ଷତା ପ୍ରତି ଅଙ୍ଗୁଳି ନିର୍ଦ୍ଦେଶ

ମହାକାଳପଡ଼ା, ୩୦ା୧(ପ୍ରତାପ ଚନ୍ଦ୍ର ସ୍ବାଇଁ): ଗ୍ରାମାଞ୍ଚଳରେ ବସବାସ କରୁଥିବା କିଶୋରୀ ବାଳିକାମାନଙ୍କର ଶାରୀରିକ, ମାନସିକ, ସ୍ବାସ୍ଥ୍ୟ ଅଭିବୃଦ୍ଧି ପାଇଁ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପକ୍ଷରୁ ସ୍ବତନ୍ତ୍ର ପଦକ୍ଷେପ ଗ୍ରହଣ କରାଯାଉଛି। ସେଥିପାଇଁ ସରକାରଙ୍କ ପକ୍ଷରୁ ମାଗଣାରେ ଆଇରନ, ଭିଟାମିନ,…

ଭୁବନେଶ୍ୱର ଆସିଲା ରାଉରକେଲାରେ କ୍ରାଶ ହୋଇଥିବା ବିମାନ ଇଞ୍ଜିନ, ଏହା ପରେ ସିଧାସଳଖ ଯିବ…

ଭୁବନେଶ୍ୱର,୩୦ା୧: ରାଉରକେଲାରେ କ୍ରାଶ ହୋଇଥିବା ବିମାନର ଇଞ୍ଜିନ ଭୁବନେଶ୍ୱର ଆସିଛି। ଏହା ପରେ ଭୁବନେଶ୍ୱରରୁ ବିମାନ ଇଞ୍ଜିନ ସିଧାସଳଖ କାନାଡ଼ା ଯିବାନେଇ ସୂଚନା ମିଳିଛି। ବିମାନ ଇଞ୍ଜିନ କହିବ ଦୁର୍ଘଟଣା କାହିଁକି ହୋଇଥିଲା। ଜାନୁଆରୀ ୧୦ରେ ଜଲଦାରେ ବିମାନ କ୍ରାଶ ହୋଇଥିଲା।…

ନବ ଦାସ ମୃତ୍ୟୁ ଘଟଣା, ଝିଅ ଦୀପାଳିଙ୍କ ଭାଷଣକୁ ନେଇ ବଢିଲାଣି ଚର୍ଚ୍ଚା!

ଭୁବନେଶ୍ୱର,୩୦।୧: ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବଦାସଙ୍କ ମୃତ୍ୟୁକୁ ଏହା ଭିତରେ ୩ ବର୍ଷ ପୂରଣ ହୋଇଗଲାଣି। ୨୯ ଜାନୁଆରୀ ଗୁରୁବାର ନବଙ୍କ ତୃତୀୟ ଶ୍ରାଦ୍ଧ ବାର୍ଷିକ ସଭା ଝାରସୁଗୁଡା ବେହେରାମାଲ ସ୍ଥିତ ନବଦାସ ଅଡ଼ିଟୋରିୟମରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ରାଜସ୍ତ୍ର ମନ୍ତ୍ରୀ ସୁରେଶ…

ଛାଡପତ୍ର ପରେ ଅନୁଭବଙ୍କୁ ପାନେ ଦେଲେ ବର୍ଷା, ଯୌତୁକ ପାଇଁ …

ଭୁବନେଶ୍ୱର,୩୦।୧: ପୂର୍ବତନ ଏମ୍‌ପି ତଥା ଅଭିନେତା ଅନୁଭବ ମହାନ୍ତିଙ୍କ ଅଡୁଆ ବଢିଲା। ଅନୁଭବ ମହାନ୍ତିଙ୍କ ଆବେଦନ ହାଇକୋର୍ଟରେ ଖାରଜ। ଅନୁଭବଙ୍କ ବିରୋଧରେ ହେବ ବିଚାର। ନିମ୍ନ ଅଦାଲତରେ ମାମଲା ଚାଲିବ ବୋଲି ହାଇକୋର୍ଟ ସ୍ପଷ୍ଟ କରିଛନ୍ତି। ମାମଲାରୁ ବାଦ୍‌ ଦେବା ପାଇଁ…

ମନ୍ତ୍ରୀଙ୍କ ବାସଭବନରେ ସହାୟକଙ୍କ ମୃତ୍ୟୁ, ପରିବାର ସହ…

ଭୁବନେଶ୍ୱର,୩୦ା୧: ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ରଙ୍କ ସରକାରୀ ବାସଭବନରେ ସହାୟକ ଶଙ୍କର୍ଷଣ ନାଗଙ୍କ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ ବଲାଙ୍ଗୀର ଜିଲାର। ବିଦ୍ୟୁତ ଆଘାତରେ ସହାୟକଙ୍କ ମୃତ୍ୟୁ ହୋଇଥିବା ସୂଚନାରୁ ଜଣାପଡ଼ିଛି। ତେବେ କ୍ୟାପିଟାଲ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ…

‘ପାଠ ନ ପଢ଼ାଇ ପର୍ସନାଲ କଥା କୁହନ୍ତି ସରୋଜ୍ ସାର୍: ବି-ଏଡ଼୍ ବିଭାଗର ପ୍ରିନ୍ସପାଲ…

ଉତ୍କଳ ବିଶ୍ବଦିଦୟାଳୟ ‘ପାଠ ନପଢ଼ାଇ ପର୍ସନାଲ କଥା କୁହନ୍ତି ସରୋଜ୍ ସାର୍ । ଏମିତି କିଛି ଅଭିଯୋଗ ଉତ୍କଳ ବିଶ୍ବବିଦ୍ୟାଳୟ ବି-ଏଡ଼୍ ବିଭାଗର ପ୍ରିନ୍ସପାଲ ସରୋଜ ସାହୁଙ୍କ ନାଁରେ ଆଣିଛନ୍ତି ଛାତ୍ରୀଛାତ୍ର ।

ମହୁଲରୁ ହେବ ମୃଦୁପାନୀୟ, ଏନ୍‌ଆଇଟି-ଓର୍‌ମାସ୍‌ ମଧ୍ୟରେ ଏମ୍‌ଓୟୁ

ରାଉରକେଲା,୩୦।୧(ସଙ୍ଗୀତା ଜେନା): ଜଙ୍ଗଲଜାତ ଦ୍ରବ୍ୟ ମହୁଆ ବା ମହୁଲରୁ ଦେଶୀମଦ ତିଆରି ହେଉଥିଲା। ହେଲେ ଦିନକୁ ଦିନ ଜ୍ଞାନକୌଶଳ ବିକଶିତ ହେବା ପରେ ଏହି ଜଙ୍ଗଲଜାତ ଦ୍ରବ୍ୟରୁ ମୃଦୁପାନୀୟ ପ୍ରସ୍ତୁତ କରାଯିବ। ଏଥିପାଇଁ ଅତିଶୀଘ୍ର କୁଆଁରମୁଣ୍ଡାଠାରେ ମହୁଲ ପ୍ରକ୍ରିୟାକରଣ ପ୍ଲାଣ୍ଟ ପ୍ରତିଷ୍ଠା…

ପାନ ମସଲା ପ୍ରତିବନ୍ଧକ ଉପରେ H&FWର ବଡ଼ ବୟାନ, ବ୍ୟାନ ହେବନି ପାନ ମସଲା!

ଭୁବନେଶ୍ବର,୩୦।୧: ଓଡ଼ିଶାରେ ପାନ ମସଲାକୁ ବ୍ୟାନ କରିଥିଲେ ରାଜ୍ୟ ସରକାର । ବିଡ଼ି, ସିଗାରେଟ, ଗୁଟଖା ଏବଂ ତମାଖୁ ଭଳି ଉତ୍ପାଦର ପ୍ୟାକେଜିଂ, ସଂରକ୍ଷଣ ଏବଂ ଉତ୍ପାଦନ ଉପରେ ପ୍ରତିବନ୍ଧକ ଲଗାଇଥିଲେ । ଏହାରି ଭିତରେ ଶୁକ୍ରବାର ସ୍ୱାସ୍ଥ୍ୟ ଓ ପରିବାର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri