ରାଜ୍ୟ

ମେଡ଼ିକାଲ ଯିବା ବାଟରେ ଖରାପ ହେଲା ଆମ୍ବୁଲାନ୍ସ: ୩ ଘଣ୍ଟା ଛଟପଟ ହୋଇ ଚାଲିଗଲା ନାବାଳିକାଙ୍କ ଜୀବନ

ଭବାନୀପାଟଣା,୯।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଗୁରୁବାର ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଯାନ୍ତ୍ରିକ ତ୍ରୁଟି ଯୋଗୁ ଏକ ଆମ୍ବୁଲାନ୍ସ ଦୀର୍ଘ ୩ ଘଣ୍ଟା ଧରି ଅଟକିବା ରହିବାରୁ ଠିକ୍‌ ସମୟରେ ରୋଗୀ ମେଡ଼ିକାଲ ପହଞ୍ଚି ନ ପାରି ମୃତ୍ୟୁବରଣ…

ସରକାରୀ କାର୍ଯ୍ୟରେ ଅନ୍ୟ ସମ୍ପ୍ରଦାୟକୁ ଯାଇ ବାସନ୍ଦର ଶିକାର ହେଲେ ଆଶାକର୍ମୀ

ପାରଳାଖେମୁଣ୍ଡି,୯ା୭(ଗିରିଧାରୀ ପରିଚ୍ଛା):ସରକାରୀ ସ୍ବାସ୍ଥ୍ୟସେବା ଓ କଲ୍ୟାଣମୂଳକ ଯୋଜନା ସମସ୍ତଙ୍କ ପାଖରେ ପହଞ୍ଚାଇବାରେ ଆଶାକର୍ମୀଙ୍କ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ରହିଛି। ହେଲେ ସେହି ଦାୟିତ୍ୱ ପାଳନ କରିବାକୁ ଯାଇ ଜଣେ ଆଶାକର୍ମୀଙ୍କୁ ନିଜ ସମ୍ପ୍ରଦାୟରେ ବିରୋଧର ସମ୍ମୁଖୀନ ହେବାକୁ ପଡିଛି। ଭିନ୍ନ ସମ୍ପକ୍ରଦାୟଙ୍କ ଘରକୁ…

ଟ୍ରେକିଂ ପାଇଁ ଯାଇ ମାଲ୍ୟଗିରି ପାହାଡ଼ରେ ଫସିଯାଇଥିଲେ ୩ ଯୁବକ, ୨୫ ଫୁଟ ଘାଇରୁ….

ପାଳଲହଡା,୯ା୭(ଦିବ୍ୟଜ୍ୟୋତି ଦାଶ): ଅନୁଗୋଳ ଜିଲା ପାଳଲହଡା ମାଲ୍ୟଗିରି ପାହାଡକୁ ଟ୍ରେକିଂ କରିବାକୁ ଯାଇ ଫସି ରହିଥିବା ୩ ଯୁବକଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କଲା ଅଗ୍ନିଶମ ବାହିନୀ । ସୂଚନା ଅନୁଯାଇ, ବୁଧବାର କେନ୍ଦୁଝର, ବଡ଼ବିଲ ଓ ଚମ୍ପୁଆ ଅଞ୍ଚଳର ୧୩…

ପାଠ ପଢ଼ିବାକୁ ଭୁବନେଶ୍ବର ଆସିଥିଲେ ଝିଆରୀ; ବଳାତ୍କାର କରୁଥିଲେ ମଉସା, ସହଯୋଗ କରୁଥିଲେ ମାଉସୀ

ଭୁବନେଶ୍ୱର,୯।୭(ପ୍ରସନଜିତ୍‌ ସାହୁ): ରାଜଧାନୀ ଭୁବନେଶ୍ୱରରେ ଏକ ବଳାତ୍କାର ଘଟଣା ସାମ୍ନାକୁ ଆସିଛି। ନୟାପଲ୍ଲୀ ଥାନା ଅନ୍ତର୍ଗତ ନୂଆସାହିସ୍ଥିତ ଏକ ଆପାର୍ଟମେଣ୍ଟରେ ଜଣେ ନାବାଳିକା ଝିଆରୀଙ୍କୁ ତାଙ୍କ ମଉସା ବଳାତ୍କାର କରିଥିବା ବେଳେ ମାଉସୀ ସହଯୋଗ କରିଥିବା ଅଭିଯୋଗ ହୋଇଛି। ପୋଲିସ ବୁଧବାର…

ବର୍ଷା ସହ ବିଜୁଳି-ଘଡ଼ଘଡ଼ି ସମ୍ଭାବନା: ୩୦ରୁ ୪୦ କିମି ବେଗରେ ବହିବ ପଦନ: ୟେଲୋ ୱାର୍ନିଂ ଜାରି

ଭୁବନେଶ୍ୱର,୯ା୭(ସୌମ୍ୟରଞ୍ଜନ ରାଉତ):ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ଉତ୍ତର ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳରେ ସୃଷ୍ଟି ହୋଇଥିବା ଅବପାତ ଦୁର୍ବଳ ହୋଇ ସଦୃଶ ଲଘୁଚାପରେ ପରିଣତ ହୋଇଛି। ବର୍ତ୍ତମାନ ସଦୃଶ ଲଘୁଚାପ ଉତ୍ତର ପଶ୍ଚିମ ମଧ୍ୟପ୍ରଦେଶ ଏବଂ ଏହା ସଂଲଗ୍ନ ଦକ୍ଷିଣ-ପଶ୍ଚିମ ଓ ଉତ୍ତର-ପଶ୍ଚିମ ଅଞ୍ଚଳରେ…

ଠିକା କର୍ମଚାରୀ ହେବେ ନିୟମିତ: ସରକାରଙ୍କ ବଡ଼ ଘୋଷଣା

ଭୁବନେଶ୍ୱର, ୯ା୭ (ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗରେ ଦୀର୍ଘବର୍ଷ ଧରି କାର୍ଯ୍ୟରତ ଠିକା କର୍ମଚାରୀଙ୍କୁ ନିୟମିତ କରିବା ପାଇଁ ଦାବିହୋଇ ଆସୁଥିବାବେଳେ ଏହାକୁ ସରକାର ଗୁରୁତ୍ୱର ସହ ଗ୍ରହଣ କରିଛନ୍ତି। ଏହାକୁ ନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜୁଲାଇ…

ପାଠ ପଢ଼ିବା ପାଇଁ ଜିଦ୍: ପରିବାରଲୋକେ ବିବାହ ପାଇଁ ବାଧ୍ୟ କରିବାରୁ ଘର ଛାଡ଼ିଥିଲେ ଯୁକ୍ତ ଦୁଇ ଛାତ୍ରୀ, ୨ ବର୍ଷ ପରେ…

ଦିଗପହଣ୍ଡି,୮।୭( ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଞ୍ଚଳରୁ ଦୀର୍ଘ ୨ ବର୍ଷ ହେଲା ନିଖୋଜ ଥିବା ଜଣେ ୨୨ ବର୍ଷୀୟା ଛାତ୍ରୀଙ୍କୁ ପାଟପୁର ପୋଲିସ ଉଦ୍ଧାର କରିଛି। ପୋଲିସ ଛାତ୍ରୀଙ୍କ ମା’ଙ୍କୁ ଥାନାକୁ ଡକାଇ ତାଙ୍କୁ ହସ୍ତାନ୍ତର…

ହାବସପୁରରେ ଭାଜପାର ମିଶ୍ରଣ ପର୍ବ, ଏମପିଙ୍କ ନିର୍ଦ୍ଦେଶରେ ସାମିଲ ହେଲେ….

ଜୁନାଗଡ଼,୮।୭(ଅଂଶୁମାନ ଯୋଶୀ): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଳକ ହାବସପୁର ଠାରେ ବୁଧବାର ଭାଜପାର ମିଶ୍ରଣ ପର୍ବ ଓ ଆମ୍ବୁଲାନ୍ସ ସେବା ଲୋକାର୍ପିତ ହୋଇ ଯାଇଛି । ସ୍ଥାନୀୟ ମଣ୍ଡଳ ସଭାପତି ଷଷ୍ଠୀ ବେହେରାଙ୍କ ସଭାପତିତ୍ବ ରେ ଅନୁଷ୍ଠିତ ମିଶ୍ରଣ ପର୍ବରେ ମୁଖ୍ୟ…

ସୋସିଆଲ ମିଡିଆରେ ଭାଇରାଲ କରିଦେବି… ଯୁବତୀଙ୍କୁ ବଳାତ୍କାର ଅଭିଯୋଗ, ଜେଲ୍ ଗଲେ ଅଭିଯୁକ୍ତ ରାଜମିସ୍ତ୍ରୀ

ଦିଗପହଣ୍ଡି,୮।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧିନ ଏକ ଗାଁର ଜଣେ ୨୬ ବର୍ଷୀୟା ଯୁବତୀଙ୍କୁ ବଳାତ୍କାର କରିଥିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ବୁଧବାର ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛନ୍ତି । ସେ ହେଲେ ସାନଖେମୁଣ୍ଡି…

ବୋରପଦର ଗ୍ରାମ ପଞ୍ଚାୟତରେ ମନରେଗା ଦୁର୍ନୀତି ଅଭିଯୋଗ, ଜିଲାପାଳଙ୍କୁ ଫେରାଦ ହେଲେ ଗ୍ରାମବାସୀ

କର୍ଲାମୁଣ୍ଡା,୮।୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକରେ ମନରେଗା ଦୁର୍ନୀତି ନେଇ ବିଭିନ୍ନ ସମୟରେ ଲୋକେ ଅଭିଯୋଗ କରି ଆସୁଥିଲେ ମଧ୍ୟ ପ୍ରଶାସନ ପକ୍ଷରୁ କୌଣସି ଆଖିଦୃଶିଆ ପଦକ୍ଷେପ ନେଉ ନଥିବା ଅଭିଯୋଗ ହେଉଛି । ବ୍ଲକର ବୋରପଦର ଗ୍ରାମ…

ଆସନ୍ତା ୧୦ରେ କଳାହାଣ୍ଡି ଗସ୍ତ କରିବେ ମନମୋହନ ସାମଲ, ଆଗାମୀ ନିର୍ବାଚନକୁ ନେଇ ଦେବେ ଗୁରୁମନ୍ତ୍ର

ଭବାନୀପାଟଣା,୮।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାକୁ ଆସନ୍ତା ୧୦ ତାରିଖ ଶୁକ୍ରବାର ଭାଜପା ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଗସ୍ତ ରହିଛି । ଉକ୍ତ ଦିନ ସେ ଭବାନୀପାଟଣାରେ ଅନୁଷ୍ଠିତ ହେବାକୁ ଥିବା ସ୍ଵଚ୍ଛ ଭାରତ ଅଭିଯାନ, ବୃକ୍ଷ ରୋପଣ କାର୍ଯ୍ୟକ୍ରମ…

କାହିଁକି ଆମିଷ ତରକାରୀ କରିନୁ…ଠେଙ୍ଗାରେ ସ୍ତ୍ରୀଙ୍କୁ ମରଣାନ୍ତକ ଆକ୍ରମଣ, ୨ବର୍ଷ ପରେ ଜେଲ୍ ଗଲେ ସ୍ବାମୀ

ଦିଗପହଣ୍ଡି,୮।୭(ଅଶେଷ ନାଥ ମିଶ୍ର): ଆମିଷ ତରକାରୀକୁ ନେଇ ସ୍ତ୍ରୀକୁ ହତ୍ୟା ଉଦ୍ୟମ କରିଥିଲେ ସ୍ବାମୀ । ଏହି ଘଟଣାରେ ଦୁଇବର୍ଷ ପରେ ସ୍ବାମୀଙ୍କୁ ଗିରଫ କରାଯାଇଛି । ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମୌଳାଭଞ୍ଜା ଗ୍ରାମର ଜୁରିଆ ସେଠୀ(୩୬) ଗତ ୨୦୨୪…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?